Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ବର୍ଷାଦିନେ ନିଅନ୍ତୁ ପାଦର ଯତ୍ନ, ଜାଣନ୍ତୁ ଘରୋଇ ଉପାୟ..

ଓଡ଼ିଶା ସମ୍ବାଦ ବ୍ୟୁରୋ; ବର୍ଷାଦିନେ ମାଟି କାଦୁଅ, ଅପରିଷ୍କାର ପାଣିରେ ପାଦ ଭିଜିବା ଯୋଗୁ ଜୀବାଣୁ ସଂକ୍ରମଣର ଆଶଙ୍କା ବେଶି ବଢ଼ିଯାଏ । ତା’ ଛଡ଼ା ଓଦା ଚପଲ, ଜୋତା ଆଦି ଅଧିକ ସମୟ ରହିବା କାରଣରୁ ପାଦ ଗନ୍ଧ ହେବା ସହ ପାଣିଖାଇବା, ଫଙ୍ଗାଲ ଇନ୍‌ଫେକ୍ସନ ବି କେତେକଙ୍କଠାରେ ଦେଖା ଦେଇଥାଏ।…

ଆଜି ଜାତୀୟ ହସ୍ତତନ୍ତ ଦିବସ, ଅନ୍ତର୍ଜାତୀୟ ବଜାରରେ ବଢୁଛି ଓଡ଼ିଶା ହସ୍ତତନ୍ତର ଚାହିଦା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି ଜାତୀୟ ହସ୍ତତନ୍ତ ଦିବସ। ସ୍ୱଦେଶୀକୁ ଆପଣାଇ ବିଦେଶୀର ବ୍ୟବହାର କମ୍ କରିବା ଏବଂ ହସ୍ତତନ୍ତର ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ପାଳିତ ହେଉଛି ଏ ଦିବସ। ଯେତେବେଳେ ବଙ୍ଗଳା ବିଭାଜନ ହୋଇଥିଲା ସେତେବେଳେ ସ୍ବଦେଶୀ ଆନ୍ଦୋଳନ ଶକ୍ତି ବୃଦ୍ଧି ହୋଇଥିଲା। ସର୍ବପ୍ରଥମେ ୧୯୦୫…

ଆଲମଣ୍ଡ ଖାଇବାକୁ ଭଲପାଆନ୍ତି କି? ଜାଣନ୍ତୁ ଏହାର ଫାଇଦା..

ଓଡ଼ିଶା ସମ୍ବାଦ ବ୍ୟୁରୋ: ସାଧାରଣତଃ ଭାବରେ ଆଲମଣ୍ଡ ସମସ୍ତେ ଖାଇ ଥାଆନ୍ତି ଏବଂ ଏହା ସସମସ୍ତଙ୍କୁ ଭଲ ମଧ୍ୟ ଲାଗିଥାଏ । କିନ୍ତୁ ଆପଣମାନେ ଜାଣିଛନ୍ତି କି ଆଲମଣ୍ଡ ଖାଇବା ଦ୍ୱାରା ଶରୀରକୁ କ’ଣ ଲାଭ ମିଳିଥାଏ ? ମିନେରାଲ, ଭିଟାମିନ୍‌ ଏବଂ ଫାଇବରରେ ଭରପୁର ଥିବା ବାଦାମ ଦିନକୁ ୪-୫ଟି ଖାଇବା…

ବର୍ଷାଦିନେ କିପରି ନେବେ କେଶର ଯତ୍ନ, ଜାଣନ୍ତୁ ଏହାର ଉପଚାର

ଓଡ଼ିଶା ସମ୍ବାଦ ବ୍ୟୁରୋ: ବର୍ଷା ଋତୁରେ ଅଧିକ କେଶ ସମସ୍ୟା ଦେଖାଯାଇଥାଏ। କାହିଁକି ନା ବର୍ଷାରେ କେଶ ଓଦା ହେବା କାରଣରୁ କେଶ ମୂଳରୁ ଦୁର୍ବଳ ହୋଇଯାଇଥାଏ। ଯେଉଁଥିପାଇଁ କେଶ ଝଡ଼ିବା ଭଳି ସମସ୍ୟା ଦେଖାଯାଏ । ଏହି ସମସ୍ୟାକୁ ଦୂର କରିବାକୁ ହେଲେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଜାଣନ୍ତୁ…

ଡେଙ୍ଗୁ ରୋଗରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ପତ୍ର, ଜାଣନ୍ତୁ ଏହାର ଔଷଧୀୟ ଗୁଣ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ଅମୃତ ଭଣ୍ଡା ବହୁତ ଉପକାରୀ । କିନ୍ତୁ ସେହି ଅମୃତଭଣ୍ଡା ଗଛର ପତ୍ର ମଧ୍ୟ ଅନେକ ଉପକାର ଦେଇଥାଏ । ତାହା ଖୁବ କମ୍ ଲୋକେ ଜାଣନ୍ତି। ବିଶେଷ କରି ଡେଙ୍ଗୁ ଜ୍ୱର ହେଲେ ଅମୃତ ଭଣ୍ଡା ପତ୍ରର ଜୁସ୍‌ ପିଇବାକୁ ଅଭିଜ୍ଞବ୍ୟକ୍ତି ମାନେ ପରାମର୍ଶ ଦେଇଥାନ୍ତି। କାରଣ ଅମୃତଭଣ୍ଡା…

