Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ମଧୁମେହକୁ ଭଲ କରିବ ମେଥି

ସାଧାରଣତଃ ଆମେମାନେ ମେଥିକୁ ରୋଷେଇ ଘରେ ବ୍ୟବହାର କରୁ । କିନ୍ତୁ ଏହା ବ୍ୟତୀତ ମେଥିରେ ଭରି ରହିଛି ଔଷଧୀୟ ଗୁଣ । ଏଥିରେ ମ୍ୟାଗ୍ନେସିୟମ୍, ଫସ୍‌ଫରସ୍‌ ଓ ଭିଟାମିନ୍‌ ବି-୬ ପରି ତତ୍ତ୍ୱ ପ୍ରଚୁର ପରିମାଣରେ ରହିଛି । ଏହାକୁ ରାତିରେ ଭିଜାଇ ଚୋବାଇ ଚୋବାଇ ଖାଇବା ଦ୍ୱାରା ଏବଂ ଏହାର ପାଣି…

କ୍ୟାନସରରୁ ରକ୍ଷାକରେ ତୁଳସୀ !

ଅନେକ ଲାଭଯୁକ୍ତ ଗୁଣରେ ଭରପୂର ତୁଳସୀ ବୃକ୍ଷକୁ ଜଡିବୁଟିର ରାଣୀ ବୋଲି କୁହାଯାଏ । ତୁଳସୀ ଏପରି ଏକ ବୃକ୍ଷ, ଯାହାର ଚେର, କାଣ୍ଡ, ପତ୍ର ଓ ମଞ୍ଜିକୁ ଆୟୁର୍ବେଦିକ ଔଷଧ ପ୍ରସ୍ତୁତିରେ ପ୍ରୟୋଗ କରାଯାଇଥାଏ । ଏହା ବ୍ୟତୀତ ଏହାର ଆଧ୍ୟାତ୍ମିକ ମହତ୍ୱ ମଧ୍ୟ ରହିଛି । ହିନ୍ଦୁ ଶାସ୍ତ୍ରରେ ତୁଳସୀ…

କାଙ୍କଡର ଫାଇଦା ବିଷୟରେ ଜାଣିଲେ ଆପଣବି ହୋଇଯିବେ ଆଶ୍ଚର୍ଯ୍ୟ

ସବୁଜ ପନିପରିବା ସବୁବେଳେ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ନିୟମିତ ସେବନ ଦ୍ୱାରା ଆପଣ ବହୁ ରୋଗରୁ ରକ୍ଷା ପାଇବା ପାରିବେ । କିନ୍ତୁ ଏପରି କିଛି ପରିବା ରହିଛି, ଯାହାକୁ ସେବନ କରିବା ଦ୍ୱାରା ଆପଣ ବହୁତ ଜଲଦି ପରିଣାମ ପାଇପାରିବେ । ସେହିପରି ଏକ ପରିବା ହେଉଛି କାଙ୍କଡ । କେତେକ ଜାଗାରେ…

ମେହେନ୍ଦିରେ ଏହି ଗୋଟିଏ ଜିନିଷ ମିଶାଇ ଲଗାନ୍ତୁ, ଷାଠିଏ ବର୍ଷ ପର୍ଯ୍ୟନ୍ତ ବାଳ କଳା ରହିବ

କେଶ ଆମ ଶରୀରର ସୌନ୍ଦର୍ଯ୍ୟ ବଢାଇଥାଏ । ପ୍ରତ୍ୟେକ ଲୋକଙ୍କ ଇଚ୍ଛା ଥାଏ ଯେ ସେମାନଙ୍କର ବାଳ ଲମ୍ବା, କଳା ଏବଂ ଆକର୍ଷଣୀୟ ହେଉ । କିନ୍ତୁ ପରିବର୍ତ୍ତିତ ଜୀବନଶୈଳୀ ଏବଂ ଖରାପ ଖାଦ୍ୟପେୟ ଯୋଗୁଁ ସମୟ ପୂର୍ବରୁ ବାଳ ଝଡିଯାଏ ଏବଂ ପାଚିଯାଏ । ବାଳକୁ ଲମ୍ବା, କଳା ଏବଂ ମୋଟା କରିବା ପାଇଁ କଣସବୁ…

କିଡ୍‌ନୀକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଖାଅନ୍ତୁ ଏହି ସବୁ ଖାଦ୍ୟ

ମଣିଷ ଶରୀରର ଏକ ମୁଖ୍ୟ ଅଙ୍ଗ ହେଉଛି କିଡ୍‌ନୀ । ଏହା ଶରୀରରେ ରକ୍ତକୁ ସଫା କରିବାରେ ସାହାଯ୍ୟ କରିଥାଏ । ଏଠି ସହିତ ଶରୀରରେ ରକ୍ତଚାପକୁ ନିୟନ୍ତ୍ରଣ କରିବା, ସୋଡିୟମ ଏବଂ ପୋଟାସିୟମକୁ ନିୟନ୍ତ୍ରଣ କରିବା ତଥା ରକ୍ତରେ ଏସିଡ୍‌ର ମାତ୍ରାକୁ କମ କରିବାରେ ଏହା ସାହାଯ୍ୟ କରିଥାଏ । କିନ୍ତୁ…

ତ୍ୱଚାରେ ଚମକ ଆଣେ ଗୁଡ

ଆୟୁର୍ବେଦ ଅନୁସାରେ ସୁସ୍ଥ ରହିବା ନିମନ୍ତେ ଦୈନିକ ୨୦ ଗ୍ରାମ୍ ଗୁଡ଼ସେବନ କରିବା ଉଚିତ। ତେବେ ବିଶେଷଜ୍ଞଙ୍କ ମତରେ ପ୍ରତ୍ୟେକ ଋତୁରେ ଗୁଡ଼ ସେବନ କରିବା ସ୍ୱାସ୍ଥ୍ୟ ପାଇଁ ଖୁବ୍ ଉପକାରୀ। ଏକ ପରୀକ୍ଷା ଅନୁସାରେ ନିୟମିତ ଭାବେ ୭ଦିନ ଭୋଜନ ପରେ ଗୁଡ଼ ଖାଇଲେ ହିଁ ଏହାର ଉତ୍ତମ ପ୍ରଭାବ…

ଶରୀରରେ କ୍ୟାଲସିୟମ ଅଭାବର ଲକ୍ଷଣ

ଶରୀରରେ ୯୦ପ୍ରତିଶତ କ୍ୟାଲସିୟମ ହାଡ଼ ଏବଂ ଦାନ୍ତରେ ଦେଖା ଯାଇଥାଏ । ତେବେ କେବଳ ହାଡ଼କୁ ଶକ୍ତ କରିବା ପାଇଁ କ୍ୟାଲସିୟମର ଆବଶ୍ୟକତା ରହିଛି ବୋଲି ଭାବିବା ଭୁଲ । ଏହା ସତ କି କ୍ୟାଲସିୟମ ଶରୀରର ପ୍ରତି କୋଷିକା ପାଇଁ ଆବଶ୍ୟକ । ଖାସ୍‌ କରି ହୃଦୟ, ରକ୍ତ, ମାଂସପେଶୀ ଇତ୍ୟାଦିକୁ ସୁସ୍ଥ ରଖିବା…

ଟିନଏଜରେ ମୋଟାପଣ ହୋଇପାରେ ହୃଦଘାତର କାରଣ

ଭୁବନେଶ୍ୱର: ପିଲାରୁ ବୁଢା ଆଜିକାଲି ସାଧାରଣତଃ ସମସ୍ତେ ହୃଦଘାତକୁ ନେଇ ଚିନ୍ତିତ ରହୁଛନ୍ତି । ବିଶେଷ କରି ଯୁବପିଢି ଅଧିକ ମାତ୍ରାରେ ଏହାର ଶିକାର ହେଉଥିବା ଦେଖାଯାଉଛି । ମେଦ ବହୁଳତା ଏହାର ଏକ ପ୍ରମୁଖ କାରଣ ବୋଲି ଜଣାପଡିଛି । ଟିନଏଜରେ ଯେଉଁ ପିଲାଙ୍କ ଓଜନ ଅଧିକ ହୋଇଥାଏ ସେମାନଙ୍କ ପାଇଁ…

କେମିତି ନେବେ ବର୍ଷା ଦିନେ ସ୍ୱାସ୍ଥ୍ୟର ଯତ୍ନ

ଭୁବନେଶ୍ୱର: ଖରାଦିନର ପ୍ରଚଣ୍ଡ ତାତି, ଅସହ୍ୟ ଗରମ ପରେ ମୌସୁମୀର ଆଗମନରେ ଆସ୍ୱସ୍ତି ଅନୁଭୁତ ହୋଇଥାଏ । ତାସହ ବର୍ଷାଦିନିଆ ସଂକ୍ରାମକ ରୋଗ ପାଇଁ ଏହା ଅଧିକ ଚନ୍ତାରେ ପକାଇଥାଏ । ବର୍ଷାଦିନେ ପେଟ ସମସ୍ୟା, ପାଚନ ଆଦି ଭଳିି ବିଭିନ୍ନ ସମସ୍ୟା ଦେଖାଯାଇଥାଏ । ମୌସୁମୀର ମଜା ନେବା ଆଗରୁ ଏହା…

ମୁହଁକୁ ମିଠା, ଦେହକୁ ହିତ : ମହୁ

ଆଦିମ କାଳରୁ ମଣିଷ ମହୁର ବ୍ୟବହାର କରିଆସୁଛି । ସାତରୁ ସତୁରୀ ପର୍ଯ୍ୟନ୍ତ ସବୁ ବର୍ଗର ଲୋକଙ୍କ ପାଇଁ ଏହା ଖୁବ୍ ଦରକାରୀ । ଏମିତିକି ଆମ ଦେଶରେ ଶିଶୁଟିଏ ଜନ୍ମ ନେଲେ ବୁନ୍ଦାଏ ମହୁ ଦେଇ ତାକୁ ସ୍ୱାଗତ କରାଯାଇଥାଏ । ମହୁ ନଷ୍ଟ ନହୋଇ ହଜାର ହଜାର ବର୍ଷ ସୁରକ୍ଷିତ ରହିପାରେ । ତେଣୁ ଆମର ସଭ୍ୟତା…