Latest Odisha News

BREAKING NEWS

Browsing Category

କ୍ରିକେଟ

ଆଇପିଏଲ ବଳକା ମ୍ୟାଚ କରିବା ପାଇଁ ବିସିସିଆଇ ନିକଟରେ କଣ ରହିଛି ବିକଳ୍ପ

ମୁମ୍ବାଇ:କରୋନା ମହାମାରୀ ଯୋଗୁ ଆଇପିଏଲ-୨୦୨୧ ଅଧାରୁ ବନ୍ଦ କରିବା ପାଇଁ ବିସିସିଆଇ ବାଧ୍ୟ ହୋଇଥିଲା । ଏବେ ଆଇପିଏଲର ଏହି ବଳକା ମ୍ୟାଚ ଆୟୋଜନ କରିବା ନେଇ ଇଂଲଣ୍ଡ, ୟୁଏଇ, ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ଆଗ୍ରହ ପ୍ରକାଶ କରିଛନ୍ତି । ଏବେ ବି ଆହୁରି ୨୯ ମ୍ୟାଚ ଖେଳାଯିବା ବାକି ରହିଛି । ଗତ…

ଇଂଲଣ୍ଡ ଗସ୍ତରେ କଡା କଟକଣାରେ ରହିବେ ଟିମ୍ ଇଣ୍ଡିଆ

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପର ଫାଇନାଲ ମ୍ୟାଚ ଖେଳିବା ପାଇଁ ଇଂଲଣ୍ଡ ଗସ୍ତରେ ଯିବ । ନ୍ୟୁଜିଲାଣ୍ଡ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲା ପରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ । ଏବେ କରୋନା ତାର କରାଳ ରୂପ…

ପେସ ବୋଲର ପ୍ରସିଦ୍ଧ କରୋନା ସଂକ୍ରମିତ

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ପେସ ବୋଲର ପ୍ରିସିଦ୍ଧ କ୍ରିଷ୍ଣା କରୋନା ସଂକ୍ରମିତ ହୋଇଛନ୍ତି । ଆଇପିଏଲରେ ସେ କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ଖେଳୁଥିଲେ । ସେ କୋଲକାତାର ୪ର୍ଥ ଖେଳାଳି ଭାବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବାଙ୍ଗାଲୋରରେ ନିଜ ଘରେ ସେ ଆଇସୋଲେଶନରେ ରହିଛନ୍ତି ।…

ଆଇସିସି ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଏବଂ ଇଂଲଣ୍ଡ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ

ମୁମ୍ବାଇ:ଆଇସିସି ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ସିରିଜ ପାଇଁ ଭାରତୀୟ ଚୟନ କମିଟି ଶୁକ୍ରବାର ଦଳ ଘୋଷଣା କରିଛି । ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ ୨୦ ଜଣିଆ ଏହି ଦଳରେ ୬ ପେସ ବୋଲର ଏବଂ ୩ ସ୍ପିନର ରହିଛନ୍ତି । ପ୍ରଥମ ଥର ପାଇଁ ହେଉଥିବା ଟେଷ୍ଟ…

ଆଇପିଏଲ ବାତିଲ ପରେ ଇଂଲଣ୍ଡ ଫେରିଲେ ୮ ଖେଳାଳି

ନୂଆଦିଲ୍ଲୀ: ଆଇପିଏଲ ବାତିଲ ହେବା ପରେ ଇଂଲଣ୍ଡର ୮ ଜଣ ଖେଳାଳି ସ୍ୱଦେଶ ପ୍ରତ୍ୟାବର୍ତନ କରିଛନ୍ତି । ସେମାନେ ବୁଧବାର ଲଣ୍ଡନରେ ପଂହଚିଛନ୍ତି । ଜନ୍ନୀ ବେୟାରଷ୍ଟୋ, ଜୋସ ବଟଲର, ସାମ ୱିଲିଙ୍ଗ କ୍ରିସ ୱକ୍ସ, ମୋଇନ ଅଲୀ, ଜାସନ ରାୟ ଓ କୁରାନ ବ୍ରଦର୍ସ ନୂଆଦିଲ୍ଲୀରୁ ଲଣ୍ଡନ ଅଭିମୁଖେ ଯାତ୍ରା…

