Latest Odisha News

BREAKING NEWS

Browsing Category

କ୍ରିକେଟ

ସେହୱାଗଙ୍କୁ ଜବାବ୍ ଦେଲେ ମ୍ୟାକ୍ସୱେଲ୍ !

ଭୁବନେଶ୍ୱର: ଚଳିତ ବର୍ଷ ଆଇପିଏଲଠାରୁ ଆରମ୍ଭ ହୋଇଥିଲା ବୀରେନ୍ଦ୍ର ସେହୱାଗଙ୍କ ବୀରୁକି ବୈଠକ । ଏହି ଭିଡିଓ ସେସନ୍‌ରେ ସେହୱାଗ କ୍ରିକେଟରଙ୍କ ପ୍ରଦର୍ଶନ ନେଇ ଖୋଲାଖୋଲି ସମାଲୋଚନା କରିବା ସହ ପ୍ରଶଂସା ବି କରିଥାନ୍ତି । ତେବେ ନିକଟରେ ଅଷ୍ଟ୍ରେଲୀୟ ଖେଳାଳି ଗ୍ଲେନ୍ ମ୍ୟାକ୍ସୱେଲଙ୍କୁ ନେଇ…

ପୁନର୍ବାର ବାପା ହେଲେ ଏବି ଡିଭିଲର୍ସ

ଡର୍ବାନ: ଦକ୍ଷିଣ ଆଫ୍ରିକାର ଲୋକପ୍ରିୟ କ୍ରିକେଟ ଖେଳାଳି ଏବି ଡିଭିଲର୍ସ ପୁନର୍ବାର ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ମିଷ୍ଟର ୩୬୦ ଡିଗ୍ରୀ ଭାବେ ପରିଚିତ ଡିଭିଲର୍ସ ଏଥର କନ୍ୟା ସନ୍ତାନର ବାପା ହୋଇଛନ୍ତି । ସେ ଏହି ଖବର ସୋସିଆଲ ସାଇଟରେ ଶେୟାର କରିବା ସହ ପତ୍ନୀ ଡ୍ୟାନିୟଲ ଓ ଝିଅ…

ରାଜ୍ୟଗୋଷ୍ଠୀ କ୍ରୀଡାରେ ପ୍ରଥମ ଥର ସାମିଲ ହେଲା ମହିଳା କ୍ରିକେଟ, ଅଂଶଗ୍ରହଣ କରିବ ୮ ଟିମ୍

ଲଣ୍ଡନ: ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡାରେ ପ୍ରଥମ ଥର ପାଇଁ ମହିଳା କ୍ରିକେଟ ଖେଳ ସାମିଲ ହେବ । ୧୯୯୮ରେ କୁଆଲାଲୁମ୍ପରରେ କ୍ରିକେଟକୁ ସାମିଲ କରାଯାଇଥିଲା । ଏଥିରେ କେବଳ ପୁରୁଷ ଦଳ ଅଂଶଗ୍ରହଣ କରିଥିଲେ । ଆୟୋଜକ ଦେଶ ଭାବେ ଇଂଲଣ୍ଡ ମହିଳା ଦଳ ଏଥିପାଇଁ ଯୋଗ୍ୟତା ହାସଲ କରିସାରିଛି । ଏପ୍ରିଲ…

ଆସନ୍ତା ବର୍ଷ ଅଗଷ୍ଟରେ ଇଂଲଣ୍ଡ ଗସ୍ତରେ ଯିବ ଭାରତୀୟ କ୍ରିକେଟ ଟିମ୍‌

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ୍ ଆସନ୍ତା ବର୍ଷ ଅଗଷ୍ଟରେ ଇଂଲଣ୍ଡ ଗସ୍ତରେ ଯିବ । ଏହି ଗସ୍ତରେ ଉଭୟ ଦେଶ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ । ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ବୁଧବାର ଏହା ସ୍ପଷ୍ଟ କରିଛି । ୪ଅଗଷ୍ଟରୁ ଏହି ସିରିଜ ଆରମ୍ଭ ହେବ । ପ୍ରଥମ ମ୍ୟାଚ…

ସରିଲା ନିର୍ବନ୍ଧ, ଖୁବଶୀଘ୍ର ବିବାହ କରିବେ ଏହି ବିସ୍ଫୋରକ କ୍ରିକେଟର୍ !

