Latest Odisha News

BREAKING NEWS

Browsing Category

କ୍ରିକେଟ

ଡକ୍ୱୱର୍ଥ ଲୁଇସ ନିୟମ ତିଆରି କରିଥିବା ଗଣିତଜ୍ଞ ଟୋନି ଲୁଇସଙ୍କ ଦେହାନ୍ତ

ନୂଆଦିଲ୍ଲୀ: କ୍ରିକେଟ ଜଗତକୁ ଡକ୍ୱୱର୍ଥ ଲୁଇସ ନିୟମ ନେଇଥିବା ଗଣିତଜ୍ଞ ଟୋନି ଲୁଇସଙ୍କ ୭୮ ବର୍ଷରେ ପରଲୋକ ହୋଇଯାଇଛି । ଫ୍ରାଙ୍କ ଡକ୍ୱୱର୍ଥ ଓ ଲୁଇସ ମିଳିତ ଭାବେ ୧୯୯୨ରେ ଏହି ଫର୍ମୁଲା ତିଆରି କରିଥିଲେ । ଆଇସିସି ୧୯୯୯ ବିଶ୍ୱକପରେ ଏହି ନିୟମକୁ ବିଧିବଦ୍ଧ ଭାବେ ଆପଣାଇଥିଲା । ଟୋନି ଏବଂ…

ଯୁବିଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ: ଗାଙ୍ଗୁଲିଙ୍କ ପରି ମୋତେ କେହି ସହଯୋଗ କରି ନାହାନ୍ତି

ନୂଆଦିଲ୍ଲୀ: ଭାରତକୁ ୨ଟି ବିଶ୍ୱକପ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା କ୍ରିକେଟର ଯୁବରାଜ ସିଂ ବୁଧବାର ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ ଦେଇଛନ୍ତି । ସେ କହିଛନ୍ତି ଅଧିନାୟକ ଭାବେ ସୌରଭ ଗାଙ୍ଗୁଲିଙ୍କ ପରି ମୋତେ କେହି ସମର୍ଥନ କିମ୍ବା ସହଯୋଗ କରି ନାହାନ୍ତି । ଏପରିକି ମହେନ୍ଦ୍ର…

ଧୋନୀ ଖେଳିବେ ଟି-୨୦ ବିଶ୍ୱକପ୍ !

ମୁମ୍ବାଇ: ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ କ୍ରୀଡ଼ା ଜଗତ ମଧ୍ୟ ପ୍ରଭାବିତ ହୋଇଛି । ଆଇପିଏଲ୍ ସହିତ ଟୋକିଓ ଅଲିମ୍ପିକ୍ସ ଆୟୋଜନ ମଧ୍ୟ ଘୁଞ୍ଚିଯାଇଛି । ଭାରତୀୟ କ୍ରିକେଟ ଜଗତର ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତ ବିଶ୍ୱକପରୁ କ୍ରିକେଟରୁ ଦୂରରେ ରହିଥିବା ବେଳେ ଏବେ କରୋନା…

କୋଭିଡ୍‌୧୯: ଧୋନୀ ଦେଲେ ଟଙ୍କା, ବିଗିଡିଲେ ସାକ୍ଷୀ !

ଝାଡଖଣ୍ଡ: କରୋନା ମହାମାରୀ ପାଇଁ ଧୋନୀ ଦାନ କରିଥିଲେ ୧ ଲକ୍ଷ ଟଙ୍କା । ହେଲେ ଏବେ ମିଡିଆ ଉପରେ ବର୍ଷିଛନ୍ତି ତାଙ୍କ ଧର୍ମପତ୍ନୀ ସାକ୍ଷୀ । ଗୁରୁବାର ଏକ ଚାରିଟେବଲ ଟ୍ରଷ୍ଟକୁ ଧୋନୀ ୧ଲକ୍ଷ ଟଙ୍କା ସହାୟତା ରାଶି ଦେଇଥିବା ଖବର ପ୍ରଚାରିତ ପରେ ବହୁ ଭାରତୀୟ ଧୋନୀଙ୍କୁ ସମାଲୋଚନା କରିବାକୁ…

କରୋନା ସହ ଲଢେଇ: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧କୋଟି ଟଙ୍କା ଦାନ କଲେ ଓସିଏ ସଭାପତି

ଭୁବନେଶ୍ୱର: ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ର ସଭାପତି ତଥା ଏମଜିଏମ ମିନେରାଲ୍ସ ଲିମିଟେଡ଼ର ଚେୟାରମ୍ୟାନ ପଙ୍କଜଲୋଚନ ମହାନ୍ତି ମରଣାନ୍ତକ କରୋନା ଭୂତାଣୁ ବିରୋଧରେ ଓଡ଼ିଶାର ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ସହଯୋଗ ରାଶି ପ୍ରଦାନ କରିଛନ୍ତି ।…

