Latest Odisha News

BREAKING NEWS

Browsing Category

ହକି

ନାଁ ତ ଶୁଣିଥିବେ ଅମିତ ରୋହିଦାସ……

ସୁନ୍ଦରଗଡ: ଭାରତୀୟ ହକିର ଜଣାଶୁଣା ନାମ ହେଲେ ଅମିତ ରୋହିଦାସ । ରାଜ୍ୟଗୋଷ୍ଠୀ କ୍ରୀଡା (୨୦୨୨), ୨୮ତମ ସୁଲତାନ ଆଜଲାନ ଶାହ କପ, ୨୦୧୮ ଚାମ୍ପିୟନ୍ସ ଟ୍ରଫି, ୨୦୧୬ ହକି ୱାର୍ଲ୍ଡ ଲିଗ ଓ ଏସିଆ କପ ବିଜୟୀ ଭାରତୀୟ ଦଳର ସଦସ୍ୟ ଥିଲେ । ଜଣେ ଭଲ ଡିଫେଣ୍ଡର ଭାବେ ଦେ ଭାରତୀୟ ଦଳରେ ନିଜସ୍ୱ ଏକ ଛାପ…

ହକି ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷିତ: ହରମନପ୍ରୀତ ଅଧିନାୟକ, ଅମିତ ଉପଅଧିନାୟକ

ଭୁବନେଶ୍ୱର: ଭୁବନେଶ୍ୱର ଓ ରାଉରକେଲାରେ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ହେବାକୁ ଥିବା ଏଫଆଇଏଚ ଓଡିଶା ହକି ପୁରୁଷ ବିଶ୍ୱକପ ପାଇଁ ଶୁକ୍ରବାର ଭାରତୀୟ ଦଳ ଘୋଷଣା କରାଯାଇଛି । ଏହି ୧୮ଜଣିଆ ଦଳର ନେତୃତ୍ୱ ହରମନପ୍ରୀତ ସିଂ ନେବେ । ଦଳର ଉପ ଅଧିନାୟକ ଦାୟିତ୍ୱ ଓଡିଶାର ଅମିତ ରୋହିଦାସଙ୍କୁ…

ହକି ସିରିଜ: ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ଆଡିଲେଡ: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ହକି ସିରିଜରେ ରବିବାର ଭାରତ ପୁର୍ନବାର ପରାଜୟବରଣ କରିଛି । ଅଷ୍ଟ୍ରେଲିଆ ୭-୪ରେ ବିଜୟ ହାସଲ କରିବା ସହ ଏହି ସିରିଜରେ ୨-୦ର ଅଗ୍ରଣୀ ହାସଲ କରିଛି । ବିଶ୍ୱକପ ପ୍ରସ୍ତୁତି ପାଇଁ ଭାରତ ଏହି ସିରିଜ ଖେଳିବାକୁ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି ।…

ହକି ସିରିଜ: ରୋମାଂଚକ ମୁକାବିଲାରେ ଅଷ୍ଟ୍ରେଲିଆଠାରୁ ହାରିଲା ଭାରତ

ଆଡିଲେଡ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ହକି ଟେଷ୍ଟ ସିରିଜ ଆରମ୍ଭ ହୋଇଯାଇଛି । ରୋମାଂଚକ ପ୍ରଥମ ମ୍ୟାଚରେ ଭାରତ ୪-୫ ଗୋଲରେ ଅଷ୍ଟ୍ରେଲିଆଠାରୁ ହାରି ଯାଇଛି । ବିଜୟ ସହ ଆୟୋଜକ ଟିମ ୧-୦ର ଅଗ୍ରଣୀ ହାସଲ କରିଛି । ଭାରତ ପକ୍ଷରୁ ଆକାଶଦୀପ ସିଂ ହ୍ୟାଟ୍ରିକ ଗୋଲ ସ୍କୋର କରିଥିଲେ…

ଆନ୍ତର୍ଜାତୀୟ ଟୁର୍ଣ୍ଣାମେଂଟରେ ଭାଗ ନେବା ପାଇଁ ମାଲେସିଆ ଗସ୍ତରେ ଓଡିଶା ଜୁନିୟର ଟିମ

ଭୁବନେଶ୍ୱର: ଓଡିଶାର ଜୁନିୟର ଟିମ ଆନ୍ତର୍ଜାତୀୟ ଟୁର୍ଣ୍ଣାମେଂଟରେ ଭାଗ ନେବା ପାଇଁ ମାଲେସିଆ ଗସ୍ତରେ ଯାଇଛନ୍ତି । ନ୍ୟାଶନାଲ ହକି ଡେଭଲନମେଂଟ ପ୍ରୋଗ୍ରାମ ମାଧ୍ୟମରେ ୧୪ ଓ ୧୭ ବର୍ଷରୁ କମ୍ ପୁରୁଷ ଓ ମହିଳା ଟିମ କୁଆଲାଲୁମ୍ପୁର ଯିବେ । ନଭେମ୍ବର ୨୬ରୁ ଡିସେମ୍ବର ୩ ପର୍ଯ୍ୟନ୍ତ ଏହି…

