Latest Odisha News

BREAKING NEWS

Browsing Category

କ୍ରିକେଟ

ମିଳିଲା ଟିମ ଇଣ୍ଡିଆକୁ ନୂତନ କୋଚ !

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ମହାନ ଖେଳାଳି ରାହୁଲ ଡ୍ରାଭିଡ ଜାତୀୟ ସିନିୟର ଦଳର ନୂତନ କୋଚ ହେବେ । ଟାଇମ୍ସ ଇଣ୍ଡିଆରେ ପ୍ରକାଶିତ ଖବର ଅନୁସାରେ ଡ୍ରାଭିଡ ଏଥିନେଇ ସହମତ ମଧ୍ୟ ହୋଇଛନ୍ତି । ଟି୨୦ ବିଶ୍ୱକପ ପରେ ସେ ଦଳ ସହିତ ଯୋଗ ଦେବେ । ୨୦୨୩ ବିଶ୍ୱକପ ପର୍ଯ୍ୟନ୍ତ ସେ ଏହି…

କୋଲକାତା ସମ୍ମୁଖରେ ୧୯୩ ରନର ଲକ୍ଷ୍ୟ

ଦୁବାଇ: ଚଳିତ ଆଇପିଏଲ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗସ ୧୯୩ ରନର ବିଜୟ ଲକ୍ଷ୍ୟ କୋଲକାତା ନାଇଟ ରାଇଡର୍ସ ସମ୍ମୁଖରେ ରଖିଛି । ଟସ୍ ଜିତି କୋଲକାତା ଅଧିନାୟକ ଇଅନ ମୋର୍ଗାନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ । ଚେନ୍ନାଇର ଫାଫ ଡୁ ପ୍ଲେସିସ ୫୯ ବଲରେ ୮୬, ମୋଇନ ଅଲି…

ଡ୍ରାଭିଡ ହେବେ ଟିମ ଇଣ୍ଡିଆର କୋଚ !

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟ ପରେ ଭାରତୀୟ କ୍ରିକେଟ ଦଳର କୋଚ ହେବାକୁ ଯାଉଛନ୍ତି ମହାନ ବ୍ୟାଟ୍ସମ୍ୟାନ ରାହୁଲ ଡ୍ରାଭିଡ । ବିସିସିଆଇର ଜନୈକ ଅଧିକାରୀ ଏ ନେଇ ସୂଚନା ଦେଇଛନ୍ତି । ପୂର୍ବରୁ ଡ୍ରାଭିଡ ଶ୍ରୀଲଙ୍କା ଗସ୍ତରେ କୋଚ ଦାୟିତ୍ୱ ସୁଚାରୁରୂପେ ତୁଲାଇଥିଲେ । ରବି ଶାସ୍ତ୍ରୀ…

ଟି୨୦ ବିଶ୍ୱକପ : ବୋଲିଂ କରିବେନି ହାର୍ଦ୍ଦିକ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ପୂର୍ବରୁ ବିସିସିଆଇର ଜନୈକ ଅଧିକାରୀ କହିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା ଟୁର୍ଣ୍ଣାମେଂଟରେ ବୋଲିଂ କରିବେ ନାହିଁ । ସେ ଜଣେ ବ୍ୟାଟ୍ସମ୍ୟାନ ଭାବେ ଦଳରେ ସାମିଲ ହେବେ । ତେବେ ଏହି ମନ୍ତବ୍ୟରୁ ଏକ ପ୍ରକାର ସ୍ପଷ୍ଟ ହୋଇଛି ଯେ, ହାର୍ଦ୍ଦିକ ସମ୍ପୂର୍ଣ୍ଣ ଫିଟ ନାହାନ୍ତି…

ସୟେଦ ମୁସ୍ତାକ ଅଲୀ ଟି୨୦: ଓଡିଶାର ନେତୃତ୍ୱ ନେବେ ରାଜେଶ

ଭୁବନେଶ୍ୱର: ଓଡିଶା କ୍ରିକେଟ ଆସୋସିଏଶନ (ଓସିଏ) ବୁଧବାର ସୟେଦ ମୁସ୍ତାକ ଅଲୀ ଟି୨୦ ଟୁର୍ଣ୍ଣାମେଂଟ ପାଇଁ ୨୧ ଜଣିଆ ଦଳ ଘୋଷଣା କରିଛି । ଏହି ଦଳର ନେତୃତ୍ୱ ନେବେ ରାଜେଶ ଧୂପର । ଅକ୍ଟୋବର ୨୭ରେ ରାଜେଶଙ୍କ ନେତୃତ୍ୱରେ ଓଡିଶା ଟିମ ଲକ୍ଷ୍ନୌ ଯିବ । ଟୁର୍ଣ୍ଣାମେଂଟ ଲକ୍ଷ୍ନୌରେ ୪ରୁ ୯ ନଭେମ୍ବର…

