Latest Odisha News

BREAKING NEWS

Browsing Category

କ୍ରିକେଟ

ବାରବାଟୀରେ କାର୍ତିକ କମାଲ: ଦକ୍ଷିଣ ଆଫ୍ରିକା ସମ୍ମୁଖରେ ୧୪୯ ରନର ଲକ୍ଷ୍ୟ

କଟକ: ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୧୪୯ ରନର ବିଜୟ ଲକ୍ଷ୍ୟ ଦକ୍ଷିଣ ଆଫ୍ରିକା ସମ୍ମୁଖରେ ରଖିଛି । ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ଭାରତକୁ ବ୍ୟାଟିଂ କରିବା ପାଇଁ ଆମନ୍ତ୍ରଣ କରିଥିଲା । ଟିମ ଇଣ୍ଡିଆ ନିର୍ଦ୍ଧାରିତ ଓଭରରେ ୬ ୱିକେଟ ହରାଇ ୧୪୮…

ରଣଜୀ ଟ୍ରଫି କ୍ରିକେଟରେ ବିବାଦ: ଉତ୍ତାରଖଣ୍ଡ ଆସୋସିଏସନ ଖେଳାଳିଙ୍କ କଦଳୀ, ପାଣିରେ ଖର୍ଚ୍ଚ କରିଛି ୫୭ ଲକ୍ଷ !

ଡେରାଡୁନ: ରଣଜୀ ଟ୍ରଫି କ୍ରିକେଟରେ ୪୧ ଥର ଚାମ୍ପିୟନ ମୁମ୍ବାଇ ଠାରୁ ରେକର୍ଡ ୭୨୫ ରନ ବ୍ୟବଧାନରେ ହାରିଥିବା ଉତରାଖଣ୍ଡ ଟିମକୁ ନେଇ ଏକ ବିବାଦ ମୁଣ୍ଡ ଟେକିଛି । ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁସାରେ ଉତରାଖଣ୍ଡ ଆସୋସିଏଶନ କାଗଜ କଲମରେ ଟିମ ପିଛା କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା…

ବାରବାଟୀ ମ୍ୟାଚ ପାଇଁ ମାସ୍କ ଜରୁରୀ

କଟକ: ବାରବାଟୀରେ ଜୁନ ୧୨ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିିତୀୟ ଟି୨୦ ମ୍ୟାଚ ଖେଳାଯିବ । ତେବେ ଏହି ମ୍ୟାଚ ଦେଖିବାକୁ ଯାଉଥିବା ଦର୍ଶକଙ୍କ ପାଇଁ ମାସ୍କ ଜରୁରୀ କରାଯାଇଛି । କଟକ ମ୍ୟୁନିସିପାଲ କର୍ପୋରେଶନ ନୋ ମାସ୍କ ନୋ ଏଂଟ୍ରି ନିୟମ ଲାଗୁ କରିଛି । ସିଏମସି କମିଶନର ଅନନ୍ୟା ଦାସ…

ବାରବାଟୀକୁ ଆସିବେ ଦାଦା

କଟକ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି୨୦ ମ୍ୟାଚ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳିମାନେ ପହଂଚି ସାରିଛନ୍ତି । ପ୍ରଶଂସକମାନେ ଖେଳାଳିଙ୍କ ଝଲକ ଦେଖିବା ପାଇଁ ବ୍ୟଗ୍ରତା ଦେଖିବାକୁ…

ମିଲର,ଡୁସେନଙ୍କ ବିସ୍ଫୋରକ ବ୍ୟାଟିଂ: ପ୍ରଥମ ଟି୨୦ରେ ହାରିଲା ଭାରତ, ରେକର୍ଡରୁ ବି ବଂଚିତ

ନୂଆଦିଲ୍ଲୀ: ଡେଭିଡ ମିଲର ଏବଂ ରେସି ଭାନ ଡେର ଡୁସେନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସହାୟତାରେ ଦକ୍ଷିଣ ଆଫ୍ରିକା ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଭାରତକୁ ୭ ୱିକେଟରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ଈଶାନ କିଶାନଙ୍କ ୭୬ ରନ ସହାୟତାରେ ୪ ୱିକେଟ ହରାଇ ୨୧୧ ରନ…

‘ଭାରତୀୟ ଦଳର ନେତୃତ୍ୱ ନେବାର ଦକ୍ଷତା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଖରେ ରହିଛି’

