Latest Odisha News

BREAKING NEWS

Browsing Category

କ୍ରିକେଟ

ଚର୍ଚ୍ଚାରେ ଟିମ ଇଣ୍ଡିଆ ସିନିୟରଙ୍କ ଖେଳୁଆଡ ମନୋଭାବ

ମେଲବୋର୍ଣ୍ଣ: ଟି୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ ଖେଳିବା ପାଇଁ ଭାରତୀୟ ଦଳ ମେଲବୋର୍ଣ୍ଣରୁ ଆଡିଲେଡ ବିମାନ ଯୋଗେ ପଂହଚି ଅଭ୍ୟାସ ଆରମ୍ଭ କରି ଦେଇଛନ୍ତି । ତେବେ ଏହି ଯାତ୍ରା ସମୟରେ ଟିମ ଇଣ୍ଡିଆ ସିନିୟର ଖେଳାଳିଙ୍କ ଖେଳୁଆଡ ମନୋଭାବ ସବୁଠାରୁରେ ଚର୍ଚ୍ଚିତ ଓ ପ୍ରଶଂସିତ ହେଉଛି ।…

କ୍ୟାପଟେନ ଫ୍ଲପ, ଟିମ ସେମିରେ

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପର ସେମିଫାଇନାଲ ମୁକାବିଲା କାଲିଠାରୁ ଆରମ୍ଭ ହୋଇଯିବ । ନ୍ୟୁଜିଲାଣ୍ଡ-ପାକିସ୍ତାନ ଓ ଭାରତ-ଇଂଲଣ୍ଡ ମଧ୍ୟରେ ୨ଟି ଯାକ ସେମିଫାଇନାଲ ଖେଳାଯିବ । ତେବେ ସବୁଠାରୁ ମଜାର କଥା ସେମିଫାଇନାଲରେ ପ୍ରବେଶ କରିଥିବା ଏହି ୪ଟିମ ଅଧିନାୟକ ପ୍ରଦର୍ଶନ ଏ ପର୍ଯ୍ୟନ୍ତ…

କୁଚ ବିହାର ଟ୍ରଫି: ବିହାର ବିପକ୍ଷରେ ବିଜୟ ପାଇଁ ଓଡିଶାକୁ ଦରକାର ୯ ୱିକେଟ

ପାଟନା: ଚଳିତ କୁଚବିହାର ଟ୍ରଫି କ୍ରିକେଟରେ ବିହାର ବିପକ୍ଷରେ ବିଜୟ ହାସଲ ପାଇଁ ଓଡିଶାକୁ ମଙ୍ଗଳବାର ୯ଟି ୱିକେଟର ଆବଶ୍ୟକତା ରହିଛି । ୨୭୬ ରନର ଟାର୍ଗେଟକୁ ପିଛା କରି ବିହାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧ ୱିକେଟ ବିନିମୟରେ ୩୯ ରନ ସଂଗ୍ରହ କରିଛି । ସେହିପରି ବିଜୟ ପାଇଁ ବିହାରକୁ ଆଉ…

ଟି୨୦ ବିଶ୍ୱକପ କ୍ରିକେଟ: ସେମିଫାଇନାଲ ପାଇଁ ଘୋଷଣା ହେଲା ଅମ୍ପାୟରଙ୍କ ନାମ

ଆଡିଲେଡ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟ ଏବେ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ବୁଧବାର ପାକିସ୍ତାନ-ନ୍ୟୁଜିଲାଣ୍ଡ ଏବଂ ଗୁରୁବାର ଆଡିଲେଡରେ ଭାରତ ଏବଂ ଇଂଲଣ୍ଡ ମୁହାଁମୁହିଁ ହେବେ । ପୂର୍ବରୁ ଅମ୍ପାୟରଙ୍କ କେତେକ ନିଷ୍ପତିକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଆଇସିସି ଏଥିରେ…

ଭାରତ ସମେତ ୧୨ ଟିମ ୨୦୨୪ ଟି୨୦ ବିଶ୍ୱକପ ପାଇଁ ହାସଲ କଲେ ଯୋଗ୍ୟତା

ମେଲବୋର୍ଣ୍ଣ: ଅଷ୍ଟ୍ରେଲିଆର ଟି୨୦ ବିଶ୍ୱକପ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ଇତି ମଧ୍ୟରେ ୨୦୨୪ ବିଶ୍ୱକପ ପାଇଁ ଭାରତ ସମେତ ୧୨ ଟିମ ସିଧାସଳଖ ଯୋଗ୍ୟତା ହାସଲ କରିଛନ୍ତି । ୱେଷ୍ଟଇଣ୍ଡିଜ-ଆମେରିକାରେ ହେବାକୁ ଥିବା ଏହି ବିଶ୍ୱକପ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆୟୋଜକ ଭାବେ…

