Latest Odisha News

BREAKING NEWS

Browsing Category

କ୍ରିକେଟ

ଭାରତ ସମ୍ମୁଖରେ ୧୭୩ ରନର ବିଜୟ ଲକ୍ଷ୍ୟ

ପୋଚେଫ୍ରୁଷ୍ଟ୍ରୁମ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ୧୭୩ ରନର ବିଜୟ ଲକ୍ଷ୍ୟ ଭାରତ ସମ୍ମୁଖରେ ରଖିଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୪୩ ଓଭରରେ ୧୭୨ ରନ କରି ଅଲଆଉଟ ହୋଇ ଯାଇଥିଲା । ଅଧିନାୟକ ରୋହେଲ ନଜୀର ସର୍ବାଧିକ ୬୨ ଓ…

୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟ : ଭାରତ-ପାକ୍ ହାଇ ଭୋଲଟେଜ ସେମିଫାଇନାଲ ଆଜି

ପୋଚେଫ୍ରୁଷ୍ଟ୍ରୁମ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟର ସେମିଫାଇନାଲ ମୁକାବିଲା ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି । ଏହି ହାଇ ଭୋଲଟେଜ ମୁକାବିଲାରେ ଭାରତର ପଲା ଭାରି ରହିବ ବୋଲି ଆଶା କରାଯାଉଛି । ଚଳିତ…

ଟିମ୍ ଇଣ୍ଡିଆକୁ ଝଟକା : ଦିନିକିଆ, ଟେଷ୍ଟ ସିରିଜରୁ ଓହରିଲେ ରୋହିତ

ହାମିଲଟନ : ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଉପଅଧିନାୟକ ରୋହିତ ଶର୍ମାଙ୍କ ଆଘାତ ସମସ୍ୟା ଟିମ୍ ଇଣ୍ଡିଆ ପାଇଁ ଝଟକା ସଦୃଶ ହୋଇଛି । ଟି୨୦ ସିରିଜର ଅନ୍ତିମ ମ୍ୟାଚରେ ରୋହିତ ଆଘାତପ୍ରାପ୍ତ ହୋଇଥିଲେ । ମେଡିକାଲ ଟିମ୍ ଅନୁଧ୍ୟାନ କରିବା ପରେ ରୋହିତଙ୍କୁ ବିଶ୍ରାମ ନେବା ପାଇଁ ପରାମର୍ଶ…

ଟି୨୦: ତୃତୀୟ ଥର ପାଇଁ ବିଦେଶରେ କ୍ଳିନ ସୁଇପ୍‌

ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ କ୍ରମାଗତ ୮ଟି ମ୍ୟାଚରେ ବିଜୟ ହାସଲ କରିଲା । ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ଭାରତ ବିଜୟ ହାସଲ କରିବାରେ ପ୍ରଥମ ଟିମ୍ ହେଲା । ତୃତୀୟ ଥର ପାଇଁ ଟିମ୍ ଇଣ୍ଡିଆର ବିଦେଶରେ କ୍ଲିନ ସୁଇପ । ପୂର୍ବରୁ ୱେଷ୍ଟଇଣ୍ଡିଜ ଓ ଅଷ୍ଟ୍ରେଲିଆ ବିପକ୍ଷରେ ଏହି…

ଭାରତର ସ୍ମରଣୀୟ ବିଜୟ, ସିରିଜ ୫-୦ରେ ପୋଛିନେଲା

ମାଉଂଟ ମାଉନଗାନୁଇ : ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଶୃଙ୍ଖଳିତ ପ୍ରଦର୍ଶନ କରି ଭାରତ ଏଠାରେ ଅନୁଷ୍ଠିତ ୫ମ ଟି୨୦ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୭ ରନରେ ପରାସ୍ତ କରିଛି । ଏଥିସହ ୫-୦ରେ ଭାରତ ଐତିହାସିକ ସିରିଜ ବିଜୟ ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ରୋହିତ ଶର୍ମାଙ୍କ ୬୦ (ରିଟାୟର…

