Latest Odisha News

BREAKING NEWS

Browsing Category

ଖେଳ

ଟି୨୦ରେ ବିଶ୍ୱରେକର୍ଡ କଲେ ତିଳକ

ହାଇଦ୍ରାବାଦ: ସୟେଦ ମୁସ୍ତାକ ଅଲି ଟ୍ରଫିରେ ଭାରତର ବ୍ୟାଟ୍ସମ୍ୟାନ ସୟେଦ ମୁସ୍ତାକ ଅଲି ଟ୍ରଫିରେ ବିଶ୍ୱରେକର୍ଡ କରିଛନ୍ତି । ହାଇଦ୍ରାବାଦର ଅଧିନାୟକ ତିଳକ ଶନିବାର ମେଘାଳୟ ବିପକ୍ଷରେ ୧୫୧ ରନର ଇନିଂସ ଖେଳି ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ଟି୨୦ରେ କ୍ରମାଗତ ୩ଟି ଶତକ ହାସଲ କରିବାରେ…

ଅଷ୍ଟ୍ରେଲିଆରେ ବୁମରାହଙ୍କ ଆଉ ଏକ ସଫଳତା

ପର୍ଥ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପର୍ଥରେ ଖେଳାଯାଉଥିବା ପ୍ରଥମ କ୍ରିକେଟ ଟେଷ୍ଟରେ ଯଶପ୍ରୀତ ବୁମରାହ ଆଉ ଏକ କୀର୍ତିମାନ ନିଜ ନାମରେ ଯୋଡିଛନ୍ତି । ସେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୫ଟି ୱିକେଟ ଅକ୍ତିଆର କରିଛନ୍ତି । ଓଭରାଲ ଏହା ତାଙ୍କର ୧୧ତମ ୫ ୱିକେଟ ସଫଳତା । ଅଷ୍ଟ୍ରେଲିଆ ମାଟିରେ…

ଅଷ୍ଟ୍ରେଲିଆରେ ପନ୍ତଙ୍କ ମହାରେକର୍ଡ

ପର୍ଥ: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭାରତର ଷ୍ଟାର ୱିକେଟକିପର ରିଷଭ ପନ୍ତ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ପନ୍ତ ୩୭ ରନର ଇନିଂସ ଖେଳିଥିଲେ । ଏଥିସହ ଭ୍ରମଣକାରୀ ଦଳର ୱିକେଟକିପର ଭାବେ ସେ ଅଷ୍ଟ୍ରେଲିଆରେ ସର୍ବାଧିକ ରନ ସଂଗ୍ରହ କରିଛନ୍ତି । ପନ୍ତ ୧୩ଟି ଇନିଂସରେ…

ଗମ୍ଭୀର ଏହି ଯୁବ ଖେଳାଳିଙ୍କୁ କହିଥିଲେ ଦେଶ ପାଇଁ ଗୁଳି ଖାଇବା ପରି ବାଉନ୍ସର ସାମ୍ନା କର

ପର୍ଥ: ଏଠାରେ ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ ପ୍ରଥମ କ୍ରିକେଟ ଟେଷ୍ଟରେ ଭାରତ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ସୁବିଧାଜନକ ସ୍ଥିତିରେ ରହିଛି । ଏହି ମ୍ୟାଚରେ ଭାରତ ପକ୍ଷରୁ ହର୍ଷିତ ରାଣା ଓ ନୀତିଶ କୁମାର ରେଡ୍ଡୀ ଟେଷ୍ଟ କ୍ରିକେଟରେ ପଦାର୍ପଣ କରିଛନ୍ତି । ନୀତିଶ ପର୍ଥର ବାଉନ୍ସ ପିଚରେ ଭଲ…