ଶ୍ରୀଲଙ୍କାକୁ ହରାଇ ଇଂଲଣ୍ଡ ସେମିରେ, ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ବିଦା

ମେଲବୋର୍ଣ୍ଣ: ଏଠାରେ ଅନୁଷ୍ଠିତ ରୋମାଂଚକ ମୁକାବିଲାରେ ଆଲେକ୍ସ ହେଲ୍ସ ଓ ବେନ ଷ୍ଟୋକ୍ସଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଇଂଲଣ୍ଡ ୪ ୱିକେଟରେ ଶ୍ରୀଲଙ୍କାକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି । ଅପରପକ୍ଷରେ ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ଏଥିସହ ଏହି ଦୌଡରୁ ବାଦ ପଡିଛି । ଶ୍ରୀଲଙ୍କା…

କ୍ରିକେଟ GODଙ୍କ ରେକର୍ଡ ଭାଙ୍ଗିବେ କି KING ?

ପୁରୀ: କ୍ରିକେଟ ଦୁନିଆର ଗଡ ଏବଂ କିଙ୍ଗ ମଧ୍ୟରେ ଏବେ ଚାଲିଛି ମୁକାବିଲା । ଆଜି ଭାରତୀୟ କ୍ରିକେଟର କିଙ୍ଗ ଭାବେ ପରିଚିତ ବିରାଟ କୋହଲି ୩୪ ବର୍ଷରେ ପଦାର୍ପଣ କରିଛନ୍ତି । ଦୀର୍ଘ ଦିନ ଧରି ଖରାପ ଫର୍ମରେ ରହିବା ପରେ ସେ ଏବେ ଲୟକୁ ଫେରିଛନ୍ତି । ବର୍ତମାନ ପ୍ରଶଂସକଙ୍କ ମଧ୍ୟରେ ପ୍ରଶ୍ନ ଉଙ୍କି…

ଅଷ୍ଟ୍ରେଲିଆ ନିକଟରୁ ହାରିବା ପରେ ଅଧିନାୟକ ପଦରୁ ଇସ୍ତଫା ଦେଲେ ମହମ୍ମଦ ନବୀ

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ଆଫଗାନିସ୍ତାନର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ଦଳ ଆଜି ତାର ସୁପର ୧୨ର ଅନ୍ତିମ ମୁକାବିଲାରେ ଅଷ୍ଟ୍ରେଲିଆ ନିକଟରୁ ୪ ରନରେ ହାରିଯାଇଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲା ପରେ ଆଫଗାନିସ୍ତାନର ଅଧିନାୟକ ମହମ୍ମଦ ନବୀ ତାଙ୍କ ପଦରୁ ଇସ୍ତଫା…

୬ଷ୍ଠ ଖେଳାଳି ଭାବେ ଟି୨୦ ବିଶ୍ୱକପରେ ହ୍ୟାଟ୍ରିକ ନେଲେ ଲିଟଲ

ମେଲବୋର୍ଣ୍ଣ: ଆୟର୍ଲାଣ୍ଡର ଜୋଶୁଆ ଲିଟଲ ନ୍ୟୁଜିଲାଣ୍ଡ ବିପକ୍ଷ ଶୁକ୍ରବାର ମୁକାବିଲାରେ ହ୍ୟାଟ୍ରିକ ୱିକେଟ ନେଇଛନ୍ତି । ଟି୨୦ ବିଶ୍ୱକପରେ ସେ ଷଷ୍ଠ ଖେଳାଳି ଭାବେ ଏହି ସଫଳତା ହାସଲ କରିଛନ୍ତି । ଚଳିତ ବିଶ୍ୱକପରେ ଏହା ଦ୍ୱିତୀୟ ହ୍ୟାଟ୍ରିକ । ଲିଟଲଙ୍କ ପୂର୍ବରୁ ଶ୍ରୀଲଙ୍କା ବିପକ୍ଷରେ ୟୁଏଇର…

ବିଜୟ ହଜାରେ ଟ୍ରଫି ପାଇଁ ଓଡିଶା କ୍ରିକେଟ ଦଳ ଘୋଷିତ: ଅମୀନ, ମୁସ୍ତାକ ନୂଆ ମୁହଁ

ଭୁବନେଶ୍ୱର: ଚୟନ କମିଟି ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ୧୬ ଜଣିଆ ଓଡିଶା କ୍ରିକେଟ ଦଳ ଘୋଷଣା କରିଛି । ଅଭିଷେକ ରାଉତଙ୍କୁ ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ଅମୀନ ଆଇ ଖାଁ ଓ ମୁସ୍ତାକ ବେଗ ଦୁଇ ନୂଆ ମୁହଁ ସୁଯୋଗ ପାଇଛନ୍ତି । ଓଡିଶା ଟିମ ଏହି ଟୁର୍ଣ୍ଣାମେଂଟରେ ଅଂଶଗ୍ରହଣ…