Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ପେଟର ଚର୍ବି କମ୍ କରିବାକୁ ଚାହୁଁଥିଲେ ପ୍ରତିଦିନ କରନ୍ତୁ ଏହି ଯୋଗାସନ

ଭୁବନେଶ୍ୱର: ପେଟର ଚର୍ବି କମାଇବା ପାଇଁ ଆମେ ଖାଇବାରେ ନିୟନ୍ତ୍ରଣ ଆଣିଥାଉ। ବିଭିନ୍ନ ପ୍ରକାର ଡାଏଟ୍‌ ଚାର୍ଟ ଅନୁଯାୟୀ ଆମେ ଖାଦ୍ୟ ଖାଇଥାଉ । ତେବେ ଏସବୁ ସହିତ ୧୦ରୁ ୧୫ମିନିଟ୍ ଯଦି ନୌକାସନ କରନ୍ତି ତେବେ ପେଟର ଚର୍ବି କମିବା ସହ ଶରୀରର ଅନ୍ୟ ଆଭନ୍ତରୀଣ ଅଙ୍ଗକୁ ସୁସ୍ଥ ରଖିପାରିବେ।…

ଜାଣନ୍ତୁ, କିପରି ଚିହ୍ନିବେ ଅସଲି ମହୁ !

ଭୁବନେଶ୍ୱର: ଆଜିର ସମୟରେ ପ୍ରାୟତଃ ସବୁ ଜିନିଷର ନକଲ ବଜାରକୁ ଆସିଗଲାଣି । ଡାଲି ଚାଉଳ ଭଳି ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ପଦାର୍ଥ ଗୁଡିକର ଅବିକଳ ନକଲି ଜିନିଷ ବଜାରରେ ମିଳୁଛି । ଯାହାକୁ ଚିହ୍ନିବା ଏକ ପ୍ରକାରର ମୁସ୍କିଲ । ତେବେ ଆଜି ଆମେ ଆପଣଙ୍କୁ ଜଣାଇବୁ ମହୁ ଭଳି ଏକ ଉପକାରୀ ସାମଗ୍ରୀ…

ନୂଆ କରି ଯୋଗ କରୁଥିଲେ ଧ୍ୟାନରେ ରଖନ୍ତୁ ଏହିସବୁ କଥା

ଭୁବନେଶ୍ୱର: ନିୟମିତ ଯୋଗ କରିବା ଦ୍ୱାରା ଶାରୀରିକ, ମାନସିକ ଭାବେ ଆମେ ସୁସ୍ଥ ରହିଥାଉ । ଯୋଗ ଶରୀରକୁ ନିରୋଗ ରଖିବା ସହ ମନକୁ ସୁସ୍ଥ ଓ ଶାନ୍ତ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ । ଯଦି ଆପଣ ନୂଆ କରି ଯୋଗ କରିବା ଆରମ୍ଭ କରିଛନ୍ତି, ତା ହେଲେ ଆପଣଙ୍କୁ କିଛି ଦିଗ ପ୍ରତି ଧ୍ୟାନ ଦେବା…

ଧୂପକାଠି ଧୂଆଁ ହୋଇପାରେ କ୍ୟାନସରର କାରଣ !

ଭୁବନେଶ୍ୱର: ସାଧାରଣତଃ ଆମେ ଶୁଣିଥିବା ସିଗାରେଟ ଟାଣିଲେ କ୍ୟାନସର ଭଳି ମାରାତ୍ମକ ରୋଗ ହୋଇଥାଏ । କିନ୍ତୁ କେବେ ଭାବିଛନ୍ତି କି ଆପଣ ଘରେ ଜାଳୁଥିବା ଧୂପକାଠିର ଧୂଆଁ ସମ୍ପର୍କରେ ? ଏହା ଆପଙ୍କ ଶରୀରକୁ କେତେ କ୍ଷତି ପହଞ୍ଚାଉଛି ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ । ଘରେ ହେଉ ଅବା…

‘ସିଲଭର ଫୟଲ’ ଲାଗିଥିବା ମିଠା ସ୍ୱାସ୍ଥ୍ୟ ପାଇଁ କେତେ କ୍ଷତିକାରକ, ଜାଣନ୍ତୁ

ଭୁବନେଶ୍ୱର: ଏବେ ପାର୍ବଣର ମାହୋଲ । ଚାରିଆଡେ ଆନନ୍ଦ ଓ ଉଲ୍ଲାସର ବାତାବରଣ । ପୂଜାପାଠ ଠାରୁ ଆରମ୍ଭ କରି ଖାଇବା ପିଇବା ସବୁଥିରେ ସ୍ଵତନ୍ତ୍ରତାର ଝଲକ ବେଶ୍ ବାରି ହୋଇ ପଡୁଛି । ପୂଜାକୁ ନଜରରେ ରଖି ସହରର ବିଭିନ୍ନ ମିଠା ଦୋକାନ ମାନଙ୍କରେ ଭଳିକି ଭଳି ମିଠା ବିକ୍ରି ହେଉଥିବାର ନଜରକୁ…

