Latest Odisha News

BREAKING NEWS

Browsing Category

ହକି

ଓଡିଶା ପୋଲିସର ବିଜୟ ;୩-୨ ଗୋଲରେ ହାରିଲା ମହାରାଷ୍ଟ୍ର

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ପଞ୍ଚମ ଦିନ (ଶୁକ୍ରବାର)ରେ ମୋଟ ୭ ଟି ମ୍ୟାଚ ଖେଳାଯାଇଛି। ଶୁକ୍ରବାର ପ୍ରଥମ ମ୍ଯାଚ ଜମ୍ମୁ କାଶ୍ମୀର ଓ କର୍ଣ୍ଣାଟକ ଦଳ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ କର୍ଣ୍ଣାଟକ , ଜାମ୍ମୁ କାଶ୍ମୀର ଦଳକୁ…

ମହିଳା ହକି ସିରିଜ: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଖେଳିବ ୫ ମ୍ୟାଚ୍

ନୂଆଦିଲ୍ଲୀ: ଭାରତୀୟ ମହିଳା ହକି ଦଳ ୨୬ ଏପ୍ରିଲରୁ ୪ ମଇ ୨୦୨୫ ପର୍ଯ୍ୟନ୍ତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆର ଗସ୍ତ କରିବ । ଭାରତୀୟ ଦଳ ଅଷ୍ଟ୍ରେଲିଆର ଦୁଇଟି ମହିଳା ଦଳ ବିପକ୍ଷରେ ପାଞ୍ଚଟି ମ୍ୟାଚ ଖେଳିବ । ଭାରତ ଅଷ୍ଟ୍ରେଲିଆ -ଏ ବିପକ୍ଷରେ ଦୁଇଟି ମ୍ୟାଚ୍ ସହିତ ସିରିଜ…

ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ: ପଞ୍ଜାବ ଦଳର ଏକତରଫା ବିଜୟ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପର ଚତୁର୍ଥ  ଦିନରେ  ୭ଟି ମ୍ୟାଚ ଖେଳାଯାଇଛି। ଗୁରୁବାର ସକାଳ ଅଧିବେଶନରେ ୪ଟି ମ୍ୟାଚ ଖେଳାଯାଇଥିଲା । ଦ୍ବିତୀୟ ଅଧିବେଶନରେ ତିନିଟି ମ୍ୟାଚ ଖେଳାଯାଇଛି । ତେବେ ଅପରାହ୍ଣ ୪ଟାରେ ଚତୁର୍ଥ  ଦିନର…

ଘରୋଇ ଓଡିଶା ଦଳ ପରାସ୍ତ , ୨ -୧ ଗୋଲରେ ମାତ୍ ଦେଲା ୟୁପି ପୋଲିସ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ତୃତୀୟ ଦିନରେ ୭ଟି ମ୍ୟାଚ ଖେଳାଯାଇଛି। ଆଜି ସକାଳେ ୪ଟି ମ୍ୟାଚ ଖେଳାଯାଇଥିଲା । ଏହାପରେ ଅପରାହ୍ଣ ଓ ସନ୍ଧ୍ୟାରେ ମୋଟ୍ ତିନୋଟି ମ୍ୟାଚ ଖେଳାଯାଇଛି । ତେବେ ଅପରାହ୍ଣ ୪ଟାରେ ପଞ୍ଚମ ମ୍ୟାଚ…

ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ ୨୦୨୫: ଆଜି ୟୁପି -ଓଡିଶା ପୋଲିସ ମୁହାଁମୁହିଁ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ ୨୦୨୫ର ଆଜି ହେଉଛି ତୃତୀୟ ଦିନ। ତେବେ ତୃତୀୟ ଦିନର ସକାଳ ସମୟରେ ୪ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ବୁଧବାର ପ୍ରଥମ ମ୍ଯାଚ ଚଣ୍ଡିଗଡ଼ ଓ ଉତ୍ତରାଖଣ୍ଡ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ…

