Latest Odisha News

BREAKING NEWS

Browsing Category

ସ୍ୱାସ୍ଥ୍ୟ

ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର

ଭୁବନେଶ୍ୱର: ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର ହେଉଛନ୍ତି । ଠିକ ସମୟରେ ରୋଗର ଚି଼ହ୍ନଟ, ପରୀକ୍ଷଣ ଓ ଚିକିତ୍ସା ଦ୍ୱାରା ହିଁ ଶିଶୁ ମାନଙ୍କୁ ଏଭଳି ସମସ୍ୟାରୁ ଦୂରେଇ ରଖି ହେବ । ଏହି ମତ ରଖିଛନ୍ତି ଚଣ୍ଡିଗଡ ସ୍ଥିତ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ରିସର୍ଚ୍ଚ…

ହୃଦରୋଗ ଆଶଙ୍କା କମ୍ କରିବ ଅଖରୋଟ

ଭୁବନେଶ୍ୱର : ନିଜକୁ ସୁସ୍ଥ ରଖିବା ପାଇଁ କିଏ ବା ନ ଚାହେଁ। ଏବେ ଆପଣ ଅଖରୋଟ ଖାଇଲେ ନଜକୁ ହୃଦ ରୋଗ କବଳରୁ ରକ୍ଷା କରିପାରିବେ।ଯଦି ଆପଣ ପ୍ରତିଦିନ ଅଧା କପ୍ ଅଖରୋଟ ଖାଆନ୍ତି, ତେବେ ହୃଦରୋଗ ହେବାର ଆଶଙ୍କା କମିଯାଏ । କୋଲେଷ୍ଟ୍ରଲ ୮.୫ ପ୍ରତିଶତ କମିଯାଏ। ହସ୍ପିଟାଲ୍ କ୍ଲିନିକ୍ ଡି…

ଆସନ୍ତୁ ୨୦୩୦ ସୁଦ୍ଧା ବିଶ୍ୱକୁ ହେପାଟାଇଟିସ୍ ମୁକ୍ତ କରିବା

ଡ. ମନୋଜ କୁମାର ସାହୁ  ହେପାଟାଇଟିସ୍ ଯକୃତର ଏକ ସଂକ୍ରମଣ ଯାହା ଆଜି ପୃଥିବୀରେ ଏକ ଭୟଙ୍କର ବ୍ୟାଧିରେ ପରିଣତ ହୋଇଛି । ଭାଇରାଲ୍ ହେପାଟାଇଟିସ୍‌ର ମୁଖ୍ୟ ଭାଇରସ୍‌ ଗୁଡ଼ିକ ହେଲା ହେପାଟାଇଟିସ୍ ଏ, ବି, ସି, ଡି ଏବଂ ଇ । ଏହି ରୋଗ ବର୍ତମାନ ଭାରତ ତଥା ସାରା ବିଶ୍ୱରେ ଚିନ୍ତାର କାରଣ…

ମହିଳା ଦୀର୍ଘାୟୁ; ସୁସ୍ଥ ବଞ୍ଚନ୍ତି ପୁରୁଷ

ନୂଆଦିଲ୍ଲୀ: ବଦଳୁଥିବା ସମୟ, ପରିବର୍ତ୍ତିତ ପାଣିପାଗ, ପ୍ରକ୍ରିୟାକରଣ ହୋଇଥିବା ଖାଦ୍ୟ ଓ ମେଡିସିନର ବହୁଳ ବ୍ୟବହାର ମଣିଷର ଆୟୁ କମାଇଦଇଛି। ଓ୍ଵାର୍ଲଡ ହେଲଥ ଷ୍ଟାଟିଷ୍ଟିକ୍ସ ରିପୋର୍ଟ ଅନୁସାରେ ଭାରତରେ ମହିଳାମାନେ ପୁରୁଷଙ୍କ ଅପେକ୍ଷା ହାରାହାରି ୩ ବର୍ଷ ଅଧିକ ବଞ୍ଚନ୍ତି। କିନ୍ତୁ ଉତ୍ତମ…

ଅବହେଳା କରନ୍ତୁନାହିଁ! କରୋନା ପରେ କିଡନୀ ରୋଗ ବି ହୋଇପାରେ

ଭୁବନେଶ୍ଵର: କରୋନା ଫୁସଫୁସକୁ ଆକ୍ରମଣ କରୁଛି। ଏ ସାଂଘାତିକ ଭାଇରସ୍ ଗଳାରୁ ବାହାରି ଫୁସଫୁସକୁ ଗଲେ, ରୋଗୀ ଗୁରୁତର ହେଉଛି। କେତେକ କ୍ଷେତ୍ରରେ ମୃତ୍ୟୁ ମଧ୍ୟ  ହେଉଛି। କିନ୍ତୁ ସୁସ୍ଥ ହେଉଥିବା ଲୋକ ବି ନିରାପଦ ନୁହନ୍ତି। କରୋନାରୁ ସୁସ୍ଥ ହେବା ପରେ ଅନ୍ୟ ରୋଗର ଶିକାର ହେଉଛନ୍ତି। କରୋନା…

