Latest Odisha News
Browsing Category

କ୍ରିକେଟ

ଟି୨୦ରେ ଅର୍ଶଦୀପଙ୍କ ଅଲୋଡା ରେକର୍ଡ

ନୂଆଦିଲ୍ଲୀ: ଭାରତର ବାମହାତୀ ପେସ ବୋଲର ଅର୍ଶଦୀପ ସିଂ ଏକ ଅଲୋଡା ରେକର୍ଡର ଅଧିକାରୀ ହୋଇଛନ୍ତି । ପୁଣେରେ ଖେଳାଯାଉଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ରେ ସେ କ୍ରମାଗତ ୩ଟି ନୋ ବଲ ପକାଇଥିଲେ । ଏଥିସହ ସେ ଟି୨୦ରେ ସର୍ବାଧିକ ୧୨ଟି ନୋ ବଲ ପକାଇ ପ୍ରଥମ ସ୍ଥାନରେ ରହିଛି । ତାଙ୍କ…

ଏସିଆ କପ ୨୦୨୩: ଭାରତ-ପାକିସ୍ତାନ ଗୋଟିଏ ଗ୍ରୁପରେ

ନୂଆଦିଲ୍ଲୀ: ଏସିଆ କପ ୨୦୨୩ ପାଇଁ ଗ୍ରୁପ ଷ୍ଟେଜରେ ସୂଚୀ ଜାରୀ କରାଯାଇଛି । ଟି୨୦ ବିଶ୍ୱକପ ପରେ ପୁନର୍ବାର ଏହି ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଟିମ ପୁନର୍ବାର ସେପ୍ଟମ୍ବରରେ ସାମ୍ନାସାମ୍ନି ହେବେ । ଗତ ଏସିଆକପରେ ଭାରତ ଓ ପାକିସ୍ତାନ ପରସ୍ପର ବିରୋଧରେ ଗୋଟିଏ ଲେଖାଁଏ ମ୍ୟାଚରେ ବିଜୟ…

ଡନ ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ ସ୍ମିଥ

ମେଲବୋର୍ଣ୍ଣ: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ନିଜ ଦେଶର ମହାନ ଖେଳାଳି ସର ଡାନ ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟରେ ସ୍ମିଥ କ୍ୟାରିୟରର ୩୦ତମ ଶତକ ହାସଲ କରିଛନ୍ତି । ଏଥିସହ ସେ ବ୍ରାଡମ୍ୟାନଙ୍କ ୨୯ ଶତକ ରେକର୍ଡକୁ…

ପୁନର୍ବାର ଆଇପିଏଲକୁ ଫେରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ: ଦୀର୍ଘ ଦିନ ପରେ ସୌରଭ ଗାଙ୍ଗୁଲି ପୁନର୍ବାର କ୍ରିକେଟ ମୈଦାନକୁ ଫେରିଛନ୍ତି । ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ପୂର୍ବତନ ବିସିସିଆଇ ସଭାପତି ଏଥର ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି । ଦିଲ୍ଲୀ ଫ୍ରାଂଚାଇଜ ତାଙ୍କୁ…

ବାପା ତିଆରି କରିଥିବା ଷ୍ଟାଡିୟମରେ ଖେଳିବ ପୁଅ

ଡେରାଡୁନ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ମଙ୍ଗଳବାର ବେଙ୍ଗଲ ଓ ଉତରାଖଣ୍ଡ ମଧ୍ୟରେ ମ୍ୟାଚ ଖେଳାଯିବ । ଏହି ମ୍ୟାଚରେ ବେଙ୍ଗଲ ପକ୍ଷରୁ ଖେଳୁଥିବା ଅଭିମନ୍ୟୁ ଈଶ୍ୱରନ ପ୍ରଥମ ରଣଜୀ ମ୍ୟାଚ ଖେଳିବାକୁ ଯାଉଛନ୍ତି । ତେବେ ସବୁଠାରୁ ମଜାର କଥା ନିଜ ନାମରେ ନାମିତ ଷ୍ଟାଡିୟମରେ ସେ ତାଙ୍କ କ୍ରିକେଟ…

