Latest Odisha News
Browsing Category

ଖେଳ

ନିୟମରେ କିଛିଟା କୋହଳ କଲା ବିସିସିଆଇ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ ଦୁବାଇରେ ଆଇସିସି ଚାମ୍ପିୟନ୍ସ ଟ୍ରଫି ପାଇଁ ପ୍ରସ୍ତୁତି କରୁଛି । ଫେବୃୟାରୀ ୨୦ରେ ବାଂଲାଦେଶ ବିପକ୍ଷରେ ଭାରତ ତାର ଅଭିଯାନ ଆରମ୍ଭ କରିବ । ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପରେ ବିସିସିଆଇ ଖେଳାଳିମାନଙ୍କ ପାଇଁ କେତୋଟି କଠୋର ନିୟମାବଳୀ ଲାଗୁ କରିଥିଲା…

ମହିଳା ପ୍ରିମିୟର ଲିଗରେ ବଦଳିଲା ଏହି ନୟମ …

ନୂଆଦିଲ୍ଲୀ:ଚଳିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ )ରେ ଷ୍ଟମ୍ପ ବେଲ୍ କୁ ନେଇ ନିୟମ ପରିବର୍ତ୍ତନ କରାଯାଇଛି । ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଗତ ଶନିବାର ଅନୁଷ୍ଠିତ ମ୍ୟାଚ ସମୟରେ ରନ ଆଉଟ୍ କୁ ନେଇ ବିବାଦ ହୋଇଥିଲା । ଏହାପରେ ମହିଳା ପ୍ରିମିୟର ଲିଗ୍ ରେ ଏଲଇଡି…

ଦୁବାଇରେ ବି ମନପସନ୍ଦ ଖାଦ୍ୟ ଯୋଗାଡ କରୁଛନ୍ତି ଭାରତର ଏହି ଷ୍ଟାର ଖେଳାଳି

ଦୁବାଇ: ଭାରତୀୟ କ୍ରିକେଟ କଂଟ୍ରୋଲବୋର୍ଡ ଅଷ୍ଟ୍ରେଲିଆ ଗସ୍ତ ପରେ ଖେଳାଳିମାନଙ୍କ ପାଇଁ କେତେକ ନିୟମାବଳୀ ଜାରୀ କରିଛି । ଚାମ୍ପିୟନ୍ସ ଟ୍ରଫି ଖେଳିବା ପାଇଁ ଦୁବାଇ ଗସ୍ତରେ ଯାଇଥିବା ଭାରତୀୟ ଖେଳାଳିଙ୍କ ଉପରେ ଏହି ନୂତନ ନିୟମାବଳୀ ଲାଗୁ କରାଯାଇଛି । ଏଥିରେ ବ୍ୟକ୍ତିଗତ ରାନ୍ଧୁଣିଆଙ୍କ ସମେତ…

ଚାମ୍ପିୟନ୍ସ ଟ୍ରଫିରେ ସର୍ବାଧିକ ରନ ସଂଗ୍ରହ କରିପାରନ୍ତି କୋହଲି

ଦୁବାଇ: ଭାରତୀୟ କ୍ରିକେଟ ଟିମର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଚାମ୍ପିୟନ୍ସ ଟ୍ରଫିରେ ସର୍ବାଧିକ ରନ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର ସୁଯୋଗ ରହିଛି । ଫେବୃୟାରୀ ୧୯ରୁ ଏହି ଟୁର୍ଣ୍ଣାମେଂଟ ଆରମ୍ଭ ହେବ । ଭାରତ ଫେବୃୟାରୀ ୨୦ରେ ବାଂଲାଦେଶ ବିପକ୍ଷରେ ତାର ଅଭିଯାନ ଆରମ୍ଭ କରିବ ।…

ରାଜ୍ୟ ବଜେଟ୍‌ ୨୦୨୫-୨୬: କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ୯୪୩ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ୯୪୩ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି। ଉତ୍କୃଷ୍ଟ…