ଭାରତ-ନ୍ୟୁଜିଲାଣ୍ଡ ଅନ୍ତିମ ଟି-୨୦ ଟକ୍କର; କ୍ଲନସ୍ୱିପ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ମାଉଣ୍ଟ ମାଉନଗୁଇ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ମ ଟି-୨୦ ମ୍ୟାଚ ଶୁକ୍ରବାର ଦିନ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ଅନ୍ତିମ ମ୍ୟାଚକୁ ଜିତି ନ୍ୟୁଜିଲାଣ୍ଡ ଦଳ ସିରିଜରେ ଅମାନତ ରଖିବାକୁ ପ୍ରୟାସ କରିବ । ଏହି ମ୍ୟାଚ୍ ମାଉଣ୍ଟ ମାଉନଗୁଇର ବେ ଓବଲ୍ ଷ୍ଟାଡିୟମରେ ଆଜି ଦିନ…

୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟ: ସେମିଫାଇନାଲରେ ଭାରତ-ପାକିସ୍ତାନ

ଡର୍ବାନ୍‌:୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟରେ ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ସେମିଫାଇନାଲ ମୁକାବିଲା ହେବ ।ଏହି ମ୍ୟାଚ ଫେବୃୟାରୀ ୪ରେ ଖେଳାଯିବ । ପାକିସ୍ତାନ କ୍ୱାର୍ଟର ଫାଇନାଲରେ ଆଫଗାନିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଥିଲା । ପାକିସ୍ତାନ ଏଥିସହ ୯ମ…

ଭାରତ-ନ୍ୟୁଜିଲାଣ୍ଡ ୪ର୍ଥ ଟି-୨୦ ମୁକାବିଲା

ୱେଲିଂଟନ୍‌: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୪ର୍ଥ ଟି-୨୦ ମ୍ୟାଚ ଶୁକ୍ରବାର ଦିନ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ୪ର୍ଥ ମ୍ୟାଚକୁ ଜିତି ନ୍ୟୁଜିଲାଣ୍ଡ ଦଳ ସିରିଜରେ ଖାତା ଖୋଲିବାକୁ ପ୍ରୟାସ କରିବ । ଏହି ମ୍ୟାଚ୍ ୱେଲିଂଟନ୍ ରିଜିଓନାଲ୍ ଷ୍ଟାଡିୟମରେ ଆଜି ଦିନ ୧୨ଟା ୨୦ମି.ରେ…

ସୁପର ଓଭରରେ ରୋହିତଙ୍କ ଦମଦାର ପ୍ରଦର୍ଶନ; ସିରିଜ ଜିତିଲା ଭାରତ

ହେମିଲଟନ୍‌: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚର ସୁପର ଓଭରରେ ଧୁଆଁଧାର ପ୍ରଦର୍ଶନ କରି ସିରିଜ ହାତେଇଛନ୍ତି ବିରାଟ ବାହିନୀ । ଆଜିର ମ୍ୟାଚ୍ ଧାର୍ଯ୍ୟ ଓଭରରେ ଟାଇ ହୋଇଯିବାରୁ ସୁପର ଓଭରର ସହାୟତା ନିଆଯାଇଥିଲା । ଯାହାକୁ ଜିତିନେଇ ସିରିଜ ହାତେଇଛି ଭାରତୀୟ…

ଭାରତ-ନ୍ୟୁଜିଲାଣ୍ଡ ନିର୍ଣ୍ଣାୟକ ଟି-୨୦ ଟକ୍କର; ସିରିଜ ହାତେଇବା ଲକ୍ଷ୍ୟରେ ବିରାଟ ବାହିନୀ

ଅକଲାଣ୍ଡ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ବୁଧବାର ଦିନ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ୩ୟ ମ୍ୟାଚ୍ ଉଭୟ ଦଳ ଲାଗି କର ବା ମର ପରିସ୍ଥିତି ସୃଷ୍ଟି କରିଛି। ଏହି ମ୍ୟାଚ୍ ହେମିଲଟନର ସେଡାନ୍ ପାର୍କ ଷ୍ଟାଡିୟମରେ ଆଜି ଦିନ ୧୨ଟା ୨୦ମି.ରେ ଅନୁଷ୍ଠିତ…