Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ପ୍ରୋଟିନରେ ଭରପୁର ମସୁର ଡାଲି: ପ୍ରତିଦିନ ଖାଇଲେ ମିଳିବ ଏହି ଫାଇଦା..

ନୂଆଦିଲ୍ଲୀ: ମସୁର ଡାଲି ଭାରତରେ ଏକ ଲୋକପ୍ରିୟ ଖାଦ୍ୟ । ଏହାକୁ ପ୍ରାୟ ଲୋକ ଖାଆନ୍ତି  । ଏହା ବିଭିନ୍ନ ରଙ୍ଗରେ ଉପଲବ୍ଧ ରହିଥାଏ  । ଯେପରିକି କଳା, ବାଦାମୀ, ନାଲି ଏବଂ ସବୁଜ  । ମସୁର ଡାଲିକୁ ପ୍ରୋଟିନର ଏକ ଉତ୍ସ ଭାବରେ ବିବେଚନା କରାଯାଏ  । ଶାକାହାରୀ ଅର୍ଥାତ୍ ଯେଉଁମାନେ ମାଛ,…

ଖାଦ୍ୟରେ ସାମିଲ କରନ୍ତୁ ଲେମ୍ବୁ, ଦେଖନ୍ତୁ ଏହାର ଚମତ୍କାର ଫାଇଦା

ଭୁବନେଶ୍ଵର: ଆଜିକାଲି ବଜାରରେ ସହଜରେ ଯେକୌଣସି ସନମୟରେ ଲେମ୍ବୁ ମିଳିଯାଉଛି । ଲେମ୍ବୁ ହେଉ ଅବା ଏଥିରୁ ପ୍ରସ୍ତୁତ ସର୍ବତ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଏହା ବ୍ୟତିତ ତ୍ୱଚା ଠାରୁ ଆରମ୍ଭ କରି ଇମ୍ୟୁନିଟି ସିଷ୍ଟମ ପର୍ଯ୍ୟନ୍ତ ସବୁ କିଛିର ଉପକାରିତା କରିଥାଏ ଲେମ୍ବୁ ।…

ଏଲିଶା ଟେଷ୍ଟିଙ୍ଗ ହିଁ ପ୍ରକୃତ ସ୍କ୍ରବ ଟାଇଫସ ରୋଗ ଚିହ୍ନଟ କରି ପାରିବ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌  ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି । ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ  ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ରୋଗୀ ଚିହ୍ନଟ  ହେଉଛନ୍ତି । ଏପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ଵସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି…

ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହେଲେ କୃଷି ସଚିବ, କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା

ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ  ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ନୂଆ ରୋଗୀ ଚିହ୍ନଟ  ହେଉଛନ୍ତି । ସମ୍ବଲପୁର, କେନ୍ଦୁଝର, ବରଗଡ଼, ପୁରୀ ଓ  କେନ୍ଦ୍ରାପଡ଼ାରେ ଅଧିକ ସ୍କ୍ରବ୍‌ ଟାଇଫସ୍‌ ସଂକ୍ରମିତଙ୍କ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟରେ ଭୟ ବଢ଼ି ଚାଲିଥିବା ବେଳେ…

ହଠାତ୍ ବାନ୍ତି କିପରି ନିୟନ୍ତ୍ରଣ କରିବେ ? ଆସନ୍ତୁ ଜାଣିବା କିଛି ଘରୋଇ ଉପଚାର…

ନୂଆଦିଲ୍ଲୀ: ସାଧାରଣତଃ ଆମେମାନେ କାର୍, ଟ୍ରେନ୍ କିମ୍ବା ବସ୍ ରେ ଯାତ୍ରା କରିବାକୁ ପସନ୍ଦ କରିଥାଉ  । କିନ୍ତୁ କିଛି ଯାତ୍ରା କରିବା ସମୟରେ ଅସୁସ୍ଥତା ଅନୁଭବ କରନ୍ତି ବା ବାନ୍ତି ଭଳି ସମସ୍ୟାର ସମ୍ମୁଖୀନ ହୁଅନ୍ତି  । ଯେଉଁଥିପାଇଁ ସେମାନେ ଯାତ୍ରା କରିବା ସମୟରେ ନିଜକୁ ବହୁତ ଦୁର୍ବଳ…

ଆଉ ଯିବନି ମ୍ୟାଲେରିଆରେ ଜୀବନ; R21 / Matrix-M ଟିକାକୁ WHOର ମଞ୍ଜୁରୀ

ନୂଆଦିଲ୍ଲୀ: ମ୍ୟାଲେରିଆ ନିରାକରଣ ପାଇଁ ପ୍ରସ୍ତୁତ ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ଵାରା ପ୍ରସ୍ତୁତ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଞ୍ଜୁରୀ ପ୍ରଦାନ କରିଛି । ଏନେଇ ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି। ମ୍ୟାଲେରିଆ ବିରୋଧୀ ଲଢ଼େଇରେ ଭାରତ ପାଇଁ ଏହା ଏକ…

