Latest Odisha News

BREAKING NEWS

Browsing Category

କ୍ରିକେଟ

ଆଇପିଏଲ ୧୩ତମ ସଂସ୍କରଣର ରେକର୍ଡ

ଦୁବାଇ: ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଶେଷ ହୋଇଯାଇଛି । ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ୫ମ ଟାଇଟଲ ହାସଲ କରିଛି । ଆସନ୍ତୁ ଜାଣିବା ଏହି ସଂସ୍କରଣର ରେକର୍ଡ ସମ୍ପର୍କରେ.. ୧.ସର୍ବାଧିକ ଚାମ୍ପିୟନ: ମୁମ୍ବାଇ ଇଣ୍ଡିଆନ୍ସ ସର୍ବାଧିକ ୫ ଥର ଏହି ଟାଇଟଲ ହାସଲ…

ଆୟାର, ପନ୍ତଙ୍କ ଲଢ଼ୁଆ ବ୍ୟାଟିିଂ, ମୁମ୍ବାଇ ସମ୍ମୁଖରେ ୧୫୭ ରନର ଲକ୍ଷ୍ୟ

ଦୁବାଇ: ଶ୍ରେୟାଶ ଆୟାର ଓ ଋଷଭ ପନ୍ତଙ୍କ ଲଢ଼ୁଆ ବ୍ୟାଟିଂ ସହାୟତାରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୧୫୭ ରନର ବିଜୟ ଲକ୍ଷ୍ୟ ମୁମ୍ବାଇ ଇଣ୍ଡିଆନ୍ସ ସମ୍ମୁଖରେ ରଖିଛି । ଦିଲ୍ଲୀ ୨୦ ଓଭରରେ ୭ ଉଇକେଟ ହରାଇ ୧୫୬ ରନ କରିଥିଲା । ଟସ୍ ଜିତି ଦିଲ୍ଲୀ ଅଧିନାୟକ…

ଆଇପିଏଲ ଫାଇନାଲ : ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ

ଦୁବାଇ: ଆଇପିଏଲର ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ ହେଉଛନ୍ତି । ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ କ୍ୟାପଟେନ୍ ଶ୍ରେୟସ ଆୟର୍ ପ୍ରଥମେ ବ୍ୟାଟିଂ ନିଷ୍ପତି ନେଇଛନ୍ତି । ଚାରିଥରର ଚାମ୍ପିୟନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବୋଲିଂ କରିବ । ମୁମ୍ବାଇ…

ଖୁସି ଖବର : ଭାରତ-ଅଷ୍ଟ୍ରେଲିଆ ମ୍ୟାଚକୁ ଷ୍ଟାଡିୟମରେ ଉପଭୋଗ କରିପାରିବେ ଦର୍ଶକ

ସିଡନୀ:କରୋନା କଳରେ ମନୋରଞ୍ଜନର ସଂଜ୍ଞା ବଦଳି ଯାଇଥିଲା । ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ଧିରେ ଧିରେ କଟକଣା ଖେଲାଯାଉଛି । କ୍ରିକେଟପ୍ରେମୀଙ୍କ ପାଇଁ ଏହି ଅବସରରେ ଖୁସି ଖବର ଆସିଛି । ଭାରତ-ଅଷ୍ଟ୍ରେଲିଆ କ୍ରିକେଟ ସିରିଜକୁ ଦର୍ଶକ ଷ୍ଟାଡିୟମରେ ବସି ଉପଭୋଗ କରିପାରିବେ । ମଙ୍ଗଳବାର…

୫ ମାସ ତଳେ ଆଇପିଏଲ ନେଇ ଭବିଷ୍ୟବାଣୀ କରିଥିଲେ, ୬ରୁ ୫ ଠିକ୍….

ଆବୁଧାବି: ଆଇପିଏଲର ଫାଇନାଲ ମ୍ୟାଚ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବ । ଏହା ପରେ ଚାମ୍ପିୟନ କିଏ ହେବ ଜଣାପଡିବ । ତେବେ ବର୍ତମାନ ସୋସିଆଲ ସାଇଟରେ ୪ ମାସ ତଳେ ଫଳାଫଳ ଭବିଷ୍ୟବାଣୀ କରିଥିବା ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ । ତାଙ୍କ ଟୁଇଟ ଏବେ…

ପ୍ରଥମ ଟେଷ୍ଟ ପରେ କୋହଲି ସ୍ୱଦେଶ ଫେରିବେ, ରୋହିତ ଅଷ୍ଟ୍ରେଲିଆ ଗସ୍ତରେ ଯିବେ

ମୁମ୍ବାଇ: ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ପରେ ସ୍ୱଦେଶ ଫେରିବେ । ଏହାର କାରଣ ହେଲା ପତ୍ନୀ ଅନୁଷ୍କା ସେ ସମୟରେ ସେମାନଙ୍କ ପ୍ରଥମ ସନ୍ତାନକୁ ଜନ୍ମ ଦେବେ । କୋହଲି ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ତାଙ୍କ ସହିତ ରହିବେ । ସେହିପରି…

ଧାୱନ ଧମାକା, ଦିଲ୍ଲୀ ୧୮୯/୩

ଆବୁଧାବି: ଚଳିତ ଆଇପିଏଲରେ ରବିବାର ଖେଳାଯାଉଥିବା ଦ୍ୱିତୀୟ ପ୍ଲେ ଅଫ ମୁକାବିଲାରେ ଶିଖର ଧାୱନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୧୯୦ ରନର ବିଜୟ ଲକ୍ଷ୍ୟ ସନରାଇଜର୍ସ ହାଇଦ୍ରାବାଦ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୨୦ ଓଭରରେ ୩ ଉଇକେଟ ହରାଇ ୧୮୯ ରନ…

ବାଂଲାଦେଶ ଟି୨୦ ଅଧିନାୟକ ମହମ୍ମୁଦାଲ୍ଲାଙ୍କ ଦ୍ୱିତୀୟ କରୋନା ରିପୋର୍ଟ ପଜିଟିଭ

ଢ଼ାକା: ବାଂଲାଦେଶ ଟି୨୦ କ୍ରିକେଟ ଦଳର ଅଧିନାୟକ ମହମ୍ମୁଦାଲ୍ଲାଙ୍କ ଦ୍ୱିତୀୟ କରୋନା ରିପୋର୍ଟ ମଧ୍ୟ ପଜିଟିଭ ଆସିଛି । ଫଳରେ ସେ ପାକିସ୍ତାନ ସୁପର ଲିଗରେ ଖେଳିପାରିବେ ନାହିଁ । ମୋଇନ ଅଲୀଙ୍କ ସ୍ଥାନରେ ମୁଲ୍ଲାତାନ ସୁଲ୍ଲତାନ ଟିମରେ ତାଙ୍କୁ ସାମିଲ କରାଯାଇଥିଲା । କୌଣସି କରୋନା ଲକ୍ଷଣ ନ…

ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ ଟିମ୍

ଆବୁଧାବି: ଆଇପିଏଲ୍-୧୩ର ଦ୍ଵିତୀୟ କ୍ୱାଲିଫାୟାରରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ସନ୍ଇଜର୍ସ ହାଇଦ୍ରାବାଦ ମୁକାବିଲା ହୋଇଛି ।  ଦିଲ୍ଲୀ ଟିମ୍ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । ଆଜିର ବିଜେତା ଦଳ ହିଁ ୪ ଥର ବିଜେତା ମୁମ୍ବାଇ ଫାଇନାଲରେ ଭେଟିବ । ହାଇଦ୍ରାବାଦ ଲଗାତାର…

ଆଇପିଏଲ: ଏଲିମିନେଟର ମ୍ୟାଚରେ ଖେଳିଥିଲେ ୮ ଅଧିନାୟକ

ଆବୁଧାବି: ଆଇପିଏଲ ୧୩ତମ ସଂସ୍କରଣରେ ଶୁକ୍ରବାର ଅନୁଷ୍ଠିତ ସନରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏଲିମିନେଟର ମ୍ୟାଚରେ ୮ଜଣ ଅଧିନାୟକ ଖେଳୁଥିଲେ । ବାଙ୍ଗାଲୋର ପକ୍ଷରୁ ୩ଜଣ ଖେଳୁଥିଲେ । ସେମାନେ ହେଲେ ଟିମ୍ ଇଣ୍ଡିଆର ତଥା ବାଙ୍ଗାଲୋରର ନିୟମିତ ଅଧିନାୟକ ବିରାଟ କୋହଲି,…