Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ଆପଣଙ୍କ ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିବ ପାନ ପତ୍ର !

ଭୁବନେଶ୍ୱର: ପାନ ପାତ୍ରକୁ ସାଧାରଣତଃ ସୁପରି ତଥା ଚୂନ ଆଦି ଦେଇ ଖିଆଯାଇଥାଏ । ନିୟମିତ ପାନ ଖାଇଲେ ଏହା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ବିଶେଷଜ୍ଞ ମାନେ ମତ ଦେଇଛନ୍ତି । ତେବେ କଣ ଆପଣ ଜାଣନ୍ତି ଏହି ପାନ ଆମ ଶରୀର ଅନେକ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିବ । ଆଜି ଆମେ ଆପଣଙ୍କୁ…

ଆଦାନୀ ଫାଉଣ୍ଡେସନ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିର; ଉପକୃତ ହେଲେ ୮୫୦ ରୋଗୀ

ଧାମରା: ଗ୍ରାମାଞ୍ଚଳରେ ଉକ୍ରୃଷ୍ଟ ସ୍ୱାସ୍ଥ୍ୟସେବା ପହଞ୍ଚାଇବା ଲକ୍ଷ୍ୟ ନେଇ ଧାମରା ପୋର୍ଟ ସିଏସଆର୍ ବିଭାଗ ପକ୍ଷରୁ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଜାଗୁଳା ରେଡ୍କ୍ରସ ବାତ୍ୟା ଆଶ୍ରୟ ସ୍ଥଳଠାରେ ୨୦ ତାରିଖରେ ଆୟୋଜିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟଶିବିରରେ ପ୍ରାୟ ୮୫୦ ରୁ ଊଦ୍ଧ୍ୱର୍ ରୋଗୀ ଏବଂ…

ଶୀତଦିନିଆ କଅଁଳ ଖରାର ଉପକାରିତା ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଶୀତଦିନରେ ସକାଳୁ ସକାଳୁ ଉଠି କଁଅଳ ଖରାରେ ବସିବାକୁ ସମସ୍ତଙ୍କୁ ଭଲ ଲାଗେ । ତେବେ ଶରୀରକୁ ଭଲ ଲାଗୁଥିବା ଏହି ଅଭ୍ୟାସ ଯେ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ଶିତଦିନିଆ ସକାଳିଆ ନରମ ଖରା ଆମ ଦେହକୁ ସ୍ପର୍ଶ କଲେ ଦେହରେ…

ଶୀତଦିନରେ ଏହିସବୁ ଖାଦ୍ୟ ଆପଣଙ୍କୁ ରଖିବ ରୋଗମୁକ୍ତ !

ଭୁବନେଶ୍ୱର: ଶୀତଦିନ ଆରମ୍ଭ ହେବା ମାତ୍ରେ ନାନାଦି ସଂକ୍ରମଣ ଜନିତ ସମସ୍ୟା ମଧ୍ୟ ଆରମ୍ଭ ହୋଇଯାଇଥାଏ। ଋତୁ ପରିବର୍ତ୍ତନର ପ୍ରଭାବ ସର୍ବପ୍ରଥମେ ଛୋଟ ପିଲା ଏବଂ ବୟସ୍କମାନଙ୍କ ଉପରେ ପଡ଼ିଥାଏ। ତେବେ ଏସବୁରୁ ବଞ୍ଚିବା ପାଇଁ ଏବଂ ଶୀତ ଋତୁରେ ଫିଟ୍ ଓ ସୁସ୍ଥ ରହିବା ପାଇଁ ଆପଣଙ୍କୁ କିଛି…

ଶୀତଦିନେ ମେଥି ଶାଗର ଉପକାରିତା…

ଭୁବନେଶ୍ୱର: ଶୀତଋତୁ ଆରମ୍ଭରୁ ବଜାରରେ ବିଭିନ୍ନ ପ୍ରକାର ତଟକା ପନିପରିବା ଦେଖିବାକୁ ମିଳେ । ଯାହା ସ୍ୱାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଉପକାରୀ । ଶୀତ ଋତୁରେ ବଜାରରେ ସବୁଜ ପନିପରିବା ସହ ନାନା ରକମର ଶାଗ ମିଳିଥାଏ । ଏହା ମଧ୍ୟରେ ମେଥି ଶାଗ ଅନ୍ୟତମ । ମେଥିରେ ବହୁ ଔଷଧୀୟ ଗୁଣ ଭାରି ରହିଥାଏ ।…

ଜାଣନ୍ତୁ, ମନ୍ଦାର ଫୁଲ ସମ୍ପର୍କରେ କିଛି ଅଜଣା କଥା..

