ୟୁଇଏଫଏ ଟାଇଟଲ ଜିତିଲା ବେୟର୍ଣ୍ଣ ମ୍ୟୁନିକ୍‌

ମ୍ୟୁନିକ୍‌: ବିଶ୍ୱର ଲୋକପ୍ରିୟ ଫୁଟବଲ ଲିଗ୍ ୟୁଇଏଫଏ ଟାଇଟଲ ବେୟର୍ଣ୍ଣ ମ୍ୟୁନିକ୍ ହାତେଇ ନେଇଛି । ସୋମବାର ଫାଇନାଲରେ ମ୍ୟୁନିକ୍ ଦଳ ପ୍ୟାରିସ ସେଂଟ ଜର୍ମନକୁ ୧-୦ ଗୋଲରେ ହରାଇ ଟାଇଟଲ ହାସଲ କରିଛି । ଏକମାତ୍ର ବିଜୟସୂଚକ ଗୋଲ ଫ୍ରାନ୍ସର କିଙ୍ଗସଲେ...

ବିଜୟ ହାସଲ କରି ସମ୍ମାନର ସହ ଅଭିଯାନ ଶେଷ କରିବ ଓଡିଶା ଏଫସି: ଷ୍ଟିଭେନ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ଶନିବାର ଗୋଆରେ ଓଡିଶା ଏଫସି ଓ ଇଷ୍ଟବେଙ୍ଗଲ ମଧ୍ୟରେ ମୁକାବିଲା ହେବ । ଚଳିତ ସିଜନରେ ଓଡିଶାର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ରହିଛି । ଦଳ ଏ ପର୍ଯ୍ୟନ୍ତ ମାତ୍ର ଗୋଟିଏ ମ୍ୟାଚରେ ବିଜୟ ହାସଲ...

ମୋହନବାଗାନ ନିକଟରୁ ଓଡିଶା ଏଫସିର ଶୋଚନୀୟ ପରାଜୟ

ବାମ୍ବୋଲିମ୍‌: ଚଳିତ ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ପୁନର୍ବାର ଓଡିଶା ଏଫସିର ଆଉ ଏକ ନୈରାଶ୍ୟଜନକ ପ୍ରଦର୍ଶନ ଦେଖିବାକୁ ମିଳିଛି । ଶନିବାର ଅନୁଷ୍ଠିତ ମୁକାବିଲାରେ ମୋହନବାଗାନ ଏଟିକେ ୪-୧ ଗୋଲରେ ଓଡିଶାକୁ ପରାସ୍ତ କରିଛି । ସମ୍ପୂର୍ଣ୍ଣ ମ୍ୟାଚରେ ମୋହନବାଗାନ ପ୍ରଭାବ...

ଜୁନ ୨୫ରେ ଫିଫା ୨୦୨୩ ମହିଳା ବିଶ୍ୱକପ ଆୟୋଜକ ଦେଶ ଚୟନ କରିବ

ଜୁରିକ୍‌: ଆସନ୍ତା ମାସ ୨୫ରେ ଅନ୍ତର୍ଜାତୀୟ ଫୁଟବଲ ଫେଡେରେଶନ ୨୦୨୩ ମହିଳା ବିଶ୍ୱକପ ଆୟୋଜକ ଦେଶ ଚୟନ କରିବ । ଏଥର ବିଶ୍ୱକପ ଆୟୋଜନ କରିବା ଦୌଡରେ ବ୍ରାଜିଲ, ଜାପାନ, କଲମ୍ବିଆ, ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ଦେଶ ରହିଛନ୍ତି । ଫିଫା କାଉନସିଲର ୩୭ ସଦସ୍ୟ...

ଇଟାଲିଆନ୍ କପ ଫୁଟବଲ : ଇଂଟର ମିଲାନ ସହ ମ୍ୟାଚ ଡ୍ର ରଖି ଫାଇନାଲରେ ନାପୋଲି

ନାପଲ୍ସ: ଚଳିତ ଇଟାଲିଆନ କପ ଫୁଟବଲ ଟୁର୍ଣ୍ଣାମେଂଟର ଫାଇନାଲରେ ନାପୋଲି ଟିମ୍ ପ୍ରବେଶ କରିଛି । ବୁଧବାର ଫାଇନାଲରେ ଦଳ ଜୁଭେଟଂସକୁ ଭେଟିବ । ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ନାପୋଳି ଶକ୍ତିଶାଳୀ ଇଂଟର ମିଲାନ ବିପକ୍ଷରେ ମ୍ୟାଚ ୧-୧ରେ ଡ୍ର ରଖିବାରେ...

