Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ଘାତକ ରୋଗରୁ ମୁକ୍ତି ଦେବ ଭେଣ୍ଡି

ମୁମ୍ବାଇ: ଖରାଦିନେ ବଜାରରେ ପରିବା ଦର ଆକାଶ ଛୁଆଁ ରହୁଥିବାବେଳ  ଭେଣ୍ଡିର ଉତ୍ପାଦନ ଅଧିକ ମାତ୍ରାରେ ହୋଇଥାଏ । ଏହାକୁ ଏକ ଲାଳଯୁକ୍ତ ପରିବା ହୋଇଥିବା ଯୋଗୁଁ ଏହାକୁ ଖାଇବାକୁ କିଛି ଲୋକ ନାପସନ୍ଦ କରନ୍ତି । କିନ୍ତୁ କିଛି ଲୋକ ଏହାକୁ ଖାଇବାକୁ ପସନ୍ଦ ମଧ୍ୟ କରିଥାନ୍ତି । ଆପଣମାନେ…

ବାମ କି ଡାହାଣ? ଜାଣନ୍ତୁ କେଉଁ ପାର୍ଶ୍ଵରେ ଶୋଇବା ସ୍ବାସ୍ଥ୍ୟପ୍ରତି ଉପକାରୀ ….

ଭୁବନେଶ୍ଵର: ଶରୀରକୁ ସୁସ୍ଥ ଓ ନିରୋଗ ରଖିବା ପାଇଁ ହେଲେ ଆମକୁ ପ୍ରତ୍ୟେକ ଦିନ ୭ ରୁ ୮ ଘଣ୍ଟା ଶୋଇବା ନିହାତି ଆବଶ୍ୟକ । କିନ୍ତୁ କେଉଁ ପଟକୁ କଡେଇ ଶୋଇବେ ତାହା ଯଦି ଆପଣ ଜାଣି ନାହାନ୍ତି ତାହେଲେ ଆପଣଙ୍କୁ ଠିକ୍ ଭାବରେ ନିଦ ହୋଇନଥାଏ । ତେବେ ଆୟୁର୍ବେଦ ଅନୁଯାୟୀ, ବାମ ପାର୍ଶ୍ୱରେ ଶୋଇବା…

କେମୋଥେରାପୀ ବେଳେ କେଶ ଝଡେ କାହିଁକି ? ଆସନ୍ତୁ ଜାଣିବା..

ମୁମ୍ବାଇ: କ୍ୟାନସର ଏକ ଗମ୍ଭୀର ଏବଂ ମାରାତ୍ମକ ରୋଗ । ଯଦି ଉଚିତ ସମୟରେ ଏହି ରୋଗର ଚିକିତ୍ସା ନକରାଯାଏ ତେବେ ଏହା ମଣିଷ ଶରୀର ପାଇଁ ଘାତକ ସାବ୍ୟସ୍ତ ହୋଇପାରେ । କେମୋଥେରାପୀ କ୍ୟାନସର ଚିକିତ୍ସାର ଏକ ପ୍ରଭାବୀ ଓ ପ୍ରଚଳିତ ଉପାୟ ।କ୍ୟାନସର ଚିକିତ୍ସା ସମୟରେ ଅଧିକାଂଶ ଲୋକଙ୍କର କେଶ ଝଡିଥାଏ…

ବିନା ଜିମରେ କମାନ୍ତୁ ଓଜନ , ଘରୋଇ ଉପାୟରେ କମାନ୍ତୁ ପେଟର ଚର୍ବି

ମୁମ୍ବାଇ : ଓଜନ କମ୍ କରିବା ଆଜିର ସମୟରେ ଏକ ବଡ ଚ୍ୟାଲେଞ୍ଜ ହୋଇଛି । ନିଜକୁ ଫିଟ୍ ଓ ଫାଇନ୍ ରଖିବା ପାଇଁ ଲୋକମାନେ କେତେ କଣ ସବୁ ତରିକାକୁ ଆପଣାଉଛନ୍ତି । ଯେମିତିକି ଡାଏଟିଂ, ଯୋଗ, ଜିମ୍ ଆଦି। କିନ୍ତୁ ଏତେ ସବୁ କରିବା ପରେ ମଧ୍ୟ ବେଳେବେଳେ ସଠିକ୍ ରେଜଲ୍ଟ ମିଳିପାରିନଥାଏ। ତେବେ ଆଜି ଆମେ…

ପ୍ରତିଦିନ ଜଙ୍କଫୁଡ୍ ଖାଉଥିଲେ ହୋଇଯାଆନ୍ତୁ ସାବଧାନ ! ହୋଇପାରେ ଏଭଳି ସମସ୍ୟା

ଭୁବନେଶ୍ଵର: ଆଜିକାଲି ପିଲାଠୁ ବୁଢା ସଭିଏଁ ଜଙ୍କଫୁଡ୍ ଖାଇବା ପାଇଁ ପାଗଳ । ବଦଳୁଥିବା ଲାଇଫ ଷ୍ଟାଇଲର କାରଣରୁ ଆମର ଖାଇବା ପିଇବାରେ ମଧ୍ୟ ବହୁତ କିଛି ବଦଳି ଯାଇଛି । ସମୟର ଅଭାବ କାରଣରୁ ଲୋକେ ବହୁତ ଜଙ୍କଫୁଡ୍ ଖାଉଥିବା ଦେଖାଯାଉଛି। ଏହା ଖାଇବାକୁ ବହୁତ ସ୍ଵାଦିଷ୍ଟ ହୋଇଥିବାବେଳେ କମ…

