Home ଖେଳ ବ୍ୟାଡ଼ମିଣ୍ଟନ୍‌

ବ୍ୟାଡ଼ମିଣ୍ଟନ୍‌

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ସାଇନାଙ୍କ ଅଭିଯାନ ଶେଷ

ବ୍ୟାଙ୍କକ: ଚଳିତ ଥାଇଲାଣ୍ଡ ଓପନ ବ୍ୟାଡମିଂଟନରେ ଗୁରୁବାର ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ସାଇନା ନେହ୍ୱାଲଙ୍କ ଅଭିଯାନ ଶେଷ ହୋଇଛି । ମହିଳା ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ସେ ଥାଇଲାଣ୍ଡର ବୁସାନାନ ଓଙ୍ଗବାରମୁରୁଙ୍ଗଫାନ୍‌ଙ୍କ ନିକଟରୁ ସେ ୨୩-୨୧, ୧୪-୨୧ ଓ ୧୬-୨୧ରେ ପରାଜିତ...

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ପ୍ରିକ୍ୱାର୍ଟରରେ ସାଇନା

ବ୍ୟାଙ୍କକ:ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ ବ୍ୟାଡମିଂଟନ ଟୁର୍ଣ୍ଣାମେଂଟରେ ଭାରତର ଷ୍ଟାର ଖେଳାଳି ସାଇନା ନେହ୍ୱାଲ ଚମତ୍କାର ପ୍ରଦର୍ଶନ କରି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛନ୍ତି । ସାଇନା ମାଲେସିଆର କିସୋନା ସେଲଭାଡରେଙ୍କକୁ ୨୧-୧୫, ୨୧-୧୫ରେ ପରାସ୍ତ କରିଥିଲେ । ପରବର୍ତୀ ରାଉଣ୍ଡରେ ସେ ଥାଇଲାଣ୍ଡର...

୧୦ ମାସ ପରେ ସାଇନା, ସିନ୍ଧୁ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଂଟ ଖେଳିବେ

ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ସାଇନା ନେହ୍ୱାଲ ଓ ପିଭି ସିନ୍ଧୁ ୧୦ ମାସ ପରେ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଂଟ ଖେଳିବାକୁ ଯାଉଛି । ଭାରତୀୟ ବ୍ୟାଡମିଂଟନ ଆସୋସିଏଶନ ସୋମବାର ବ୍ୟାଙ୍କକରେ ଜାନୁୟାରୀଠାରେ ଆରମ୍ଭ ହେବାକୁ ଯାଉଥିବା ୩ଟି ଟୁର୍ଣ୍ଣାମେଂଟ ପାଇଁ ଖେଳାଳି...

ଅବସର ନେଇ ପିଭି ସିନ୍ଧୁଙ୍କ ଟୁଇଟ, କଭି ହାଁ କଭି ନାଁ

ମାଡ୍ରାସ: ସୋମବାର ଭାରତର ବ୍ୟାଡମିଂଟନ ଖେଳାଳି ପିଭି ସିନ୍ଧୁ ତାଙ୍କ ପ୍ରଶଂସକଙ୍କୁ ବଡ ଝଟକା ଦେଇଥିଲେ । ପରେ ଅବଶ୍ୟ ସବୁ କିଛି ଠିକ୍ ହୋଇଯାଇଥିଲା । ଆସନ୍ତୁ ଜାଣିବା ଘଟଣା କଣ ? ଅଲିମ୍ପିଆନ୍ ପିଭି ସିନ୍ଧୁ ସୋମବାର ସକାଳେ ଟୁଇଟ...

ମାଲଡିଭ୍‌ସରେ ମଉଜ କରୁଛନ୍ତି ସାଇନା-କାଶ୍ୟପ

ମାଲେ: ଭାରତର ଦୁଇ ଷ୍ଟାର ବ୍ୟାଡମିଂଟନ ଖେଳାଳି ସାଇନା ନେହ୍ୱାଲ ଏବଂ ପାରୁପଲ୍ଲୀ କାଶ୍ୟପ ମାଲଡିଭ୍‌ସରେ ମଉଜ କରୁଛନ୍ତି । ଭାରତର ଏହି ଲୋକପ୍ରିୟ ଖେଳ ଯୋଡି ପ୍ରେମରେ ପଡିବାଠାରୁ ବିବାହ ପର୍ଯ୍ୟନ୍ତ ସବୁବେଳେ ଚର୍ଚ୍ଚାର ରହିଛନ୍ତି । ବିବାହ ପରେ ନିଜ...

ବ୍ୟାଡମିଂଟନ ଖେଳାଳି ଏନ.ସିକ୍କି ରେଡ୍ଡୀ କରୋନା ପଜିଟିଭ

ହାଇଦ୍ରାବାଦ: ବ୍ୟାଡମିଂଟନ ଖେଳାଳି ଏନ.ସିକ୍କି ରେଡ୍ଡୀ ଓ ଫିଜିଓଥେରାପିଷ୍ଟ କିରଣ ସି କରୋନା ପଜିଟିଭ ଥିବା ଜଣାପଡିଛି । ପୁଲେଲା ଗୋପୀଚାନ୍ଦ ଏକାଡେମୀରେ ଚାଲିଥିବା ରାଷ୍ଟ୍ରୀୟ ବ୍ୟାଡମିଂଟନ ଶିବିରରେ ଏମାନେ ଯୋଗ ଦେଇଥିଲେ । ସେଠାରେ କରାଯାଇଥିବା କୋଭିଡ-୧୯ ଟେଷ୍ଟରେ ଉଭୟ ପଜିଟିଭ...

କୋଭିଡ-୧୯; ଭାରତର ଶ୍ରେଷ୍ଠ କ୍ରୀଡାବିତଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ !

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫେରେନ୍ସିଂ ଜରିଆରେ ଭାରତର ଶ୍ରେଷ୍ଠ କ୍ରୀଡାବିତଙ୍କ ସହ କରୋନା ମହାମାରୀ ବିପଦକୁ ନେଇ ଆଲୋଚନା କରିଛନ୍ତି । ଏହି ଆଲୋଚନା ଚକ୍ରରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ କିରନ୍ ରିଜ୍ଜୁଙ୍କ ସମେତ ୪୦ରୁ...

ପ୍ରଥମ ଭୁବନେଶ୍ୱର ମିଡ଼ିଆ ବ୍ୟାଡ଼ମିଂଟନ କପ: ଲେନିନ-ଲିଙ୍ଗରାଜଙ୍କ ଯୋଡ଼ି ଚାମ୍ପିଅନ

ଭୁବନେଶ୍ୱର : ଭୁବନେଶ୍ୱର ଜିଲ୍ଲା ବ୍ୟାଡ଼ମିଂଟନ ସଂଘ ପକ୍ଷରୁ ଆୟୋଜିତ ପ୍ରଥମ ଭୁବନେଶ୍ୱର ମିଡ଼ିଆ ବ୍ୟାଡ଼ମିଂଟନ କପରେ ଲେନିନ ମଲ୍ଲିକ ଓ ଲିଙ୍ଗରାଜ ଲେଙ୍କାଙ୍କ ଯୋଡ଼ି ଚାମ୍ପିଅନ ହୋଇଛନ୍ତି । ଫାଇନାଲ ମ୍ୟାଚରେ ସେମାନେ ୨-୦ ସେଟରେ ସିଏସ ବାବୁ ଓ ପିକେ...

ସାହିତ୍ୟ