Latest Odisha News

BREAKING NEWS

Browsing Category

ଫୂଟବଲ

ମଡର୍ଣ୍ଣ ନାଷ୍ଟ୍ରେଡମସଙ୍କ ଭବିଷ୍ୟବାଣୀ…ଏହି ଟିମ ଜିତିବ ଫିଫା ବିଶ୍ୱକପ

ଦୋହା: କାତାରରେ ଚାଲିଥିବା ଫିଫା ବିଶ୍ୱକପ ଧିରେ ଧିରେ ତାର ରୋମାଂଚ ଭରିବା ଆରମ୍ଭ କରିଦେଇଛି । ଏପରିକି ଗ୍ରୁପ ପର୍ଯ୍ୟାୟରେ ସାଉଦି ଆରବ ୨-୧ ଗୋଲରେ ଆର୍ଜେଂଟିନା ହରାଇ ଦେଇ ବିପର୍ଯ୍ୟୟ ସୃଷ୍ଟି କରିଛି । ତେବେ ଇତି ମଧ୍ୟରେ ମଡର୍ଣ୍ଣ ନାଷ୍ଟ୍ରେଡମସ ଭାବେ ପରିଚିତ ଏଥୋସ ସେଲୋମ ୨୦୨୨ ଫିଫା…

ଫିଫା ବିଶ୍ୱକପ : ଅଷ୍ଟ୍ରେଲିଆ ବିପକ୍ଷରେ ଫ୍ରାନ୍ସର ବୃହତ ବିଜୟ

ଦୋହା: ପୂର୍ବତନ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ଚଳିତ ଫିଫା ବିଶ୍ୱକପରେ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛି । ଗ୍ରୁପ ଡିର ଏକ ମୁକାବିଲାରେ ଫ୍ରାନ୍ସ ୪-୧ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି । ଓଲିଭର ଗିରୋଡ ଦଳର ୨ଟି ଗୋଲ ସ୍କୋର କରି ଦଳର ବିଜୟରେ ଷ୍ଟାର ସାଜିଥିଲେ । ମ୍ୟାଚ…

ବିଶ୍ୱକପ ଫୁଟବଲରେ ବିପର୍ଯ୍ୟୟ: ଆର୍ଜେଂଟିନାକୁ ହରାଇଲା ସାଉଦି ଆରବ

ଦୋହା: ବିଶ୍ୱକପ ଫୁଟବଲରେ ଆଜି ବଡ ବିପର୍ଯ୍ୟୟ ଘଟିଛି । ଟାଇଟଲ ଦୌଡରେ ଫେଭରାଇଟ ବିବେଚନା କରାଯାଉଥିବା ଆର୍ଜେଂଟିନା ୧-୨ ଗୋଲରେ ସାଉଦି ଆରବଠାରୁ ହାରିଯାଇଛି । ଲିଓନେଲ ମେସ ପ୍ରଥମାର୍ଦ୍ଧରେ ଚମତ୍କାର ଗୋଲ କରିବା ପରେ ଏହି ମ୍ୟାଚକୁ ସହଜରେ ଜିତିନେବ ବୋଲି ଆଶା କରାଯାଉଥିଲା । ମାତ୍ର ଏହା…

ଇରାନକୁ ୬-୨ରେ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ଇଂଲଣ୍ଡ

ଦୋହା: ଫିଫା ବିଶ୍ୱକପରେ ସୋମବାର ଇଂଲଣ୍ଡ ୬-୨ ଗୋଲରେ ଇରାନକୁ ପରାସ୍ତ କରି ସମ୍ପୂର୍ଣ୍ଣ ଷ୍ଟାଇଲରେ ବିଜୟ ଅଭିଯାନ ଆରମ୍ଭ କରିଛି । ୫ଜଣ ଖେଳାଳି ଇଂଲଣ୍ଡ ପକ୍ଷରୁ ଗୋଲ ସ୍କୋର କରିଥିଲେ । ବୁକାୟା ସାକା ସର୍ବାଧିକ ୨ଟି ଗୋଲ ଦେଇଥିଲେ । ରହୀମ ଷ୍ଟର୍ଲିଂ, ଜ୍ୟୁଡ ବେଲିଂହାମ, ଜ୍ୟାକ ଗ୍ରିଲିଶ ଓ…

କ୍ଲବ ଫୁଟବଲ ଫିକ୍ସିଂର ସିବିଆଇ ତଦନ୍ତ ଆରମ୍ଭ, ଓଡିଶା ସରକାର ଫଣ୍ଡିଂ ନେଇ ସନ୍ଦେହ !

ନୂଆଦିଲ୍ଲୀ: ଭାରତରେ ଖେଳାଯାଉଥିବା କ୍ଲବ ଫୁଟବଲରେ ଫିକ୍ସିଂ ହେଉଥିବା ଅଭିଯୋଗ ଆସିଥିଲା । ଏବେ ଏହି ଘଟଣାର ତଦନ୍ତ ଭାର ସିବିଆଇ ହାତକୁ ଯାଇଛି । ପ୍ରାରମ୍ଭିକ ପର୍ଯ୍ୟାୟରେ ଏଆଇଏଫଏଫ ଅଧିକାରୀଙ୍କୁ ଏ ନେଇ ପଚରା ଉଚରା ଆରମ୍ଭ କରିଛି ସିବିଆଇ । ଆନ୍ତର୍ଜାତୀୟ ଫିକ୍ସର ଏଥିରେ ଜଡିତ ଥିବା…

ବର୍ଣ୍ଣାଢ୍ୟ ପରିବେଶରେ ଆରମ୍ଭ ହେଲା ଫିଫା ବିଶ୍ୱକପ

ଦୋହା: ଫିଫା ବିଶ୍ୱକପର ୨୨ତମ ସଂସ୍କରଣ ଆଜି କାତାରରେ ଆରମ୍ଭ ହୋଇଯାଇଛି । ଉଦଘାଟନୀ ଉତ୍ସବ କତାରର ଅବଲ ବାୟଦ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା । ବର୍ଣ୍ଣାଢ଼୍ୟ ପରିବେଶଷର ଉଦଘାଟନୀ ଉତ୍ସବ ଆୟୋଜିତ ହୋଇଥିଲା । ଭାରତର ମଡେଲ ତଥା ଅଭିନେତ୍ରୀ ନୋରା ଫତେହି ଆକର୍ଷଣୀୟ କାର୍ଯ୍ୟକ୍ରମ ପରିବେଷଣ…

ଗୋଲ୍ଡେନ ବୁଟ ପିନ୍ଧି ଶେଷ ବିଶ୍ୱକପ ଖେଳିବେ ମେସି

ଦୋହା: ଆର୍ଜେଂଟିନା ଅଧିନାୟକ ଲିଓନେଲ ମେସି ତାଙ୍କ ଶେଷ ବିଶ୍ୱକପରେ ଗୋଲ୍ଡେନ ବୁଟ ପିନ୍ଧି ମ୍ୟାଚ ଖେଳିବେ ପାଇଁ ନିଷ୍ପତି ନେଇଛନ୍ତି । ଶେଷ ବିଶ୍ୱକପରେ ଟ୍ରଫି ଜିତିବା ତାଙ୍କର ସ୍ୱପ୍ନ ବୋଲି ସେ ସ୍ପଷ୍ଟ କରି ସାରିଛନ୍ତି । ମେସିଙ୍କ ଟିମ ଆର୍ଜେଂଟିନା କ୍ରମାଗତ ୩୬ ମ୍ୟାଚ ହାରି ନାହିଁ ।…

ବିଶ୍ୱକପ ଫୁଟବଲ: ପୋଲାଣ୍ଡ ଖେଳାଳିଙ୍କୁ ନେଇ ଯାଉଥିବା ବିମାନକୁ ଏସ୍କର୍ଟ କରି ନେଲେ ଏଫ୧୬ ଯୁଦ୍ଧ ବିମାନ

ଦୋହା: ଫିଫା ବିଶ୍ୱକପ ପାଇଁ ପ୍ରାୟ ସମସ୍ତ ଟିମ କତାରରେ ପଂହଚି ସାରିଲେଣି । ତେବେ ପୋଲାଣ୍ଡ ଟିମକୁ ନେଇ ଆସୁଥିବା ବିମାନର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଖେଳାଳିମାନଙ୍କୁ ନେଇ ଆସୁଥିବା ବିମାନ କାତାର ଉପରେ ଦେଇ ଗଲା ବେଳେ ସେମାନଙ୍କୁ ଏଫ୧୬ ଯୁଦ୍ଧ ବିମାନ ଏକ୍ସର୍ଟ କରି ନେଇଥିଲେ ।…

ଫିଫା ବିଶ୍ୱକପ: ଏଥର ହ୍ରାସ ହେବ କି ୟୁରୋପର ଆଧିପତ୍ୟ

ଦୋହା: କାତାରରେ ଆଉ ୪ ଦିନ ପରେ ଆରମ୍ଭ ହୋଇଯିବ ଫିଫା ବିଶ୍ୱକପ । ଏଥର ୟୁରୋପର ୨୦ ବର୍ଷର ଆଧିପତ୍ୟ ଦକ୍ଷିଣ ଆମେରିକୀୟ ଦେଶ ହ୍ରାସ କରିବେ କି ? ମୂଖ୍ୟତଃ ଲିଓନେଲ ମେସି ଓ ନେମାର ନିଜ ନିଜ ଦେଶକୁ ଚାମ୍ପିୟନ କରାଇ ପାରିବେ ତ? ସବୁ ବିଶ୍ୱକପରେ ଆର୍ଜେଂଟିନା ଓ ବ୍ରାଜିଲ ବିଶ୍ୱକପ ଦାବୀଦାର…

ଆଉ ହାତ ଗଣତି ଦିନ ପରେ ଆରମ୍ଭ ହେବ ଫୁଟବଲ ମହାକୁମ୍ଭ

ନୂଆଦିଲ୍ଲୀ: କାତରରେ ନଭେମ୍ବର ୨୦ରୁ ଆରମ୍ଭ ହୋଇଯିବ ଫୁଟବଲ ମହାକୁମ୍ଭ । ଏହାର ଫାଇନାଲ ମ୍ୟାଚ ଡିସେମ୍ବର ୧୮ରେ ଖେଳାଯିବ । ଉଦଘାଟନୀ ଦିବସରେ ଆୟୋଜକ କତାର ଓ ଇକ୍ୟୁଡର ମଧ୍ୟରେ ମୁକାବିଲା ହେବ । ଗ୍ରୁପ ଷ୍ଟେଜ ମୁକାବିଲା ଡିସେମ୍ବର ୨ ପର୍ଯ୍ୟନ୍ତ ଆୟୋଜିତ ହେବ । ଏହା ପରେ ରାଉଣ୍ଡ ଅଫ ୧୬…