Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଚମତ୍କାରୀ ଫେସ୍‌ ପ୍ୟାକ୍‌, ଚମକାଇବ ତ୍ୱଚା ଜାଣନ୍ତୁ….

ଓଡ଼ିଶା ସମ୍ବାଦ ବ୍ୟୁରୋ : ଶୀତଦିନେ ସାଧାରଣତଃ ତ୍ୱଚା ଅଧିକ ଶୁଷ୍କ ହୋଇଯାଏ । ତେଣୁ ଏହିଦିନେ ତ୍ୱଚାର ଅଧିକ ଯତ୍ନ ନେବା ଆବଶ୍ୟକ ରହିଛି । ଏହାସହ କିଛି ଘରୋଇ ଚମତ୍କାରୀ ଫେସିଆଲ୍‌ ପ୍ୟାକ୍‌ ବନାଇ ମୁହଁରେ ଲଗାଇଲେ ତ୍ୱଚାର ଚମକ ବୃଦ୍ଧି କରିବା ସହ ଉଜ୍ଜ୍ୱଳ ମଧ୍ୟ କରିଥାଏ । ତେବେ ଆପଣ…

ଗୋଟିଏ କିଡନୀରେ କେମିତି ବଞ୍ଚେ ମଣିଷ ? 

ନୂଆଦିଲ୍ଲୀ: ଆମ ଦେଶରେ କିଡନୀ ରୋଗୀଙ୍କ ସଂଖ୍ୟା କିଛି କମ୍ ନୁହେଁ । ଅନେକ କିଡନୀ ରୋଗୀ ଗୋଟିଏ କିଡନୀରେ ବଞ୍ଚୁଥିବା ବେଳେ ଆଉ ଅନେକ ଲୋକ କିଡନୀ ଦେବା ପରେ ଗୋଟିଏ କିଡନୀରେ ଜୀବନ ଜିଉଁଛନ୍ତି । ତେବେ ଆସନ୍ତୁ ଜାଣିବା ଗୋଟିଏ କିଡନୀରେ କେମିତି ବଞ୍ଚେ ମଣିଷ । ମଣିଷ ଶରୀରରେ ୨ଟି କିଡନୀ…

ବିଭିନ୍ନ ରୋଗ ଦୂର କରେ ଶୁଖିଲା ନଡ଼ିଆ ଆସନ୍ତୁ ଜାଣିବା…

ଓଡ଼ିଶା ସମ୍ବାଦ ବ୍ୟୁରୋ : ଘରେ ଘରେ ନଡ଼ିଆର ଆବଶ୍ୟକତା ଅଧିକ ରହିଥାଏ  । ସମସ୍ତେ ମଧ୍ୟ ନଡ଼ିଆ ଖାଇବାକୁ ଖୁବ୍‌ ପସନ୍ଦ କରିଥାନ୍ତି  । ସାଧାରଣତଃ ନଡ଼ିଆ କିଛି ଦିନ ଦିନ ରହିବାପରେ ସେଥିରେ ଥିବା ପାଣି ଶୁଖିଯାଇଥାଏ ଫଳରେ ଲୋକେ ଏହି ନଡ଼ିଆକୁ ଫିଙ୍ଗି ଦେଇଥାଆନ୍ତି । କ’ଣ ଆପଣ ଜାଣିଛନ୍ତି…

ଚମତ୍କାରୀ ଭୃଶଙ୍ଗ ପତ୍ରକୁ ଏପରି ବ୍ୟବହାର କରନ୍ତୁ ଦୂର ହୋଇଯିବ କେଶ ସମସ୍ୟା…

ଓଡ଼ିଶା ସମ୍ବାଦ ବ୍ୟୁରୋ : ଚିନ୍ତାର କାରଣ ପାଲଟିଛି କେଶ ଝଡ଼ିବା ସମସ୍ୟା । କେଶ ଝଡ଼ିବା ନେଇ ଆପଣ ଚିନ୍ତିତ ଅଛନ୍ତି କି ! ତେବେ ଆସନ୍ତୁ କିଛି ଉପାୟ ଆପଣେଇଲେ ଆାପଣଙ୍କ କେଶ ଝଡ଼ିବା ଦୂର ହୋଇଯିବ । ଭୃଶଙ୍ଗ ପତ୍ରକୁ ପ୍ରାୟତଃ ଆମେ ଖାଦ୍ୟରେ ବ୍ୟବହାର କରିଥାଉ । ଆପଣ ଜାଣିଛନ୍ତି କି…