ପରିବର୍ତନ ହେଲା ଟିମ ଇଣ୍ଡିଆର ଜର୍ସି

ମୁମ୍ବାଇ: ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଜର୍ସିରେ ପରିବର୍ତନ ହୋଇଛି । ଲେଗସ୍ପିନର ୟୁଜଭେନ୍ଦ୍ର ଚହଲ ଏ ନେଇ ସୋସିଆଲ ମିଡିଆରେ ସୂଚନା ଦେବା ସହ ଫଟୋ ଶେୟାର କରିଛନ୍ତି । ଜାନୁୟାରୀ ୩ରୁ ଏହି ସିରିଜ ଆରମ୍ଭ ହେବ । ପ୍ରଥମ ମ୍ୟାଚ ମୁମ୍ବାଇରେ ୱାଙ୍ଖେଡ…

ଦିନିକିଆ ବିଶ୍ୱକପ ପାଇଁ ୨୦ ଖେଳାଳିଙ୍କୁ ଶର୍ଟଲିଷ୍ଟ କଲା ବିସିସିଆଇ

ମୁମ୍ବାଇ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ୨୦୨୩ ଦିନିକିଆ ବିଶ୍ୱକପ ପାଇଁ ୨୦ ଖେଳାଳିଙ୍କୁ ଶର୍ଟଲିଷ୍ଟ କରାଯାଇଛି । ଟି୨୦ ବିଶ୍ୱକପରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ପରେ ବିସିସିଆଇ ଯୋଜନାବଦ୍ଧ ଭାବେ ଖେଳ ଚୟନ କରୁଛି । ଏ ପର୍ଯ୍ୟନ୍ତ ଖେଳାଳିଙ୍କ ନାମ କିନ୍ତୁ ଘୋଷଣା କରାଯାଇ ନାହିଁ ।…

୨୦୨୨ର ଶ୍ରେଷ୍ଠ ପ୍ରଦର୍ଶନକାରୀଙ୍କ ନାମ ଘୋଷଣା କଲା ବିସିସିଆଇ

ମୁମ୍ବାଇ: ୨୦୨୨ରେ ଭାରତ ପକ୍ଷରୁ ଭଲ ପ୍ରଦର୍ଶନ କରିଥିବା କ୍ରିକେଟରଙ୍କ ନାମ ଘୋଷଣା କରିଛି ବିସିସିଆଇ । ଟୁଇଟ କରି ବିସିସିଆଇ ଏ ସମ୍ପର୍କରେ ସୂଚନା ଦେଇଛି । ଦିନିକିଆ କ୍ରିକେଟରେ ଶ୍ରେୟାଶ ଆୟାର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଓ ମହମ୍ମଦ ସିରାଜ ଶ୍ରେଷ୍ଠ ବୋଲର ବିବେଚିତ ହୋଇଛନ୍ତି । ଆୟାର ୧୭ଟି…

ଅତି କମରେ ୬ମାସ କ୍ରିକେଟଠାରୁ ଦୂରେଇ ରହିବେ ପନ୍ତ

ମୁମ୍ବାଇ: ଭାରତର ଷ୍ଟାର କ୍ରିକେଟର ରିଷଭ ପନ୍ତଙ୍କ ଶୁକ୍ରବାର ବଡ ଧରଣର ଦୁର୍ଘଟଣା ହୋଇଛି । ଏଥିରେ ପନ୍ତଙ୍କ ମୁଣ୍ଡ, କହୁଣୀ ଓ ଆଂଠୁ ମାଡ ହୋଇଯାଇଛି । ଏହା ବ୍ୟତୀତ ହାଥ ଓ ପିଠି ମଧ୍ୟ ଆଘାତପ୍ରାପ୍ତ ହୋଇଛି । ପନ୍ତଙ୍କୁ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଆନ୍ତର୍ଜାତୀୟ କ୍ରିକେଟକୁ ଫେରିବା…

ରଣଜୀ ଟ୍ରଫି: ହରିୟାଣା ବିପକ୍ଷରେ ଓଡିଶା ହାସଲ କଲା ୩ ପଂଏଟ

କଟକ: ରଣଜୀ ଟ୍ରଫି କ୍ରିକେଟରେ ହରିୟାଣା ବିପକ୍ଷରେ ଓଡିଶା ଗୁରୁତ୍ୱପୂର୍ଣ୍ଣ ୩ ପଂଏଟ ହାସଲ କରିଛି । ମ୍ୟାଚ ଡ୍ର ରହିଥିଲେ ମଧ୍ୟ ପ୍ରଥମ ଇନିଂସ ଅଗ୍ରଣୀ ଭିତିରେ ଓଡିଶା ଏହି ପଂଏଟ ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ହରିୟାଣା ୩୩୮ ରନ କରିଥିଲା । ଜବାବରେ ଓଡିଶା ୪୧୪ ରନ କରି ୭୬ ରନରେ…