ରହସ୍ୟ ଉଜାଗର ହେଲା, ଭାରତ କାହିଁକି ନେଇଛି ୫ ସ୍ପିନର

ଦୁବାଇ: ଭାରତୀୟ କ୍ରିକେଟ ଟିମ ଏବେ ଚାମ୍ପିୟନ୍ସ ଟ୍ରଫି ଖେଳିବା ପାଇଁ ଦୁବାଇ ଗସ୍ତରେ ଯାଇଛି । ଅନ୍ୟ ଟିମ ତୁଳନାରେ ଭାରତ ତାର ଦଳରେ ୫ଜଣ ସ୍ପିନରଙ୍କୁ ନେଇ ଆଶ୍ଚର୍ଯ୍ୟଚକିତ କରିଦେଇଛି । ଏ ନେଇ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା । ଭାରତର ଚୟନ କମିଟି ମୂଖ୍ୟ ଅଜିତ ଅଗରକର, କୋଚ ଗୌତମ…

ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ବିବାଦ, ପାକିସ୍ତାନ ଷ୍ଟାଡିୟମରେ ଭାରତୀୟ ପତାକା ଉଡିଲାନି

ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜକ ହେଉଛି ପାକିସ୍ତାନ। କିନ୍ତୁ ସୁରକ୍ଷାକୁ ନଜରରେ ରଖି ପାକ୍ ଗସ୍ତ ଭାରତ ସରକାର ଟିମ୍ ଇଣ୍ଡିଆକୁ ଅନୁମତି ଦେଇନଥିଲେ। ଯାହା ଫଳରେ ହାଇବ୍ରିଡ୍ ମଡେଲ୍ ଆଧାରରେ ଆଇସିସି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଥିଲା। ତେବେ ଏହାରି ମଧ୍ୟରେ ଲାହୋରର…

ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ପ୍ରଥମ ମ୍ୟାଚ ଖେଳି ପାରିବେନି ହାର୍ଦ୍ଦିକ

ମୁମ୍ବାଇ: ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲର ଗତ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେଇଥିଲେ । ତାଙ୍କ ନେତୃତ୍ୱରେ ମୁମ୍ବାଇ ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲା । ଆଇପିଏଲ ୨୦୨୫ ସଂସ୍କରଣ ପାଇଁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ମୁମ୍ବାଇ ତାର ପ୍ରଥମ ମୁକାବିଲାରେ ଚେନ୍ନାଇ ସୁପର…

ଆଇପିଏଲ ୨୦୨୫ କାର୍ଯ୍ୟସୂଚୀ ଘୋଷିତ

ମୁମ୍ବାଇ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ ସଂସ୍କରଣର କାର୍ଯ୍ୟସୂଚୀ ଘୋଷିତ ହୋଇଛି । ମାର୍ଚ୍ଚ ୨୨ରୁ ଏହି ଟୁର୍ଣ୍ଣାମେଂଟ ଆରମ୍ଭ ହେବ । ଗତ ସଂସ୍କରଣର ବିଜେତା କୋଲକାତା ନାଇଟ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ମଧ୍ୟରେ ପ୍ରଥମ ମୁକାବିଲା…

୧୭ବର୍ଷ ପରେ ଭାରତରେ ଏହି ଚାମ୍ପିଅନସିପ୍ ହେବ ଆୟୋଜନ..

ରାଞ୍ଚି: ଝାଡଖଣ୍ଡର ରାଜଧାନୀ ରାଞ୍ଚି ପୁଣି ଥରେ କ୍ରୀଡା ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ ହେଉଛି । ଦକ୍ଷିଣ ଏସୀୟ ସିନିୟର ଆଥଲେଟିକ୍ସ ଚାମ୍ପିଅନସିପ୍ ର ଚତୁର୍ଥ ସଂସ୍କରଣ ରାଞ୍ଚି ବିର୍ସା ମୁଣ୍ଡା ଆଥଲେଟିକ୍ସ ଷ୍ଟାଡିୟମରେ ଆୟୋଜିତ ହେବ । ଆଗାମୀ ମେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏହି…