Latest Odisha News

BREAKING NEWS

Browsing Category

ଫୂଟବଲ

ମାରାଡୋନାଙ୍କ ସ୍ମୃତିରେ ୬ଫୁଟର କେକ୍ ତିଆରି କଲେ ପ୍ରଶଂସକ

ମାଡ୍ରାସ:ଆର୍ଜେଟିଂନାର ମହାନ ଫୁଟବଲ ଖେଳାଳି ଡିଏଗୋ ମାରାଡୋନା ଦୁନିଆକୁ ଅଲବିଦା କହି ଦେଇଛନ୍ତି । ମାତ୍ର ପ୍ରଶଂସକ ତାଙ୍କୁ ଭୁଲି ପାରି ନାହାନ୍ତି । ତାମିଲନାଡୁର ରାମନାଥପୁରରେ ଜଣେ ବେକରୀ ବ୍ୟବସାୟର ତାଙ୍କ ସ୍ମୃତିରେ ୬ଫୁଟ ଉଚ୍ଚତାର ଏକ କେକ୍ ପ୍ରସ୍ତୁତ କରିଛନ୍ତି । ଯାହା କି ଅବିକଳ…

ପେଲେଙ୍କ ରେକର୍ଡ ଭାଙ୍ଗିଲେ ମେସି

ନୂଆଦିଲ୍ଲୀ:ମହାନ ବ୍ରାଜିଲିଆନ ଖେଳାଳି ପେଲେଙ୍କ ଗୋଟିଏ କ୍ଲବ ପକ୍ଷରୁ କରିଥିବା ସର୍ବାଧିକ ଗୋଲ ରେକର୍ଡକୁ ବୁଧବାର ବାର୍ସିଲୋନାର ଲିଓନେଲ ମେସି ଭାଙ୍ଗି ଦେଇଛନ୍ତି । ମେସି ବାର୍ସିଲୋନା ପକ୍ଷରୁ ୭୪୯ ମ୍ୟାଚରେ ୬୪୪ ଗୋଲ ସ୍କୋର କରିଥିଲେ । ପୂର୍ବରୁ ପେଲ ବ୍ରାଜିଲର ସାଟୋଂସ କ୍ଲବ ପକ୍ଷରୁ ୬୫୬…

ଆଇଏସଏଲ: ଓଡିଶା-ନର୍ଥଇଷ୍ଟ ମ୍ୟାଚ ଡ୍ର

ଭୁବନେଶ୍ୱର: ଗୋଆର ବାମ୍ବୋଲିମ୍‌ଠାରେ ଅନୁଷ୍ଠିତ ଇଣ୍ଡିଆନ ସୁୁପର ଲିଗ ଫୁଟବର ମଙ୍ଗଳବାର ଓଡିଶା ଏଫସି ଓ ନର୍ଥଇଷ୍ଟ ୟୁନାଇଟେଡ ମ୍ୟାଚ ୨-୨ ଗୋଲରେ ସମାପ୍ତ ହୋଇଛି । ଓଡିଶା ଦଳ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ପୁନର୍ବାର ବିଜୟ ସ୍ୱାଦ ଚାଖିବାରେ ବିଫଳ ହୋଇଛନ୍ତି । ୬୭ତମ ମିନିଟ ପରଠାରୁ ଉଭୟ ଦଳ…

ସାଥୀ ଖେଳାଳିଙ୍କ ଉପରକୁ ଛେପ ପକାଇ ବାସନ୍ଦ ହେଲେ ମାର୍କସ

ବର୍ଲିନ: ପଡିଆରେ ଅଶୋଭନୀୟ ବ୍ୟବହାର ପ୍ରଦର୍ଶନ କରିବା ବୋରୁସିଆ ମୋନସେନଗ୍ଲାବାଖରର ଫୁଟବଲ ଖେଳାଳିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କରୋନା କାଳରେ ମାର୍କସ ଥୁରମ ସାଥୀ ଖେଳାଳିଙ୍କ ଉପରକୁ ଛେପ ପକାଇ ୫ଟି ମ୍ୟାଚରୁ ବାସନ୍ଦ ହେବା ସହ ୫୦ ହଜାର ଡଲାର ଜରିମାନା ଦଣ୍ଡରେ ଦଣ୍ଡିତ ହୋଇଛନ୍ତି…

ଆଇଏସଏଲ: ବିଜୟ ସନ୍ଧାନରେ ଓଡିଶା ଏଫସି

ଭୁବନେଶ୍ୱର: ଚଳିତ ଆଇଏସଏଲ ଫୁଟବଲରେ ଓଡିଶା ଏଫସିର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ୬ଟି ମ୍ୟାଚ ଖେଳି ଓଡିଶା କେବଳ ଗୋଟିଏ ଡ୍ର ରଖିପାରିଥିବା ବେଳେ ବାକିତକ ମ୍ୟାଚ ହାରିଛି । ମଙ୍ଗଳବାର ସନ୍ଧ୍ୟା ୭ଟା୩୦ରେ ଓଡିଶା ଅପେକ୍ଷାକୃତ ଭଲ ପ୍ରଦର୍ଶନ କରୁଥିବା ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବେ । ଏହି…

ରୋନାଲ୍ଡୋ ହାସଲ କଲେ ଗୋଲ୍ଡେନ ଫୁଟ ପୁରସ୍କାର

ମୋନାକୋ: ପର୍ତୁଗାଲର ଷ୍ଟାର ଫୁଟବଲ ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ସୋମବାର ସମ୍ମାନଜନକ ଗୋଲ୍ଡେନ ଫୁଟ ପୁରସ୍କାର-୨୦୨୦ର ଅଧିକାରୀ ହୋଇଛନ୍ତି । ୟୁଇଏଫଏରେ ଚମତ୍କାର ପ୍ରଦର୍ଶନ କରି ଜୁଭେଂଟସ ଦଳକୁ ରୋନାଲ୍ଡୋ ଶୀର୍ଷରେ ପହଂଚାଇଥିଲେ । ଓଭରାଲ ୧୮ତମ ଖେଳାଳି ଭାବେ ସେ ଏହି ପୁରସ୍କାର ପାଇଛନ୍ତି…

ପେଲେଙ୍କ ରେକର୍ଡ ସହ ସମକକ୍ଷ ହେଲେ ମେସି

କେପନାଉ:ଆର୍ଜେଟିଂନା ସୁପରଷ୍ଟାର ଲିଓନେଲ ମେସି ରବିବାର ଆଉ ଏକ ବଡ ଉପଲବ୍ଧି ହାସଲ କରିଛନ୍ତି । ଗୋଟିଏ କ୍ଲବ ପକ୍ଷରୁ ଖେଳି ସର୍ବାଧିକ ଗୋଲ ସ୍କୋର କରିଥିବା ବ୍ରାଜିଲର ମହାନ ଖେଳାଳି ପେଲେଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ମେସି ସ୍ପେନିଶ କ୍ଲବ ବାର୍ସିଲୋନା ପକ୍ଷରୁ ୭୪୮ ମ୍ୟାଚରେ ୬୪୩…

ମେସି, ରୋନାଲ୍ଡୋଙ୍କୁ ପଛରେ ପକାଇ ରବର୍ଟ ଲେବନାଡାସ୍କି ହେଲେ ଫିଫା ପ୍ଲେୟାର ଅଫ ଦି ଇୟର

ଜ୍ୟୁରିକ୍‌: ଫିଫା ପ୍ଲେୟାର ଅଫ ଦି ଇୟର ପୁରସ୍କାର ଦୌଡରେ ଲିଓନେଲ ମେସି ଓ କ୍ରିଷ୍ଟିଆନ ରୋନାଲ୍ଡୋଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ବେୟର୍ଣ୍ଣ ମ୍ୟୁନିକର ରବର୍ଟ ଲେବନାଡାସ୍କି । ୩୨ ବର୍ଷୀୟ ଫୁଟବଲ ଖେଳାଳି ଲେବନାଡାସ୍କି ପ୍ରଥମ ଥର ପାଇଁ ଏହି ସମ୍ମାନଜନକ ପୁରସ୍କାର ହାସଲ କରିଛନ୍ତି । ସେ…

ଆଇଏସଏଲ: ବେଙ୍ଗାଲୁର ଅପରାଜେୟ, ପୁନର୍ବାର ହାରିଲା ଓଡିଶା ଏଫସି

ଭୁବନେଶ୍ୱର: ବୋମ୍ବୋଲିମ୍‌ରେ ଅନୁଷ୍ଠିତ ଇଣ୍ଡିଆନ ସୁପର ଲିଗ ଫୁଟବଲର ଗୁରୁବାର ମୁକାବିଲାରେ ବେଙ୍ଗାଲୁର ୨-୧ ଗୋଲରେ ଓଡିଶା ଏଫସିକୁ ପରାସ୍ତ କରି ଟୁର୍ଣ୍ଣାମେଂଟରେ ଅପରାଜେୟ ରହିଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲାରେ ଅନ୍ୟ ମ୍ୟାଚ ତୁଳନାରେ ଓଡିଶା ଏଫସି ଅପେକ୍ଷାକୃତ ଭଲ ପ୍ରଦର୍ଶନ…

ଶେଷ ମିନିଟରେ ଓଡିଶା ହାତରୁ ମ୍ୟାଚ ଛଡାଇନେଲା ମୋହନବାଗାନ

ଭୁବନେଶ୍ୱର: ଗୋଆର ଫାଟୋର୍ଦ୍ଦା ଷ୍ଟାଡିୟମରେ ଗୁରୁବାର ଏଟିକେ ମୋହନବାଗାନ ଓ ଓଡିଶା ଏଫସି ମଧ୍ୟରେ ଅନୁଷ୍ଠିତ ଆଇଏସଏଲର ସଂଘର୍ଷପୂର୍ଣ୍ଣ ମ୍ୟାଚ ୧-୦ ଗୋଲରେ ଶେଷ ହୋଇଛି । ମ୍ୟାଚର ଶେଷ ମିନିଟରେ ମୋହନବାଗାନ ରୟ କ୍ରିଷ୍ଣାଙ୍କ ଗୋଲ ବଳରେ ଓଡିଶା ହାତରୁ ମ୍ୟାଚ ଛଡାଇ ନେଇଥିଲା । ଯାହା କି ଓଡିଶା…