ଟି୨୦ ବିଶ୍ୱକପ: ଅକ୍ଷରଙ୍କ ସ୍ଥାନରେ ଦଳରେ ସାମିଲ ହେଲେ ଶାର୍ଦ୍ଦୁଳ

ମୁମ୍ବାଇ: ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ବୁଧବାର ଭାରତୀୟ ଦଳରେ ସାମାନ୍ୟ ପରିବର୍ତନ କରାଯାଇଛି । ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ସ୍ଥାନରେ ଚୂଡାନ୍ତ ଦଳରେ ଶାର୍ଦ୍ଦୁଳ ଠାକୁରଙ୍କୁ ସାମିଲ କରାଯାଇଛି । ବିସିସିଆଇ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ପୂର୍ବରୁ ଷ୍ଟାଣ୍ଡବାଇ…

ଟି୨୦ କ୍ରିକେଟ୍ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆର ନୂଆ ଜର୍ସି

ନୂଆଦିଲ୍ଲୀ: ଆଜି ବିସିସିଆଇ ଉନ୍ମୋଚନ କରିଛି ଭାରତୀୟ କ୍ରିକେଟ୍ ଦଳର ନୂଆ ଜର୍ସି । ଏହି ଜର୍ସି ପିନ୍ଧି ଭାରତୀୟ ଖେଳାଳିମାନେ ଟି୨୦ ବିଶ୍ୱକପ କ୍ରିକେଟ ପ୍ରତିଯାଗୀତାରେ ନଜର ଆସିବେ । ନୂଆ ଜର୍ସି କିଟ୍‌କୁ ବିଲିଅନ୍ ଚିଅର୍ସ ଜର୍ସି ଭାବେ ନାମିତ କରାଯାଇଛି । Presenting the Billion…

ମେଂଟର ଭୂମିକା ପାଇଁ କୌଣସି ପାରିଶ୍ରମିକ ନେବେନି ଧୋନୀ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ପାଇଁ ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତର ମେଂଟର କରାଯାଇଛି । ତାଙ୍କ ଅଭିଜ୍ଞତା ଦଳକୁ ଫାଇଦାରେ ରଖିବ ବୋଲି ଆଶା କରି ବିିସିସିଆଇ ଏହି ଦାୟିତ୍ୱ ପ୍ରଦାନ କରିଛି । ଧୋନୀ ଏ ବାବଦକୁ କୌଣସି ପାରିଶ୍ରମିକ ନେବେ ନାହିଁ ବୋଲି ବିସିସିଆଇ ସେକ୍ରେଟାରୀ ଜୟ ଶାହସ୍ପଷ୍ଟ…

ପୃଥ୍ୱୀ ଶ, ପନ୍ତଙ୍କ ଅର୍ଦ୍ଧଶତକ:ଚେନ୍ନାଇ ସମ୍ମୁଖରେ ୧୭୩ ରନର ଟାର୍ଗେଟ ରଖିଲା ଦିଲ୍ଲୀ

ଦୁବାଇ: ଚଳିତ ଆଇପିଏଲର ପ୍ରଥମ କ୍ୱାଲିଫାୟରରେ ଦିଲ୍ଲୀ କ୍ୟାପିଟାଲ୍ସ ୧୭୩ ରନର ବିଜୟ ଲକ୍ଷ୍ୟ ଚେନ୍ନାଇ ସୁପର କିଙ୍ଗସ ସମ୍ମୁଖରେ ରଖିଛି । ଏହି ମ୍ୟାଚର ବିଜେତା ସିଧାସଳଖ ଫାଇନାଲରେ ପ୍ରବେଶ କରିବ । ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ ଜିତି ବୋଲିଂ କରିବା ପାଇଁ ନିଷ୍ପତି ନେଇଥିଲେ ।…

ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଷ୍ଟାର୍ଲିଂ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସର୍ବାଧିକ ଚୌକା (୨୮୮) ମାରିବାରେ ଆୟର୍ଲାଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ପଲ ଷ୍ଟାର୍ଲିଂ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ଭାରତର ବିରାଟ କୋହଲିଙ୍କ ଏହି ରେକର୍ଡକୁ ଭଙ୍ଗ କରିଛନ୍ତି । ୟୁଏଇ ବିପକ୍ଷ ମ୍ୟାଚରେ ଷ୍ଟାର୍ଲିଂ ୪ ଚୌକା…