Latest Odisha News
Browsing Category

ସ୍ୱାସ୍ଥ୍ୟ

ଲିଭରକୁ ସୁସ୍ଥ ରଖିବ ଏହି ଖାଦ୍ୟ

ଯକୃତ ବା ଲିଭର ହେଉଛି ଆମ ଶରୀରର ଏପରି ଏକ ଆଭ୍ୟନ୍ତରୀଣ ଅଙ୍ଗ, ଯାହା ବିଷାକ୍ତ ପଦାର୍ଥ ବାହାର କରିବାରେ ସାହାଯ୍ୟ କରେ। ଏହାସହ ଓଜନ ହ୍ରାସ କରିବା ଏବଂ ଆମକୁ ସୁସ୍ଥ ରଖିବାରେ ମଧ୍ୟ ସାହାଯ୍ୟ କରେ। ଏହା ଆମ ଭିତରେ ଥିବା ବର୍ଜ୍ୟବସ୍ତୁ ବାହାର କରିବା ପାଇଁ କାର୍ଯ୍ୟ କରେ। ତେଣୁ ଆମେ ଲିଭରର…

ସରକାରୀ ଚିକିତ୍ସାଳୟରେ ବିଶୃଙ୍ଖଳା ରୋକିବାକୁ ଜିଲାପାଳ, ଏସ୍‌ପିଙ୍କୁ ସ୍ବାସ୍ଥ୍ୟ ସଚିବଙ୍କ ଚିଠି

ଭୁବନେଶ୍ବର: ସମ୍ବଲପୁର ସମେତ ଗତ କିଛି ଦିନ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ରୋଗୀ ସଂପର୍କୀୟଙ୍କ ଦ୍ବାରା ଆକ୍ରମଣର ଶିକାର ହୋଇଛନ୍ତି। ଏହାକୁ ନେଇ ଚିନ୍ତା ପ୍ରକାଶ କରିଛି ସ୍ବାସ୍ଥ୍ୟ ବିଭାଗ। ସରକାରୀ ଚିକିତ୍ସାଳୟଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ…

ସୁସ୍ଥ ରହିବାକୁ ଯାଇ ଅତ୍ୟଧିକ ଗରମ ପାଣି ପିଉଛନ୍ତି କି?

ଯେଉଁମାନେ ନିଜର ଓଜନ ହ୍ରାସ କରିବାକୁ ଚାହୁଁଛନ୍ତି ସେମାନେ ପ୍ରତିଦିନ ଗରମ ପାଣି ପିଅନ୍ତି। ଥଣ୍ଡାରେ ଗରମ ପାଣି ପିଇବା ସମସ୍ତଙ୍କର ଅଭ୍ୟାସ। ଗରମ ପାଣି ଦ୍ୱାରା ଶରୀରକୁ ଆରମ ଲାଗେ ଏବଂ ଶରୀରକୁ ଉଷୁମ ରଖେ। କିନ୍ତୁ କିଛି ଲୋକେ ମାତ୍ରାଧିକ ଗରମ ପାଣି ପିଅନ୍ତି। ଯାହାକି ସ୍ୱାସ୍ଥ୍ୟ ପାଇଁ…

ଶୀତ ଦିନେ ଶରୀର ଯତ୍ନ ନିଅନ୍ତୁ, ନଚେତ୍ ହୋଇପାରେ ଏହି ସବୁ ରୋଗ

ଆସୁଛି ଶୀତ ଋତୁ। ସେପ୍ଟେମ୍ବର ଶେଷ ଓ ପହିଲା ଅକ୍ଟୋବରରୁ ଶୀତ ଆରମ୍ଭ ହୋଇଯାଏ। ଲୋକେ ନିଆଁ ପୁଇଁବା ଆରମ୍ଭ କରିଦିଅନ୍ତି। ସକାଳୁ ସକାଳୁ ଗରମ ଗରମ ଅଦା ଚା ଏବଂ କଫି ପିଅନ୍ତି। ତେବେ ଏହି ଶୀତ ଦିନେ ଶୀତଳ ପବନ ମନକୁ ଯେତେ ଶାନ୍ତି ଦେଇଥାଏ, ଏଥିସହ ବିଭିନ୍ନ ରୋଗ ମଧ୍ୟ ଆଣିଥାଏ। ଶୀତ ଦିନେ ରୋଗ…

ଶରୀରକୁ ସୁସ୍ଥ ରଖେ ପାନ ପତ୍ର

ପାନ ସମସ୍ତେ ଖାଇବାକୁ ଭଲପାଆନ୍ତି। ପିଲାଠୁ ବୁଢ଼ା ସମସ୍ତଙ୍କର ପସନ୍ଦ ପାନ। ପାନକୁ ସର୍ବୋତ୍ତମ ମାଉଥ ଫ୍ରେସନର ଭାବରେ ବିବେଚନା କରାଯାଏ। ଅଧିକାଂଶ ସମୟରେ ଶୁଭ କାର୍ଯ୍ୟ ଏବଂ ପୂଜା କାର୍ଯ୍ୟରେ ପାନ ପତ୍ରର ପ୍ରୟୋଗ ହୁଏ। ଲୋକେ ଖାଦ୍ୟ ଖାଇବା ପରେ ପାନ ସେବନ କରନ୍ତି। କାରଣ ପାଟିକୁ…

