Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ଘୋଳ ଦହି ପେଟକୁ ରଖେ ସୁସ୍ଥ, ଜାଣନ୍ତୁ ସେବନର ସଠିକ ସମୟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ଲୋକେ ଘୋଳ ଦହି ବା ବଟରମିଲ୍କ ପିଇବା ଆରମ୍ଭ କରନ୍ତି। ବାସ୍ତବରେ ଏହା ଏକ ଉତ୍ତମ ପାନୀୟ ଯାହା ଶରୀରକୁ ଥଣ୍ଡା ରଖିବା ସହିତ ଅନେକ ରୋଗ ଭଲ କରିଥାଏ। ଏହାର ବ୍ୟବହାର ଦ୍ୱାରା ଶରୀରରେ ଜଳର ଅଭାବ ଦେଖାଦିଏ ନାହିଁ। ଏହା ବ୍ୟତୀତ ଅନେକ ପୋଷକ…

୩୦ ବର୍ଷ ପରେ ମହିଳାଙ୍କୁ କିଡନୀ ରୋଗର ଆଶଙ୍କା ଅଧିକ, ଜାଣନ୍ତୁ କାରଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦୈନନ୍ଦିନ ଜୀବନରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ସଠିକ୍ ଜୀବନଶୈଳୀ ଆପଣେଇବା। ଯେଉଁମାନେ ବିଭିନ୍ନ ମାରାତ୍ମକ ରୋଗର ଶିକାର ହେଉଛନ୍ତି ତାହାର ଏକମାତ୍ର କାରଣ ହେଉଛି ଖରାପ ଜୀବନଶୈଳୀ। ମାରାତ୍ମକ ରୋଗ ମଧ୍ୟରୁ ଗୋଟିଏ ସମସ୍ୟା ହେଉଛି କିଡନୀ ସମ୍ବନ୍ଧୀୟ…

ପୁରୁଷ ମାନଙ୍କ ପାଇଁ ସ୍କିନ୍‌ ଟ୍ରିଟ୍‌ମେଣ୍ଟ, ବୟସ ବୃଦ୍ଧି ହେଲେବି ଚମକିବ ତ୍ୱଚା

ବ୍ୟସ୍ତ ବହୁଳ ଜୀବନରେ ଆମ ଶରୀରର ଯତ୍ନ ନେବା ନିତାନ୍ତ ଆବଶ୍ୟକ । ଏହି ବ୍ୟସ୍ତତା ଭିତରେ ଆମେ ଆମ ଶରୀର ପ୍ରତି ଯତ୍ନ ନେଇ ପାରୁନାହାଁନ୍ତି । ଏଥିସହ ଆମ ଶରୀର ପାଇଁ ସଠିକ୍‌ ସମୟରେ ଖାଦ୍ୟପେୟ ମଧ୍ୟ ନିହାତି ଜରୁରୀ । ବୟସ ବୃଦ୍ଧି ସାଙ୍ଗକୁ ଆମ ତ୍ୱଚାରେ ପରିବର୍ତ୍ତନ ଦେଖାଯାଇଥାଏ । ବିଶେଷକରି…

ଏହି ସମସ୍ତ ଖାଦ୍ୟ କରନ୍ତୁ ସେବନ, କମିବ ଆପଣଙ୍କ ଓଜନ….

ମୋଟାପଣ ଚିନ୍ତାର ମୁଖ୍ୟ କାରଣ । ଓଜନ ହ୍ରାସ ନିମନ୍ତେ ସମସ୍ତେ ବହୁ ଚେଷ୍ଟା କରିବା ସତ୍ତ୍ୱେ ବିଫଳ ହୋଇଥାଆନ୍ତି । ତେବେ ଓଜନ ହ୍ରାସ ନିମନ୍ତେ ଖରାଦିନକୁ ସବୁଠାରୁ ଉତ୍ତମ ଦିନ ବୋଲି କୁହାଯାଏ। ଏହି ଋତୁରେ ମୋଟାପଣ ହ୍ରାସ ପାଇଁ ବିଭିନ୍ନ ଉପାୟ ଆପଣାଇ ପାରିବେ। ଖରାଦିନେ କିଛି ସ୍ୱତନ୍ତ୍ର…

ରାଗ ଖାଇଲେ ଆଖିରେ ଲୁହ ଆସେ କାହିଁକି ! ଜାଣନ୍ତୁ ଏହା ପଛର କାରଣ କ’ଣ ?

ଲୋକମାନେ ମସଲାଯୁକ୍ତ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । କିଛି ଲୋକଙ୍କୁ ସାଧା ଖାଦ୍ୟ ପସନ୍ଦ ଥାଏ ତ କିଛି ଲୋକଙ୍କୁ ଚଟପଟା ଖାଦ୍ୟ ପସନ୍ଦ ଥାଏ । ବିଶେଷ କରି ରାଗ ଖାଇବାକୁ କିଛି ଲୋକ ପସନ୍ଦ କରୁଥିବା ବେଳେ କିଛି ଲୋକ ନାପସନ୍ଦ କରିଥାଆନ୍ତି । ଲଙ୍କା ଖାଦ୍ୟର ସ୍ୱାଦ ବଢ଼ାଇଥାଏ । କିନ୍ତୁ…