କଞ୍ଚା ଖାଆନ୍ତୁ ଏହି ୫ଟି ଫଳ: ସ୍ୱାସ୍ଥ୍ୟ ପାଇଁ ଦ୍ୱିଗୁଣ ଲାଭଦାୟକ

ଓଡିଶା ସମ୍ବାଦ ବ୍ୟୁରୋ: କଞ୍ଚା ଫଳଗୁଡିକରେ ପାଚିଲା ଫଳ ଅପେକ୍ଷା ଅଧିକ ଡାଇଟରୀ ଫାଇବର ଧାରଣ କରିଥାଏ । ତେଣୁ ଯଦି ଆପଣ ଓଜନ ହ୍ରାସ ପାଇଁ ଯୋଜନା କରୁଛନ୍ତି କିମ୍ବା ହଜମ ସମସ୍ୟା ଭୋଗୁଛନ୍ତି, ତେବେ ଏହି କଞ୍ଚା ଫଳଗୁଡ଼ିକ ଆପଣଙ୍କ ପାଇଁ ଲାଭଦାୟକ । ଆମ୍ବ, ଅମୃତଭଣ୍ଡା, ସେଓ, କଦଳୀ ଓ…

କେଶ ଝଡ଼ିବାକୁ ନେଇ ଚିନ୍ତିତ କି ? ଥରେ ଲଗାନ୍ତୁ ଏହି ତେଲ

ଓଡିଶା ସମ୍ବାଦ ବ୍ୟୁରୋ: ପ୍ରତି ଭାରତୀୟଙ୍କ ରୋଷେଇ ଘରେ ସୋରିଷ ତେଲ ବ୍ୟବହାର ହୋଇଥାଏ । ସୋରିଷ ତେଲ ସ୍ୱାସ୍ଥ୍ୟ ପାଇଁ ବହୁତ୍ ଲାଭଦାୟକ ହେବା ସହିତ, ତ୍ୱଚା ଏବଂ କେଶ ପାଇଁ ମଧ୍ୟ ବହୁତ ଉପକାରୀ ହୋଇଥାଏ । ଆଜିକାଲି ଅନେକ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ କେଶ ଝଡିବା ଏକ ମୁଖ୍ୟ ସମସ୍ୟା…

ସୁନ୍ଦରତା ପାଇଁ ପୋଦିନା : ତ୍ଵଚାରେ ଆଣେ ଚମକ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପୋଦିନା ପତ୍ରକୁ ଆମେ ସମସ୍ତେ ଖାଇବା ପାଇଁ ବ୍ୟବହାର କରିଥାଉ। ଖାଦ୍ୟର ଲୁକ ଓ ଟେଷ୍ଟ ବଢାଇବା ପାଇଁ ପୋଦିନା ପତ୍ରକୁ ବ୍ୟବହାର କରାଯାଇଥାଏ । ପୋଦିନାରେ ଭରି ରହିଛି ଅନେକ ଔଷଧୀୟ ଗୁଣ । ଏହା ସ୍ୱାସ୍ଥ୍ୟ ଓ ସୁନ୍ଦରତା ପାଇଁ ବହୁତ ଲାଭଦାୟକ ଅଟେ । ପୋଦିନା ବ୍ୟବହାର…

ସୁଖନିଦ୍ରା ପାଇଁ ପେଙ୍ଗସୁଇ ଟିପ୍ପ, ଆସନ୍ତୁ ଜାଣିବା…

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭଲ ଭାବେ ନିଦ ନ ହେଲେ ଅନେକ ପ୍ରକାର ସ୍ଵାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ । ତେଣୁ ଅନିଦ୍ରାକୁ ଦୂରେଇ ଦେବା ପାଇଁ ଲୋକେ ବିଭିନ୍ନ ପ୍ରକାର ଉପାୟ ଆପଣାଇଥାନ୍ତି। ତେବେ ପେଙ୍ଗସୁଇରେ ଏଭଳି କିଛି ଉପାୟ ରହିଛି, ଯାହାଦ୍ଵାରା ସୁଖନିଦ୍ରା ଆସିଥାଏ। ସେହି ଉପାୟଗୁଡ଼ିକ…

ଅନେକ ରୋଗରୁ ମୁକ୍ତି ଦିଏ ଏହି ପତ୍ର, ଜାଣନ୍ତୁ ଏହି ପତ୍ରର ଉପକାରିତା…

ଓଡ଼ିଶା ସମ୍ବାଦ ବ୍ୟୁରୋ: ଯେତେବଳେ ପିଜୁଳି କଥା ମନେପଡେ ସେତେବେଳେ ତା’ ସ୍ୱାଦକୁ ନେଇ ଚର୍ଚ୍ଚା ହୋଇଥାଏ । ଏହା ଖାଇବାକୁ ଯେତିକି ସୁଆଦିଆ ଶରୀର ପାଇଁ ମଧ୍ୟ ସେତିକି ଲାଭଦାୟକ । ପିଜୁଳି ପରି ତା’ ପତ୍ର ମଧ୍ୟ ଆମ ଶରୀର ପାଇଁ ବେଶ ଗୁଣକାରୀ । ପିଜୁଳି ପତ୍ରରେ ଏଭଳି ଅନେକ ପୋଷକ ତତ୍ତ୍ୱ…