Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ଆପଣ ମାଠିଆ ପାଣି ପିଉଛନ୍ତି କି? ଜାଣନ୍ତୁ ଏହାର ସ୍ଵାସ୍ଥ୍ୟଗତ ଫାଇଦା

ଭୁବନେଶ୍ଵର: ପୂର୍ବରୁ ଲୋକମାନେ ଜଳ ସଂରକ୍ଷଣ ପାଇଁ ମାଠିଆ ବ୍ୟବହାର କରୁଥିଲେ । ଏହାର କାରଣ ହେଲା ମାଟି ପାତ୍ରରେ ଥିବା ପାଣି ସ୍ୱାଭାବିକ ଭାବେ ଥଣ୍ଡା ରହିଥାଏ । ଏଥି ସହିତ, ଆମର ପୂର୍ବଜମାନେ ଜାଣିଥିଲେ ଯେ ଏହାର ଜଳ ସ୍ୱାସ୍ଥ୍ୟ ପାଇଁ ଉତ୍ତମ ହୋଇଥାଏ । ଆଜିକାଲି ପ୍ରତ୍ୟେକ ଘରେ…

ଦେହ ପାଇଁ ଉପକାରୀ ବ୍ରାଉନ୍ ବ୍ରେଡ, ଜାଣନ୍ତୁ ଏହାର ସ୍ଵାସ୍ଥ୍ୟଗତ ଫାଇଦା

ଭୁବନେଶ୍ଵର: ଆଜିକାଲିର ବ୍ୟସ୍ତ ବହୁଳ ଜୀବନ ଭିତରେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ସମ୍ଭବ ହେଉନାହିଁ । କିନ୍ତୁ ଏହା ଭିତରେ ବି ଖାଦ୍ୟ ପ୍ରତି ସଚେତନ ହେବାକୁ ପଡିଥାଏ । ଆମେ ପ୍ରତିଦିନ ଯେଉଁ ଖାଦ୍ୟ ଖାଉଛେ କେତେ ଖରାପ ଓ କେତେ ଭଲ ତାହା ମଧ୍ୟ ଚିନ୍ତା କରିବାକୁ ପଡିଥାଏ । ତେବେ ବ୍ୟସ୍ତତା…

ମଣିଷର ଜୀବନ ପ୍ରତି ବିପଦ ସୃଷ୍ଟି କରିପାରେ ‘‘ଏଗ୍‌ ରୋଲ୍’’

ଭୁବନେଶ୍ୱର: ଯଦି ଆପଣ ଜଣେ ଷ୍ଟ୍ରୀଟ୍‌ ଫୁଡ୍‌ ଲଭର ହୋଇଥାନ୍ତି ତେବେ ଆପଣଙ୍କୁ କିଛିଟା କଥା ଜାଣିବା ନୀହାତି ଦରକାର । କାରଣ ଆପଣ ଯେଉଁ ଜିନିଷକୁ ହେଲ୍ଦି ଫୁଡ୍‌ ଭାବି ଖାଉଛନ୍ତି ତାହା ଆପଣଙ୍କ ଶରୀରରେ ସିରା ପ୍ରସିରାକୁ ବ୍ଲକେଜ୍‌ କରିବାର କାରଣ ହୋଇପାରେ । ବିଶେଷ କରି ଯଦି ଆପଣଙ୍କର ହାଇ…

ଶରୀରରେ କାହିଁକି ସୃଷ୍ଟି ହୁଏ ନୀଳ ଚିହ୍ନ, ହୋଇପାରେ ଗମ୍ଭୀର ସମସ୍ୟା…

ଦିଲ୍ଲୀ: ପ୍ରାୟତଃ ଚାଲିବା ସମୟରେ, ଆମେ ଅନେକ ସମୟରେ କୌଣସି ନା କୌଣସି ଜିନିଷରେ ଝୁଣ୍ଟି ପଡ଼ୁ ଏବଂ ଆମେ ଆଘାତ ପାଇଥାଉ । ସେହି ସମୟରେ କିଛି ଜଣା ପଡ଼ିନଥାଏ  । କିନ୍ତୁ କିଛି ଘଣ୍ଟା ପରେ ଶରୀରରେ ଏକ ନୀଳ ଚିହ୍ନ ଦେଖାଯାଏ । ଯେତେବେଳେ ଶରୀରର କୌଣସି ସ୍ଥାନରେ ଆଘାତ ହୁଏ ଏବଂ ସେହି ସ୍ଥାନରୁ…

ଫିଟ୍ ରହିବା ପାଇଁ ବର୍ଷାଦିନେ କରନ୍ତୁ ଏପରି ଡାଏଟ

ଭୁବନେଶ୍ଵର: ବର୍ଷାଦିନେ ଖୋଲା ଆକାଶ ତଳେ ଝିପିଝିପି ବର୍ଷାରେ ଭିଜିବାର ମଜା ନେବା ଲୋକଙ୍କ ସଂଖ୍ୟା ନିହାତି କମ୍‌ ନୁହେଁ। ଅନ୍ୟପଟେ ବର୍ଷାଦିନେ ଦେହ ଖରାପ ହେବା ଏକ ସାଧାରଣ କଥା। ଏହି ସମୟରେ ଥଣ୍ଡା ଲାଗିବା, ଜ୍ୱର ହେବା, ପେଟ ଖରାପ, ଡେଙ୍ଗୁ, ମ୍ୟାଲେରିଆ ଆଦି ରୋଗରୁ ସାବଧାନ ରହିବା…

କର୍କଟ ଏବଂ ହୃଦଘାତକୁ ପରାସ୍ତ କରେ ଚେରି ଟମାଟୋ: ଅନ୍ୟାନ୍ୟ ସମସ୍ୟାରୁ ବି ଦିଏ ମୁକ୍ତି..