ଏଫଆଇଏଚ ମହିଳା ନେଶନ୍ସ କପ: ଭାରତୀୟ ଦଳର ଉପ ଅଧିନାୟିକା ହେଲେ ଦୀପ ଗ୍ରେସ

ନୂଆଦିଲ୍ଲୀ: ସ୍ପେନର ଭାଲେନ୍ସିଆରେ ଡିସେମ୍ବର ୧୧ରୁ ୧୭ ପର୍ଯ୍ୟନ୍ତ ଏଫଆଇଏଚ ମହିଳା ନେଶନ୍ସର ଉଦଘାଟନୀ ସଂସ୍କରଣ ଆୟୋଜିତ ହେବ । ଏଥିପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି । ଗୋଲକିପର ସବିତା ପୁନିଆ ଅଧିନାୟିକା ଏବଂ ଓଡିଶାର ଷ୍ଟାର ଖେଳାଳି ଦୀପଗ୍ରେସ ଏକ୍କା ଉପ ଅଧିନାୟିକା ଦାୟିତ୍ୱ…

ଏଫଆଇଏଚ ପ୍ରୋ ଲିଗ: କଳିଙ୍ଗ ଷ୍ଟାଡିୟମରେ ଭାରତର ଗୋଲ ବର୍ଷା

ଭୁବନେଶ୍ୱର: ଚଳିତ ଏଫଆଇଏଚ ପ୍ରୋ ଲିଗରେ ଆଜି କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ହକି ଖେଳାଳି ଗୋଲ ବର୍ଷା କରିଛନ୍ତି । ଶୁକ୍ରବାର ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ମୁକାବିଲାରେ ଭାରତ ୭-୪ରେ ବିଜୟ ହାସଲ କରିଛି । ଭାରତ ପକ୍ଷରୁ ହରମନପ୍ରୀତ ସିଂ (୭ମ, ୧୯ତମ)ଓ କାର୍ତି ସେଲଭମ(୧୭ତମ, ୩୮ତମ) ୨ଟି…

ଏଫଆଇଏଚ ପ୍ରୋ ଲିଗ: ରୋମାଂଚକ ମୁକାବିଲାରେ ହାରିଲା ଭାରତ

ଭୁବନେଶ୍ୱର: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ ପ୍ରୋ ଲିଗର ରବିବାର ଅନୁଷ୍ଠିତ ରୋମାଂଚକ ମୁକାବିଲାରେ ଭାରତ ୨-୩ ଗୋଲରେ ସ୍ପେନ ନିକଟରୁ ହାରି ଯାଇଛି । ଏହି ମୁକାବିଲା ଶେଷ ମିନିଟ ପର୍ଯ୍ୟନ୍ତ ଦର୍ଶକଙ୍କୁ ବାନ୍ଧି ରଖିଥିଲା । ୧୬ତମ ମିନିଟରେ ଇଡୁଆର୍ଡ ଡେ ଇଗ୍ନାସିଓ ସ୍ପେନ…

ଏଫଆଇଏଚ ପ୍ରୋ ଲିଗ : ସଂଘର୍ଷପୂର୍ଣ୍ଣ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କଲା ଭାରତ

ଭୁବନେଶ୍ୱର: ଦର୍ଶକରେ ଭରପୂର କଳିଙ୍ଗ ଷ୍ଟାଡିୟମରେ ଆଜି ଅନୁଷ୍ଠିତ ଏଫଆଇଏଚ ପ୍ରୋ ଲିଗର ଏକ ରୋମାଂଚକ ମୁକାବିଲାରେ ଭାରତ ୪-୩ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି । ୧-୩ରେ ପଛୁଆ ଥିବା ଭାରତ ମ୍ୟାଚକୁ ବରାବର କରିବା ସହ ଶେଷ ମୂହର୍ତରେ ଗୋଲ ସ୍କୋର କରି ଘରୋଇ ଦର୍ଶକଙ୍କ ମନ ଜିଣିଥିଲେ ।…

ଏଫଆଇଏଚ ପୁରସ୍କାର: ବର୍ଷର ଶ୍ରେଷ୍ଠ ଗୋଲକିପର ହେଲେ ଭାରତର ଶ୍ରୀଜେଶ, ପୁନିଆ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ) ବୁଧବାର ଭାରତର ଅଭିଜ୍ଞ ଖେଳାଳି ପିଆର ଶ୍ରୀଜେଶ ଓ ସବିତା ପୁନିଆଙ୍କୁ ଯଥାକ୍ରମେ ବର୍ଷର ଶ୍ରେଷ୍ଠ ପୁରୁଷ ଏବଂ ମହିଳା ଗୋଲକିପର ଭାବେ ଚୟନ କରିଛି । ଭୋଟିଂ ପ୍ରକ୍ରିୟାରେ ୩୧ ବର୍ଷୀୟ ଶ୍ରୀଜେଶଙ୍କୁ ୩୯.୯ ଅଙ୍କ ମିଳିଥିଲା । ସେ କ୍ରମାଗତ…