Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

କେବଳ ପାଣି ପିଇବା ଦ୍ବାରା କିଡନୀର ଷ୍ଟୋନ ଠିକ୍ ହୋଇପାରିବ କି? କ’ଣ କହୁଛନ୍ତି ଏକ୍ସପର୍ଟ..

ନୂଆଦିଲ୍ଲୀ: କିଡନୀରେ ପଥର ହେବ ବର୍ତ୍ତମାନ ଏହା ଏକ ସାଧାରଣ କଥା ହୋଇଗଲାଣି । ବିଶେଷକରି ଅସ୍ୱାସ୍ଥ୍ୟକର ଜୀବନଶୈଳୀ ହେତୁ ଅନେକ ଲୋକଙ୍କ କିଡନୀରେ ପଥର ବଢିବାରେ ଲାଗେ । ଜୁଗ୍ ଜୁଗ୍ ଜିଓ ଅଭିନେତା ମନମିତ ସିଂ ମଧ୍ୟ ପଥର ସହ ଜଡିତ ଏକ ବଡ଼ ଖୁଲାସା କରିଛନ୍ତି । ମନମିତ ସିଂ କହିଛନ୍ତି ଯେ…

କୋଭିଡ୍, ମଙ୍କିପକ୍ସ ଓ ମାରବର୍ଗ : କେଉଁଟି ଅଧିକ ଭୟଙ୍କର ?

ନୂଆଦିଲ୍ଲୀ: ଆଫ୍ରିକାରେ ଦ୍ରୁତଗତିରେ ବଢିବାରେ ଲାଗିଛି ମାରବର୍ଗ ଭାଇରସ ସଂଖ୍ୟା। ଏହି ଭାଇରସ କାରଣରୁ ଶରୀରର ବିଭିନ୍ନ ଅଙ୍ଗରୁ ରକ୍ତସ୍ରାବ ହେବାର ଦେଖିବାକୁ ମିଳୁଛି। ଏହି କାରଣରୁ ମଧ୍ୟ ବଢିବାରେ ଲାଗିଛି ମୃତ୍ୟୁ ସଂଖ୍ୟା। ଏହି ଭାଇରସ କାରଣରୁ କିଛି ଲୋକଙ୍କ ପାଖରେ ଗମ୍ଭୀର ସମସ୍ୟା…

କେବଳ ଚିନି ଛାଡିବା ଦ୍ୱାରା କମିଯିବ କି ଆପଣଙ୍କ ମୋଟାପଣ ?

ଏପରି କୌଣସି ବ୍ୟକ୍ତି ନାହାଁନ୍ତି ଯିଏ ମିଠା ଖାଇବାକୁ ପସନ୍ଦ କରନ୍ତି ନାହିଁ। ଚିନି ଆମ ଖାଦ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। କିଛି ରେସିପି ଅଛି ଯାହା ଚିନି ବିନା ସ୍ୱାଦହୀନ ମନେହୁଏ। ତଥାପି, ଅଧିକ ପରିମାଣରେ ଚିନି ଖାଇବା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ବିପଜ୍ଜନକ ହୋଇପାରେ। ଆଜି ଏହି…

ମୋଟାପଣ କଣ୍ଟ୍ରୋଲ କରିବାକୁ ଚାହୁଁଛନ୍ତି ? ଅପଣାନ୍ତୁ ଏହି ସବୁ ଉପାୟ…

ଭୁବନେଶ୍ବର : ମୋଟାପଣ ଆଜିକାଲି ସମୟର ଗୋଟିଏ ବଡ ସମସ୍ୟା। ମୋଟାପଣ କାରଣରୁ ଡାଇବେଟିସ, କୋଲେଷ୍ଟ୍ରୋଲ୍ , ଉଚ୍ଚ ରକ୍ତଚାପ, ହାର୍ଟ ଆଟାକ ଭଳି ଗମ୍ଭୀର ସ୍ଵାସ୍ଥ୍ୟ ସମସ୍ୟା  ଦେଖା ଦେଇଥାଏ। ଆପଣ ମୋଟାପଣ କମାଇବାକୁ ଚାହୁଁଛନ୍ତି କି ? ଓଜନ କମାଇବା ପାଇଁ ଲୋକମାନେ ଜିମ୍ ଠାରୁ ଆରମ୍ଭ କରି ଏନେକ…

ଚଳିତ ଆର୍ଥିକ ବର୍ଷରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ: ସାଢ଼େ ୩ କୋଟି ଲୋକ ପାଇବେ ସୁବିଧା

ଭୁବନେଶ୍ୱର: ସ୍ବାସ୍ଥ୍ୟ କ୍ଷେତ୍ରରେ ହେବ ବଡ ପରିବର୍ତ୍ତନ। ସମସ୍ତେ ସୁବିଧାରେ ପାଇବେ ସ୍ବାସ୍ଥ୍ୟ ସେବା। ଏନେଇ ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ପ୍ରାୟ ସାଢେ ୩ କୋଟି ଲୋକ ପାଇବେ ସୁବିଧା। ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ…

ଲାଗୁ ହେବ ଆୟୁଷ୍ମାନ ସୁବିଧା, ସାଢେ ୩ କୋଟିଙ୍କୁ ମିଳିବ ସ୍ବତନ୍ତ୍ର କାର୍ଡ

ଭୁବନେଶ୍ବର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍‌ଓୟୁ ହେବ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଚଳିତ ଆର୍ଥିକ ବର୍ଷ ଠାରୁ ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ…

ଶୀତ ଦିନେ କେତେ ଜରୁରୀ ସନସ୍କ୍ରିନ୍?

ଭୁବନେଶ୍ବର: ସନସ୍କ୍ରିନ୍ ଆମ ଶରୀରକୁ ସୂର୍ଯ୍ୟଙ୍କ ଠାରୁ ଆସୁଥିବା କ୍ଷତିକାରକ ଅତିବାଇଗଣୀ ରଶ୍ମୀ ଠାରୁ ରକ୍ଷା କରେ । କିନ୍ତୁ କିଛି ଲୋକ ରହିଥାନ୍ତି ଯେଉଁମାନେ କେବଳ ଖରାଦିନେ ସନସ୍କ୍ରିନ୍ ବ୍ୟବହାର କରିଥାନ୍ତି । ଆଉ ଶୀତ ଦିନ ଆସିଲେ ଏହା ଉପରେ ଏତେ ଗୁରୁତ୍ବ ଦିଅନ୍ତି ନାହିଁ । ଯଦି ଆପଣ…

ସ୍ବାସ୍ଥ୍ୟ କ୍ଷେତ୍ରରେ ନୂଆ ଅଦ୍ଭ୍ୟୁଦୟ: ଇଏସଆଇରେ ମିଳିବ ଆୟୁଷ୍ମାନ ସୁବିଧା

ନୂଆଦିଲ୍ଲୀ: କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିବାକୁ ଯାଉଛନ୍ତି କେନ୍ଦ୍ର ସରକାର । ସ୍ବାସ୍ଥ୍ୟ କ୍ଷେତ୍ରରେ କର୍ମଚାରୀଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ କର୍ମଚାରୀଙ୍କ ରାଜ୍ୟ ବୀମା ନିଗମ (ଇଏସଆଇସି) ଏବଂ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (ଏନଏଚଆଇ) ମଧ୍ୟରେ ସମ୍ମିଶ୍ରଣ କରିବାକୁ…

ସିପିଆର କେତେ ଲାଭଦାୟକ, ହୃଦଘାତ ସମୟରେ ସାହାଯ୍ୟ ଦିଏ କି?

ଆଜିକାଲି ଆମର ଭୁଲ ଅଭ୍ୟାସ ଯୋଗୁଁ ଅନେକ ବିପଜ୍ଜନକ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ କିଛି ବର୍ଷ ମଧ୍ୟରେ ହୃଦଘାତ ଏବଂ ଛାତି ଯନ୍ତ୍ରଣା ଭଳି ମାମଲା ଅଧିକ ସାମ୍ନାକୁ ଆସିଛି। ଖରାପ ଜୀବନଶୈଳୀ ଏବଂ ଖାଇବା ଅଭ୍ୟାସ ଯୋଗୁଁ ଯୁବକମାନେ ମଧ୍ୟ ଏହାର ଶିକାର ହେବାକୁ ଯାଉଛନ୍ତି। ଏଗୁଡ଼ିକ…