ରୋଷେଇ କରିବା ସମୟରେ ସମସ୍ତେ ଟମାଟୋ ବ୍ୟବହାର କରନ୍ତି ।  କିନ୍ତୁ ବହୁତ କମ୍ ଲୋକ ଚେରି ଟମାଟୋ ଖାଆନ୍ତି  । ଏହି ଚେରି ଟମାଟୋ, ଯାହା ଦେଖିବାକୁ ଛୋଟ ଦେଖାଯାଏ । ହେଲେ ପ୍ରମୁଖ ରୋଗକୁ ପରାସ୍ତ କରିବାରେ ଏହା ବେଶ ପ୍ରଭାବଶାଳୀ  । ବଜାରରେ ଉପଲବ୍ଧ ହେଉଥିବା ସାଧାରଣ ଟମାଟୋ ଅପେକ୍ଷା ଚେରି…

ସତର୍କ ସୂଚନା ଜାରି ହେବା ପରେ ସମସ୍ତ ଆଂଟାସିଡ ଡାଇଜିନ ଜେଲକୁ ଫେରାଇନେଲା କମ୍ପାନୀ

ନୂଆଦିଲ୍ଲୀ: ଅଜୀର୍ଣ୍ଣ ଓ ବଦହଜମୀ ପାଇଁ ବ୍ୟବହାର ଡେଉଥିବା ଆଂଟାସିଡ ଡାଇଜିନ ଜେଲକୁ ଫେରାଇନେବା ପାଇଁ କମ୍ପାନୀ ନିର୍ଦ୍ଦେଶ ଦେଇଛି । ଏହି ଜେଲରୁ ଉତ୍କଟ ଗନ୍ଧ ଓ କଡା ସ୍ୱାଦ ବାହାରୁଥିବାରୁ ଡିସିଜିଆଇ କମ୍ପାନୀକୁ ସତର୍କ ସୂଚନା ଜାରୀ କରିଥିଲା । ଫଳରେ କମ୍ପାନୀ ଏହି ପଦକ୍ଷେପ ଗ୍ରହଣ କରିଛି…

ରକ୍ତହୀନତା ସାଙ୍ଗକୁ କୋଷ୍ଠକାଠିନ୍ୟ ଦୂର କରିଥାଏ ପୋଟଳ ! ଜାଣନ୍ତୁ ସ୍ୱାସ୍ଥ୍ୟ ପ୍ରତି କେତେ ଫଳପ୍ରଦ ..

ଦିଲ୍ଲୀ : ପୋଟଳ ଏକ ଭଲ ପରିବା, ଯାହାକି ସ୍ୱାସ୍ଥ୍ୟ ଲାଗି ଅତ୍ୟନ୍ତ ଲାଭପ୍ରଦ। ପୋଟଳରେ ଭିଟାମିନ୍ ଏ,ବି ଓ୍ଵାନ୍,ବି ଟୁ ଏବଂ ଭିଟାମିନ୍ ସି ଆଦି ବହୁଳ ମାତ୍ରାରେ ରହିଛି  । ଏହା ଆମ ଶରୀରରେ ରୋଗ ପ୍ରତିରୋଧକ କ୍ଷମତାକୁ ବଢାଇ ରୋଗ ଦାଉରୁ ଲଢିବାରେ ସାହାଯ୍ୟ କରିଥାଏ। ଏଥିସହିତ ଏଥିରେ ଆଣ୍ଟି…

ପିଆଜର କଳା ଆସ୍ତରଣ ବଢାଇ ପାରେ ରୋଗର ସମସ୍ୟା 

ଭୁବନେଶ୍ୱର: ଦୈନଦିନ ଜୀବନରେ ଆବଶ୍ୟକୀୟ ଖାଦ୍ୟରେ ଅନେକ ପ୍ରକାର ଜିନିଷ ବ୍ୟବହାର କରାଯାଇଥାଏ। ପୋଷଣ ନିମନ୍ତେ ଆମେ ପନିପରିବା, ଫଳମୂଳ,ଭାତ, ଡାଲି, ରୁଟି, ମାଛ, ମାଂସ ଆଦି ଖାଇଥାଉ। କିଛି ଜିନିଷକୁ କଞ୍ଚା ଖାଉଥିବା ବେଳେ ଅନେକ କିଛି ଖାଦ୍ୟ ପଦାର୍ଥକୁ ଆମେ ରୋଷେଇ କରି ଖାଇଥାନ୍ତି। ତେବେ…

ଅଧିକ ଆଚାର ଖାଉଛନ୍ତି କି? ଯଦି ହଁ ତେବେ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ଵର: ଦୈନନ୍ଦିନ ଭୋଜନ ସହିତ ଆଚାର ଏକ ଅଂଶ ପାଲଟିଗଲାଣି । ଘରେ ଯଦି କିଛି ନାହିଁ ତେବେ ଆଚାର ସହିତ ଭାତ ହେଉ ଅବା ରୁଟି ଖାଇ ଦେଉଛନ୍ତି । ତେବେ ଆପଣ ଜାଣିଛନ୍ତି କି, ଏହି ଆଚାର ଅଧିକ ଆହାର କରିବା ଶରୀର ପାଇଁ କ୍ଷତିକାର ସାବ୍ୟସ୍ତ ହୋଇଥାଏ । ଆଚାରରେ ଅଧିକ ପରିମାଣର ଲାକ୍ଟିକ୍ ଏସିଡ୍…