କୋଭିଡ୍‌-୧୯: ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଶିଖରଙ୍କ ସହାୟତା

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରେ ଦାନ କଲେ ଟିମ୍ ଇଣ୍ଡିଆ କ୍ରିକେଟର୍ ଶିଖର ଧାୱନ । ସୋସିଆଲ୍ ମିଡିଆରେ ଶିଖର ଘୋଷଣା କରିବା ସହ କରୋନା ମହାମାରୀର ମୁକାବିଲା କରିବା ପାଇଁ ଲୋକଙ୍କୁ ଆହ୍ୱାନ କରିଛନ୍ତି । Hi everyone remember to stay indoors & take care of…

କରୋନା ଲାଗି ସହାୟତାର ହାତ ବଢାଇଲେ ପାକିସ୍ତାନୀ ଓ ବଙ୍ଗଳାଦେଶୀ ଦଳ, ଏବେ ଭାରତୀୟଙ୍କ ପାଳି !

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଭାରତୀୟ କ୍ରିକେଟରଙ୍କୁ ତୀବ୍ର ସମାଲୋଚନାର ଶିକାର ହେବାକୁ ପଡିଛି । ଗୋଟେପଟେ ପାକିସ୍ତାନୀ ଖେଳାଳୀ ୫୦ ଲକ୍ଷ ଓ ବଙ୍ଗଳାଦେଶୀ ନିଜ ଅଧା ଦରମା (୨୫ଲକ୍ଷ) ଦାନ କରିଛନ୍ତି । ଏପରି ସ୍ଥିତିରେ ଭାରତୀୟ କ୍ରିକେଟର ଅର୍ଥଦାନ କରିନଥିବାରୁ ଲୋକେ ସୋସିଆଲ ମିଡିଆରେ…

ଆଇପିଏଲ ଆୟୋଜନ ସମ୍ଭାବନା କ୍ଷୀଣ

ମୁମ୍ବାଇ: କରୋନା ଭାଇରସ ପ୍ରଭାବ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୦ ସଂସ୍କରଣ ଆୟୋଜନ ଆଶା କ୍ଷୀଣ ହୋଇଯାଇଛି । ପୂର୍ବରୁ ଏହା ୨୯ ମାର୍ଚ୍ଚକୁ ୧୫ ଏପ୍ରିଲକୁ ଘୁଂଚାଇ ଦିଆଯାଇଛି । ବିସିସିଆଇର ପ୍ରମୁଖ ଅଧିକାରୀଙ୍କ ମତରେ ମେ ସୁଦ୍ଧା ଏଥିନେଇ ନିଷ୍ପତି ନ…

ମହିଳା ଖେଳାଳିଙ୍କୁ ଖରାପ ବ୍ୟବହାର ଦେଖାଇ ଅତୁଳ ବେଡାଡେ ନିଲମ୍ବିତ

ନୂଆଦିଲ୍ଲୀ: ବରୋଦା କ୍ରିକେଟ ଆସୋସିଏଶନର ମହିଳା ଟିମ୍ କୋଚ ଅତୁଳ ବେଡାଡୋଙ୍କୁ ମହିଳା ଖେଳାଳିଙ୍କୁ ଖରାପ ବ୍ୟବହାର ଦେଖାଇ ନିଲମ୍ବିତ ହୋଇଛନ୍ତି । ଖେଳାଳୀଜଣକଙ୍କ ତାଙ୍କ ବିରୋଧରେ ଯୌନ ଉତ୍ପୀଡନ ଓ ସର୍ବ ସମ୍ମୁଖରେ ଅପମାନିତ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଥିଲେ । ବିସିଏ ମୁଖ୍ୟ…

ଧୋନୀ ଓ ଡିଭିଲିୟର୍ସଙ୍କ ପାଇଁ ବାଧକ ସାଜିଲା କରୋନାଭାଇରସ୍ !

ମୁମ୍ବାଇ: କ୍ରିକେଟ୍ ଦୁନିଆର ଅଭିନ୍ନ ଅଙ୍ଗ ଫଟାଫଟ୍ କ୍ରିକେଟ ଫର୍ମାଟ ଆଇପିଏଲ୍ । ହେଲେ ଚଳିତବର୍ଷ କରୋନାଭାଇରସ୍ ଅନେକ କ୍ରିକେଟରଙ୍କ ସ୍ୱପ୍ନକୁ ଝାପ୍ସା କରିଦେଇଛି । କରୋନା ମହାମାରୀର ତାଣ୍ଡବକୁ ଦେଖି ଏହି ପ୍ରତିଯୋଗୀତାକୁ ଏପ୍ରିଲ୍ ୧୫ ପର୍ମ୍ୟନ୍ତ ସ୍ଥଗିତ ରଖାଯାଇଛି । ଏଥର ଆଇପିଏଲ୍…