ହାନିକାରକ ତମାଖୁ ସମ୍ପର୍କରେ ସଚେତନ କରିବ ବ୍ରେଲି ପୁସ୍ତକ…

ଭୁବନେଶ୍ୱର: ତମାଖୁ ଦ୍ୱାରା ସ୍ୱାସ୍ଥ୍ୟହାନୀ ତଥା ଆଇନ ସଂପର୍କରେ ଅଭିଯାନ କରି ଲିମକା ବୁକ ଅଫ ରେକର୍ଡ କରିଥିବା ମହମ୍ମଦ ଇମ୍ରାନ ଅଲ୍ଲୀ ଆରମ୍ଭ କରିଛନ୍ତି ନିଆରା ଅଭିଯାନ । ଏଣିକି ଦୃଷ୍ଟିବାଧିତ ଓ ମୁକ ବଧିର ବ୍ୟକ୍ତି ବି ଜାଣିବେ ତମାଖୁ ସେବନର ଅପକାରିତା । ନିଶା ମୁକ୍ତ ଭାରତର ସ୍ୱପ୍ନ…

‘ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ’ରେ ପଦଯାତ୍ରା

ଭୁବନେଶ୍ୱର: ରାଜ୍ୟ ରକ୍ତ ସଂଚାରଣ ପରିଷଦ ପକ୍ଷରୁ ଆଜି ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରୁ ମାଷ୍ଟରକ୍ୟାଣ୍ଟିନ୍ ଛକ ଦେଇ ଜୟଦେବ ଭବନ ପର୍ଯ୍ୟନ୍ତ ବିଶାଳ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ରାଲିରେ ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା,…

ବାଲେଶ୍ୱରରେ ବ୍ୟାପୁଛି ଡ଼େଙ୍ଗୁ !

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଡ଼େଙ୍ଗୁ ରୋଗ ବ୍ୟାପିବାରେ ଲାଗିଛି । ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡ଼େଙ୍ଗୁରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ବୋଲି ସୂଚନା ମିଳିଛି । ଜିଲ୍ଲାର ବାଲିଆପାଳ ଏବଂ ଜଳେଶ୍ୱର ବ୍ଲକରେ ଅଧିକମାତ୍ରାରେ ଡ଼େଙ୍ଗୁ…

ଅଧିକ ପାଣି ପିଉଥିଲେ, ହୁଅନ୍ତୁ ସାବଧାନ୍ !

ଭୁବନେଶ୍ୱର: ଡାକ୍ତରଙ୍କ ପରାମର୍ଶ ଅନୁସାରେ ଦିନକୁ ୮-୧୦ ଗ୍ଲାସ ପାଣି ପିଇବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ଅନେକ ଶାରୀରିକ ସମସ୍ୟା ମଧ୍ୟ ଦୁରେଇ ରହିଥାଏ । ତେବେ କଣ ଆପଣ ଜାଣନ୍ତି ଦିନକୁ ଦରକାର ଠାରୁ ଅଧିକ ପାଣି ପିଇଲେ କି କି ଅସୁବିଧା ହୋଇଥାଏ... ଦିନକୁ ଦରକାରଠାରୁ ଅଧିକ ପାଣି…

ଚା’ ପିଇବା ସମୟରେ କରନ୍ତୁ ନାହିଁ ଏହି ଭୁଲ୍…

ଭୁବନେଶ୍ୱର: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ଅନେକ ବ୍ୟକ୍ତି ଚା ପିଇବାକୁ ଖୁବ୍ ପସନ୍ଦ କରିଥାନ୍ତି । ଆଉ କେତେକ ବ୍ୟକ୍ତି ଚା ବଦଳରେ କଫି ପିଇବାକୁ ବେଶୀ ଭଲ ପାଇଥାନ୍ତି । କହିବାକୁ ଗଲେ ଏମିତି କିଛି ଚା’ ପ୍ରେମୀ ଅଛନ୍ତି, ଯେଉଁମାନଙ୍କର ସକାଳ ଚା’ ପିଇବାରୁ ହିଁ ଆରମ୍ଭ ହୋଇଥାଏ ।…