Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ହାଡକୁ ମଜବୁତ କରେ ସପୁରୀ ଜୁସ୍, ଜାଣନ୍ତୁ ଏହାର ଚମତ୍କାର ଫାଇଦା ବିଷୟରେ…

ଭୁବନେଶ୍ଵର: ସପୁରି ବିଭିନ୍ନ ପ୍ରକାର ପୌଷ୍ଟିକ ତତ୍ତ୍ୱରେ ଭରପୁର ଅଟେ l ଏହା ଏପରି ଗୋଟିଏ ଫଳ ଯାହାକୁ ଖାଇଲେ ଯେତିକି ସ୍ୱାଦିଷ୍ଟ ଲାଗେ ଦେହ ପାଇଁ ମଧ୍ୟ ସେତିକି ହିତକର l ଆମେ ଏହାକୁ କାଟି ଛୋଟ ଛୋଟ ଖଣ୍ଡ କରି ଖାଇ ପାରିବ ଓ ଜୁସ କରି ମଧ୍ୟ ପିଇ ପାରିବା l ସପୁରି ବ୍ରୋମିଲିସିୟା ପ୍ରଜାତିର…

ଆଜି ବିଶ୍ଵ ଅଣ୍ଡା ଦିବସ,ଏକ ସୁସ୍ଥ ଭବିଷ୍ୟତ ପାଇଁ ଅଣ୍ଡା

ଭୁବନେଶ୍ଵର: ଅଣ୍ଡା ମଣିଷ ଜୀବନରେ କେତେ ଦରକାରୀ, ତାକୁ ବୁଝାଇବା ପାଇଁ ପ୍ରତିବର୍ଷ ଅକ୍ଟୋବର ମାସର ଦ୍ୱିତୀୟ ଶୁକ୍ରବାରକୁ ବିଶ୍ୱ ଅଣ୍ଡା ଦିବସ ରୂପେ ପାଳନ କରାଯାଏ । ୧୯୯୬ ମସିହାରେ ରେ ଆନ୍ତର୍ଜାତୀୟ ଅଣ୍ଡା ଆୟୋଗର ଭିଏନା ସମ୍ମିଳନୀରେ ଏହି ଦିନକୁ ପ୍ରଥମ ଥର ପାଇଁ ପାଳନ କରାଯାଇଥିଲା ।…

ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ କଞ୍ଚା ଅମୃତଭଣ୍ଡା, ଆସନ୍ତୁ ଜାଣିବା…

ଭୁବନେଶ୍ୱର: କଞ୍ଚା ଅମୃତଭଣ୍ଡା ଆମ ଶରୀର ପାଇଁ ଖୁବ୍ ହିତକାରୀ। ଏଥିରେ ଭିଟାମିନ୍ ଏ,ସି ଓ ଇ ଭରପୂର ମାତ୍ରାରେ ଥାଏ। ଏହା ଆମ ଶରୀରର ରୋଗ ପ୍ରତିଷେଧକ ଶକ୍ତିକୁ ମଜଭୁତ୍ କରିଥାଏ। ଲିଭରକୁ ସୁସ୍ଥ ରଖିବାରେ କଞ୍ଚା ଅମୃତଭଣ୍ଡା ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ। ଜଣ୍ଡିସ୍ ହେଲେ ଲିଭର୍ ଦୁର୍ବଳ…

Hair Care: ଆପଣଙ୍କ କେଶ ପାଇଁ ବିପଜ୍ଜନକ ହୋଇପାରେ ଏହି ହେୟାର ଟ୍ରିଟମେଣ୍ଟ ! ହୋଇଯାଆନ୍ତୁ ସାବଧାନ

ନୂଆଦିଲ୍ଲୀ: ଆଜିକାଲି ଶାରୀରିକ ସ୍ୱାସ୍ଥ୍ୟ ସହିତ କେଶର ଯତ୍ନ ନେବା ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି। କେଶକୁ କୋମଳ ଏବଂ ଚମକ କରିବା ପାଇଁ, ଆମେ ଅନେକ ପ୍ରକାରର ସୈନ୍ଦର୍ଯ୍ୟ ଚିକିତ୍ସା ଗ୍ରହଣ କରୁ। କିନ୍ତୁ ଅନେକ ଥର ଏହି ଚିକିତ୍ସା କେଶକୁ ଅଧିକ କ୍ଷତି ପହଞ୍ଚାଏ। ସମସ୍ତେ ଘନ,…

କେବଳ ଆମ ସ୍ବାସ୍ଥ୍ୟ ପାଇଁ ନୁହେଁ , ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି କରେ କଦଳୀ….

ନୂଆଦିଲ୍ଲୀ : କଦଳୀ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି  । ଏହା ଆମ ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ  । ଏଥିରେ ଅନେକ ଓୗଷଧିୟ ଗୁଣ ରହିଛି  । ଏହା କେବଳ ଯେ ଆମ ସ୍ବାସ୍ଥ୍ୟ ଉପଯୋଗୀ ତାହା ନୁହେଁ , ଏହା ଆମ ସୌନ୍ଦର୍ଯ୍ୟ ମଧ୍ୟ ବୃଦ୍ଧି କରିବାରେ ସହାୟକ ହୁଏ  । କଦଳୀକୁ ଆମେ ଫେସ୍…

ଓଜନ ହ୍ରାସ ପାଇଁ ସର୍ବୋତ୍ତମ କଫି: ଆସନ୍ତୁ ଜାଣିବା କେଉଁ କଫି ପିଇବେ ବ୍ଲାକ୍ ନା ମିଲ୍କ..

