Latest Odisha News

BREAKING NEWS

Browsing Category

କ୍ରିକେଟ

ଶ୍ରେୟସଙ୍କ ଆକର୍ଷଣୀୟ ଶତକ; ରାହୁଲଙ୍କ ଦମଦାର୍ ବ୍ୟାଟିଂ ଜାରି

ହାମିଲଟନ: ନ୍ୟୁଜିଲାଣ୍ଡ ବିପକ୍ଷରେ ଆଜି ଭାରତ ଖେଳୁଥିବା ପ୍ରଥମ ଦିନିକିଆ ମ୍ୟାଚରେ ଶ୍ରେୟସ ଆୟାର୍ ଏକ ଆକର୍ଷଣୀୟ ଶତକ ହାସଲ କରିପାରିଛନ୍ତି । ୧୦୫ଟି ବଲରୁ ସେ ୧୦୩ ରନ କରି ବ୍ୟାଟିଂ କରୁଥିବା ବେଳେ ଦଳର ଅନ୍ୟତମ ବ୍ୟାଟ୍ସମ୍ୟାନ କେ ଏଲ୍ ରାହୁଲ ଦମଦାର ବ୍ୟାଟିଂ ପ୍ରଦର୍ଶନ କରୁଛନ୍ତି ।…

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଟିମ୍ ଇଣ୍ଡିଆର ପ୍ରଥମେ ବ୍ୟାଟିଂ

ହାମିଲଟନ: ଆଜି ହାମିଲଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ପ୍ରଥମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେଉଛି । ନ୍ୟୁଜିଲାଣ୍ଡ ଟସରେ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ ଲାଗି ଆମନ୍ତ୍ରଣ କରିଛି । 50-run partnership comes up between @imVkohli &…

୭ମ ଥର ପାଇଁ ଟାଇଟଲ ମୁକାବିଲାରେ ଭାରତ

ପୋଚେଫ୍ରୁଷ୍ଟ୍ରୁମ: ଭାରତ ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟରେ ୭ମ ଥର ପାଇଁ ଫାଇନାଲରେ ପ୍ରବେଶ କରଛି । ମଙ୍ଗଳବାର ଭାରତ ୧୦ ଉଇକେଟରେ ପାକିସ୍ତାନକୁ ସେମି ଫାଇନାଲରେ ପରାସ୍ତ କରିଥିଲା । ଫାଇନାଲରେ ଭାରତ ନ୍ୟୁଜିଲାଣ୍ଡ ଓ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ସେମି ଫାଇନାଲର ବିଜେତାଙ୍କୁ…

୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟ, ଯଶସ୍ୱୀ ଜୟସୱାଲଙ୍କ ବିସ୍ଫୋରକ ଶତକ : ଫାଇନାଲରେ ଭାରତ

ପୋଚେଫ୍ରୁଷ୍ଟ୍ରୁମ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟର ସେମିଫାଇନାଲ ମୁକାବିଲାରେ ଭାରତ ଯଶସ୍ୱୀ ଜୟସୱାଲ(୧୦୫) ଓ ଦିବ୍ୟାଂଶ ସକ୍ସେନା(୫୯)ଙ୍କ ଆକର୍ଷଣୀୟ ବ୍ୟାଟିଂ ସହାୟତାରେ ୧୦ ଉଇକେଟରେ ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି । ୧୭୩ ରନର…

ଭାରତ ସମ୍ମୁଖରେ ୧୭୩ ରନର ବିଜୟ ଲକ୍ଷ୍ୟ

ପୋଚେଫ୍ରୁଷ୍ଟ୍ରୁମ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ୧୭୩ ରନର ବିଜୟ ଲକ୍ଷ୍ୟ ଭାରତ ସମ୍ମୁଖରେ ରଖିଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୪୩ ଓଭରରେ ୧୭୨ ରନ କରି ଅଲଆଉଟ ହୋଇ ଯାଇଥିଲା । ଅଧିନାୟକ ରୋହେଲ ନଜୀର ସର୍ବାଧିକ ୬୨ ଓ…

୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟ : ଭାରତ-ପାକ୍ ହାଇ ଭୋଲଟେଜ ସେମିଫାଇନାଲ ଆଜି

ପୋଚେଫ୍ରୁଷ୍ଟ୍ରୁମ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟର ସେମିଫାଇନାଲ ମୁକାବିଲା ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି । ଏହି ହାଇ ଭୋଲଟେଜ ମୁକାବିଲାରେ ଭାରତର ପଲା ଭାରି ରହିବ ବୋଲି ଆଶା କରାଯାଉଛି । ଚଳିତ…

ଟିମ୍ ଇଣ୍ଡିଆକୁ ଝଟକା : ଦିନିକିଆ, ଟେଷ୍ଟ ସିରିଜରୁ ଓହରିଲେ ରୋହିତ

ହାମିଲଟନ : ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଉପଅଧିନାୟକ ରୋହିତ ଶର୍ମାଙ୍କ ଆଘାତ ସମସ୍ୟା ଟିମ୍ ଇଣ୍ଡିଆ ପାଇଁ ଝଟକା ସଦୃଶ ହୋଇଛି । ଟି୨୦ ସିରିଜର ଅନ୍ତିମ ମ୍ୟାଚରେ ରୋହିତ ଆଘାତପ୍ରାପ୍ତ ହୋଇଥିଲେ । ମେଡିକାଲ ଟିମ୍ ଅନୁଧ୍ୟାନ କରିବା ପରେ ରୋହିତଙ୍କୁ ବିଶ୍ରାମ ନେବା ପାଇଁ ପରାମର୍ଶ…

ଟି୨୦: ତୃତୀୟ ଥର ପାଇଁ ବିଦେଶରେ କ୍ଳିନ ସୁଇପ୍‌

ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ କ୍ରମାଗତ ୮ଟି ମ୍ୟାଚରେ ବିଜୟ ହାସଲ କରିଲା । ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ଭାରତ ବିଜୟ ହାସଲ କରିବାରେ ପ୍ରଥମ ଟିମ୍ ହେଲା । ତୃତୀୟ ଥର ପାଇଁ ଟିମ୍ ଇଣ୍ଡିଆର ବିଦେଶରେ କ୍ଲିନ ସୁଇପ । ପୂର୍ବରୁ ୱେଷ୍ଟଇଣ୍ଡିଜ ଓ ଅଷ୍ଟ୍ରେଲିଆ ବିପକ୍ଷରେ ଏହି…

ଭାରତର ସ୍ମରଣୀୟ ବିଜୟ, ସିରିଜ ୫-୦ରେ ପୋଛିନେଲା

ମାଉଂଟ ମାଉନଗାନୁଇ : ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଶୃଙ୍ଖଳିତ ପ୍ରଦର୍ଶନ କରି ଭାରତ ଏଠାରେ ଅନୁଷ୍ଠିତ ୫ମ ଟି୨୦ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୭ ରନରେ ପରାସ୍ତ କରିଛି । ଏଥିସହ ୫-୦ରେ ଭାରତ ଐତିହାସିକ ସିରିଜ ବିଜୟ ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ରୋହିତ ଶର୍ମାଙ୍କ ୬୦ (ରିଟାୟର…

ଭାରତ-ନ୍ୟୁଜିଲାଣ୍ଡ ଅନ୍ତିମ ଟି-୨୦ ଟକ୍କର; କ୍ଲନସ୍ୱିପ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ମାଉଣ୍ଟ ମାଉନଗୁଇ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ମ ଟି-୨୦ ମ୍ୟାଚ ଶୁକ୍ରବାର ଦିନ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ଅନ୍ତିମ ମ୍ୟାଚକୁ ଜିତି ନ୍ୟୁଜିଲାଣ୍ଡ ଦଳ ସିରିଜରେ ଅମାନତ ରଖିବାକୁ ପ୍ରୟାସ କରିବ । ଏହି ମ୍ୟାଚ୍ ମାଉଣ୍ଟ ମାଉନଗୁଇର ବେ ଓବଲ୍ ଷ୍ଟାଡିୟମରେ ଆଜି ଦିନ…