Latest Odisha News

BREAKING NEWS

Browsing Category

କ୍ରିକେଟ

ଟସ୍ ଜିତି ବୋଲିଂ ନିଷ୍ପତି ନେଲା ହାଇଦ୍ରାବାଦ

ଚେନ୍ନାଇ: ଚଳିତ ଆଇପିଏଲରେ ରବିବାର ଆରମ୍ଭ ହେବାକୁ ଯାଉଛି ହାଇ ଭୋଲଟେଜ ମ୍ୟାଚ । ଏଥିରେ କୋଲକାତା ନାଇଟ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ । ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ଣ୍ଣର ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ପିଚ୍…

ଆସନ୍ତୁ ଜାଣିବା ଧୋନୀଙ୍କ ଉପରେ ଦ୍ରାବିଡ କାହିଁକି ରାଗିଥିଲେ !

ମୁମ୍ବାଇ: ରାହୁଲ ଦ୍ରାବିଡ ରାଗୁଥିବା ଏକ ବିଜ୍ଞାପନର ଭିଡିଓ ଏବେ ସୋସିଆଲ ସାଇଟରେ ଭାଇରାଲ ହେଉଛି । ଏହା ଭାଇରାଲ ହେବାର ମୂଖ୍ୟ କାରଣ ହେଲା ଦ୍ରାବିଡ ପ୍ରାୟଥଃ ରାଗନ୍ତି ନାହିଁ । ଏହି ବିଜ୍ଞାପନର ପରେ ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗ ଏକ ମଜାଦାର କଥା…

ରାଇନାଙ୍କ ଅର୍ଦ୍ଧଶତକ, ଧୋନୀ ଫେଲ୍‌: ଦିଲ୍ଲୀ ସମ୍ମୁଖରେ ୧୮୯ ରନର ଟାର୍ଗେଟ ରଖିଲା ଚେନ୍ନାଇ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ଶନିବାର ଅନୁଷ୍ଠିତ ମୁକାବିଲାରେ ମହେନ୍ଦ୍ର ସିଂ ଧୋନୀ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ ୧୮୯ ରନର ବିଜୟ ଲକ୍ଷ୍ୟ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ ରଖିଛି । ଦିଲ୍ଲୀ ଅଧିନାୟକ ଋଷଭ ପନ୍ତ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ ।…

ଆଇପିଏଲ: ଆଜି ଧୋନୀ ବନାମ ପନ୍ତ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ଆଜିର ମୁକାବିଲା ଉପରେ ସମସ୍ତଙ୍କ ନଜର ରହିଛି । ମହେନ୍ଦ୍ର ସିଂ ଧୋନୀ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ ମୁମ୍ବାଇର ୱାଙ୍ଖେଡ ଷ୍ଟାଡିୟମରେ ଋଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଅବଶ୍ୟ ଧୋନୀଙ୍କ ତୁଳନାରେ ପନ୍ତଙ୍କୁ ଏହି ମ୍ୟାଚରେ ବହୁତ…

ବାଙ୍ଗାଲୋର ସମ୍ମୁଖରେ ୧୬୦ ରନର ଲକ୍ଷ୍ୟ, ହର୍ଷଲଙ୍କୁ ୫ ଉଇକେଟ

ଚେନ୍ନାଇ: ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ ଆରମ୍ଭ ହୋଇଯାଇଛି । ଉଦଘାଟନୀ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଇଣ୍ଡିଆନ୍ସ ୧୬୦ ରନର ବିଜୟ ଲକ୍ଷ୍ୟ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସମ୍ମୁଖରେ ରଖିଛି । ଟସ୍ ଜିତି ବାଙ୍ଗାଲୋର ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି…

