Latest Odisha News

BREAKING NEWS

Browsing Category

କ୍ରିକେଟ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ କ୍ୟୁଟ ପରିବାର

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସୋସିଆଲ ମିଡିଆରେ ତାଙ୍କ କ୍ୟୁଟ ପରିବାରର ଏକ ଫଟୋ ଛାଡିଛନ୍ତି । ଯାହା କି ଏହି ପ୍ଲାଟଫର୍ମରେ ବେଶ୍ ପସନ୍ଦ କରାଯାଉଛି । ଏହି ଫଟୋରେ ପତ୍ନୀ ନତାଶ ଷ୍ଟାନକୋଭିଚଙ୍କ ସହ ସେମାନଙ୍କର ୩ଟି ପୋଷା କୁକୁର ଅଛନ୍ତି ।…

୩୨ ବର୍ଷ ପରେ ଇଂଲଣ୍ଡ ମାଟିରେ ଟେଷ୍ଟ ସିରିଜ ଜିତିବା ଲକ୍ଷ୍ୟରେ ୱେଷ୍ଟଇଣ୍ଡିଜ କ୍ରିକେଟ ଟିମ୍‌

ଲଣ୍ଡନ:ଇଂଲଣ୍ଡ-ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଆଜିଠାରୁ ଆରମ୍ଭ ହେବ । ଇଂଲଣ୍ଡ ଅପେକ୍ଷା ଏହି ସିରିଜ ଏବେ ୱେଷ୍ଟଇଣ୍ଡିଜ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି । ପ୍ରଥମ ଟେଷ୍ଟ ୱେଷ୍ଟଇଣ୍ଡିଜ ୪ ଉଇକେଟରେ ବିଜୟ ହାସଲ କରିଛି । ଏହି ମ୍ୟାଚ ଜିତିଗଲେ ୩୨ ବର୍ଷ ପରେ ଇଂଲଣ୍ଡ…

ବାତିଲ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ସିରିଜ!

ମୁମ୍ବାଇ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ବାତିଲ ହୋଇପାରେ । ଏଥିନେଇ ଅଫିସିଆଲ କୌଣସି ଘୋଷଣା ହୋଇ ନ ଥିଲେ ମଧ୍ୟ ବିସିସିଆଇ ଏହାକୁ ବାତିଲ କରିବା ନେଇ ଯୋଜନା କରୁଛି । ସେପ୍ଟେମ୍ବରରେ ଇଂଲଣ୍ଡ ଭାରତ ଗସ୍ତରେ ୩ ଦିନିକିଆ ଓ ୩ ଟି୨୦ ମ୍ୟାଚ ଖେଳିଥାନ୍ତା । କରୋନା…

ବାଲା ଓ ବାଲା ଗୀତରେ ନାଚିଲେ ଡେଭିଡ ୱାର୍ଣ୍ଣରଙ୍କ ଝିଅ

ମୁମ୍ବାଇ: ଅଷ୍ଟ୍ରେଲିଆ କ୍ରିକେଟ ଦଳର ଓପନର ଡେଭିଡ ୱାର୍ଣ୍ଣର ସୋସିଆଲ ମିଡିଆରେ ସର୍ବଦା ଆକ୍ଟିଭ ରହିଥାନ୍ତି । ନିକଟରେ ସେ ତାଙ୍କ ଦୁଇ ଝିଅ ଇଣ୍ଡି ରେ ଓ ଇଭି ମେ’ଙ୍କ ଏକ ଡ୍ୟାନ୍ସ ଭିଡିଓ ସୋସିଆଲ ସାଇଟରେ ଛାଡିବା ପରେ ଏହା ଏବେ ଭାଇରାଲ ହୋଇଛି । ଅକ୍ଷୟ କୁମାରଙ୍କ ହାଉସଫୁଲ-୪ର ଲୋକପ୍ରିୟ…

ପୂର୍ବତନ କ୍ରିକେଟର ଚେତନ ଚୌହ୍ୱାନ କରୋନା ପଜିଟିଭ

ମୁମ୍ବାଇ:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର ଚେତନ ଚୌହ୍ୱାନ କରୋନା ପଜିଟିଭ ଥିବା ଜଣାପଡିଛି । ଆକାଶ ଚୋପ୍ରା ଓ ଆରପି ସିଂ ଟୁଇଟ କରି ଚୌହ୍ୱାନ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ । ତାଙ୍କୁ ଏହା ପରେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପିଜିଆଇ ଡାକ୍ତରଖାନାରେ ଭର୍ତି କରାଯାଇଛି । ସେ…

