Latest Odisha News

BREAKING NEWS

Browsing Category

ଖେଳ

Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …

ଚେନ୍ନାଇ:ରୋମାଞ୍ଚକର ବିଜୟ ପରେ ସେମିଫାଇନାଲରେ ସ୍ଥାନ ପକ୍କା କଲା ଭାରତୀୟ ହକି ଦଳ । ଜୁନିଅର ପୁରୁଷ ହକି ବିଶ୍ୱକପର ଆୟୋଜକ ଦଳ ଭାରତ, ବେଲଜିୟମକୁ ସୁଟଆଉଟରେ ପରାସ୍ତ କରି ଟପ୍-4ରେ ପ୍ରବେଶ କରିଛି । ରବିବାର(ଡିସେମ୍ବର ୭) ସାତ ଥର ଚାମ୍ପିଅନ ଜର୍ମାନୀ ବିପକ୍ଷରେ ସେମିଫାଇନାଲ ମୁକାବିଲା…

37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡ଼ିୟମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ରେ ଆୟୋଜିତ ହେଉଛି ୩୭ତମ ଜାତୀୟ ସବ ଜୁନିୟର ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ । ପଞ୍ଚମ ଦିନରେ ଉଭୟ ବୟସ ବର୍ଗରେ ସମସ୍ତ ବିଭାଗର ଫାଇନାଲ ଲାଇନ ଚୂଡାନ୍ତ ହୋଇଯାଇଛି । ପଞ୍ଚମ ଦିନର…

ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ

ବ୍ରିସବେନ: ଏଠାରେ ଚାଲିଥିବା ଆଶେସ ସିରିଜର ଦ୍ୱିତୀୟ ଟେଷ୍ଟରେ ଉଭୟ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ କଡା ସଂଘର୍ଷ ଦେଖିବାକୁ ମିଳିଛି । ଗୋଲାପୀ ବଲରେ ଖେଳାଯାଉଥିବା ଏହି ଦିବାରାତ୍ର ଟେଷ୍ଟର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୬ ୱିକେଟ ବିନିମୟରେ ୩୭୮ ରନ ସଂଗ୍ରହ କରିଛି ।…

କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି

ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ଦିିନିକିଆ ସିରିଜ ଏବେ ୧-୧ ରୋମାଂଚକ ସ୍ଥିତିକୁ ଆସିଯାଇଛି । ସିରିଜର ନିର୍ଣ୍ଣାୟକ ମ୍ୟାଚ ଡିସେମ୍ବର ୬ରେ ବିଶାଖପଟନମର ଡିୱାଇ ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଖେଳାଯିବ । ଦ୍ୱିତୀୟ ଦିନିକିଆ ପରେ ଏଠାରେ ଦ୍ରୁତ ବେଗରେ ଟିକେଟ ବୃଦ୍ଧି ପାଇଛି । ବିରାଟ…

୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ…

ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ସ୍ଥିତ ଡାଲମିଆ ଭାରତ ଗୋପିଚାନ୍ଦ ବ୍ୟାଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ)ରେ ଆୟୋଜିତ ୩୭ତମ ଜାତୀୟ ସବ ଜୁନିୟର ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍‌ର ଚତୁର୍ଥ ଦିନରେ ଉଭୟ ବୟସ ବର୍ଗରେ ସମସ୍ତ ବିଭାଗର ସେମିଫାଇନାଲ ଲାଇନ ଚୂଡାନ୍ତ ହୋଇଯାଇଛି।…

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

କଟକ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଖେଳାଳି, ଭିଆଇପି ଓ ଦର୍ଶକଙ୍କ ସୁରକ୍ଷା ତଥା…

ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ଜୋ ରୁଟ ଚମତ୍କାର ଶତକ ହାସଲ କରିିଛନ୍ତି । ଅଷ୍ଟ୍ରେଲିଆ ମାଟିରେ ଏହା ତାଙ୍କର ପ୍ରଥମ ଶତକ । ଏହା ପୂର୍ବରୁ ସେ ଏଠାରେ କୌଣସି ଶତକ ମାରିପାରି ନ ଥିଲେ । ରୁଟଙ୍କ ଟେଷ୍ଟରେ ଶତକ ସଂଖା ୪୦ରେ ପଂହଚିଛି । ସେ ତେବେ ରୁଟ…

ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ବେଣ୍ଟି; ବାରବାଟୀରେ କାଲିଠୁ ଅଫଲାଇନ୍ ଟିକେଟ୍ ବିକ୍ରି

କଟକ: କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆଗାମୀ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ପାଇଁ ଅଫଲାଇନ୍ ଟିକେଟ୍ ବିକ୍ରି କାଲିଠୁ ଆରମ୍ଭ ହେବ। ସୁରକ୍ଷା ଏବଂ ଭିଡ଼ ପରିଚାଳନା ଚୂଡ଼ାନ୍ତ କରିବା ପାଇଁ କମିଶନରେଟ୍ ପୋଲିସ ଗୁରୁବାର ଏକ ବିସ୍ତୃତ ସୂଚନା ପ୍ରଦାନ କରିଛି। ଗତବର୍ଷର…

ସୟେଦ ମୁସ୍ତାକ ଅଲୀ ଟ୍ରଫି ଅଧାରୁ ଛାଡିଲେ ହାର୍ଦ୍ଦିକ

ନୂଆଦିଲ୍ଲୀ: ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଫିଟ ହେବା ପରେ ଘରୋଇ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ । ଏବେ ସେ ସୟେଦ ମୁସ୍ତାକ ଅଲୀ ଟ୍ରଫି ଅଧାରୁ ଛାଡିବାକୁ ବାଧ୍ୟ ହୋଇଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପାଇଁ ହାର୍ଦ୍ଦିକ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି ।…

ଅଷ୍ଟ୍ରେଲିଆରେ ରୁଟଙ୍କ ପ୍ରଥମ ଶତକ, ଇଂଲଣ୍ଡ ୩୨୫/୯

ବ୍ରିସବେନ: ଆଶେସ ସିରିଜର ଦ୍ୱିତୀୟ କ୍ରିକେଟ ଟେଷ୍ଟ ଏଠାରେ ଗୁରୁବାରଠାରୁ ଆରମ୍ଭ ହୋଇଛି । ଜୋ ରୁଟଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୯ ୱିକେଟ ବିନିମୟରେ ୩୨୫ ରନ ସଂଗ୍ରହ କରିଛି । ଷ୍ଟମ୍ପସ ଅପସାରଣ ବେଳକୁ ରୁଟ ୧୩୫ ଓ ଜୋଫ୍ରା ଆର୍ଚ୍ଚର ୩୨ ରନ କରି…