Latest Odisha News

BREAKING NEWS

Browsing Category

କ୍ରିକେଟ

ଲର୍ଡ୍ସରେ ଇଂଲଣ୍ଡ ଖେଳାଳି ବଲ ଟ୍ୟାମ୍ପରିଂ କରୁଥିବା ନେଇ ସନ୍ଦେହ !

ନୂଆଦିଲ୍ଲୀ: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ଖେଳାଳି ବଲ ଟ୍ୟାମ୍ପରିଂ କରୁଥିବା ସନ୍ଦେହ ଉପୁଜିଛି । ୪ର୍ଥ ଦିବସରେ ଆୟୋଜକ ଦଳର କେତେକ ଖେଳାଳି ବଲକୁ ସ୍ପାଇକରେ ଘସୁଥିବା ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ଏ ସମ୍ପର୍କୀତ ଫଟୋ ଶେୟାର ହେବା ପରେ ଏବେ…

ରାହୁଲଙ୍କ ଉପରକୁ ସାମ୍ପେନ ଠିପି ପକାଇଲେ ବିଶୃଙ୍ଖଳିତ ଦର୍ଶକ

ଲଣ୍ଡନ: ଚଳିତ ଭାରତ-ଇଂଲଣ୍ଡ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ପ୍ରଥମ ଥର ପାଇଁ ଦର୍ଶକଙ୍କ ବଡ ଧରଣର ବିଶୃଙ୍ଖଳା ସାମ୍ନାକୁ ଆସିଛି । ଭାରତୀୟ ଓପନର ଲୋକେଶ ରାହୁଲ ଥାର୍ଡ ମ୍ୟାନ ଅଂଚଳରେ ଜଗୁଥିବା ବେଳେୂ ଉପରକୁ ଦର୍ଶକମାନେ ସାମ୍ପେନର ଠିପି ଫିଙ୍ଗିଥିଲେ । ମ୍ୟାଚର ୬୯ତମ ଓଭରରେ ଏହି ଘଟଣା ଘଟିଥିଲା…

ଭାରତ ବିପକ୍ଷ ସିରିଜ ଆୟୋଜନ କରି ଶ୍ରୀଲଙ୍କା ଲାଭ ପାଇଛି ୧୦୭ କୋଟି !

କଲମ୍ବୋ: ଭାରତ ବିପକ୍ଷ କ୍ରିକେଟ ସିରିଜ ଆୟୋଜନ କରି ଶ୍ରୀଲଙ୍କା ବୋର୍ଡ ୧୪.୫ ନିୟୁତ ଡଲାର (୧୦୭ କୋଟି ଟଙ୍କା) ଲାଭ କରିଛି । କରୋନା ମହାମାରୀ ସତ୍ୱେ ଏହି ଦ୍ୱିପାକ୍ଷିକ ସିରିଜ ଆୟୋଜନ ହୋଇଥିଲା । ଉଭୟ ଦେଶ ମଧ୍ୟରେ ୩ଟି ଦିନିକିଆ ଓ ୩ଟି ଟି୨୦ କ୍ରିକେଟ ମ୍ୟାଚ ଆୟୋଜିତ ହୋଇଥିଲା । ଏସଏଲସି…

ସଚିନଙ୍କୁ ଭେଟିଲେ ରୌପ୍ୟ ବିଜୟନୀ ମୀରାବାଇ

ମୁମ୍ବାଇ: ଟୋକିଓ ଅଲିମ୍ପିକ୍ସରେ ଭାରତ ପାଇଁ ରୌପ୍ୟ ପଦକ ଜିତିଥିବା ଭାରୋତୋଳିକା ମୀରାବାଇ ଚାନୁ ଆଜି କ୍ରିକେଟର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କୁ ଭେଟିଛନ୍ତି । ସେ ଏହି ସାକ୍ଷାତର ଫଟୋ ସୋସିଆଲ ସାଇଟରେ ଶେୟାର କରିଛନ୍ତି । ଯାହାକି କ୍ରୀଡାପ୍ରେମୀଙ୍କୁ ବେଶ ପସନ୍ଦ ଆସିଛି । ସଚିନ…

ଟପ ଟେନକୁ ଫେରିଲେ ବୁମରାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପେସ ବୋଲର ଯଶପ୍ରୀତ ବୁମରାହ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଚମତ୍କାର ବୋଲିଂ କରିଥିଲେ । ଏହାର ଫାଇଦା ତାଙ୍କୁ ଆଇସିସି ଟେଷ୍ଟ ର‌୍ୟାଙ୍କିଙ୍ଗରେ ମିଳିଛି । ସେ ୧୦ଟି ସ୍ଥାନ ଉପରକୁ ଓଭରାଲ ୯ମ ସ୍ଥାନ ହାସଲ କରିଛନ୍ତି । ୨୦୧୯ ସେପ୍ଟେମ୍ବରରେ ସେ ତୃତୀୟ…

ଟି୨୦ ବିଶ୍ୱକପ ପରେ ଟିମ୍ ଇଣ୍ଡିଆର କୋଚିଂ ଟିମ ବଦଳିବ !

