Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ଗର୍ଭାବସ୍ଥାରେ ଏହି ଔଷଧ ଖାଆନ୍ତୁ ନାହିଁ, ଶିଶୁର ବିକାଶ ଉପରେ ପଡ଼ିବ ପ୍ରଭାବ

ଅଧିକାଂଶ ଲୋକ ଡାକ୍ତରଙ୍କ ପରାମର୍ଶ ନ ନେଇ ଔଷଧ ଖାଇଥାଆନ୍ତି । ସାମାନ୍ୟ ଜ୍ୱର, ମୁଣ୍ଡବିନ୍ଧା ହେଲେ ​​ ଲୋକମାନେ ଡାକ୍ତରଙ୍କ ପରାମର୍ଶ ନକରି ପାରାସିଟାମଲ ଖାଇଥା’ନ୍ତି । ଯଦିଓ ସାମାନ୍ୟ ଜ୍ୱରରେ ପାରାସିଟାମଲ ଆବଶ୍ୟକ ହୁଏ ନାହିଁ କିନ୍ତୁ ଏହା ଶରୀରର ପ୍ରତିରକ୍ଷା ପ୍ରଣାଳୀର ପ୍ରାକୃତିକ…

ଅଧିକ ମିଠା ଖାଉଛନ୍ତି କି ?

ମିଠା ଖାଇବାକୁ କହାକୁ ବା ଭଲ ନ ଲାଗେ । ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କର ପସନ୍ଦ ମିଠା । ଯଦି ଆପଣ ମିଠା ଖାଉଛନ୍ତି ତେବେ ହୋଇଯାଆନ୍ତୁ ସାବଧାନ । କାରଣ ଏହି ମିଠା ଖାଇବା ଆପଣଙ୍କୁ ବିପଦରେ ପକାଇପାରେ । ଆଉ ଆପଣଙ୍କ ଜୀବନ ମଧ୍ୟ ନେଇପାରେ । ନିକଟରେ ଏକ…

କୋଲଡ୍ରିଙ୍କସ୍‌ ପିଉଛନ୍ତି କି ?

ବଢ଼ିଲାଣି ତାତି । ଅସହ୍ୟ ହେଲାଣି ଖରା  । ଖରାଦିନ ଆସିବା ମାତ୍ରେ ପ୍ରାୟ ସମସ୍ତେ ଥଣ୍ଡାପାଣି ପିଇବାକୁ ଅଧିକ ପସନ୍ଦ କରିଥାଆନ୍ତି ।  ତେଣୁ ଅଧିକାଂଶ ଲୋକେ ଥଣ୍ଡା ପାଣି ପିଇଥାଆନ୍ତି । ଆଉ ବଜାରରେ ମିଳଥିବା କୋଲଡ୍ରିଙ୍କସ୍‌ ପିଇବାକୁ ପସନ୍ଦ କରିଥାଆନ୍ତି । କିନ୍ତୁ ଏହି କୋଲ୍ଡ…

ସ୍ୱାସ୍ଥ୍ୟପାଇଁ ଉପକାରୀ କମଳା….

ଆମ ଶରୀର ପାଇଁ ଉପକାରୀ ହେଉଛି ଫଳ । ସମସ୍ତ ଫଳ ମଧ୍ୟରୁ କମଳା ଅନ୍ୟତମ। ସେଥିପାଇଁ ସମସ୍ତେ କମଳାକୁ ବହୁତ ପସନ୍ଦ କରିଥାଆନ୍ତି । ସକାଳୁ କମଳା ଖାଇବାକୁ ଡାକ୍ତର ମାନେ ମଧ୍ୟ ପରାମର୍ଶ ଦେଇଥାଆନ୍ତି । କମଳା ଖାଇବା ଦ୍ୱାରା ଆମ ଶରୀରକୁ ଶକ୍ତି ଯୋଗାଇବା ସହ ବିଭିନ୍ନ ପ୍ରକାରର ରୋଗ ଦୂର…

ସାଲାଡରେ ଲୁଣ ପକାଉଛନ୍ତି କି? ଶରୀର ଉପରେ ପଡିପାରେ ଏସବୁ ପ୍ରଭାବ

ଆପଣ ସାଲାଡରେ ଲେମ୍ବୁ ସହିତ ଲୁଣ ମିଶାଇ ଖାଉଛନ୍ତି କି? ଯଦି ହଁ, ଏହି ଅଭ୍ୟାସକୁ ବଦଳାଇଦିଅନ୍ତୁ । କାରଣ ସାଲାଡରେ ଲୁଣ ମିଶାଇଲେ ଯଦିଓ ସ୍ୱାଦ ବଢିଯାଏ, କିନ୍ତୁ ବାସ୍ତବରେ ଏହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଭଲ ନୁହେଁ । କାରଣ ସାଲାଡରେ ଧଳା ଲୁଣ ମିଶାଇ ଖାଇବା ଦ୍ୱାରା ଶରୀରରେ ସୋଡିୟମର ସ୍ତର…