ନୂଆଦିଲ୍ଲୀ : ବର୍ତ୍ତମାନ ସମୟରେ ଫିଟନେସକୁ ନେଇ ସମସ୍ତେ ଜାଗ୍ରତ ଆଉ ଚିନ୍ତିତ ମଧ୍ୟ। କିନ୍ତୁ ବିଭିନ୍ନ ସମୟରେ ଖରାପ ଜୀବନଶୈଳୀ ଆମ ସ୍ୱାସ୍ଥ୍ୟ ଉପରେ ଗମ୍ଭୀର ପ୍ରଭାବ ପକାଇଥାଏ  ।  ମେଦବହୁଳତା ଲୋକଙ୍କ ପାଇଁ ଏକ ସମସ୍ୟା ହୋଇ ଉଭା ହୋଇଛି। ମେଦବହୁଳତା ଏକ ରୋଗ ନ ହେଲେ ବି ଅନେକ ରୋଗର…

ରୂପି ସମସ୍ୟାକୁ ନେଇ ଚିନ୍ତିତ କି? ତେବେ ଆପଣାନ୍ତୁ ଏହି ସବୁ ଘରୋଇ ଉପାୟ

ଭୁବନେଶ୍ଵର: ଶୀତଦିନ ଆସିଗଲାଣି। ଶୀତ ଆସିଲେ ଅତ୍ୟଧିକ ଥଣ୍ଡା ହେତୁ ଅନେକ ପ୍ରକାରର ତ୍ୱଚା ଓ କେଶ ଜନିତ ସମସ୍ୟା ଦେଖାଦିଏ। ଏଥିସହ ଶୀତ ଦିନର ସବୁଠୁ ବଡ଼ ସମସ୍ୟା ହେଉଛି ରୂପି ବା ଡାଣ୍ଡ୍ରଫ୍ । ଦେଖିବାକୁ ଗଲେ ରୂପି ଏକ ସାଧାରଣ ସମସ୍ୟା । ହେଲେ ଶୀତଦିନେ ଏହା ଅଧିକ ପରିମାଣରେ ଦେଖାଦେଇଥାଏ।…

ପ୍ରତିଦିନ ଖାଆନ୍ତୁ ବାଇଗଣ : ଏସବୁ ଗମ୍ଭୀର ରୋଗରୁ ମିଳିବ ମୁକ୍ତି

ନୂଆଦିଲ୍ଲୀ : ବାଇଗଣ ଏପରି ଏକ ପରିବା  । ଯାହା ବର୍ଷର ୧୨ ମାସ ଯାକ ମାର୍କେଟରେ ଉପଲବ୍ଧ ରହିଥାଏ  । ଏହାକୁ ଅଧିକାଂଶ ଲୋକ ଖାଇବାକୁ ପସନ୍ଦ କରନ୍ତି ନାହିଁ  । କିନ୍ତୁ ଏହା ସ୍ବାସ୍ଥ୍ୟ ପକ୍ଷେ ବେଶ୍ ଉପକାରୀ  । ଏଥିରୁ ଅନେକ ଖାଦ୍ୟ ଆଇଟମ୍ ବନାଇଥାଏ  । ଯାହା ଅତ୍ୟନ୍ତ ସ୍ବାଦିଷ୍ଟ ହୋଇଥାଏ…

ହାର୍ଟ ସମସ୍ୟା ସହ କୋଲେଷ୍ଟ୍ରଲ ହ୍ରାସ କରେ ସୋରିଷ

ନୂଆଦିଲ୍ଲୀ: ଆମେ ସାଧାରଣତଃ ଖାଦ୍ୟ ପ୍ରସ୍ତୁତିରେ ସୋରିଷକୁ ବ୍ୟବହାର କରୁ । ମାତ୍ର ଆପଣମାନେ ଜାଣନ୍ତି କି କେବଳ ରୋଷେଇ କାର୍ଯ୍ୟରେ ନୁହେଁ , ସୋରିଷ ଆମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବେଶ୍ ଲାଭଦାୟକ । ଏଥିରେ ଅନେକ ମାତ୍ରାରେ ପୋଷକ ତତ୍ତ୍ୱ ଭରପୂର ହୋଇ ରହିଥାଏ । ସୋରିଷ ମଞ୍ଜିରେ ଆଇରନ୍‌,…

ସକାଳୁ ସକାଳୁ ଘରେ ଘରେ ମହକୁଛି ଦୂତିଆ ଘାଣ୍ଟ, ଆସନ୍ତୁ ଜାଣିବା ଘାଣ୍ଟ ତରକାରୀ ତିଆରୀର ସହଜ ରେସିପି…

ଭୁବନେଶ୍ଵର: ଓଡ଼ିଶାରେ ବାରମାସରେ ତେର ପର୍ବ ପାଳିତ ହୁଏ । ପର୍ବକୁ ଛାଡ଼ିଦେଲେ ଅନେକ ଓଷା ମଧ୍ୟ ରହିଛି , ସେ ମଧ୍ୟରୁ ଦୂତି ବାହନ ଓଷା ଅନ୍ୟତମ । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା “ପୁଅ ଜିଉଁତିଆ” ନାମରେ ଏକ ମୁଖ୍ୟ ଓଷା…