ସ୍ମୃତିଶକ୍ତି ହ୍ରାସ ସମସ୍ୟାକୁ ରୋକି ପାରିବ ସନ୍ତୁଳିତ ଜୀବନଚର୍ଯ୍ୟା: କିମ୍ସ ବିଶେଷଜ୍ଞ

ଭୁବନେଶ୍ୱର: ବୟସା ଧିକ୍ୟ ଯୋଗୁଁ ସ୍ମୃତି ଶକ୍ତି ହ୍ରାସ ଏକ ସାଧାରଣ ସମସ୍ୟା । ଏବେ ୬୦ବର୍ଷରୁ କମ୍‍ ବୟସର ଲୋକଙ୍କଠାରେ ଏହି ସମସ୍ୟା ଦେଖା ଦେବା ଚିନ୍ତାର କାରଣ ପାଲଟିଛି । ଅସ୍ୱାସ୍ଥ୍ୟକର ଜୀବନଶୈଳୀ, ମଦ୍ୟପାନ, ଧୂମପାନ, ଅନିଦ୍ରା, ଖାଦ୍ୟ ଏବଂ ଜେନେଟିକ୍ କାରଣ ଆଦି ଯୋଗୁଁ ଅଲଜାଇମର…

ମଧୁମେହ ରୋଗୀଙ୍କ ପାଇଁ ହଳଦୀ କାହିଁକି ଲାଭଦାୟକ, ଜାଣନ୍ତୁ

ମଧୁମେହ ରୋଗୀଙ୍କ ପାଇଁ ସେମାନଙ୍କର ଖାଦ୍ୟର ଯତ୍ନ ନେବା ଅତ୍ୟନ୍ତ ଜରୁରୀ। ନଚେତ୍ ଯଦି ସାମାନ୍ୟ ଅବହେଳା ହୁଏ ତେବେ ହଠାତ୍ ରକ୍ତରେ ସୁଗାର ଲେବେଲ୍ ବଢିପାରେ। ଆମେ ପ୍ରାୟତଃ ଶୁଣିଛୁ ଯେ ମଧୁମେହ ରୋଗୀଙ୍କ ପାଇଁ ଅନେକ ମସଲା ଉପକାରୀ ହୋଇପାରେ। ଏହି ମସଲା ମଧ୍ୟରୁ ଗୋଟିଏ ହେଉଛି ହଳଦୀ। ହଳଦୀରେ…

ଧୂମପାନ କରୁନଥିବା ବ୍ୟକ୍ତିଙ୍କୁ ମଧ୍ୟ ଫୁସଫୁସ କର୍କଟ ହେବାର ଆଶଙ୍କା

ସ୍ୱାସ୍ଥ୍ୟସେବାରେ ଅଗ୍ରଗତି ସତ୍ତ୍ୱେ ଭିନ୍ନ ଭିନ୍ନ ରୋଗ ବୃଦ୍ଧି ପାଉଛି। ପୂର୍ବ ଅପେକ୍ଷା ଆଜିର ଯୁଗରେ କର୍କଟ ରୋଗ ସାଧାରଣ ହୋଇଗଲାଣି। ଏହି କର୍କଟ ଲକ୍ଷଣ ଏକ ନିର୍ଦ୍ଧିଷ୍ଟ ପ୍ରକାରରେ ଦେଖାଯାଏ ନାହିଁ। ଭିନ୍ନ ଭିନ୍ନ କ୍ୟାନ୍ସରରେ ଭିନ୍ନ ଭିନ୍ନ ଲକ୍ଷଣ। ଫୁସଫୁସ କର୍କଟକୁ ବହୁତ ବିଳମ୍ବରେ…

ଏହି ଲକ୍ଷଣକୁ ଅବହେଳା କରନ୍ତୁ ନାହିଁ, ନଚେତ୍ ହୋଇପାରେ ବ୍ରେନ୍ ଷ୍ଟ୍ରୋକ୍

ମସ୍ତିଷ୍କ ହେଉଛି ଆମ ଶରୀରର ସବୁଠାରୁ ସମ୍ବେଦନଶୀଳ ଏବଂ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଯଦି ଏହା କୌଣସି ପ୍ରକାରେ ପ୍ରଭାବିତ ହୁଏ, ତେବେ ଏହାର ପ୍ରଭାବ ଆମ ଶରୀର ଉପରେ ଦେଖାଯାଏ। ଆମର ମସ୍ତିଷ୍କ ଏକ ଉପାୟରେ କମ୍ପ୍ୟୁଟରର ଭୂମିକା ଗ୍ରହଣ କରେ, ଯାହା ସମଗ୍ର ଶରୀରକୁ ନିର୍ଦ୍ଦେଶ ଦେବା ପାଇଁ କାର୍ଯ୍ୟ…

ଦୈନିକ କେତେ ମାତ୍ରାରେ ‘ରିଫାଇନ ତେଲ’ ଖାଇବା ଉଚିତ୍ ?

ରନ୍ଧନ ତେଲରେ ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ ଥାଏ। କିନ୍ତୁ ଆପଣ ଜାଣନ୍ତିକି ରନ୍ଧନ ତୈଳକୁ ଚର୍ବିର ଭଣ୍ଡାର ମଧ୍ୟ କୁହାଯାଏ। ତେଣୁ ଏହି ରନ୍ଧନ ତେଲ ଦୈନିକ କେତେ ପରିମାଣରେ ଖାଇବା ଉଚିତ୍ ସେ ସମ୍ପର୍କରେ ଆମେ ଆଲୋଚନା କରିବା । ଚାଟ୍-ପକୁଡି କିମ୍ବା ଭଜା ହୋଇଥିବା ମସଲାଯୁକ୍ତ ଖାଦ୍ୟ ଅତ୍ୟନ୍ତ…