ଭୁବନେଶ୍ୱର: ମନ୍ଦାର ଫୁଲ ଦେଖିବାକୁ ଯେତିକି ଆକର୍ଷଣ ସେତିକିଔଷଧୀୟ ଗୁଣରେ ମଧ୍ୟ ଭରପୁର । ଏହି ଗଛର ଗୁଣ ବିଷୟରେ ଅନେକଲୋକ ଅଜ୍ଞ ଅଟନ୍ତି। ଜାଣନ୍ତୁ ଏହାର ଔଷଧୀୟ ଗୁଣ ସମ୍ପର୍କରେ... ଏହା ଏକ ଫୁଲ ହେବା ସହ ସ୍ବାସ୍ଥ୍ୟପାଇଁ ମଧ୍ୟ ଲାଭଦାୟକ। ମନ୍ଦାର ଫୁଲରେ ଥିବା…

ସ୍ୱାସ୍ଥ୍ୟ ପାଇଁ ହିତକର ସୁପ୍

ଭୁବନେଶ୍ୱର: ପାଟିକୁ ସୁଆଦିଆ ଲାଗୁଥିବା ସମସ୍ତ ଖାଦ୍ୟ ଦେହ ପାଇଁ ଖରାପ ତାହା ଭାବିବା ଭୁଲ । ସେହିଭଳି ପାଟି ସୁଆଦିଆ ଓ ଶରୀର ପାଇଁ ହିତକରକ ହେଉଛି ସୁପ୍ । ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବଜାରରେ ମଧ୍ୟ ବିଭିନ୍ନ ପ୍ରକାରର ସୁପ୍ ବିକ୍ରି ହୋଇଥାଏ। କିନ୍ତୁ ବଜାରରେ ବିକ୍ରି ହେଉଥିବା…

ଖାଲି ପେଟରେ ଖାଆନ୍ତୁ ଖଜୁରୀ, ମିଳିବ ଏହିସବୁ ଫାଇଦା…

ଭୁବନେଶ୍ୱର: ଖାଳି ପେଟରେ ଖଜୁରୀ ଖାଇବା ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ ବୋଲି ଏକ ଗବେଷଣାରୁ ପ୍ରମାଣ ହୋଇଛି । ଖାଲି ପେଟରେ ନିୟମିତ ଖଜୁରୀ ଖାଇବା ଦ୍ୱାରା ଚମତ୍କାରୀ ଲାଭ ମିଳିଥାଏ । ଖଜୁରୀରେ ପର୍ଯ୍ୟାପ୍ତ ପରିମାଣରେ ପୋଟାସିୟମ ରହିଛି। ଏହା ଉଚ୍ଚ ରକ୍ତ ଚାପକୁ ନିୟନ୍ତ୍ରଣ କରି…

ଦୈନିକ କିଛି ପେଜ ପିଅନ୍ତୁ ଫିଟ୍ ରୁହନ୍ତୁ; କିପରି ପାଇପାରିବେ ଅଦ୍ଭୁତ ଉପକାର ଜାଣନ୍ତୁ…

ଭୁବନେଶ୍ୱର: ପେଜ ଆମ ଶରୀର ପାଇଁ ବହୁତ ଉପକାରୀ । ଏଥିରେ ଥିବା କାର୍ବୋହାଇଦ୍ରାଟେ ଶରୀରରେ ଶକ୍ତି ଵୃଦ୍ଧି କରିଥାଏ । ଏହାକୁ ସକାଳ ସମୟରେ ପିଇବା ଶରୀର ପକ୍ଷେ ଭଲ । ପେଜରେ ଫାଇବର ଭରପୁର ରହିଛି । ଏହା ମେଟାବୋଲିଜମି କୁ ବୃଦ୍ଧି କରାଇଥାଏ । ଏହା ପାଚନ ର ତନ୍ତ୍ର କୁ ସୁଦୃଢ କରିଥାଏ ।…

୨୦୫୦ ସୁଦ୍ଧା ବିଶ୍ୱର ୭୦ ପ୍ରତିଶତ ଲୋକ ମାନସିକ ସ୍ତରରେ ଅସୁସ୍ଥ ହୋଇପଡ଼ିବେ : ବିଶେଷଜ୍ଞ

ଭୁବନେଶ୍ୱର: ପ୍ରଯୁକ୍ତି କ୍ଷେତ୍ରରେ ଅଗ୍ରଗତି ଓ ବିଜ୍ଞାନର ଉନ୍ନତି ସାଧିତ ହେଉଥିବା ବେଳେ ମଣିଷ ଶରୀର ଓ ମନର ଅଧୋଗତି ହେବାରେ ଲାଗିଛି । ୨୦୫୦ ସୁଦ୍ଧା ବିଶ୍ୱର ୭୦ ପ୍ରତିଶତ ଜନସଂଖ୍ୟା ମାନସିକ ସ୍ତରରେ ଅସୁସ୍ଥ ହୋଇପଡ଼ିବେ । ଏଥିରୁ ଭାରତ ଓ ଓଡ଼ିଶାର ଜନସାଧାରଣ ମଧ୍ୟ ବାଦ ପଡ଼ିବେ ନାହିଁ ବୋଲି…