Latest Odisha News

BREAKING NEWS

Browsing Category

କ୍ରିକେଟ

ୱିଜଡେନ ବାଛିଲା ଶ୍ରେଷ୍ଠ ଟି୨୦ ଏକାଦଶ, ଧୋନୀ ଅଧିନାୟକ

ନୂଆଦିଲ୍ଲୀ: କ୍ରିକେଟର ବାଇବେଲ ଭାବେ ପରିଚିତ ୱିଜଡେନ ମଙ୍ଗଳବାର ସର୍ବକାଳୀନ ଶ୍ରେଷ୍ଠ ଟି୨୦ ଏକାଦଶ ଚୟନ କରିଛି । ଭାରତକୁ ୨ଥର ବିଶ୍ୱକପ ଜିତାଇଥିବା ମହେନ୍ଦ୍ର ସିଂ ଧୋନୀଙ୍କୁ ଦଳର ଅଧିନାୟକ ଭାବେ ଚୟନ କରିଛି । ଅନ୍ୟ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିରାଟ କୋହଲିଙ୍କୁ ମଧ୍ୟ ଚୂଡାନ୍ତ…

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ରୋହିତ, ପନ୍ତ, ସୁନ୍ଦରଙ୍କୁ ବିଶ୍ରାମ ଦିଆଯାଇପାରେ !

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଦିନିକିଆ କ୍ରିକେଟ ସିରିଜରେ ଟିମ୍ ଇଣ୍ଡିଆ ରୋହିତ ଶର୍ମା, ଋଷଭ ପନ୍ତ ଓ ୱାଶିଂଟନ ସୁନ୍ଦରଙ୍କୁ ବିଶ୍ରାମ ଦେବା ପାଇଁ ଚିନ୍ତା କରୁଛି ବୋଲି ରିପୋର୍ଟ ପ୍ରକାଶ ପାଇଛି । ଆଇପିଏଲ ପରଠାରୁ ପନ୍ତ ଓ ସୁନ୍ଦର ନିୟମିତ କ୍ରିକେଟ ଖେଳି ଆସୁଛନ୍ତି । ରୋହିତ ଅବଶ୍ୟ ଆଇପିଏଲ…

ରୋହିତଙ୍କୁ କ୍ୟାରିୟରର ଶ୍ରେଷ୍ଠ ଟେଷ୍ଟ ର‌୍ୟାଙ୍କିଙ୍ଗ

ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କ୍ୟାରିୟରର ଶ୍ରେଷ୍ଠ ଟେଷ୍ଟ ର‌୍ୟାଙ୍କିଙ୍ଗ ହାସଲ କରିଛନ୍ତି । ସଦ୍ୟ ପ୍ରକାଶିତ ର‌୍ୟାଙ୍କିଙ୍ଗରେ ସେ  ୮ମ ସ୍ଥାନ ହାସଲ କରିଛନ୍ତି । ବିରାଟ କୋହଲି ୫ମ ସ୍ଥାନ ବଜାୟ ରଖିଥିବା ବେଳେ ଚେତେଶ୍ୱର ପୂଜାରା ୨ଟି ସ୍ଥାନ ଖସି ୧୦ମରେ…

ଦର୍ଶକଙ୍କ ବିନା ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ସିରିଜ

ମୁମ୍ବାଇ: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବ୍ୟାପୁଥିବାରୁ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ଫଳରେ ପୁଣେରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ସିରିଜ ଦର୍ଶକଙ୍କ ବିନା ଖେଳାଯିବ । ଏପରି କି ଯଦି ଆବଶ୍ୟକ ପଢ଼େ ଆୟୋଜନ ସ୍ଥଳ ମଧ୍ୟ ବଦଳାଯାଇ ପାରେ । ମାର୍ଚ୍ଚ ୨୩, ୨୬…

ୱେଷ୍ଟଇଣ୍ଡିଜ ଦଳକୁ ଫେରିଲେ ଦୁର୍ଦ୍ଦଷ ବ୍ୟାଟ୍ସମ୍ୟାନ କ୍ରିସ ଗେଲ

ସେଂଟଜୋନ୍ସ: ୨ ବର୍ଷ ପରେ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ପାଇଁ ୱେଷ୍ଟଇଣ୍ଡିଜ ଦଳକୁ ଫେରିଛନ୍ତି ଦୁର୍ଦ୍ଦଷ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍ । ଘୋଷିତ ଦଳର ନେତୃତ୍ୱ କିରନ ପୋଲାର୍ଡ ନେବେ । ପେସ ବୋଲର ଫିଡେଲ ଏଡୱାର୍ଡସ ୯ ବର୍ଷ ପରେ ଜାତୀୟ ଦଳକୁ ଫେରିଛନ୍ତି । ଆଂଟିଗୁଆରେ ନୂତନ ଭାବେ ନିର୍ମିତ…