ଆରମ୍ଭ ହେଲା ଆଇପିଏଲ, ପ୍ରଥମେ ବ୍ୟାଟିଂ କରୁଛି ମୁମ୍ବାଇ

ଚେନ୍ନାଇ: ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦର୍ଶକଙ୍କ ଅନୁପସ୍ଥିତିରେ ଆରମ୍ଭ ହୋଇଛି ଆଇପିଏଲର ୧୪ତମ ସଂସ୍କରଣ । ଟସ୍ ଜିତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛି । ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବ୍ୟାଟିଂ କରି ଖବର ହସ୍ତଗତ ହେଲା ବେଳକୁ ୪ ଓଭରରେ…

ଆଇପିଏଲ: ଚାମ୍ପିୟନ ମୁମ୍ବାଇ ଓ ବାଙ୍ଗାଲୋର ମଧ୍ୟରେ ଉଦଘାଟନୀ ମୁକାବିଲା

ଚେନ୍ନାଇ: କରୋନା ମହାମାରୀ କାଳରେ ପୁନର୍ବାର ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ । ୫ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ବିରାଟ କୋହଲି ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ଉଦଘାଟନୀ ମୁକାବିଲାରେ ଭେଟିବ । ସନ୍ଧ୍ୟା ୭ଟା୩୦ରେ ବିନା ଦର୍ଶକରେ ଏହି…

ଭାରତରେ ଟି୨୦ ବିଶ୍ୱକପ ଆୟୋଜନ ନେଇ ଆଶଙ୍କା !

ନୂଆଦିଲ୍ଲୀ: କୋଭିଡ-୧୯ କେସ୍ ଦ୍ରୁତ ବେଗରେ ବଢ଼ିଥିବାରୁ ଭାରତରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ ନେଇ ଆଶଙ୍କା ବୃଦ୍ଧି ପାଇଛି । ବୁଧବାର ଆଇସିସି ସିଇଓ ଜେଫ ଆଲାର୍ଡାଇସ ଏ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ଯଦି ଭାରତରେ ଏହା ଆୟୋଜିତ ହୋଇ ନ ପାରେ ତାହାହେଲେ ଏହାର ବିକଳ୍ପ ବ୍ୟବସ୍ଥା…

ମୁମ୍ବାଇ ଇଣ୍ଡିଆନ୍ସର କିରନ ମୋରେଙ୍କୁ କରୋନା

ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସର ଟ୍ୟାଲେଂଟ ସ୍କାଉଟ କିରନ ମୋରେ କରୋନା ସଂକ୍ରମିତ ହୋଇଛନ୍ତି । ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଏ ନେଇ ସୂଚନା ଦେଇଛି । ଆଇପିଏଲକୁ ଆଉ ହାତ ଗଣତି ଦିନ ରହିଛି । ମୋରେଙ୍କ ନିକଟରେ କୌଣସି ଲକ୍ଷଣ ଦେଖା ଯାଉ ନ ଥିଲେ ମଧ୍ୟ ତାଙ୍କ ଟେଷ୍ଟ ପଜିଟିଭ ଆସିଛି ବୋଲି…

ୱାଙ୍ଖେଡ ଷ୍ଟାଡିୟମର ୩ ଗ୍ରାଉଣ୍ଡ ଷ୍ଟାଫଙ୍କୁ କରୋନା

ମୁମ୍ବାଇ: ଆଇପିଏଲର ଆଗାମୀ ସଂସ୍କରଣ ପୂର୍ବରୁ ମଙ୍ଗଳବାର ଆଉ ୩ଜଣ ୱାଙ୍ଖେଡ ଷ୍ଟାଡିୟମ ଷ୍ଟାଫ କରୋନା ସଂକ୍ରମିତ ହୋଇଛନ୍ତି । ମୁମ୍ବାଇ କ୍ରିକେଟ ଆସୋସିଏଶନ ଏହି ୩ଜଣ ଗ୍ରାଉଣ୍ଡ ଷ୍ଟାଫ କରୋନା ଆକ୍ରାନ୍ତ ଥିବା ସ୍ପଷ୍ଟ କରିଛି । ଯାହା ଫଳରେ ଚିନ୍ତା ବଢ଼ିଛି । ପୂର୍ବରୁ ଆଉ ୧୦ ଷ୍ଟାଫ ଏହି…