Latest Odisha News
Browsing Category

ଫୂଟବଲ

୮ ମ୍ୟାଚ ପରେ ବିଜୟ ସ୍ୱାଦ ଚାଖିଲା ଓଡିଶା ଏଫସି, ୪-୨ରେ କେରଳ ବ୍ଲାଷ୍ଟର୍ସକୁ ହରାଇଲା

ଭୁବନେଶ୍ୱର: ଗୋଆର ବାମ୍ବୋଲିନ୍‌ଠାରେ ଗୁରୁବାର ଅନୁଷ୍ଠିତ ଆଇଏସଏଲର ଏକ ମ୍ୟାଚରେ ଓଡିଶା ଏଫସି ଚମତ୍କାର ପ୍ରଦର୍ଶନ କରି ୪-୨ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି । କ୍ରମାଗତ ୮ ମ୍ୟାଚ ପରେ ଓଡିଶା ବିଜୟ ସ୍ୱାଦ ଚାଖିଛି । କେରଳ ପକ୍ଷରୁ ଜୋର୍ଡାନ ମୁରେ ମ୍ୟାଚର ୭ମ ମିନିଟରେ ଗୋଲ…

ଆଇଏସଏଲ: ଓଡିଶା ଏଫସିର ନୈରାଶ୍ୟଜନକ ପ୍ରଦର୍ଶନ ଜାରି, ଇଷ୍ଟବେଙ୍ଗଲଠାରୁ ୩-୧ରେ ହାରିଲା

ଭୁବନେଶ୍ୱର:ଗୋଆର ତିଳକମୈଦାନ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଇଣ୍ଡିଆନ ସୁପର ଲିଗ ଫୁଟବଲ ଏକ ମୁକାବିଲାରେ ଓଡିଶା ଏଫସି ପୁନର୍ବାର ନୈରାଶ୍ୟଜନକ ପ୍ରଦର୍ଶନ କରିଛି । ଇଷ୍ଟବେଙ୍ଗଲ ୩-୧ ଗୋଲରେ ଓଡିଶା ବିପକ୍ଷରେ ସହଜ ବିଜୟ ହାସଲ କରିଛି । ସମ୍ପୂର୍ଣ୍ଣ ମ୍ୟାଚରେ ଇଷ୍ଟବେଙ୍ଗଲ ପ୍ରଭାବୀ…

୨୦୨୭ ଏସିଆନ୍ କପ୍ ଫୁଟବଲ ପାଇଁ ଭାରତର ବିଡ୍ ଦାଖଲ: ୧୧ ସହର ମଧ୍ୟରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ

ଭୁବନେଶ୍ୱର: ୨୦୨୭ ଏସିଆନ୍ କପ ଫୁଟବଲ ଟୁର୍ଣ୍ଣାମେଂଟ ପାଇଁ ଭାରତ ବିଡ୍ ଦାଖଲ କରିଛି । ଏସୀୟ  ଫୁଟବଲ ମହାସଂଘ ଏହା ଘୋଷଣା କରିଛି । ୧୧ ସହରର ୧୨ଟି ଷ୍ଟାଡିୟମରେ ମ୍ୟାଚଗୁଡିକର ଆୟୋଜନ ପାଇଁ ଚୟନ କରାଯାଇଛି । ଏଥିରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସ୍ଥାନ ପାଇଛି । ଟୁର୍ଣ୍ଣାମେଂଟର ଆୟୋଜନ…

ଆରପାରିରେ ଫୁଟବଲ ଅଲିମ୍ପିଆନ୍ ନିଖିଳ ନନ୍ଦୀ

ନୂଆଦିଲ୍ଲୀ: ଭାରତୀୟ ଫୁଟବଲର ମହାନ ଖେଳାଳି ନିଖିଳ ନନ୍ଦୀଙ୍କ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି । ୧୯୫୬ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳର ସେ ସଦସ୍ୟ ଥିଲେ । ଭାରତ ୪ର୍ଥ ସ୍ଥାନରେ ରହିଥିଲା । ଏହି ସମୟକୁ ଭାରତୀୟ ଫୁଟବଲର ସ୍ୱର୍ଣ୍ଣିମ ଯୁଗ ବୋଲି କୁହାଯାଏ । ଦୀର୍ଘ ଦିନ…

ମାରାଡୋନାଙ୍କ ସ୍ମୃତିରେ ୬ଫୁଟର କେକ୍ ତିଆରି କଲେ ପ୍ରଶଂସକ

ମାଡ୍ରାସ:ଆର୍ଜେଟିଂନାର ମହାନ ଫୁଟବଲ ଖେଳାଳି ଡିଏଗୋ ମାରାଡୋନା ଦୁନିଆକୁ ଅଲବିଦା କହି ଦେଇଛନ୍ତି । ମାତ୍ର ପ୍ରଶଂସକ ତାଙ୍କୁ ଭୁଲି ପାରି ନାହାନ୍ତି । ତାମିଲନାଡୁର ରାମନାଥପୁରରେ ଜଣେ ବେକରୀ ବ୍ୟବସାୟର ତାଙ୍କ ସ୍ମୃତିରେ ୬ଫୁଟ ଉଚ୍ଚତାର ଏକ କେକ୍ ପ୍ରସ୍ତୁତ କରିଛନ୍ତି । ଯାହା କି ଅବିକଳ…

