Latest Odisha News

BREAKING NEWS

Browsing Category

କ୍ରିକେଟ

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରୁ ବାଦ ପଡିଲେ ରୋହିତ, ଅଧିନାୟକ ହେବେ ରାହୁଲ

ମୁମ୍ବାଇ: ବାଂଲାଦେଶ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରୁ ବାଦ ପଡିଛନ୍ତି ନିୟମିତ ଅଧିନାୟକ ରୋହିତ ଶର୍ମା । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ପକ୍ଷରୁ ରବିବାର ଏହି ଘୋଷଣା କରାଯାଇଛି । ତାଙ୍କ ସ୍ଥାନରେ କେଏଲ ରାହୁଲ ଅଧିନାୟକ ଦାୟିତ୍ୱ ତୁଲାଇବେ । ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆ…

ବାପା ହେଲେ କ୍ରିକେଟର ମୟଙ୍କ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କ ଘରେ ଖୁସିର ବାତାବରଣ ଖେଳିଯାଇଛି । ମୟଙ୍କଙ୍କ ପତ୍ନୀ ଆଶିତା ସୁଦ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି । ଉଭୟ ଏହି ଖୁସି ଖବର ସୋସିଆଲ ମିଡିଆରେ ଶେୟାର କରିବା ପରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ଏପରିକି ସେମାନେ ଏବେଠାରୁ ପୁଅର ନାମ…

ୱେଷ୍ଟଇଣ୍ଡିଜ ବିପକ୍ଷରେ ଅଷ୍ଟ୍ରେଲିଆର ସର୍ବବୃହତ ବିଜୟ

ମେଲବୋର୍ଣ୍ଣ: ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ୪୧୯ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ୨ ମ୍ୟାଚ ବିଶିଷ୍ଟ ସିରିଜରେ କ୍ଲିନ ସୁଇପ କରିଛି । ରନ ଦୃଷ୍ଟିକୋଣରୁ ଟେଷ୍ଟରେ ୱେଷ୍ଟଇଣ୍ଡିଜର ଏହା ସର୍ବବୃହତ ପରାଜୟ । ଏହା ପୂର୍ବରୁ ଅଷ୍ଟ୍ରେଲିଆ ୧୯୬୯ରେ ୩୮୨ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ…

ଈଶାନଙ୍କ ତୁଫାନରେ ଉଡିଗଲା ବାଂଲାଦେଶ, ତୃତୀୟ ଦିନିକିଆରେ ଶୋଚନୀୟ ପରାଜୟ

ଚଟ୍ଟଗାଁଓ: ଏଠାରେ ଅନୁଷ୍ଠିତ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଈଶାନ କିଶାନଙ୍କ ବିସ୍ଫୋରକ ଦ୍ୱିଶତକ ବଳରେ ବାଂଲାଦେଶ ବିପକ୍ଷରେ ଭାରତ ବୃହତ ବିଜୟ ହାସଲ କରିଛି । ବାଂଲାଦେଶକୁ ୨୨୭ରନରେ ହରାଇବା ସତ୍ୱେ ଭାରତ ୧-୨ରେ ସିରିଜ ପରାଜୟବରଣ କରିଛି । ପ୍ରଥମେ ବ୍ୟାଟିଂ କରି ଟିମ ଇଣ୍ଡିଆ ଈଶାନଙ୍କ…

ଶ୍ରୀଲଙ୍କା, ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ସିରିଜ ପାଇଁ କାର୍ଯ୍ୟସୂଚୀ ଘୋଷିତ

ମୁମ୍ବାଇ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଶ୍ରୀଲଙ୍କା, ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ସିରିଜର କାର୍ଯ୍ୟସୂଚୀ ଘୋଷିତ କରିଛି । ଆସନ୍ତା ବର୍ଷ ଜାନୁୟାରୀରେ ଭାରତ ଟିମ ଶ୍ରୀଲଙ୍କା ବିପକ୍ଷରେ ୩ଟି ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ମ୍ୟାଚ ଖେଳିବ । ଏହା ପରେ ନ୍ୟୁଜିଲାଣ୍ଡ…

ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ଖେଳି ନ ପାରନ୍ତି ରୋହିତ

ଢ଼ାକା: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଖେଳି ନ ପାରନ୍ତି । ଦ୍ୱିତୀୟ ଦିନିକିଆ ଅବସରରେ ରୋହିତ ଆଘାତପ୍ରାପ୍ତ ହୋଇଥିଲେ । ତେବେ ଏହା ସତ୍ୱେ ସେ ଶେଷ ଭାଗରେ ବ୍ୟାଟିଂ କରିବାକୁ ଆସି ଚମତ୍କାର ଅର୍ଦ୍ଧଶତକ ହାସଲ କରିଥିଲେ । ଅବଶ୍ୟ ଭାରତ ଏହି…

ରୋହିତଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସତ୍ୱେ ଭାରତ ହାରିଲା, ସିରିଜ ହାତେଇଲା ବାଂଲାଦେଶ

ମୀରପୁର: ଆଘାତପ୍ରାପ୍ତ ରୋହିତ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସତ୍ୱେ ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବାଂଲାଦେଶ ୫ ରନରେ ଭାରତକୁ ପରାସ୍ତ କରିଛି । ଏଥିସହ ୩ ମ୍ୟାଚ ବିଶିଷ୍ଟ ମୁକାବିଲାରେ ୨-୦ରେ ଅଗ୍ରଣୀ ରହି ବାଂଲାଦେଶ ଆଗୁଆ ସିରିଜ ଜିତି ନେଇଛି । ଦ୍ୱିତୀୟ ଥର…

ରଣଜୀ ଟ୍ରଫିରେ ନିଯୁକ୍ତ ହେବେ ମହିଳା ଅମ୍ପାୟର୍ସ

ମୁମ୍ବାଇ: ବିସିସିଆଇ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛି । ପୁରୁଷ ଘରୋଇ କ୍ରିକେଟ ରଣଜୀ ଟ୍ରଫିରେ ଏଥର ମହିଳା ଅମ୍ପାୟରଙ୍କୁ ନିଯୁକ୍ତ କରାଯିବ । ବିସିସିଆଇର ଜନୈକ ଅଧିକାରୀ ନାମ ପ୍ରକାଶ ନ କରି ଏହା କହିଛନ୍ତି । ବୃନ୍ଦା ରାଠୀ ଜନନୀ ନାରାୟଣନ ଓ ଗାୟତ୍ରୀ ବେଣୁଗୋପଳନଙ୍କୁ…

୧୯ ବର୍ଷରୁ କମ ମହିଳା ଟି୨୦ ବିଶ୍ୱକପ: ଭାରତର ନେତୃତ୍ୱ ନେବେ ଶେଫାଳୀ

ମୁମ୍ବାଇ: ୧୯ ବର୍ଷରୁ କମ ମହିଳା ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଷ୍ଟାର ବ୍ୟାଟର ଶେଫାଳୀ ବର୍ମା ଦଳର ନେତୃତ୍ୱ ନେବେ । ଚଳିତ ମାସ ୨୭ରୁ ଆରମ୍ଭ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପାଇଁ ମଧ୍ୟ ତାଙ୍କୁ ନେତୃତ୍ୱ ଭାର ପ୍ରଦାନ କରାଯାଇଛି ।…

୨୦୨୨ର ଏହି ପରାଜୟକୁ ଭୁଲି ପାରିବେନି ଭାରତୀୟ କ୍ରିକେଟପ୍ରେମୀ

୨୦୨୨ ଭାରତୀୟ କ୍ରିକେଟପ୍ରେମୀଙ୍କ ପାଇଁ ମିଶ୍ରିତ ଫଳ ଆଣିଛି । ଓଭରାଲ ଟିମ ଇଣ୍ଡିଆ ୬୭ ଆନ୍ତର୍ଜାତୀୟ ମ୍ୟାଚ ଖେଳି ୪୩ ବିଜୟ ହାସଲ କରିଛି । ପ୍ରଦର୍ଶନ ବିଚାରକୁ ନେଲେ ଏହା ଏତେଟା ଖରାପ ନୁହେଁ । ମାତ୍ର ୬ଟି ପରାଜୟକୁ ଭାରତୀୟ ପ୍ରଶଂସକ ଭୁଲି ପାରି ନାହାନ୍ତି । ଦକ୍ଷିଣ ଆଫ୍ରିକାଠାରୁ…