ଦ୍ୱିଶତକ ସତ୍ୱେ ସେହ୍ୱାଗ ପୁଅ ଆର୍ଯ୍ୟବୀରଙ୍କୁ ଦେବେନି ସ୍ୱତନ୍ତ୍ର ଉପହାର

ନୂଆଦିଲ୍ଲୀ: ଭାରତୀୟ କ୍ରିିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଏବେ ଚର୍ଚ୍ଚାରେ ରହିଛନ୍ତି । ଶୁକ୍ରବାର କୁଚ ବିହାର ଟ୍ରଫି କ୍ରିକେଟରେ ଦିଲ୍ଲୀ ପକ୍ଷରୁ ଖେଳୁଥିବା ଆର୍ଯ୍ୟବୀର ମେଘାଳୟ ବିପକ୍ଷରେ ୨୯୭ ରନର ଚମକପ୍ରଦ ଇନିଂସ ଖେଳିଥିଲେ ।…

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…

ପର୍ଥ ଟେଷ୍ଟ: ବୁମରାହଙ୍କ ଚମତ୍କାର ବୋଲିଂ, ଗୋଟିଏ ଦିନରେ ପଡିଲା ୧୭ ୱିକେଟ

ପର୍ଥ: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ଏଠାରେ ଆରମ୍ଭ ହୋଇଛି । ପ୍ରଥମ ଦିବସରେ ବୋଲରଙ୍କ ରାଜୁତି ଦେଖିବାକୁ ମିଳିଥିଲା । ଗୋଟିଏ ଦିନରେ ୧୭ ୱିକେଟର ପତନ ଘଟିଛି । ଷ୍ଟମ୍ପସ ଅପସାରଣ ବେଳକୁ ଭାରତର ୧୫୦ ରନ ଜବାବରେ ଅଷ୍ଟ୍ରେଲିଆ ୬୭ ରନରେ ୭ ଟି ୱିକେଟ ହରାଇ ବିପଦରେ ପଡିଛି । ଅଧିନାୟକ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଆସନ୍ତୁ ଜାଣିବା ମେସି, ରୋନାଲ୍ଡୋଙ୍କଠାରୁ କେଉଁ ଫୁଟବଲ ଖେଳାଳି ଅଧିକ ଧନୀ

ନୂଆଦିଲ୍ଲୀ: ବିଶ୍ୱ ଫୁଟବଲରେ ଲିଓନେଲ ମେସୀ ଓ କ୍ରିଷ୍ଟିଆନ ରୋନାଲ୍ଡୋଙ୍କୁ ଲୋକପ୍ରିୟ ଓ ଧନୀ ଖେଳାଳି ଭାବେ ବିବେଚନା କରାଯାଏ । ତେବେ ସେମାନଙ୍କଠାରୁ ଆଉ ଜଣେ ଧନୀ ଫୁଟବଲର ଅଛନ୍ତି । ତାଙ୍କ ପାଖରେ ୧୬ ହଜାର କୋଟି ଟଙ୍କାର ସମ୍ପିତି ରହିଛି । ମେସୀଙ୍କ ପାଖରେ ୬୦୦ ଓ ରୋନାଲ୍ଡୋଙ୍କ ନିକଟରେ…

ଅଷ୍ଟ୍ରେଲିଆରେ ଆଜି ପର୍ଯ୍ୟନ୍ତ ଭାରତୀୟ ଟେଷ୍ଟ ଟିମର ପ୍ରଦର୍ଶନ

ପର୍ଥ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ନଭେମ୍ବର ୨୨ରୁ ଏଠାରେ ଆରମ୍ଭ ହେବ । ବିଶ୍ୱ କ୍ରିକେଟର ଦୁଇ ଶକ୍ତିଶାଳୀ ଟିମ ମଧ୍ୟରେ ହେବାକୁ ଥିବା ଏହି ମୁକାବିଲା ଉପରେ ସମସ୍ତ କ୍ରିକେଟପ୍ରେମୀଙ୍କ ନଜର ରହିଛି । ଆସନ୍ତୁ ନଜର ପକାଇବା ୧୯୪୭ରୁ…