ପେଲେଙ୍କ ରେକର୍ଡ ଭାଙ୍ଗିଲେ ମେସି

ନୂଆଦିଲ୍ଲୀ:ମହାନ ବ୍ରାଜିଲିଆନ ଖେଳାଳି ପେଲେଙ୍କ ଗୋଟିଏ କ୍ଲବ ପକ୍ଷରୁ କରିଥିବା ସର୍ବାଧିକ ଗୋଲ ରେକର୍ଡକୁ ବୁଧବାର ବାର୍ସିଲୋନାର ଲିଓନେଲ ମେସି ଭାଙ୍ଗି ଦେଇଛନ୍ତି । ମେସି ବାର୍ସିଲୋନା ପକ୍ଷରୁ ୭୪୯ ମ୍ୟାଚରେ ୬୪୪ ଗୋଲ ସ୍କୋର କରିଥିଲେ । ପୂର୍ବରୁ ପେଲ ବ୍ରାଜିଲର ସାଟୋଂସ କ୍ଲବ ପକ୍ଷରୁ ୬୫୬…

ଆଇଏସଏଲ: ଓଡିଶା-ନର୍ଥଇଷ୍ଟ ମ୍ୟାଚ ଡ୍ର

ଭୁବନେଶ୍ୱର: ଗୋଆର ବାମ୍ବୋଲିମ୍‌ଠାରେ ଅନୁଷ୍ଠିତ ଇଣ୍ଡିଆନ ସୁୁପର ଲିଗ ଫୁଟବର ମଙ୍ଗଳବାର ଓଡିଶା ଏଫସି ଓ ନର୍ଥଇଷ୍ଟ ୟୁନାଇଟେଡ ମ୍ୟାଚ ୨-୨ ଗୋଲରେ ସମାପ୍ତ ହୋଇଛି । ଓଡିଶା ଦଳ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ପୁନର୍ବାର ବିଜୟ ସ୍ୱାଦ ଚାଖିବାରେ ବିଫଳ ହୋଇଛନ୍ତି । ୬୭ତମ ମିନିଟ ପରଠାରୁ ଉଭୟ ଦଳ…

ସାଥୀ ଖେଳାଳିଙ୍କ ଉପରକୁ ଛେପ ପକାଇ ବାସନ୍ଦ ହେଲେ ମାର୍କସ

ବର୍ଲିନ: ପଡିଆରେ ଅଶୋଭନୀୟ ବ୍ୟବହାର ପ୍ରଦର୍ଶନ କରିବା ବୋରୁସିଆ ମୋନସେନଗ୍ଲାବାଖରର ଫୁଟବଲ ଖେଳାଳିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କରୋନା କାଳରେ ମାର୍କସ ଥୁରମ ସାଥୀ ଖେଳାଳିଙ୍କ ଉପରକୁ ଛେପ ପକାଇ ୫ଟି ମ୍ୟାଚରୁ ବାସନ୍ଦ ହେବା ସହ ୫୦ ହଜାର ଡଲାର ଜରିମାନା ଦଣ୍ଡରେ ଦଣ୍ଡିତ ହୋଇଛନ୍ତି…

ଆଇଏସଏଲ: ବିଜୟ ସନ୍ଧାନରେ ଓଡିଶା ଏଫସି

ଭୁବନେଶ୍ୱର: ଚଳିତ ଆଇଏସଏଲ ଫୁଟବଲରେ ଓଡିଶା ଏଫସିର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ୬ଟି ମ୍ୟାଚ ଖେଳି ଓଡିଶା କେବଳ ଗୋଟିଏ ଡ୍ର ରଖିପାରିଥିବା ବେଳେ ବାକିତକ ମ୍ୟାଚ ହାରିଛି । ମଙ୍ଗଳବାର ସନ୍ଧ୍ୟା ୭ଟା୩୦ରେ ଓଡିଶା ଅପେକ୍ଷାକୃତ ଭଲ ପ୍ରଦର୍ଶନ କରୁଥିବା ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବେ । ଏହି…

ରୋନାଲ୍ଡୋ ହାସଲ କଲେ ଗୋଲ୍ଡେନ ଫୁଟ ପୁରସ୍କାର

ମୋନାକୋ: ପର୍ତୁଗାଲର ଷ୍ଟାର ଫୁଟବଲ ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ସୋମବାର ସମ୍ମାନଜନକ ଗୋଲ୍ଡେନ ଫୁଟ ପୁରସ୍କାର-୨୦୨୦ର ଅଧିକାରୀ ହୋଇଛନ୍ତି । ୟୁଇଏଫଏରେ ଚମତ୍କାର ପ୍ରଦର୍ଶନ କରି ଜୁଭେଂଟସ ଦଳକୁ ରୋନାଲ୍ଡୋ ଶୀର୍ଷରେ ପହଂଚାଇଥିଲେ । ଓଭରାଲ ୧୮ତମ ଖେଳାଳି ଭାବେ ସେ ଏହି ପୁରସ୍କାର ପାଇଛନ୍ତି…