ବାତିଲ ହେଲା ଆଇପିଏଲ

ନୂଆଦିଲ୍ଲୀ:ଶେଷରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବାତିଲ ହୋଇଛି ଆଇପିଏଲ ଚଳିତ ସଂସ୍କରଣ । କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଶେଷରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ବିିସିସିଆଇ ଉପ ସଭାପତି ରାଜୀବ ଶୁକ୍ଲା ଏ ନେଇ ସୂଚନା ଦେଇଛନ୍ତି । ଗତବର୍ଷ କରୋନା ଯୋଗୁ ଆଇପିଏଲକୁ…

ଆଇପିଏଲ ବାତିଲ ହେଲେ ବିସିସିଆଇର କ୍ଷତି ହେବ ୨୦୦୦ କୋଟି

ମୁମ୍ବାଇ: ଆଇପିଏଲରେ ଖେଳାଳି ଏବଂ ଷ୍ଟାଫ କରୋନା ସଂକ୍ରମିତ ହେବା ଯୋଗୁ ଏହାକୁ ବନ୍ଦ କରିବା ନେଇ ବିଭନ୍ନ ମହଲରୁ ଦାବୀ ଆରମ୍ଭ ହୋଇଛି । ଯଦି ଏହା ବାତିଲ ହେଇଯାଏ ତାହାହେଲେ ବିସିସିଆଇର ଆନୁମାନିକ ୨୦୦୦ କୋଟି ଟଙ୍କା କ୍ଷତି ହେବ । ଏହା ବ୍ୟତୀତ ଟି୨୦ ବିଶ୍ୱକପ ଆୟୋଜନ ନେଇ ମଧ୍ୟ ସନ୍ଦେହ…

ଆନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ପେରିରା

କଲମ୍ବୋ:୩୨ ବର୍ଷ ବୟସରେ ଶ୍ରୀଲଙ୍କାର ଷ୍ଟାର ଅଲରାଉଣ୍ଡର ଥିସରା ପେରିରା ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ୨୦୦୯ରେ ସେ ଭାରତ ବିପକ୍ଷରେ ଏକଦିବସୀୟ ମ୍ୟାଚ ମାଧ୍ୟମରେ ଆନ୍ତର୍ଜାତୀୟ ପଦାର୍ପଣ କରିଥିଲେ । ସେ ଶ୍ରୀଲଙ୍କା ପକ୍ଷରୁ ୬ଟି ଟେଷ୍ଟ, ୧୬୬ଟି ଦିନିକିଆ ଓ ୮୪ଟି୨୦…

ଆଇପିଏଲ ବାୟୋବବଲରେ ପଂହଚିଲା କରୋନା, ୨ଖେଳାଳି ସଂକ୍ରମିତ ହେବା ପରେ ଆଜିର ମ୍ୟାଚ ଘୁଂଚିଲା!

ଅହମ୍ମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗର ବାୟୋ ବବଲ ଭେଦ କରି ପଂହଚିଛି କରୋନା । ରିପୋର୍ଟ ମୁତାବକ କୋଲକତା ନାଇଟ ରାଇଡର୍ସର ୨ ଜଣ ଖେଳାଳି କରୋନା ସଂକ୍ରମିତ ହୋଇଛନ୍ତି । ସେମାନେ ହେଲେ ବରୁଣ ଚକ୍ରବର୍ତି ଓ ସନ୍ଦୀପ ୱାରିୟର । ଟିମ୍ ମ୍ୟାନେଜମେଂଟ ଏବଂ ଆୟୋଜକ କମିଟି ଏ ନେଇ ତୁରନ୍ତ ପଦକ୍ଷେପ…

ଆଜି ବାଙ୍ଗାଲୋର ବନାମ କୋଲକାତା

ଅହମ୍ମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗରେ ଆଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ମୁକାବିଲା ହେବ । ବିରାଟ କୋହଲି ନେତୃତ୍ୱାଧୀନ ବାଙ୍ଗାଲୋର ଏହି ମ୍ୟାଚରେ ବିଜୟ ହାସଲ କରି ଦିଲ୍ଲୀ କ୍ୟାପିଟାଲ୍ସ ପଂଏଟ ସହ ସମକକ୍ଷ ହୋଇପାରିବ । ତେବେ ସ୍ପିନ ବୋଲରଙ୍କୁ…