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଓ ମହିଳା ଟି୨୦ କ୍ରିକେଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଏହି ଗସ୍ତରେ ଦକ୍ଷିଣ ଆଫ୍ରିକା ୫ ଦିନିକିଆର ଏବଂ ୩ଟି ଟି୨୦ ମ୍ୟାଚ ଖେଳିବ । ସମସ୍ତ ମ୍ୟାଚ ଲକ୍ଷ୍ନୌରେ ଖେଳାଯିବ । ସମସ୍ତ ଖେଳାଳିଙ୍କୁ ୫ ଦିନ କ୍ୱାରେଂଟାଇନରେ ରଖାଯିବ…

ବ୍ୟକ୍ତିଗତ କାରଣରୁ ଅହମ୍ମଦାବାଦ ଟେଷ୍ଟରୁ ଓହରିଲେ ବୁମରାହ

ଅହମ୍ମଦାବାଦ: ବ୍ୟକ୍ତିଗତ କାରଣ ଦର୍ଶାଇ ଭାରତର ପେସ ବୋଲର ଯଶପ୍ରୀତ ବୁମରାହ ଇଂଲଣ୍ଡ ବିପକ୍ଷ ୪ର୍ଥ କ୍ରିକେଟ ଟେଷ୍ଟରୁ ଓହରି ଯାଇଛନ୍ତି । ଅନ୍ତିମ ଟେଷ୍ଟ ମାର୍ଚ୍ଚ ୪ରୁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ । ୪ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଅଗ୍ରଣୀ ରହିଛି । ବୁମରାହ ୨ଟି ଟେଷ୍ଟ…

କ୍ରିକେଟ୍‌କୁ ଅଲବିଦା କହିଲେ ୟୁସୁଫ୍ ପଠାନ୍

ନୂଆଦିଲ୍ଲୀ: କ୍ରିକେଟର ସମସ୍ତ ଫର୍ମାଟରେ ଆଜିଠୁ ସନ୍ୟାସ ଗ୍ରହଣ କଲେ ବିସ୍ଫୋରକ ଅଲ୍‌ରାଉଣ୍ଡର୍ ୟୁସୁଫ୍ ପଠାନ୍ । ବରୋଦାର ଏହି ଧୁଆଁଧାର କ୍ରିକେଟର୍ ଭାରତ ପକ୍ଷରୁ ୫୭ଟି ଦିନିକିଆ ଓ ୨୨ଟି ଟି-୨୦ ମ୍ୟାଚ୍ ଖେଳିଥିଲେ । ତା ଛଡା ୨୦୦୭ ଟି-୨୦ ବିଶ୍ୱକପ୍ ଓ ୨୦୧୧ ଦିନିକିଆ ବିଶ୍ୱକପ ବିଜେତା…

କ୍ରିକେଟରୁ ଅବସର ଘୋଷଣା କଲେ ବିନୟ କୁମାର

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ପେସ ବୋଲର ଆର.ବିନୟ କୁମାର ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ୨୫ ବର୍ଷ କ୍ୟାରିୟରକୁ ସମାପ୍ତ କରିବା ସହଜ ନ ଥିଲା ବୋଲି ୩୭ ବର୍ଷୀୟ ବିନୟ କହିଛନ୍ତି । ସଚିନ ତେନ୍ଦୁଲକର, ମହେନ୍ଦ୍ର ସିଂ ଧୋନୀ ଓ ବିରାଟ କୋହଲିଙ୍କ…

ମୋଟେରାରେ ଭାରତର ବୃହତ ବିଜୟ, ୨ ଦିନରେ ମ୍ୟାଚ ଶେଷ

ମୋଟେରା: ମୋଟେରାରେ ସ୍ପିନରଙ୍କୁ ସୁହାଉଥିବା ପିଚରେ ବାଜି ମାରିଛି ଭାରତ । ଏଠାରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଦିବାରାତ୍ର କ୍ରିକେଟ ଟେଷ୍ଟରେ ଭାରତ ୧୦ ଉଇକେଟରେ ବିଜୟ ହାସଲ କରିଛି । ଟେଷ୍ଟ ଇତିହାସରେ ୨୨ଥର ପାଇଁ ଗୋଟିଏ ମ୍ୟାଚ ୨ଦିନରେ ଶେଷ ହୋଇଛି । ୪୯ ରନର ବିଜୟ ଲକ୍ଷ୍ୟକୁ ଭାରତ କୌଣସି…