ତୁଳସୀ ପତ୍ର ପାଣି ପିଇବା ଦ୍ୱାରା ଦୂର ହୋଇଥାଏ ଏହିସବୁ ରୋଗ…

ସକାଳୁ ସକାଳୁ ଆମେ କିଛି ପାନୀୟ ଗ୍ରହଣ କରିଥାଉ । ଯେପରିକି କିଛି ଲୋକଙ୍କର ଚା’ କିମ୍ବା କଫି ପିଇବାକୁ ଅଧିକ ପସନ୍ଦ କରିଥାଆନ୍ତି । ବିଶେଷଜ୍ଞ ମାନେ ମଧ୍ୟ ସକାଳେ ଖାଲି ପେଟରେ ଏପରି କିଛି ଖାଦ୍ୟ ପାନୀୟ ସେବନ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥାଆନ୍ତି । ଯାହା ଶରୀରକୁ ପୋଷଣ ପ୍ରଦାନ…

ରସୁଣ କେବଳ ଏକ ମସଲା ନୁହେଁ ଔଷଧ ପରି କାମ ଦେଇଥାଏ …ଜାଣନ୍ତୁ

ସାଧାରଣତଃ ରସୁଣକୁ ଆମେ ରୋଷେଇରେ ବ୍ୟବହାର କରିଥାଉ। ଏଥିସହ ଔଷଧ ରୂପେ ମଧ୍ୟ ଆମ କାମରେ ଆସିଥାଏ ରସୁଣ । ଖାଦ୍ୟ ଖାଇବା ସମୟରେ ରସୁଣ ଖାଇବାକୁ ବହୁତ ଲୋକ ପସନ୍ଦ କରିଥାଆନ୍ତି । ରସୁଣ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ । ରସୁଣ ଆଣ୍ଟି ବାୟୋଟିକ୍‌ ପରି ସଂକ୍ରମଣଠାରୁ ଆମକୁ ଦୂରରେ…

ଲୁଣ ଖାଇ ମରିବେ ୭୦ ଲକ୍ଷ ଲୋକ: WHO

ନୂଆଦିଲ୍ଲୀ: କୌଣସି ଖାଦ୍ୟ ହେଉ କି ପାନୀୟ ଲୁଣ ବିନା ସ୍ୱାଦ ଲାଗେନା । ଆଉ ଯଦି ଆପଣଙ୍କ ଅଭ୍ୟାସ୍ ଅଧିକ ଲୁଣ ଖାଇବା ତାହାଲେ ସତର୍କ ହୋଇ ଯାଆନ୍ତୁ । ନିକଟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଲୁଣ ସେବନକୁ ନେଇ ଜାରି କରିଛି ରିପୋର୍ଟ । ଯେଉଁଥିରେ କୁହାଯାଇଛି, ଅଧିକ ଲୁଣ ଖାଇବାରୁ ଏକାଧିକ…

ମୋଟାପଣ ଦୂର କରେ କଳା ଜିରା….

ସ୍ୱାସ୍ଥ୍ୟ ପାଇଁ ବରଦାନ ସଦୃଶ କଳା ଜିରା । ପ୍ରାୟେ ସମସ୍ତେ ଘରେ ଘରେ ରୋଷେଇରେ କଳା ଜିରା ବ୍ୟବହାର କରିଥାଆନ୍ତି । ସାଧାରଣ ଜିରା ଅପେକ୍ଷା ଏହା ଅଧିକ ଲାଭଦାୟକ । କଳାଜିରା କେବଳ ଖାଦ୍ୟର ସ୍ୱାଦକୁ ବଢ଼ାଏ ତାହା ନୁହେଁ ବରଂ ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢ଼ାଇଥାଏ । ସ୍ୱାସ୍ଥ୍ୟ…

ମୃତ୍ୟୁର କାରଣ ପାଲଟିବ ମେଦବହୁଳତା, ଏକ ରିସର୍ଚ୍ଚରୁ ହେଲା ଖୁଲାସା

ଅସ୍ୱାସ୍ଥ୍ୟକର ଖାଦ୍ୟପେୟ, ଶାରିରୀକ ପରିଶ୍ରମର ଅଭାବ ଯୋଗୁଁ ମେଦ ବହୁଳତା ସୃଷ୍ଟି ହୋଇଥାଏ । ମେଦବହୁଳତା ଯୋଗୁ ଆମ ଶରୀରରେ ଅନେକ ରୋଗ ହେବାର ଆଶଙ୍କା ରହିଛି । ତେବେ ଅଧିକ ଓଜନ ସାଜିବ ମୃତ୍ୟୁର କାରଣ । ଏକ ନୂଆ ଅଧ୍ୟୟନରୁ ଖୁଲାସା ହୋଇଛି  ।  ତେବେ ଏକ ଅଧ୍ୟୟନ ଅନୁଯାୟୀ, ମେଦବହୁତଳତା…