ଅଣଲାଭକାରୀ ଡାକ୍ତରଖାନାର ଚିହ୍ନଟ ଓ ବିକାଶ ଉପରେ ନିତି ଆୟୋଗଙ୍କ ଗୁରୁତ୍ଵ

ନୂଆଦିଲ୍ଲୀ: ଦେଶରେ ଥିବା ଅଣଲାଭାକାରୀ ଡାକ୍ତରଖାନାଗୁଡ଼ିକର ଚିହ୍ନଟ ଓ ସେଗୁଡ଼ିକର ପରିଚାଳନା ଶୈଳୀକୁ ଗୁରୁତ୍ଵ ଓ ଭଲ ପ୍ରଦର୍ଶନ କରୁଥିବା ଏଭଳି ବର୍ଗର ଡାକ୍ତରଖାନାକୁ ପ୍ରୋତ୍ସାହନ ଉପରେ ଗୁରୁତ୍ଵ ଦେଇଛନ୍ତି ନିତି ଆୟୋଗ। ଦେଶରେ ମୁଖ୍ୟତଃ ୩ ପ୍ରକାର ଡାକ୍ତରଖାନା ଅଛି। ପ୍ରଥମେ ସରକାରୀ…

ବଜାରକୁ ଆସିଲା କରୋନା ଔଷଧ ‘ଟୁ-ଡିଜି’

ହାଇଦ୍ରାବାଦ: କରୋନା ଯୁଦ୍ଧରେ ଏକ ଅମୋଘ ଅସ୍ତ୍ର ହେବ ବୋଲି ଆଶା କରାଯାଉଥିବା  ଔଷଧ ‘୨-ଡିଜି’ର ବଜାରରେ ଉପଲବ୍ଧ ହେବା ଆମ୍ଭ ହୋଇଛି। ତେବେ ପ୍ରଥମେ ଏହା କେବଳ ସରକାରୀ ଓ ବେସରକାରୀ ଡାକ୍ତରଖାନାକୁ ଯୋଗାଣ ହେବ। ପରବର୍ତ୍ତୀ ସମୟରେ ଅନ୍ୟାନ୍ୟ ସ୍ଥାନଗୁଡ଼ିକରେ ଉପଲବ୍ଧ ହେବ ବୋଲି ଏହା…

ସେପ୍ଟେମ୍ବରରେ ଶିଶୁଙ୍କୁ ଟିକା:ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ: ଶିଶୁଙ୍କ ପାଇଁ ଭାରତ ବାୟୋଟେକ୍ ପ୍ରସ୍ତୁତ କୋଭାକ୍ସିନ ଟିକା ସେପ୍ଟେମ୍ବରରେ ଉପଲବ୍ଧ ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବରରେ ଏହାର ଦ୍ଵିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣର ତଥ୍ୟ ମିଳିବ। ସେହି ମାସରେ ଏହାକୁ ମଞ୍ଜୁରି ମିଳିଯିବାର ସମ୍ବାବନା ରହିଛି ବୋଲି କହିଛନ୍ତି ଏମ୍ସର…

କରୋନା ସଚେତନତା ରଥ ଏବଂ କରୋନା ମ୍ୟୁଜିକ ଭିଡିଓ ଉଦଘାଟିତ

ଭୁବନେଶ୍ୱର : ୟୁନିସେଫର ବୈଷୟିକ ଏବଂ ଆର୍ଥିକ ସହାୟତାରେ , ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଏବଂ ଲୋକସଂପର୍କ ବିଭାଗ ପକ୍ଷରୁ ମହାମାରୀ କରୋନା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ କରୋନା ସଚେତନତା ରଥ ଏବଂ ଦୁଇଟି ନୂଆ କୋଭିଡ ସଚେତନତା ସଙ୍ଗୀତ ସହ ତିନିଗୋଟି…

କରୋନା ସଚେତନତା ରଥର ଲୋକାର୍ପଣ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହଯୋଗରେ ପ୍ରୋଜେକ୍ଟ ହୋପ ଓ ମାଇଁ ହାର୍ଟ ତରଫରୁ କରୋନା ମହାମାରୀ ବିଷୟରେ , ସୂଚନା ଓ ପ୍ରାସାରଣ ଉଦ୍ଦେଶ୍ୟରେ ସଚେତନତା ରଥ ଯୋଜନାର ଶୁଭାରମ୍ଭ…