ନୂଆଦିଲ୍ଲୀ: ଆଇପିଏଲ ବିଜେତା ଗୁଜରାଟ ଟାଇଟନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଖରେ ଭାରତୀୟ ଦଳର ଅଧିନାୟକ ହେବାର ଦକ୍ଷତା ରହିଛି। ତାଙ୍କ ପାଖରେ ଥିବା ସକାରାତ୍ମକ ଇଚ୍ଛାଶକ୍ତି ଏବଂ ଉଦ୍ଦୀପନା ହିଁ ପ୍ରମାଣ କରୁଛି ସେ ଭବିଷ୍ୟତରେ ଭାରତୀୟ ଦଳର ଅଧିନାୟକ ହୋଇପାରିବେ। ରାଜ୍ୟସଭା…

ଉତରାଖଣ୍ଡ ବିପକ୍ଷରେ ମୁମ୍ବାଇର ବୃହତ ବିଜୟ, ଭାଙ୍ଗିଲା ୯୨ ବର୍ଷର ରେକର୍ଡ

ମୁମ୍ବାଇ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ୪୧ ଥର ଚାମ୍ପିୟନ ମୁମ୍ବାଇ ୭୨୫ ରନରେ ଉତରାଖଣ୍ଡକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି । ଦଳ ସେମିରେ ଉତରପ୍ରଦେଶକୁ ଭେଟିବ । ରନ ଦୃଷ୍ଟି କୋଣରୁ ମୁମ୍ବାଇ ୯୨ ବର୍ଷର ରେକର୍ଡ ଭାଙ୍ଗିଛି । ପ୍ରଥମ ଶ୍ରେଣୀ କ୍ରିକେଟରେ ଏତେ ରନ ବ୍ୟବଧାନରେ…

ଖେଳାଳିଙ୍କ ଖାଇବା ମେନୁରେ ଛେନାପୋଡ, ଚାହିଁଲେ ଖାଇପାରିବେ ଓଡ଼ିଶାର ସ୍ୱତନ୍ତ୍ର କାକେରା, କାନିକା ଓ ରସଗୋଲା

ଭୁବନେଶ୍ୱର: ୧୨ ତାରିଖରେ କଟକ ବାରବାଟିରେ ଟି ଟ୍ୱେଣ୍ଟି ମ୍ୟାଚ୍। ଏଥିପାଇଁ ଖେଳାଳିଙ୍କ ପାଇଁ ଚାଲିଛି ଓଡ଼ିଶାରେ ଭବ୍ୟ ସ୍ୱାଗତ ପାଇଁ ସୁବିଧା।ଜାଣି ଆଶ୍ଚର୍ଯ୍ୟ ହେବେ ଆନ୍ତର୍ଜାତୀୟ କ୍ରିକେଟ ଖେଳାଳି ଉଭୟ ଭାରତୀୟ ଓ ଦକ୍ଷିଣ ଆଫ୍ରିକା ଟିମ ପାଇଁ ଭବ୍ୟ ସ୍ୱାଗତ ପାଇଁ ହୋଟେଲରେ‌ ହୋଇଛି…

ଆଘାତ ସମସ୍ୟା ଯୋଗୁ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜରୁ ଓହରିଲେ ରାହୁଲ, ପନ୍ତ ହେବେ ଅଧିନାୟକ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆକୁ ଶକ୍ତ ଧକ୍କା ଲାଗିଛି । ଆଘାତ ସମସ୍ୟା ଯୋଗୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ସିରିଜରୁ ଅଧିନାୟକ କେଏଲ ରାହୁଲ ଓହରି ଯାଇଛନ୍ତି । ତାଙ୍କ ସ୍ଥାନରେ ରିଷଭ ପନ୍ତ ଅଧିନାୟକ ଦାୟିତ୍ୱ ତୁଲାଇବେ । ବାମହାତୀ…

୮୮ ବର୍ଷ ପରେ ରଣଜୀରେ ଇତିହାସ ରଚିଲା ବେଙ୍ଗଲ

କୋଲକାତା: ବାଙ୍ଗାଲୋରରେ ଅଲୁର କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ରଣଜୀ ଟ୍ରଫି କ୍ରିକେଟରେ ୮୮ ବର୍ଷ ପରେ ବେଙ୍ଗଲ ଏକ ନୂତନ କୀର୍ତିମାନ ସ୍ଥାପନ କରିଛି । ଝାଡଖଣ୍ଡ ବିପକ୍ଷ କ୍ୱାର୍ଟର ଫାଇନାଲ ମୁକାବିଲାରେ ବେଙ୍ଗଲ ୭ ୱିକେଟ ବିନିମୟରେ ୭୭୩ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା । ଏଥିରେ…