ପିଜ୍ଜା,ବର୍ଗର ଖାଉଛନ୍ତି କି ! ତେବେ ହୋଇଯାଆନ୍ତୁ ସାବଧାନ… କାରଣ ହାେଇପାରେ କ୍ୟାନ୍ସର

ଓଡ଼ିଶା ସମ୍ବାଦ ବ୍ୟୁରୋ : ଅନେକ ସମୟରେ ଆମେ ଘର ଖାଦ୍ୟ ନ ଖାଇ ବାହାର ଖାଦ୍ୟ ଖାଇଥାଆନ୍ତି  । ବିଶେଷ କରି ଯୁବପିଢ଼ି ମାନେ ଫାଷ୍ଟଫୁଡ ଖାଇବାକୁ ଅଧିକ ପସନ୍ଦ କରିଥାଆନ୍ତି  । ସେହିପରି କିଛି ବୟସ୍କ ଲୋକ ମଧ୍ୟ ଫାଷ୍ଟଫୁଡ ଖାଦ୍ୟ ପ୍ରତି ଆକୃଷ୍ଟ ହୋଇଥାନ୍ତି । ତେବେ ଫାଷ୍ଟଫୁଡ ଖାଦ୍ୟ ମଧ୍ୟରୁ…

ମଧୁମେହ ରୋଗୀଙ୍କ ପାଇଁ ବିଶେଷ ଚା’

ଓଡ଼ିଶା ସମ୍ବାଦ ବ୍ୟୁରୋ : ମଧୁମେହ ରୋଗୀ ମାନେ ଚା’ ପିଇବା ସମୟରେ କିଛିଟା ବାରଣ କରିଥାଆାନ୍ତି । ସେମାନେ ଚା’ ରେ ଚିନି ପକାଇ ପିଇବାକୁ ଇଛା କରନ୍ତି ନାହିଁ  । ସାଧାରଣତଃ ଚା’ ପାଟିକୁ ଟିକିଏ ମିଠା ନ ଲାଗିଲେ ପିଇବାକୁ ମନ ହୋଇନଥାଏ  । କିନ୍ତୁ ମଧୁମେୟ ରୋଗୀମାନେ ଚା’ରେ ଚିନି…

ଏହି ୪ଟି ସମସ୍ୟାରୁ ମୁକ୍ତି ଦିଏ ଅଶ୍ୱଗନ୍ଧା ପାଉଡର

ଭୁବନେଶ୍ୱର: ଅଶ୍ୱଗନ୍ଧା ଏମିତି ଏକ ଆୟୁର୍ବେଦିକ ଜଡିବୁଟି ଯେଉଁଥିରେ ପ୍ରଚୁର ପରିମାଣରେ ପୋଷକ ତତ୍ତ୍ୱ ରହିଛି ଯାହା ଶରୀର ପକ୍ଷେ ଲାଭଦାୟକ ରହିଥାଏ । ଗୁଣକାରୀ ଅଶ୍ୱଗନ୍ଧା ଶରୀରକୁ ବିଭିନ୍ନ ଲାଭ ଦେଇଥାଏ । ଅଶ୍ୱଗନ୍ଧାର ମୂଳକୁ ଗୁଣ୍ଡ କରି କ୍ଷୀର କିମ୍ୱା ପାଣିରେ ମିଶାଇ ସେବନ କରାଯାଇଥାଏ ।…

ଆପଣଙ୍କ ଆଖି ତଳ କଳା ପଡ଼ୁଛି କି ! ତେବେ ଆପଣାନ୍ତୁ ଏହି ଉପାୟ….

ଓଡ଼ିଶା ସମ୍ବାଦ ବ୍ୟୁରୋ : ଆାଖି ମୁହଁର ସୁନ୍ଦରତା ବଢ଼ାଇଥାଏ । ଶରୀରର ସବୁଠୁ ସୂକ୍ଷ୍ମ ଅଙ୍ଗ ହେଉଛି ଆଖି  । ଆମ ଆଖି ସୁନ୍ଦର ଦେଖାଗଲେ ଆମେ ମଧ୍ୟ ସୁନ୍ଦର ଦିଶିବା  । ତେବେ ପ୍ରତି ମୁହୂର୍ତ୍ତରେ ଆଖିର ଯତ୍ନ ନେବା ଆବଶ୍ୟକ ରହିଛି  । ଅନେକ ସମୟରେ ଆଖିକୁ ନେଇ ବିଭିନ୍ନ ସମସ୍ୟା…