Latest Odisha News

BREAKING NEWS

Browsing Category

ଖେଳ

ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ, ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ: ପୂଜାରା, ଉମେଶ ବିଦା

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ଏବଂ ଦିନିକିଆ ସିରିଜ ପାଇଁ ଭାରତୀୟ କ୍ରିକେଟ ଦଳର ଘୋଷଣା କରାଯାଇଛି । ଚେତେଶ୍ୱର ପୂଜାରା ଓ ଉମେଶ ଯାଦବଙ୍କୁ ଟେଷ୍ଟ ଟିମରୁ ବାଦ ଦିଆଯାଇଛି । ସେହିପରି ମହମ୍ମଦ ସାମିଙ୍କୁ ବିଶ୍ରାମ ଦିଆଯାଇଛି । ଯୁବ ବ୍ୟାଟ୍ସମ୍ୟାନ ଯଶସ୍ୱୀ ଜୈସୱାଲ ଓ ରିତୁରାଜ…

ଜିମ୍ବାୱେରେ କ୍ରିକେଟ ଟିମ କିଣିଲେ ବଲିଉଡ ଅଭିନେତା ସଞ୍ଜୟ

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଅଭିନେତା ସଞ୍ଜୟ ଦତ ଜିମ୍ବାୱେରେ କ୍ରିକେଟ ଟିମ କିଣିଛନ୍ତି । ଜିମ୍ବାୱେ ବୋର୍ଡ ଖୁବ ଶୀଘ୍ର ଜିମ ଆଫ୍ରୋ ଟି୧୦ ଟୁର୍ଣ୍ଣାମେଂଟ ଆୟୋଜନ କରିବାକୁ ଯାଉଛି । ସଞ୍ଜୟ ହରାରେ ହରିକେନ୍ସ ଦଳକୁ ଆରିସ ଗ୍ରୁପ ଅଫ କମ୍ପାନୀ ସହ ମିଶି କିଣିଛନ୍ତି । ଏହି ଲିଗରେ ୫ଟି ଦଳ…

ଟି୨୦ ଇତିହାସର ଦ୍ୱିତୀୟ ସର୍ବବୃହତ ରନ ଚେଜ କଲା ମିଡିଲସେକ୍ସ

ଲଣ୍ଡନ: ଇଂଲଣ୍ଡର ଏକ ଘରୋଇ ଟି୨୦ ଟୁର୍ଣ୍ଣାମେଂଟରେ ମିଡିଲସେକ୍ସ ଟିମ ୧୯.୨ ଓଭରରେ ୩ ୱିକେଟ ହରାଇ ୨୫୩ ରନର ଟାର୍ଗେଟ ଚେଜ କରିଛି । ଟି୨୦ ଇତିହାସର ଏହା ଦ୍ୱିତୀୟ ସର୍ବବୃହତ ରନଚେଜ । ଟି୨୦ ବ୍ଲାଷ୍ଟରେ ପ୍ରଥମେ ବ୍ୟାଟିଂ କରି ସରେ ୨୦ ଓଭରରେ ୭ ୱିକେଟ ହରାଇ ୨୫୨ ରନ କରିଥିଲା । ବିଲ ଜ୍ୟାକ୍ସ…

ସାଫ କପ :ଛେତ୍ରୀଙ୍କ ହ୍ୟାଟ୍ରିକ ଗୋଲ ବଳରେ ପାକିସ୍ତାନକୁ ହରାଇଲା ଭାରତ

ବାଙ୍ଗାଲୋର: ଚଳିତ ସାଫ କପ ଫୁଟବଲରେ ଭାରତ ତାର ପ୍ରଥମ ମ୍ୟାଚରେ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛି । ଏହି ମ୍ୟାଚରେ ସୁନୀଲ ଛେତ୍ରୀଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିଥିଲା । ସେ ଭାରତ ପାଇଁ ହ୍ୟାଟ୍ରିକ ଗୋଲ ସ୍କୋର କରିଥିଲେ ।…

ଏମର୍ଜିଂ ଏସିଆ କପ ହାତେଇଲେ ଭାରତୀୟ ମହିଳା କ୍ରିକେଟ ଟିମ

ହଂକଂ: ହଂକଂରେ ଅନୁଷ୍ଠିତ ଏମର୍ଜିଂ ଏସିଆ କପ କ୍ରିକେଟ (୨୩ ବର୍ଷରୁ କମ)ରେ ଭାରତ ଚାମ୍ପିୟନ ହୋଇଛି । ବୁଧବାର ଅନୁଷ୍ଠିତ ଫାଇନାଲରେ ଭାରତ ୩୧ ରନରେ ବାଂଲାଦେଶକୁ ପରାସ୍ତ କରି ଏହି ସଫଳତା ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୭ ୱିକେଟ ହରାଇ ୧୨୭ ରନ କରିଥିଲା । ବିନ୍ଦ୍ରା…

ପାକିସ୍ତାନର ଭେନ୍ୟୁ ପରିବର୍ତନ ଅନୁରୋଧକୁ ଖାରଜ କଲେ ଆଇସିସି, ବିସିସିଆଇ

ନୂଆଦିଲ୍ଲୀ: ୨୦୨୩ ଦିନିକିଆ ବିଶ୍ୱକପ କ୍ରିକେଟ ଭାରତରେ ଆୟୋଜିତ ହେବ । ପାକିସ୍ତାନ ୨ଟି ଲିଗ ମ୍ୟାଚର ଭେନ୍ୟୁ ବଦଳାଇବା ପାଇଁ ଅନୁରୋଧ କରିଥିଲା । ତେବେ ଆଇସିସି ଓ ବିସିସିଆଇ ଏହି ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ଦେଇଛନ୍ତି । ଅକ୍ଟୋବର ୨୦ରେ ବାଙ୍ଗାଲୋରରେ ଭାରତ-ଅଷ୍ଟ୍ରେଲିଆ ଓ ୨୩ରେ…

ଆନ୍ତର୍ଜାତୀୟ ଫୁଟବଲରେ ଆଉ ଏକ କୀର୍ତିମାନ ସ୍ଥାପନ କଲେ ରୋନାଲ୍ଡୋ

ନୂଆଦିଲ୍ଲୀ: ପର୍ତୁଗାଲର ଅଧିନାୟକ ତଥା ବିଶ୍ୱ ଫୁଟବଲର ମହାନ ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ଆନ୍ତର୍ଜାତୀୟ ଫୁଟବଲରେ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ପ୍ରଥମ ଫୁଟବଲ ଖେଳାଳି ଭାବେ ୨୦୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି । ୟୁରୋ ୨୦୨୪ ଆଇସଲାଣ୍ଡ ବିପକ୍ଷ କ୍ୱାଲିଫାଇଂ ମ୍ୟାଚରେ ସେ…

ଆଶେସ ସିରିଜ: ପ୍ରଥମ ଟେଷ୍ଟରେ ଇଂଲଣ୍ଡକୁ ହରାଇଲା ଅଷ୍ଟ୍ରେଲିଆ

ଏଜବାଷ୍ଟନ: ଏଠାରେ ଅନୁଷ୍ଠିତ ଆଶେସ ସିରିଜର ପ୍ରଥମ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ୨ ୱିକେଟରେ ଇଂଲଣ୍ଡକୁ ପରାସ୍ତ କରିଛି । ଏହି ରୋମାଂଚକ ମୁକାବିଲାରେ ଅଷ୍ଟ୍ରେଲିଆ ସମ୍ମୁଖରେ ୨୮୧ ରନର ବିଜୟ ଲକ୍ଷ୍ୟ ରହିଥିଲା । ଶେଷ ଭାଗରେ ପ୍ୟାଟ କମିନ୍ସ ଓ ନାଥାନ ଲାୟନ ନବମ ୱିକେଟରେ ୧୨ ଓଭରରେ ୫୫ ରନ…

ଜାତୀୟ କ୍ୟାଡେଟ୍‌ ଜୁଡ଼ୋ ପାଇଁ ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ବର: କର୍ଣ୍ଣାଟକର ତୋରନାଗଲୁରେ ଜୁଲାଇ ୫ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଜାତୀୟ କ୍ୟାଡେଟ୍ ଜୁଡ଼ୋ ପ୍ରତିଯୋଗିତା ଲାଗି ଓଡ଼ିଶା ଦଳ ଘୋଷିତ ହୋଇଛି। ଓଡ଼ିଶା ରାଜ୍ୟ ଜୁଡ଼ୋ ସଂଘ (ଓସ୍‌ଜା) ଏବଂ ଭୁବନେଶ୍ବର ଜୁଡ଼ୋ ସଂଘ (ବିଜେଏ) ମିଳିତ ଆନୁକୂଲ୍ୟରେ ରବିବାର…

ସାଫ ଚାମ୍ପିୟନଶିପ: ପ୍ରଥମ ମ୍ୟାଚରେ ପାକିସ୍ତାନକୁ ଭେଟିବ ଭାରତ

ନୂଆଦିଲ୍ଲୀ: ଇଂଟରକଂଟିନେଟାଂଲ କପରେ ଚାମ୍ପିୟନ ହେବା ପରେ ଭାରତୀୟ ଫୁଟବଲ ଟିମର ମନୋବଳ ଉଚ୍ଚରେ ରହିଛି । ଏବେ ସାଫ ଚାମ୍ପିୟନଶିପ ପାଇଁ ଭାରତ ତାର ପ୍ରସ୍ତୁତି ଆରମ୍ଭ କରି ଦେଇଛି । ଶ୍ରୀ କାନ୍ତିରାୱା ଷ୍ଟାଡିୟମରେ ଭାରତ ତାର ପ୍ରଥମ ମୁକାବିଲାରେ ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ…