Latest Odisha News

BREAKING NEWS

Browsing Category

କ୍ରିକେଟ

ପନ୍ତଙ୍କ ଅର୍ଦ୍ଧଶତକ, ରାଜସ୍ଥାନ ସମ୍ମୁଖରେ ୧୪୮ ରନର ଟାର୍ଗେଟ

ମୁମ୍ବାଇ: ଏଠାରେ ଚାଲିଥିବା ଆଇପିଏଲ ମ୍ୟାଚରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ୧୪୮ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ । ଦିଲ୍ଲୀ ୩୭ ରନରେ ୪ଟି ଉଇକେଟ ହରାଇ ବିପଦରେ…

କୋହଲିଙ୍କୁ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ବାଛିଲା ୱିଜଡେନ ଅଲମାନାକ

ନୂଆଦିଲ୍ଲୀ: ୱିଜେଡେନ ଅଲମାନକା ୨୦୧୦ରୁ ୨୦୨୦ ମଧ୍ୟରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କୁ ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ଚୟନ କରିଛି । ୧୯୭୧ରୁ ୨୦୨୧ ପର୍ଯ୍ୟନ୍ତ ପ୍ରତି ଦଶନ୍ଧିର ଶ୍ରେଷ୍ଠ ଖେଳାଳି ୱିଜଡେନ ମନୋନୀତ କରିଛି । କୋହଲି ୨୫୪ ଦିନିକିଆରେ ୧୨୧୬୯ ରନ ସଂଗ୍ରହ…

ଟସ୍ ଜିତି ରାଜସ୍ଥାନର ବୋଲିଂ ନିଷ୍ପତି

ମୁମ୍ବାଇ: ଚଳିତ ଆଇପିଏଲରେ ଗୁରୁବାର ରାଜସ୍ଥାନ ରୟାଲ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁକାବିଲା ହେବ । ଟସ୍ ଜିତି ରାଜସ୍ଥାନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛି । ଉଭୟ ଦଳ ମଧ୍ୟରେ ଓଭରାଲ ୨୨ ମ୍ୟାଚ ଖେଳାଯାଇଛି । ଦିଲ୍ଲୀ ୧୧ ଓ ରାଜସ୍ଥାନ ସମାନ ସଂଖ୍ୟକ ମ୍ୟାଚରେ ବିଜୟ…

ମ୍ୟାକ୍ସୱେଲଙ୍କ ଲଢ଼ୁଆ ଅର୍ଦ୍ଧଶତକ, ହାଇଦ୍ରାବାଦ ସମ୍ମୁଖରେ ୧୫୦ ରନର ଲକ୍ଷ୍ୟ

ଚେନ୍ନାଇ: ଚଳିତ ଆଇପିଏଲରେ ବୁଧବାର ଗ୍ଲେନ ମ୍ୟାକ୍ସୱେଲଙ୍କ ଲଢ଼ୁଆ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସନରାଇଜର୍ସ ହାଇଦ୍ରାବାଦ ସମ୍ମୁଖରେ ୧୫୦ ରନର ବିଜୟ ଲକ୍ଷ୍ୟ ରଖିଛି । ଟସ୍ ଜିତି ହାଇଦ୍ରାବାଦ ପ୍ରଥମେ ଫିଲ୍ଡିଂ ନିଷ୍ପତି ନେଇଥିଲା । ବାଙ୍ଗାଲୋର ପକ୍ଷରୁ କେବଳ ଅଧିନାୟକ…

ଆଗ ବ୍ୟାଟିଂ କରିବ ବାଙ୍ଗାଲୋର

ଚେନ୍ନାଇ:ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ବୁଧବାର ମୁକାବିଲାରେ ଟସ୍ ଜିତି ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛି । ବିରାଟ କୋହଲି ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରିବ । ଏଠାକାର ପିଚରେ ପ୍ରଥମେ ବ୍ୟାଟିଂ କରୁଥିବା ଦଳର…

ଜିମ୍ବାୱେ କ୍ରିକେଟର ହିଥ ଷ୍ଟ୍ରିକ ୮ ବର୍ଷ ପାଇଁ ବାସନ୍ଦ

ଦୁବାଇ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଜିମ୍ବାୱେର ପୂର୍ବତନ ଅଧିନାୟକ ତଥା କୋଚ ହିଥ ଷ୍ଟ୍ରିକଙ୍କୁ ୮ ବର୍ଷ ପାଇଁ ବାସନ୍ଦ କରିଛି । ୨୦୨୯ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ସେ କ୍ରିକେଟ ସହ କୌଣସି ପ୍ରକାର ଯୋଡି ହୋଇ ପାରିବେ ନାହିଁ । ଆଇସିସି ଦୁର୍ନୀତି ନିବାରଣ ନିୟମ ଉଲ୍ଲଂଘନ କରିଥିବା ଯୋଗୁ ସେ…

ରସେଲଙ୍କ ୫ ଉଇକେଟରେ ମୁମ୍ବାଇ ଧରାଶାୟୀ, କୋଲକାତା ସମ୍ମୁଖରେ ୧୫୩ ରନର ଲକ୍ଷ୍ୟ

ଚେନ୍ନାଇ:ଆନ୍ଦ୍ରେ ରସେଲଙ୍କ ଚମତ୍କାର ବୋଲିଂ ବଳରେ ଏଠାରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗର ଏକ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ୧୫୩ ରନର ବିଜୟ ଲକ୍ଷ୍ୟ କୋଲକାତା ନାଇଟ ରାଇଡର୍ସ ସମ୍ମୁଖରେ ରଖିଛି । ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୫୨ ରନ କରି ଅଲଆଉଟ ହୋଇ…

ଶତକ ହାସଲରୁ ରାହୁଲ ବଂଚିତ: ରାଜସ୍ଥାନ ସମ୍ମୁଖରେ ୨୨୨ ରନର ବିଶାଳ ଲକ୍ଷ୍ୟ

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ସୋମବାର ଲୋକେଶ ରାହୁଲ ଏବଂ ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ପଞ୍ଜାବ କିଙ୍ଗସ ୨୨୨ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ଟସ୍ ଜିତି ରାଜସ୍ଥାନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲା । ପଞ୍ଜାବ ୨୦…

ରାଜସ୍ଥାନ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ସୋମବାର ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଶୃଙ୍ଖଳିତ ଦଳ ପଞ୍ଜାବ କିଙ୍ଗ୍‌ସକୁ ଭେଟିବ । ଟସ୍ ଜିତି ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁସାମସନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛି । ଷ୍ଟିଭ ସ୍ମିଥଙ୍କ ସ୍ଥାନରେ ସେ ଏବେ ଦଳର ନେତୃତ୍ୱ ଭାର…

ନୀତିଶଙ୍କ ବିସ୍ଫୋରକ ବ୍ୟାଟିଂ,ହାଇଦ୍ରାବାଦ ସମ୍ମୁଖରେ ୧୮୮ ରନର ଟାର୍ଗେଟ

ଚେନ୍ନାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ରବିବାର ନୀତିଶ ରଣାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ କୋଲକାତା ନାଇଟ ରାଇଡର୍ସ ୧୮୮ ରନର ବିଜୟ ଲକ୍ଷ୍ୟ ସନରାଇଜର୍ସ ହାଇଦ୍ରାବାଦ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି କୋଲକତା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ କରିଥିଲା । ଟସ୍ ଜିତି…