Latest Odisha News
Browsing Category

Hockey Men’s World Cup

ପୂରଣ ହେବ କି ଭାରତର ୪୮ ବର୍ଷର ସ୍ୱପ୍ନ ?

ଭୁବନେଶ୍ୱର: ଆଉ ମାତ୍ର ୩ ଦିନ । ଆରମ୍ଭ ହେବ ହକି ବିଶ୍ୱକପ୍ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ସମସ୍ତ ମ୍ୟାଚ । ୨୦୧୮ ହକି ବିଶ୍ୱକପ୍ ପରେ ଓଡ଼ିଶାରେ ଲଗାତାର ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍ ଖେଳ ହେବାକୁ ଯାଉଛି । ବିଶ୍ୱର…

ହକି ବିଶ୍ୱକପ…ପାଦ ଥାପି ଥାପି ଆସୁଛି: ଭାରତୀୟ ହକି ପ୍ରେମୀଙ୍କ ୪୮ ବର୍ଷର ଅପେକ୍ଷାର ଅନ୍ତ ଘଟିବ

ଭୁବନେଶ୍ୱର: ହକି ବିଶ୍ୱକପର ୧୫ତମ ସଂସ୍କରଣ ୧୩ରୁ ୨୯ ଜାନୁୟାରୀ ପର୍ଯ୍ୟନ୍ତ ଏହା ଓଡିଶାରେ ଖେଳାଯିବ । ଭୁବନେଶ୍ୱର ଓ ରାଉରକେଲାରେ ଏଥିନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଛି । ଭୁବନେଶ୍ୱର ଦ୍ୱିତୀୟ ଥର ପାଇଁ ଏହି ସୌଭାଗ୍ୟ ଅର୍ଜନ କରିଛି । ୨୦୧୮ରେ ସଫଳତାର ସହ ଏହାକୁ ଆୟୋଜନ କରାଯାଇଥିଲା ।…

ଭାରତର ସବୁଠାରୁ ବଡ ହକି ଷ୍ଟାଡିୟମକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଜାନୁଆରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ ପୁରୁଷ ହକି ବିଶ୍ୱକପ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଏବଂ ବିର୍ସା ମୁଣ୍ଡା ଷ୍ଟାଡିୟମରେ ସମସ୍ତ ମ୍ୟାଚ ଖେଳାଯିବ । ଏହାକୁ ଦୃଷ୍ଟିରେ ରଖି ମାତ୍ର ୧୫ ମାସ ମଧ୍ୟରେ ନିର୍ମିତ ହୋଇଛି ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମ । ଭାରତର…

ହକି ବିଶ୍ୱ କପ୍ ପାଇଁ ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସମୀର

ଭୁବନେଶ୍ୱର : ଓଡ଼ିଶାରେ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ହକି ବିଶ୍ୱ କପ୍ । ଏଥିପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପଠାଯାଉଛି । ମନ୍ତ୍ରୀ ସମୀର ରଞ୍ଜନ ଦାଶ ମିଜୋରାମ ମୁଖ୍ୟମନ୍ତ୍ରୀ ପୁ. ଜୋରାମଥାଙ୍ଗାଙ୍କୁ ଆଜି ସକାଳେ…

ଭୁବନେଶ୍ୱରରେ ପହଞ୍ଚିଲା ନେଦରଲ୍ୟାଣ୍ଡସ୍ ହକି ଟିମ୍

ଭୁବନେଶ୍ୱର : ୧୩ ତାରିଖରେ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱ କପ୍ । ପ୍ରଥମ ବିଦେଶୀ ପ୍ରତିଯୋଗୀ ଦଳ ଭାବେ ଓଡ଼ିଶାରେ ପହଞ୍ଚିଲା ଟିମ୍ । ଭୁବନେଶ୍ୱରରେ ପହଞ୍ଚିଛି ନେଦରଲାଣ୍ଡସ୍ ଟିମ୍ । ବିମାନବନ୍ଦରରେ ଦଳକୁ ଭବ୍ୟ ସ୍ୱାଗତ କରାଯାଇଛି । ୧୦ ତାରିଖରେ ରାଉରକେଲା ଅଭିମୁଖେ ଯିବ ଏହି ଦଳ ଓ ୧୪…

ହକି ବିଶ୍ୱକପ: ବିଭିନ୍ନ ହୋଟେଲରେ ରାତି ଅଧରେ ଚଢାଉ

ଭୁବନେଶ୍ୱର: ପୁରୁଷ ହକି ବିଶ୍ୱକପ ପୂର୍ବରୁ ରାଜଧାନୀକୁ ଅପରାଧୀଙ୍କ କବଳରୁ ସୁରକ୍ଷିତ ରଖିବାକୁ କମିଶନରେଟ ପୋଲିସ ପ୍ରୟାସ କରୁଛି। ତେଣୁ ରାଜଧାନୀରେ ଥିବା ବିଭିନ୍ନ ହୋଟେଲ ଏବଂ ଲଜରେ ଅତର୍କିତ ଚଢାଉ କରିଛି ପୋଲିସ। ଚଢାଉ ବେଳେ ପୋଲିସ ବିଭିନ୍ନ କାଗଜପତ୍ର ସହିତ କିଏ କିଏ ହୋଟେଲକୁ…

ନୂଆପଡ଼ାରେ ହକି ବିଶ୍ୱକପ୍ ଟ୍ରଫିକୁ ଭବ୍ୟ ସ୍ୱାଗତ, ରୋଡ ଶୋ ସହ ସାଂସ୍କୃତିକ କାର୍ଯ୍ୟକ୍ରମ

ନୂଆପଡ଼ା: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ ପୁରୁଷ ବିଶ୍ୱକପ୍ ହକି । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ସମସ୍ତ ମ୍ୟାଚ୍ ଖେଳାଯିବ । ହକି ବିଶ୍ୱକପ୍ ପୂର୍ବରୁ ଟ୍ରଫି ରାଜ୍ୟର ବିଭିନ୍ନ ଜିଲ୍ଲା ପରିକ୍ରମା କରୁଛି । ଆଜି…

ଭୁବନେଶ୍ୱରରେ ହକି ଟିମ୍ , ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ରାଜଧାନୀରେ ହକି ଫଭର । ହକି ବିଶ୍ୱକପ-୨୦୨୩ ପାଇଁ ଚମକୁଛି ରାଜଧାନୀ ।  ପ୍ରସ୍ତୁତି ବି ଜୋରଦାର ଚାଲିଛି । ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଜାତୀୟ ପୁରୁଷ ହକି ଟିମ ।  ଖେଳାଳିମାନେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ…

ହକି ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷିତ: ହରମନପ୍ରୀତ ଅଧିନାୟକ, ଅମିତ ଉପଅଧିନାୟକ

ଭୁବନେଶ୍ୱର: ଭୁବନେଶ୍ୱର ଓ ରାଉରକେଲାରେ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ହେବାକୁ ଥିବା ଏଫଆଇଏଚ ଓଡିଶା ହକି ପୁରୁଷ ବିଶ୍ୱକପ ପାଇଁ ଶୁକ୍ରବାର ଭାରତୀୟ ଦଳ ଘୋଷଣା କରାଯାଇଛି । ଏହି ୧୮ଜଣିଆ ଦଳର ନେତୃତ୍ୱ ହରମନପ୍ରୀତ ସିଂ ନେବେ । ଦଳର ଉପ ଅଧିନାୟକ ଦାୟିତ୍ୱ ଓଡିଶାର ଅମିତ ରୋହିଦାସଙ୍କୁ…