ଏସିଆ କପ୍ କ୍ରିକେଟ ୨୦୨୧କୁ ଘୁଂଚିଲା, ଶ୍ରୀଲଙ୍କା ଆୟୋଜକ ହେବ

ମୁମ୍ବାଇ: ଦିନକ ପୂର୍ବରୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଏସିଆ କପ ବାତିଲ ହେବ ବୋଲି ଆଗୁଆ ଘୋଷଣା କରିଥିଲେ । ଗୁରୁବାର ଏସିଆନ୍ କ୍ରିକେଟ କାଉନସିଲ ବୈଠକରେ ଏହା ବିଧିବଦ୍ଧ ଭାବେ ଘୋଷଣା କରାଯାଇଥିଲା । ୨୦୨୧ରେ ଶ୍ରୀଲଙ୍କା ଏହା ଆୟୋଜିତ ହେବ । ପୂର୍ବରୁ…

୧୧୬ ଦିନ ପରେ କ୍ରିକେଟ ମ୍ୟାଚ୍, ପଡ଼ିଲା ମାତ୍ର ୧୦୬ଟି ବଲ୍

ଇଂଲଣ୍ଡ ଓ ଓ୍ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ସହ ୧୧୬ ଦିନ ପରେ କ୍ରିକେଟ ଫେରିଛି । କରୋନା ମହାମାରୀ ଯୋଗୁ ୧୩ ମାର୍ଚ୍ଚ ପରଠୁ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଆୟୋଜନରେ ବ୍ରେକ ଲାଗିଥିଲା । ଏତେ ଦିନ ପରେ କ୍ରିକେଟ ମ୍ୟାଚ ଦେଖିବାକୁ ଉତ୍ସାହକୁ ପାଣିଚିଆ କରିଦେଲା ବର୍ଷା ।…

ଏସିଆ କପ୍ ୨୦୨୦ ବାତିଲ : ଗାଙ୍ଗୁଲି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ବୁଧବାର ଏସିଆ କପ କ୍ରିକେଟ ବାତିଲ ହୋଇଥିବା ଆଗୁଆ ଘୋଷଣା କରିଛନ୍ତି । ଏ ନେଇ ଏସିଆ କ୍ରିକେଟ କାଉନସିଲ ବୈଠକ୯ ଜୁଲାଇରେ ବସିବାର ଥିଲା । ତେବେ ଗାଙ୍ଗୁଲି ନିଷ୍ପତି ସମ୍ପର୍କରେ କିଛି ସ୍ପଷ୍ଟ କରି ନାହାନ୍ତି ।…

ଜନ୍ମଦିନରେ ଜାଣନ୍ତୁ ସୌରଭ ଗାଙ୍ଗୁଲିଙ୍କ ସମ୍ପର୍କରେ କିଛି ଜଣା- ଅଜଣା କଥା

ମୁମ୍ବାଇ: ସୌରଭ ଗାଙ୍ଗୁଲି ଓରଫ ଦାଦା । ଭାରତୀୟ କ୍ରିକେଟ ଦଳର ଅନ୍ୟତମ ସଫଳ ଅଧିନାୟକ ଭାବେ ବେଶ୍ ନାଁ ରହିଛି ଦାଦାଙ୍କର । ଜଣେ ସାଧାରଣ କ୍ରିକେଟରରୁ ଯାତ୍ରା ଆରମ୍ଭ କରିଥିବା ସୌରଭ ବର୍ତ୍ତମାନର ବିସିସିଆଇ ବସ୍‌ ସୌରଭ ଗାଙ୍ଗୁଲି। ଆଜି ସେ ୪୮ ବର୍ଷ ବୟସରେ ପାଦ ଦେଇଛନ୍ତି। ବୀରେନ୍ଦ୍ର…

ବିସିସିଆଇରୁ ସବୁଜ ସଙ୍କେତ ମିଳିବା ପରେ ୪୮ ବର୍ଷୀୟ ଟାମ୍ବେ ଖେଳିବେ ସିପିଏଲ

ମୁମ୍ବାଇ:ଲେଗ ସ୍ପିନର ପ୍ରବୀଣ ଟାମ୍ବେଙ୍କୁ ବିସିସିଆଇ ପକ୍ଷରୁ କ୍ୟାରିବିୟାନ ପ୍ରିମିୟର ଲିଗ୍ ଖେଳିବା ପାଇଁ ସବୁଜ ସଙ୍କେତ ମିଳିଛି । ୪୮ ବର୍ଷୀୟ ଟାମ୍ବେ ପ୍ରଥମ ଭାରତୀୟ ଖେଳାଳି ଭାବେ ତ୍ରିନିବାଗୋ ନାଇଟ ରାଇଡର୍ସ ପକ୍ଷରୁ ଖେଳିବେ । ମଙ୍ଗଳବାର ୬ ଫ୍ରାଂଚାଇଜ ସେମାନଙ୍କ ଖେଳାଳି ତାଲିକା…