ଓଡିଶା ସରକାର ଓ ପୋଲିସଙ୍କୁ ଧନ୍ୟବାଦ ଜଣାଇଲେ ଷ୍ଟାର ଫ୍ଲେୟାର ମନପ୍ରୀତ ସିଂ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ୭୩ତମ ସର୍ବଭାରତୀୟ ପୋଲିସ ହକି ପ୍ରତିଯୋଗିତା ଆରମ୍ଭ ହୋଇଛି । ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରିଛନ୍ତି । ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ ।  ତେବେ ଭାରତୀୟ ହକି ଦଳର ଷ୍ଟାର ମିଡଫିଲ୍ଡର ମନପ୍ରୀତ ସିଂ ପଞ୍ଜାବ ପୋଲିସ ଦଳ ପକ୍ଷରୁ…

ବିଦାୟ ବନ୍ଦନା

ନୂଆଦିଲ୍ଲୀ: ଭାରତୀୟ ମହିଳା ହକି ଦଳର ଦିଗଜ ଖେଳାଳି ବନ୍ଦନା କଟାରିଆ ମଙ୍ଗଳବାର ଦିନ ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି । ୧୫ ବର୍ଷ ଧରି ଭାରତ ପାଇଁ ଖେଳୁଥିବା ବନ୍ଦନା ୩୨୦ ଅନ୍ତର୍ଜାତୀୟ ମ୍ୟାଚ୍ ଏବଂ ୧୫୮ ଗୋଲ ସହିତ, ଭାରତୀୟ ମହିଳା ହକି ଇତିହାସରେ ସର୍ବାଧିକ କ୍ୟାପ୍ ଖେଳାଳି…

ରାଜଗିରରେ ଆୟୋଜିତ ହେବ ଏସିଆ କପ୍ ୨୦୨୫; ୨୯ଅଗଷ୍ଟରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ନୂଆଦିଲ୍ଲୀ: ପୁଣି ବିହାରକୁ ଫେରିଲା ହକି । ବିହାରର ରାଜଗିର ସହରରେ ହକି ଏସିଆ କପ୍ ୨୦୨୫ ଆୟୋଜିତ ହେବ । ସୋମବାର ହକି ଇଣ୍ଡିଆ ଏବଂ ବିହାର ରାଜ୍ୟ କ୍ରୀଡ଼ା ପ୍ରାଧିକରଣ ମଧ୍ୟରେ ଏ ସମ୍ପର୍କରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ୨୯ ଅଗଷ୍ଟରୁ ୭ ସେପ୍ଟେମ୍ବର ପର୍ଯ୍ୟନ୍ତ…

ଚେନ୍ନାଇ -ମଦୁରାଇରେ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପ୍‌

ଚେନ୍ନାଇ: ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପକୁ ନେଇ ଆସିଲା ବଡ ଅପଡେଟ୍ । ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ନଭେମ୍ବର ୨୮ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ଚେନ୍ନାଇ ଓ ମଦୁରାଇରେ ଖେଳାଯିବ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଆଜି (ଶୁକ୍ରବାର ଦିନ) ସୂଚନା ଦେଇଛନ୍ତି ।…

ପ୍ରୋ ଲିଗ୍ ୨୦୨୪-୨୫: ଭୁବନେଶ୍ୱରରେ ପହଞ୍ଚିଲେ ଡିଫେଣ୍ଡିଂ ଚାମ୍ପିଅନ୍ ନେଦରଲ୍ୟାଣ୍ଡ ଟିମ୍

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଆଜି (ରବିବାର) ନେଦରଲ୍ୟାଣ୍ଡର ମହିଳା ହକି ଦଳ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏହି ଦଳ ଚାରିଟି ଖେଳରୁ ନଅ ପଏଣ୍ଟ ହାସଲ କରି ବର୍ତ୍ତମାନ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । …