Latest Odisha News

BREAKING NEWS

Browsing Category

କ୍ରିକେଟ

ଆସନ୍ତୁ ଜାଣିବା ଟି୨୦ର ଶ୍ରେଷ୍ଠ ଟିମ୍ ସମ୍ପର୍କରେ

ମୁମ୍ବାଇ: ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ମାର୍ଚ୍ଚ ୧୨ରୁ ଆରମ୍ଭ ହୋଇଯିବ । ଆଇସିସି ର‌୍ୟାଙ୍କିଙ୍ଗରେ ଶୀର୍ଷ ସ୍ଥାନ ହାସଲ କରିବାକୁ ହେଲେ ଟିମ୍ ଇଣ୍ଡିଆକୁ ୪-୧ରେ ସିରିଜ ଜିତିବାକୁ ପଡିବ । ଆଗକୁ ଟି୨୦ ବିଶ୍ୱକପ ହେବାକୁ ଯାଉଥିବାରୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ…

ଆସନ୍ତୁ ଜାଣିବା କେତେ ବାଟ ଆଗେଇଛି ବୁମରାହଙ୍କ ବିବାହ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମର ପେସ ବୋଲର ଯଶପ୍ରୀତ ବୁମରାହଙ୍କ ବିବାହ ଏବେ ସୋସିଆଲ ସାଇଟରେ ଝଡ ସୃଷ୍ଟି କରିଛି । ପେସ ବୋଲର ସଞ୍ଜନା ଗଣେଷନ ନାମକ ଜଣେ ମଡେଲ ଏବଂ ସ୍ପୋର୍ଟ୍ସ ଆଙ୍କରଙ୍କୁ ସେ ବିବାହ କରିବାକୁ ଯାଉଥିବାରୁ ଏ ନେଇ ସମସ୍ତ ଅପଡେଟ ଖବର ଜାଣିବାକୁ ପ୍ରଶଂସକମାନେ ଆଗ୍ରହୀ ହୋଇ…

ଏସିଆ କପ୍ କ୍ରିକେଟ: ଭାରତ ବି’ ଟିମ୍ ପଠାଇବ !

ନୂଆଦିଲ୍ଲୀ: ଏସିଆ କପ୍ କ୍ରିକେଟ ଆୟୋଜନ ଏବେ ବି ଦ୍ୱନ୍ଦ୍ୱ ମଧ୍ୟରେ ରହିଛି । କରୋନା ମହାମାରୀ ଯୋଗୁ ଶ୍ରୀଲଙ୍କାରେ ଜୁନ ମାସରେ ଏହା ଆୟୋଜନ ହେବ ବୋଲି ସ୍ଥିର ହୋଇଛି । ଏ ପର୍ଯ୍ୟନ୍ତ ଏହାର କାର୍ଯ୍ୟସୂଚୀ ଚୂଡାନ୍ତ ହୋଇପାରି ନାହିଁ । ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ଭାରତ ପ୍ରବେଶ…

ନୂଆ ରୂପରେ ସଜେଇ ହେବ ବାରବାଟୀ ପଡିଆ, ଷ୍ଟାଡିୟମ

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ଆରମ୍ଭ ହୋଇଛି । ବାରବାଟୀର ପୁରୁଣା ପଡିଆ ବଦଳରେ ତିଆରି ହେବ ନୂତନ ଆଉଟଫିଲ୍ଡ । ବିସିସିଆଇ ଓ ଓସିଏ ଭିଜନ ୨୦୨୪ ଅଧୀନରେ ଏହି ପରିବର୍ତନ କରାଯାଉଛି । ସମ୍ପୂର୍ଣ୍ଣ କାର୍ଯ୍ୟ ଶେଷ ହେବା ପାଇଁ ୩ମାସ ସମୟ ଏବଂ ୨କୋଟି ବ୍ୟୟ ଅଟକଳ ରଖାଯାଇଛି ।…

ଅବସର ନେଲେ ଓଡିଶା ପେସର ପ୍ରୀତମଜିତ

ଭୁବନେଶ୍ୱର: ଓଡିଶାର ବାମହାତୀ ପେସ ବୋଲର ପ୍ରୀତମଜିତ ଦାସ ରବିବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ସେ ତାଙ୍କ କ୍ୟାରିୟରରେ ୧୧ ପ୍ରଥମଶ୍ରେଣୀ ମ୍ୟାଚ(୨୫ ଉଇକେଟ), ୧୪ଲିଷ୍ଟ ଏ ମ୍ୟାଚ (୨୦ ଉଇକେଟ) ଓ ୧୫ ଟି୨୦ ମ୍ୟାଚ(୧୬ ଉଇକେଟ) ଖେଳିଛନ୍ତି । ୨୦୦୬ରେ ହିମାଚଳପ୍ରଦେଶ…

୯ ଏପ୍ରିଲରୁ  IPL ମହାସମର, ପ୍ରଥମରୁ କୋହଲି-ରୋହିତଙ୍କ ମଧ୍ୟରେ ଟକ୍କର

ନୂଆଦିଲ୍ଲୀ: ବାଜିଲା IPL ବିଗୁଲ । ୯ ଏପ୍ରିଲରୁ IPL ମହାସମର । ଆଇପିଏଲର ୧୪ତମ ସଂସ୍କରଣ ପାଇଁ ମ୍ୟାଚ୍‌ ସେଡ୍ୟୁଲ ଜାରି କରିଛି ବିସିସିଆଇ । ଆସନ୍ତା ଏପ୍ରିଲ ୯ ତାରିଖରେ ଚେନ୍ନାଇରେ ଆରମ୍ଭ ହେବାକୁ ଯାଉଛି ଆଇପିଏଲ ମହାସମର । IPL ସିଜିନ୍‌ ୧୪ର ଫାଇନାଲ ମ୍ୟାଚ୍‌ ମେ ୩୦ ତାରିଖରେ…

ଚେନ୍ନାଇ ସୁପର କିଙ୍ଗସର ନେଟ ବୋଲର ହେବେ ରାଜେଶ

ଭୁବନେଶ୍ୱର: ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗରେ ଓଡିଶାର ରାଜେଶ ମହାନ୍ତି ଚେନ୍ନାଇ ସୁପର କିଙ୍ଗସ ନେଟ ବୋଲର ହେବେ । ଓଡିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଓସିଏ ଏବଂ ଏମଆରଏଫ ପେସ ଫାଉଣ୍ଡେସନରେ ୨୦ ବର୍ଷୀୟ ଏହି ପେସ ବୋଲର ପ୍ରଶିକ୍ଷଣ ନେଉଛନ୍ତି । ଜୁନିୟର…

ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜର ୧୦ ରେକର୍ଡ

ମୋଟେରା: ଭାରତ ୪ର୍ଥ ତଥା ଅନ୍ତିମ କ୍ରିକେଟ ଟେଷ୍ଟରେ ବିଜୟ ହାସଲ କରି ଇଂଲଣ୍ଡ ବିପକ୍ଷରେ ସିରିଜ ଜିତିବା ସହ ଆଇସିସି ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିଛି । ଏହି ସିରିଜର କେତେକ ରେକର୍ଡ ଉପରେ ଆଖି ପକାଇବା- ୧. ପ୍ରଥମ ମ୍ୟାଚ ହାରିବା ପରେ ଭାରତ ୬ଷ୍ଠ ଥର ପାଇଁ ସିରିଜ ଜିତିଛି ।…

ଆସନ୍ତୁ ଜାଣିବା ଭଜିଙ୍କ ପୂର୍ବରୁ କେଉଁ କ୍ରିକେଟର ବଲିଉଡର ଭାଗ୍ୟ ପରୀକ୍ଷା କରିଛନ୍ତି

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ସ୍ପିନର ହରଭଜନ ସିଂଙ୍କ ଫିଲ୍ମ ଫ୍ରେଣ୍ଡଶିପର ଟ୍ରେଲର ରିଲିଜ ହୋଇଯାଇଛି । କ୍ରିକେଟରେ ଷ୍ଟାର ଖେଳାଳି ଭଜି ଫିଲ୍ମ ଦୁନିଆରେ ସଫଳ ହେଉଛନ୍ତି କି ନାହିଁ ତାହା ଆଗାମୀ ଦିନରେ ଜଣାପଡିବ । ଆସନ୍ତୁ ଜାଣିବା ଅନ୍ୟ କେଉଁ କ୍ରିକେଟର ଫିଲ୍ମରେ ଭାଗ୍ୟ…

ମୋଟେରାରେ ଚାଲିଲା ପନ୍ତଗିରି, ଟିମ୍ ଇଣ୍ଡିଆ ୮୯ ରନରେ ଅଗ୍ରଣୀ

ମୋଟେରା: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୪ର୍ଥ କ୍ରିକେଟ ଟେଷ୍ଟର ୨ୟ ଦିବସରେ ଋଷଭ ପନ୍ତଙ୍କ ପନ୍ତଗିରି ଦେଖିବାକୁ ମିଳିଥିଲା । ତାଙ୍କର ଲଢ଼ୁଆ ଶତକ ବଳରେ ଭାରତ ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୭ ଉଇକେଟ ହରାଇ ୨୯୪ ରନ ସଂଗ୍ରହ କରିନେଇଛି । ୱାଶିଂଟନ ସୁନ୍ଦର ମଧ୍ୟ…