ନୂଆଦିଲ୍ଲୀ: ୟୁଏଇରେ ହେବାକୁ ଥିବା ଟି୨୦ ବିଶ୍ୱକପ କ୍ରିକେଟ ପରେ ଟିମ୍ ଇଣ୍ଡିଆର କୋଚିଂ ଟିମ ବଦଳିବ । ଦୀର୍ଘ ଦିନ ଧରି କୋଚ ହେବା ସତ୍ୱେ ଭାରତ କୌଣସି ଆଇସିସି ଟାଇଟଲ ଜିତି ନ ଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇ ପାରେ । ରିପୋର୍ଟ ମୁତାବକ କୋଚ ରବି ଶାସ୍ତ୍ରୀଙ୍କୁ ବିସିସିଆଇ ଏହି ସୂଚନା…

ନ୍ୟୁଜିଲାଣ୍ଡର ପୂର୍ବତନ ଅଲରାଉଣ୍ଡର କେର୍ଣ୍ଣସ ଗୁରୁତର

ମୁମ୍ବାଇ: ନ୍ୟୁଜିଲାଣ୍ଡ କ୍ରିକେଟର ମହାନ ଅଲରାଉଣ୍ଡର କ୍ରିସ କେର୍ଣ୍ଣସଙ୍କ ଅବସ୍ଥା ଗୁରୁତର ରହିଛି । ଏହି ପୂର୍ବତନ ଅଲରାଉଣ୍ଡରଜଣକ ଏବେ ଲାଇଫ ସପୋର୍ଟରେ ଅଛନ୍ତି । ଅପରେଶନ ଏବଂ ଚିକିତ୍ସା ସତ୍ୱେ ତାଙ୍କ ଅବସ୍ଥାରେ ଉନ୍ନତି ଘଟୁ ନାହିଁ । ମୁଖ୍ୟ ଧମନୀର ଭିତର ଅଂଶ ଫାଟି ଯାଇଥିବା କୁହାଯାଇଛି…

ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ, ୨୦୨୮ ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ !

ନୂଆଦିଲ୍ଲୀ: କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । ପ୍ରାୟ ଏକ ଶତାବ୍ଦୀ ଧରି ଅପେକ୍ଷା କରିବା ପରେ ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ୨୦୨୮ ଲସ ଏଞ୍ଜେଲ୍ସ ଅଲିମ୍ପିକ୍ସରେ ଏହାକୁ ସାମିଲ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି । ୧୯୦୦ରେ ଗ୍ରେଟବ୍ରିଟେନ ଗେମ୍ସରେ ଶେଷ ଥର ପାଇଁ କ୍ରିକେଟକୁ ସାମିଲ…

୫ମ ଥର ପାଇଁ ଗୋଲ୍ଡେନ ଡକରେ ଆଉଟ ହେଲେ କୋହଲି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଗୋଲ୍ଡେନ ଡକରେ ଆଉଟ ହୋଇଛନ୍ତି । ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୨୯ତମ ଡକ ଏବଂ ୫ମ ଗୋଲ୍ଡେନ ଡକ । ଗୁରୁବାର ଇଂଲଣ୍ଡର ସିନିୟର ପେସ ବୋଲର ଜେମ୍ସ ଆଣ୍ଡରସନଙ୍କ ବଲରେ କୋହଲି ଗୋଲ୍ଡେନ ଡକର…

ସୁଯୋଗ ଆଉ ବ୍ରୋଞ୍ଜ ପଦକ ହାତଛଡା କଲେ ଦୀପକ

ଟୋକିଓ: ଟୋକିଓ ଅଲିମ୍ପିକ୍ସ ଭାରତୀୟ ରେସଲର ଦୀପକ ପୁନିଆ ୮୬ କେଜି ବିଭାଗରେ ମୁକାବିଲାରେ ହାରି ଯାଇଛନ୍ତି । ବ୍ରୋଞ୍ଜ ପଦକ ଜିତିବା ସୁଯୋଗ ଥିଲେ ମଧ୍ୟ ଦୀପକ ଏହାକୁ ହାତଛଡା କରିଛନ୍ତି । ସନ ମାରିୟନର ନାଜେମ ମାୟଲେସଙ୍କ ନିକଟରୁ ଦୀପକ ୨-୪ରେ ପରାଜିତ ହୋଇଥିଲେ । ୫ ମିନିଟ ୪୦ ସେକେଣ୍ଡ…