ବିଶ୍ୱରେ ୨୪ ନିୟୁତ ଲୋକ ସିଜୋଫ୍ରେନିଆ ରୋଗରେ ପୀଡ଼ିତ: ବିଶେଷଜ୍ଞ

ଭୁବନେଶ୍ୱର: ସିଜୋଫ୍ରେନିଆ ଏକ ମାନସିକ ସମସ୍ୟା ଯାହାକି ମଣିଷକୁ ଅନେକ ମାତ୍ରାରେ କ୍ଷତିଗ୍ରସ୍ତ କରିଥାଏ । ବିଶ୍ୱରେ ପ୍ରାୟ ୨୪ ନିୟୁତ ଲୋକ ଏହି ରୋଗରେ ପୀଡ଼ିତ । ପ୍ରତ୍ୟେକ ୩୦୦ ଜଣଙ୍କ ମଧ୍ୟରୁ ଜଣେ ଏହି ସମସ୍ୟା ସହ ଲଢ଼ୁଥିବା ତଥ୍ୟ ସାମ୍ନାକୁ ଆସିଛି । ବିଶ୍ୱ ସିଜୋଫ୍ରେନିଆ ଦିବସ ଅବସରରେ…

ଛୋଟ ପିଲାମାନଙ୍କୁ ସ୍ମାର୍ଟଫୋନ୍‌ ଦେଉଛନ୍ତି କି ?

ବର୍ତ୍ତମାନ ସ୍ମାର୍ଟଫୋନର ବ୍ୟବହାର ଅଧିକ ମାତ୍ରାରେ ହେଉଛି । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତି ପର୍ଯ୍ୟନ୍ତ ସମସ୍ତେ ସ୍ମାର୍ଟଫୋନର ବ୍ୟବହାର କରିଥାଆନ୍ତି । କିନ୍ତୁ ଛୋଟ ପିଲାମାନଙ୍କ ସ୍ମାର୍ଟଫୋନ୍ ବ୍ୟବହାର ତାଙ୍କ ଉପରେ ଖରାପ ପ୍ରଭାବ ପକାଇପାରେ । ତେବେ…

ବହୁ ଗୁଣକାରୀ ବେଲ ; ବେଲ ସରବତ ପିଇଲେ ମିଳିଥାଏ ଏହି ସବୁ ଫାଇଦା…

ଖରାଦିନେ ସାଧାରଣତଃ ଶରୀରରେ ଜଳୀୟ ଅଂଶର ଅଭାବ ରହିଥାଏ । ତେଣୁ ଶରୀରର ଜଳର ଅଭାବକୁ ପୂରଣ କରିବାକୁ ବିଭନ୍ନ ପ୍ରକାର ଫଳ ଖାଇବାକୁ ପରାମର୍ଶ ଦିଆଯାଇଥାଏ । ସମସ୍ତ ଫଳ ମଧ୍ୟରୁ ବେଲ ଏପରି ଏକ ଫଳ ଯାହା ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ । ଏହି ଫଳରୁ ଔଷଧୀୟ ଗୁଣ ପ୍ରଚୁର ପରିମାଣରେ ମିଳିଥାଏ । ଏହା…

ଲିଚୁକୋଳି ଖାଇଲେ ଏହି ସବୁ ରୋଗରୁ ମୁକ୍ତି ପାଇବା ସହ ଚମକିବ ତ୍ୱଚା

ଖରାଦିନେ ଲିଚୁ କୋଳିର ଚାହିଦା ସବୁଠୁ ଅଧିକ । ଲିଚୁକୋଳି ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି । ଲିଚୁରେ ଆଣ୍ଟି-ଅକ୍ସିଡାଣ୍ଟ, ମିନେରାଲ ଓ ଭିଟାମିନ ରହିଥାଏ । ଯାହା ସ୍ୱାସ୍ଥ୍ୟପାଇଁ ଖୁବ୍‌ ଉପକାରୀ । ଲିଚୁରେ ମୁଖ୍ୟତଃ କାର୍ବୋହାଇଡ୍ରେଟ ଓ ଜଳ ରହିଥାଏ । ଏହାସହ ଏଥିରେ ବହୁ…

ଜହ୍ନି ଖାଇବା ଦ୍ୱାରା ଏହି ସବୁ ରୋଗରୁ ପାଇବେ ମୁକ୍ତି

ଜହ୍ନି ଏକ ଲୋକପ୍ରିୟ ପରିବା । ଜହ୍ନିକୁ ଖାଇବାକୁ ସମସ୍ତେ ପସନ୍ଦ କରିଥାଆନ୍ତି । ଅନେକ ତରକାରୀରେ ମଧ୍ୟ ଆମେ ଜହ୍ନି ବ୍ୟବହାର କରିଥାଉ । ତେବେ ବହୁ ଲୋକ ଅଛନ୍ତି ଯେଉଁମାନେ ଜହ୍ନିକୁ ପସନ୍ଦ କରନ୍ତି ନାହିଁ । ଜହ୍ନି ଏକ କମ୍ କ୍ୟାଲୋରୀଯୁକ୍ତ ପନିପରିବା, ଯାହା ଫାଇବର, ଭିଟାମିନ୍ ସି ଏବଂ…