Latest Odisha News

BREAKING NEWS

Browsing Category

ବ୍ୟାଡ଼ମିଣ୍ଟନ୍‌

ଥୋମାସ କପ ବିଜେତା ଭାରତୀୟ ଟିମକୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଥୋମାସ କପ ବିଜେତା ଭାରତୀୟ ପୁରୁଷ  ବ୍ୟାଡମିଂଟନ ଟିମକୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବେ । ବୁଧବାର ଓଡିଶା କ୍ରୀଡା ଓ ଯୁୁବ ବ୍ୟାପାର ମନ୍ତ୍ରାଣଳୟ ପକ୍ଷରୁ ଲୋକସେବା ଭବନ ଠାରେ ଏହି ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଉଛି । ସମସ୍ତ ଖେଳାଳିଙ୍କ…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ସେମିରେ ସିନ୍ଧୁ

ନୂଆଦିଲ୍ଲୀ: ଥାଇଲାଣ୍ଡ ଓପନ ବ୍ୟାଡମିଂଟନ ଟୁର୍ଣ୍ଣାମେଂଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁ । ଶୁକ୍ରବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର ଖେଳାଳି ଅକାନେ ୟାମାଗୁଚିଙ୍କୁ ସେ ୨୧-୧୫, ୨୦-୨୨ ଓ ୨୧-୧୩ରେ…

ଥୋମାସ କପ: ୭୩ ବର୍ଷ ପରେ ଟାଇଟଲ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ: ଆଜି ଭାରତୀୟ ବ୍ୟାଡମିଂଟନ ପାଇଁ ଖୁସିର ଦିନ । ଦୀର୍ଘ ୭୩ ବର୍ଷ ପରେ ଭାରତ ଥୋମାସ କପରେ ଟାଇଟଲ ହାସଲ କରିବା ଗୌରବ ଅର୍ଜନ କରିଛି । ଫାଇନାଲରେ ଭାରତ ପୁରୁଷ ଦଳ ୩-୦ରେ ୧୪ ଥର ଚାମ୍ପିୟନ ଇଣ୍ଡୋନେସିଆକୁ ପରାସ୍ତ କରିଥିଲା । ପ୍ରଥମ ସିଙ୍ଗଲ୍ସରେ ଲକ୍ଷ୍ୟ ସେନ ୮-୨୧, ୨୧-୧୭ ଓ…

ଥମାସ କପ ବ୍ୟାଡମିଂଟନ: ଇତିହାସ ରଚିଲା ଭାରତ, ରବିବାର ଫାଇନାଲ

ନୂଆଦିଲ୍ଲୀ:ଭାରତୀୟ ପୁରୁଷ ବ୍ୟାଡମିଂଟନ ଦଳ ୭୩ ବର୍ଷ ପରେ ଥମାସ କପର ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି । ଭାରତ ଏଥିସହ ପଦକ ନିଶ୍ଚିତ କରିଛି । ରବିବାର ଭାରତ ଓ ଇଣ୍ଡୋନେସିଆ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ । ୧୯୪୯ରୁ ଆରମ୍ଭ ହୋଇଥିବା ଥମାସ କପରେ ପ୍ରଥମ ଥର ପାଇଁ ଭାରତ ଫାଇନାଲରେ…

ବ୍ୟାଡମିଂଟନ ଏସିଆ ଚାମ୍ପିୟନଶିପ: ସେମିରେ ପ୍ରବେଶ କରି ପଦକ ନିଶ୍ଚିତ କଲେ ସିନ୍ଧୁ

ନୂଆଦିଲ୍ଲୀ: ମାଲେସିଆର ଶାହ ଆଲେମରେ ଚାଲିଥିବା ବ୍ୟାଡମିଂଟନ ଏସିଆ ଚାମ୍ପିୟନଶିପରେ ଭାରତୀୟ ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ମହିଳା ସିଙ୍ଗଲ୍ସ ସେମି ଫାଇନାଲରେ ଭାରତର ପିଭି ସିନ୍ଧୁ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି । ୨ ଥର ଅଲିମ୍ପିକ ପଦକ ବିଜେତା ସିନ୍ଧୁ କ୍ୱାର୍ଟର…

ସୁଇସ ଓପନ ଟାଇଟଲ ହାସଲ କଲେ ସିନ୍ଧୁ

ନୂଆଦିଲ୍ଲୀ: ଓଙ୍ଗବାମୁରଙ୍ଗାଫାନରେ ଅନୁଷ୍ଠିତ ସୁଇସ ଓପନ ବ୍ୟାଡମିଂଟନରେ ଟାଇଟଲ ହାସଲ କରିଛନ୍ତି ଭାରତର ପିଭି ସିନ୍ଧୁ । ମହିଳା ସିଙ୍ଗଲ୍ସ ଟାଇଟଲ ମୁକାବିଲାରେ ସେ ଥାଇଲାଣ୍ଡର ବୁସାନାନ ଓଙ୍ଗବାମରୁଙ୍ଗଫାନଙ୍କୁ ୨୧-୧୬ ଓ ୨୧-୧୮ ପଂଏଟରେ ପରାସ୍ତ କରିଥିଲେ । ୪୯ ମିନିଟ ଧରି ଚାଲିଥିବା ଏହି…

ଓଡିଶା ଓପନ: ସର୍ବ କନିଷ୍ଠ ଖେଳାଳି ଭାବେ ଉନ୍ନତି ଜିତିଲେ ସୁପର ୧୦୦ ବ୍ୟାଡମିଂଟନ

କଟକ: ଏଠାରେ ଅନୁଷ୍ଠିତ ଓଡିଶା ଓପନ ବ୍ୟାଡମିଂଟନରେ ଭାରତର ସର୍ବ କନିଷ୍ଠ ଖେଳାଳି ଭାବେ ଉନ୍ନତି ହୁଦା ସୁପର ୧୦୦ ଟାଇଟଲ ହାସଲ କରିବା ଗୌରବ ଅର୍ଜନ କରିଛନ୍ତି । ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ସ୍ମିତ ତୋସନିୱାଲଙ୍କୁ ୨୧-୧୮, ୨୧-୧୧ ସେଟରେ ପରାସ୍ତ କରିଥିଲେ । ପୁରୁଷ ସିଙ୍ଗଲ୍ସ: ପୁରୁଷ…

ଓଡିଶା ଓପନ ବ୍ୟାଡମିଂଟନ: ମିକ୍ସଡ ଡବଲ୍ସରେ କମାଲ କଲେ ଓଡିଆ ଝିଅ ଶ୍ୱେତପର୍ଣ୍ଣା

କଟକ: ଏଠାରେ ଚାଲିଥିବା ଓଡିଶା ଓପନ ବ୍ୟାଡମିଂଟନରେ ଭାରତୀୟ ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ମଙ୍ଗଳବାର ମିକ୍ସଡ ଡବଲ୍ସ କ୍ୱାର୍ଟର ଫାଇନାଲରେ ଶ୍ୱେତପର୍ଣ୍ଣା ପଣ୍ଡା ଓ ବି.ଯାଦବ ଯୋଡି ନିଜ ଦେଶର ରାହୁଲ କୁମାର ଶାହ ଓ ରୁଦ୍ରାଣୀ ଜୈସୱାଲଙ୍କୁ ୨୧-୧୨, ୨୧-୧୨ ସେଟରେ ପରାସ୍ତ କରି…

ସୟଦ ମୋଦି ବ୍ୟାଟମିଣ୍ଟନ ଟୁର୍ଣ୍ଣାମେଣ୍ଟ: ପିଭି ସିନ୍ଧୁ ଚାମ୍ପିୟନ୍

ନୂଆଦିଲ୍ଲୀ: ଦୁଇଥରର ଅଲିମ୍ପିକ୍ସ ପଦକ ବିଜେତା ପିଭି ସିନ୍ଧୁ ସୟଦ ମୋଦି ବ୍ୟାଟମିଣ୍ଟନ ଟୁର୍ଣ୍ଣାମେଣ୍ଟରେ ଚାମ୍ପିୟନ୍ ହୋଇଛନ୍ତି । ପୂର୍ବତନ ବିଶ୍ୱ ଚାମ୍ପିୟନ୍ ସିନ୍ଧୁଙ୍କର ଏହା ଦ୍ୱିତୀୟ ସୟଦ ମୋଦି ଟାଇଟଲ୍ । ଫାଇନାଲରେ ସିନ୍ଧୁ ନିଜ ଦେଶର ମାଳବିକା ବନସୋଡଙ୍କୁ ୨୧-୧୩, ୨୧-୧୬ ଗେମରେ…

ବିଡବ୍ଳ୍ୟୁଏଫ ୱାର୍ଲ୍ଡ ଟୁର ସୁପର ୩୦୦: ପ୍ରଥମ ଓଡିଆ ମହିଳା ଖେଳାଳି ଭାବେ କ୍ୱାର୍ଟରରେ ପ୍ରବେଶ କଲେ ଶ୍ୱେତପର୍ଣ୍ଣା

ଭୁବନେଶ୍ୱର: ଲକ୍ଷ୍ନୌରେ ଅନୁଷ୍ଠିତ ସୟେଦ ମୋଦି ଇଣ୍ଡିଆ ଇଂଟରନ୍ୟାଶନାଲ ୨୦୨୨ର ଏଚଏସବିସି ବିଡବ୍ଲ୍ୟୁଏଫ ୱାର୍ଲ୍ଡ ଟୁର ସୁପର ୩୦୦ ବ୍ୟାଡମିଂଟନ ମୁକାବିଲାରେ ଇତିହାସ ରଚିଛନ୍ତି ଓଡିଆ ଝିଅ ଶ୍ୱେତପର୍ଣ୍ଣା ପଣ୍ଡା । ମାତ୍ର ୧୬ ବର୍ଷ ବୟସରେ ପ୍ରଥମ ଓଡିଆ ବ୍ୟାଡମିଂଟନ ଖେଳାଳି ଭାବେ ସେ ଏହି…