ବିନା ଡାଏଟିଂରେ କମାନ୍ତୁ ଓଜନ, କରନ୍ତୁ କେବଳ ଏହି କାମ

ଭୁବନେଶ୍ଵର: ମୋଟାପଣ ଆଜିକାଲିର ଯୁବପିଢିଙ୍କ ମଧ୍ୟରେ ଏକ ବଡ ସମସ୍ୟା ଭାବରେ ଉଭା ହୋଇଛି । ଏହି ମୋଟାପଣ କାରଣରୁ ଆମକୁ ଅନେକ ରୋଗର ମଧ୍ୟ ସାମ୍ନା କରିବାକୁ ପଡେ । ଓଜନ ହ୍ରାସ କରିବା କେବଳ ସୁନ୍ଦର କିମ୍ବା ଫିଟ୍ ଦେଖାଯିବା ପାଇଁ ନୁହେଁ, ବରଂ ସୁସ୍ଥ ରହିବା ପାଇଁ ମଧ୍ୟ ଆବଶ୍ୟକ । ଓଜନ ହ୍ରାସ…

କର୍କଟ ବିରୋଧରେ ଲଢିପାରେ ଏହି ଫଳ: ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ ଖୁବ୍ ଉପକାରୀ

ମୁମ୍ବାଇ: ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ,  ଏହା ସମସ୍ତେ ଜାଣନ୍ତି। ଫଳ ଭିତରେ କମଳା ହେଉଛି ଅନ୍ୟତମ ଉତ୍ତମ ଫଳ ।  ଯାହାକୁ ଖାଇଲେ ଅନେକ ସୁଫଳ ମିଳିଥାଏ। ଆପଣ ଜାଣନ୍ତି କି? କମଳା ହେଉଛି ଔଷଧୀୟ ଗୁଣରେ ଭରପୂର ସବୁଠାରୁ ଉପକାରୀ ଫଳ। ଏହାକୁ ସିଧା ଖାଆନ୍ତୁ କିମ୍ବା ରସ କରି ପିଅନ୍ତୁ, ଏହାର…

ଶରୀର ପାଇଁ କେତେ ଉପଯୋଗୀ କାଙ୍କଡ: ଆସନ୍ତୁ ଜାଣିବା

ମୁମ୍ବାଇ: କାଙ୍କଡରେ କାରୋଟିନୋଏଡ୍ , ଲ୍ୟୁଟିନ୍ ଭଳି ଅନେକ ଉପାଦାନ ରହିଥାଏ  । ଯାହା ଆମକୁ ଚକ୍ଷୁ ସମ୍ବନ୍ଧୀୟ ରୋଗରୁ ରକ୍ଷା କରିଥାଏ  । ଆମ ଶରୀରରେ କର୍କଟ ରୋଗ ହେବାର ଆଶଙ୍କାକୁ ହ୍ରାସ କରିଥାଏ  । କାଙ୍କଡ଼ରେ ଭିଟାମିନ୍ ସି ଏବଂ ପ୍ରାକୃତିକ ଆଣ୍ଟି ଅକ୍ସିଡାଣ୍ଟ ଥାଏ  । ଯାହା…

ବର୍ଷାଦିନେ ମାଛ ଖାଉଥିଲେ ତୁରନ୍ତୁ ବନ୍ଦ କରନ୍ତୁ, ନଚେତ…

ଭୁବନେଶ୍ଵର: ମାଛ ବର୍ଷର ସବୁ ଋତୁରେ ମିଳିଥାଏ। ଯଦି ଆପଣ ବର୍ଷା ଋତୁରେ ମଧ୍ୟ ମାଛ ଖାଉଛନ୍ତି ତେବେ ହୋଇଯାଆନ୍ତୁ ସାବଧାନ । କାରଣ ମାଛ ସ୍ଵାସ୍ଥ୍ୟ ପାଇଁ ଉପକାରୀ ହୋଇଥାଏ ସତ ମାତ୍ର ବର୍ଷା ଦିନେ ମାଛ ଖାଇବା ସ୍ଵାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ । ମୌସୁମୀ ଆସିବା କ୍ଷଣି ଆମକୁ ଆରାମ ମିଳିଥାଏ…

ବାସ୍ନା ଯେପରି, ହିତକାରୀ ବି ସେପରି: ଶରୀର ପାଇଁ ଉପକାରୀ ଗୋଲାପ

ଭୁବନେଶ୍ଵର: ଗୋଲାପ ଫୁଲ ଦେଖିବା ପାଇଁ ଯେତେ ସୁନ୍ଦର, ତାର ବାସ୍ନା ବି ସେତେ ମଧୁର । ଗୋଲାପର ମହକରେ ପୁରା ବାତାବରଣ ଖୁସିରେ ଭରି ଯାଏ । ଏଥିପାଇଁ ସବୁ ବ୍ୟକ୍ତି ତାଙ୍କ ପ୍ରେମ କୁ ବ୍ୟକ୍ତ କରିବା ପାଇଁ ଗୋଲାପ ଫୁଲର ବ୍ୟବହାର କରନ୍ତି । ଏମିତି କି ଏ ଫୁଲ ରେ ସାଜସଜ୍ଜା ହୁଏ, ଏଥିରେ ତିଆରି…