ଆଇଏସଏଲ: ବିଜୟ ସନ୍ଧାନରେ ଓଡିଶା ଏଫସି

ଭୁବନେଶ୍ୱର: ଚଳିତ ଆଇଏସଏଲ ଫୁଟବଲରେ ଓଡିଶା ଏଫସିର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ୬ଟି ମ୍ୟାଚ ଖେଳି ଓଡିଶା କେବଳ ଗୋଟିଏ ଡ୍ର ରଖିପାରିଥିବା ବେଳେ ବାକିତକ ମ୍ୟାଚ ହାରିଛି । ମଙ୍ଗଳବାର ସନ୍ଧ୍ୟା ୭ଟା୩୦ରେ ଓଡିଶା ଅପେକ୍ଷାକୃତ ଭଲ ପ୍ରଦର୍ଶନ କରୁଥିବା...

ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଫୁଟବଲ: ଜ୍ୟାକେଟ, ମାସକଟ୍ ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ଆୟୋଜିତ ଏକ ସଂକ୍ଷିପ୍ତ ଉତ୍ସବରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଫୁଟବଲ୍ ୨୦୨୦ କପ, ଜ୍ୟାକେଟ ଏବଂ ମାସକଟ୍ ଉନ୍ମୋଚିତ କରିଛନ୍ତି । ରାଜ୍ୟର ୯ଗୋଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ୧୦ଟି ଫୁଟବଲ ଦଳ...

ଓଡିଶା ମହିଳା ଲିଗ୍ ଫୁଟବଲ: ଓପିଜିକୁ ହରାଇଲା ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର: ଓଡିଶା ମହିଳା ଲିଗ୍ ଫୁଟବଲରେ ମଙ୍ଗଳବାର ଅନୁଷ୍ଠିତ ମୁକାବିଲାରେ ଇଷ୍ଟକୋଷ୍ଟ ରେଲୱେ ୩-୧ ଗୋଲରେ ଓପିଜି କ୍ଲବକୁ ପରାସ୍ତ କରିଛି । ବିଜୟୀ ଦଳ ପକ୍ଷରୁ ସରୋଜିନୀ ତିର୍କୀ (୨୩ତମ), ପ୍ରତିମା ମିଞ୍ଜ(୬୩ତମ) ଓ ତାରା ଖାତୁନ (୯୦+୬ ତମ) ଗୋଟିଏ...

ଓଡିଶା ମହିଳା ଲିଗ୍ ଫୁଟବଲ: ଓଡିଶା ପୋଲିସକୁ ହରାଇଲା ସାଇ-ଏସଟିସି

ଭୁବନେଶ୍ୱର: ଚଳିତ ଓଡିଶା ମହିଳା ଲିଗ୍ ଫୁଟବଲରେ ଗୁରୁବାର ମୁକାବିଲାରେ ସାଇ-ଏସଟିସି ୨-୧ ଗୋଲରେ ଓଡିଶା ପୋଲିସକୁ ପରାସ୍ତ କରିଛି । ଏହି ମ୍ୟାଚ କ୍ୟାପିଟାଲ ଗ୍ରାଉଣ୍ଡରେ ଖେଳା ଯାଇଥିଲା । ବିଜୟୀ ଦଳ ପକ୍ଷରୁ ୩୬ତମ ମିନିଟରେ ଦୀପା ନାୟକ ଓ...

ପେଲେ ଅବସାଦଗ୍ରସ୍ତ, ଚାଲିବୁଲି ପାରୁ ନାହାନ୍ତି

ରିଓ ଡି’ଜାନେରିଓ: ବ୍ରାଜିଲର ମହାନ ଫୁଟବଲ ଖେଳାଳୀ ପେଲେ ଏବେ ମାନସିକ ଅବସାଦଗ୍ରସ୍ତର ଶୀକାର ହୋଇଛନ୍ତି । ଦୀର୍ଘ ଦିନ ଧରି ଅସୁସ୍ଥତା ମଧ୍ୟରେ ରହୁଥିବାରୁ ସେ ଏବେ ଚଲାବୁଲା କରିବାକୁ ମଧ୍ୟ ସକ୍ଷମ ନୁହନ୍ତି । ନିକଟରେ ମୂତ୍ରାଶୟ ସଂକ୍ରମଣ ଯୋଗୁ...

ସାହିତ୍ୟ