ଭୁବନେଶ୍ୱର: ବିସ୍ପୋରକ ୱେଷ୍ଟଇଣ୍ଡିଜ୍ କ୍ରିକେଟର୍ ନିକୋଲାସ ପୁରନ୍ । ନିକଟରେ ଏହି କ୍ରିକେଟର ଆଇପିଏଲରେ ଧୁଆଁଧାର ବ୍ୟାଟିଂ ଜରିଆରେ ବୋଲରଙ୍କ ମୁଣ୍ଡ ନୁଆଁଇଥିଲେ । ହେଲେ ଆଜି ଏହି କ୍ରିକେଟର ଜଣକ ନିଜ ପ୍ରେମିକା ଆଗରେ ମୁଣ୍ଡ ମୁଆଁଛନ୍ତି । ଦୀର୍ଘ ବର୍ଷର ପ୍ରେମିକା କ୍ୟାଥରିନା…

ଅଧିକ ସୁନା ଆଣିଥିବାରୁ ମୁମ୍ବାଇ ବିମାନ ବନ୍ଦରରେ କ୍ରିକେଟର କୃଣାଳ ପାଣ୍ଡ୍ୟାଙ୍କୁ ପଚରାଉଚରା

ମୁମ୍ବାଇ: ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା କୃଣାଳ ପାଣ୍ଡ୍ୟା ଆବଶ୍ୟକତାଠାରୁ ଅଧିକ ସୁନା ଆଣିଥିବାରୁ ଫସିଛନ୍ତି । ତାଙ୍କୁ ମୁମ୍ବାଇ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ପଚରାଉଚରା ପାଇଁ ଅଟକ ରଖାଯାଇଛି । ଆଣିଥିବା ସୁନାର କାଗଜପତ୍ର ଦେଖାଇବା ପାଇଁ ପାଣ୍ଡ୍ୟାଙ୍କୁ କଷ୍ଟମ…

ସେହ୍ୱାଗଙ୍କ ଶ୍ରେଷ୍ଠ ଆଇପିଏଲ ଏକାଦଶରେ ରୋହିତଙ୍କୁ ସ୍ଥାନ ନାହିଁ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗ ନିକଟରେ ସମ୍ପନ୍ନ ହୋଇଥିବା ଆଇପିଏଲର ଶ୍ରେଷ୍ଠ ଏକାଦଶ ବାଛିଛନ୍ତି । ତେବେ ଏଥିରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କୁ ସ୍ଥାନ ମିଳି ନାହିଁ । ଯାହା କି ଅନେକଙ୍କୁ ଚକିତ କରିଛି ।…

ଅଭିନେତା ମୋହନଲାଲ କିଣିବେ ନବମ ଆଇପିଏଲ୍ ଟିମ୍ !

ନୂଆଦିଲ୍ଲୀ: ବେଶ କିଛିଦିନ ଧରି ଶୁଣିବାକୁ ମିଳୁଛି ୨୦୨୧ ଆଇପିଏଲରେ ବିସିସିଆଇ ସାମିଲ କରିବ ନବମ ଟିମ୍ । ଏ ନେଇ ନିଷ୍ପତ୍ତି ଚୂଡାନ୍ତ ପର୍ଯ୍ୟାୟରେ ପହଂଚିନଥିଲେ ବି କିଛି ସମ୍ଭାବ୍ୟ ନିଲାମଧାରୀ ନାଁ ସାମ୍ନାକୁ ଆସିଛି । ବିଗତ କିଛିବର୍ଷ ଧରି ବିସିସିଆଇର ଯୋଜନା ମୁତାବକ ଖେଳ ଓ ମନୋରଂଜନ…

ସଫଳ ହେଲା ଆଇପିଏଲ, କାନ୍ଦୁଛି ପାକିସ୍ତାନ୍ କ୍ରିକେଟ୍ !

ଭୁବନେଶ୍ୱର: ଚଳିତବର୍ଷ କରୋନା ମହାମାରୀ ଓ ଅନ୍ତର୍ଜାତୀୟ କଟକଣାରେ ବି ସୁଚିନ୍ତିତ ଉପାୟରେ ଆୟୋଜିତ ହୋଇଥିଲା ଆଇପିଏଲ୍ । କେବଳ ଆୟୋଜନ କାହଁକି ବରଂ ସବୁଠୁ ସଫଳତମ ସଂସ୍କରଣ ଭାବେ ମଧ୍ୟ ୨୦୨୦ ଆଇପିଏଲ୍ ମର୍ଯ୍ୟଦା ପାଇଛି । ହେଲେ ଅନ୍ୟପଟେ ପାକିସ୍ତାନ କ୍ରିକେଟ୍ ବୋର୍ଡ କିନ୍ତୁ ଆଖିରୁ ଲୁହ…

ଇଣ୍ଟରନେଟ୍‌ରେ ଭାଇରାଲ୍ ଟିମ୍ ଇଣ୍ଡିଆର ନୂଆ ଜର୍ସି !

ନୂଆଦିଲ୍ଲୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହେବ କ୍ରିକେଟ୍ ମହା-ମୁକାବିଲା । ଏଥିପାଇଁ ନିକଟରେ ଅଷ୍ଟ୍ରେଲିଆ ଦଳ ଟି୨୦ ଓ ଦିନିକିଆ ମ୍ୟାଚ୍ ପାଇଁ ନୂଆ ଜର୍ସି ଉନ୍ମୋଚନ କରିଥିଲା । ଆଉ ଏବେ ଶୁଣିବାକୁ ମିଳିଛି ଟିମ୍ ଇଣ୍ଡିଆ ବି କୁଆଡେ ଦିନିକିଆ ଓ ଟି୨୦ରେ ନୂଆ ତଥା ପାରମ୍ପରିକ ଜର୍ସି ପରିଧାନ…