ରାତିରେ ଭଲରେ ନିଦ ହେଉନି କି? ତେବେ ଦୁରେଇ ରୁହନ୍ତୁ ଏହି ସବୁ ଖାଦ୍ୟରୁ

ଭୁବନେଶ୍ଵର: କର୍ମମୟ ଜୀବନରେ ଲୋକମାନେ ନିଦ୍ରା ପାଇଁ ବେଶ ଚିନ୍ତିତ ରହିଥାନ୍ତି । ଏହାରିଭିତରେ ଅଧିକାଂଶ ଲୋକେ ସଠିକ ଭାବରେ ନିଦ ହେଉନଥିବା ସମସ୍ୟାର ସାମ୍ନା କରନ୍ତି । ଏଥିପାଇଁ ସେମାନେ ସେମାନଙ୍କର ବ୍ୟସ୍ତ ଜୀବନଶୈଳୀକୁ ମଧ୍ୟ ଦାୟୀ କରିଥାନ୍ତି । କିନ୍ତୁ ଜୀବନଶୈଳୀ ଅପେକ୍ଷା ଆପଣଙ୍କ…

ଭିଟାମିନର ଭଣ୍ଡାର ହେଉଛି କଲରା : ଶରୀର ପାଇଁ ଯେତେ ଲାଭଦାୟକ, ସେତେ କ୍ଷତିକାରକ ମଧ୍ୟ..

ନୂଆଦିଲ୍ଲୀ: କଲରା ଏପରି ଏକ ପରିବା , ଯାହାକୁ ସମସ୍ତେ ଖାଇବାକୁ ପସନ୍ଦ କରନ୍ତି ନାହିଁ । କିନ୍ତୁ କଲରା ମଧୁମେହ ରୋଗୀଙ୍କ ପାଇଁ ଏକ ଔଷଧ ଠାରୁ କମ୍ ନୁହେଁ। ଏହା ଇନସୁଲିନ୍ ସ୍ତରକୁ ନିୟନ୍ତ୍ରଣ କରେ । କଲରା ଖାଇବା ଦ୍ୱାରା ପେଟ ସମ୍ବନ୍ଧୀୟ ରୋଗ ଭଲ ହୋଇଥାଏ। କଲରା ଖାଇବାକୁ ଟିକିଏ ପିତା…

ରସୁଣଠୁ ବି ଅଧିକ ଉପଯୋଗୀ ଏହାର ଚୋପା: ଫିଙ୍ଗି ଦେଉଥିଲେ ସାଇତି ରଖନ୍ତୁ

ନୂଆଦିଲ୍ଲୀ: ପ୍ରତ୍ୟେକ ଘରେ ରୋଷେଇରେ ବ୍ୟବହୃତ ହୁଏ ରସୁଣ  । କିନ୍ତୁ ଏହି ରସୁଣରେ କେତେ ଔଷଧୀୟ ଉପାଦାନ ରହିଛି ଆପଣ ମାନେ ଜାଣିଛନ୍ତି କି ଆସନ୍ତୁ ଜାଣିବା  । ରସୁଣ ଖାଇବା ଦ୍ବାରା ଆମର ରୋଗ ପ୍ରତିରୋଧକ ଶକ୍ତି ବଢିଥାଏ  ।  ଯଦିଓ ଏଥିରେ କମ୍  କ୍ୟାଲୋରୀ ଥାଏ  । କିନ୍ତୁ  ଏଥିରେ…

ଭୟ ବଢାଉଛି ସ୍କ୍ରବ୍ ଟାଇଫସ: ସୁନ୍ଦରଗଡ଼ରୁ ପୁଣି ୨୦ ପଜିଟିଭ୍ ଚିହ୍ନଟ

ସୁନ୍ଦରଗଡ: ଅଟକିବାର ନାଁ ଧରୁନି ରାଜ୍ୟରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ ବଢିବାରେ ଲାଗିଛି ସ୍କ୍ରବ୍ ଟାଇଫସ । ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲା ସ୍କ୍ରବ୍‌ ଟାଇଫସ୍‌ ଆକ୍ରାନ୍ତଙ୍କର ହଟସ୍ପଟ ପାଲଟିଛି । ସବୁଦିନ ଚିହ୍ନଟ ହେଇଛନ୍ତି ଆକ୍ରାନ୍ତ । ଗତକାଲି ପରୀକ୍ଷା…