Latest Odisha News

BREAKING NEWS

Browsing Category

ଖେଳ

ବିସିସିଆଇ ସିନିୟର୍ ସିଲେକ୍ସନ୍ କମିଟି: ଅଗରକରଙ୍କ ସ୍ଥାନ ନେଇପାରନ୍ତି ରମେଶ ପାୱାର

ମୁମ୍ବାଇ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ପିନର୍ ରମେଶ ପାୱାର ବିସିସିଆଇର ସିନିୟର୍ ମେନ୍ସ ସିଲେକ୍ସନ୍ କମିଟିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି । ସେ ପୂର୍ବତନ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ସ୍ଥାନ ନେବା ଦୌଡ଼ରେ ସବୁଠାରୁ ଆଗରେ ରହିଛନ୍ତି । ବର୍ତ୍ତମାନ ପୂର୍ବତନ…

Kavya Maran Wedding: ହାତକୁ ଦୁଇ ହାତ ହେବେ ସନରାଇଜର୍ସ ମାଲିକାଣୀ! ଗ୍ରୀସ୍‌ରେ ବାଜିବ ଶାହାନାଇ, ଜାଣନ୍ତୁ କାହାକୁ…

ହାଇଦ୍ରାବାଦ: ଆଇପିଏଲ୍‌ର ଲୋକପ୍ରିୟ ଟିମ୍‌ ସନରାଇଜର୍ସ ହାଇଦ୍ରାବାଦର ସିଇଓ କାବ୍ୟା ମାରନ୍‌ଙ୍କ ବିବାହକୁ ନେଇ ଏବେ ଜୋରଦାର ଚର୍ଚ୍ଚା। ଦୀର୍ଘଦିନ ଧରି ତାଙ୍କ ବିବାହକୁ ନେଇ ଚାଲିଥିବା ଆଲୋଚନା ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟ ଏହି…

Gold winning hockey players:ପୁରୁଷ ଓ ମହିଳା ହକି ଟିମ୍‌କୁ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ;ଓଡ଼ିଆ…

ଭୁବନେଶ୍ୱର:ଜାପାନରେ ଅନୁଷ୍ଠିତ ୨୦୨୬ ଏସୀୟ କ୍ରୀଡ଼ାରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରି ଆଗାମୀ ୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲମ୍ପିକ୍‌ସ ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ…

ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତର ଦିନିକିଆ ଏବଂ ଟେଷ୍ଟ୍ ଦଳ ଘୋଷଣା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ  ଆଗାମୀ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତର ଦିନିକିଆ ଏବଂ ଟେଷ୍ଟ୍ ଦଳ ଘୋଷଣା କରିଛି । ଟି-୨୦ ସିରିଜ୍ ପରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ଟି ଦିନିକିଆ ଏବଂ ୨ଟି ଟେଷ୍ଟ୍ ମ୍ୟାଚ୍ ଖେଳିବ । ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଟିମ୍ ଇଣ୍ଡିଆର…

ଭିନୁ ମଙ୍କଡ ଟ୍ରଫି: ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଖେଳିଲେ ବିସ୍ଫୋରକ ଶତକୀୟ ଇନିଂସ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଜଗତରୁ ଏକ ବଡ଼ ଏବଂ ରୋମାଞ୍ଚକର ଖବର ସାମ୍ନାକୁ ଆସିଛି । ୧୯ ବର୍ଷରୁ କମ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ୱାଗ ଧୀରେ ଧୀରେ ଲୟକୁ ଫେରିବା ସହ ଚମତ୍କାର ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ତାଙ୍କ…

ବ୍ୟକ୍ତିଗତ ଜୀବନକୁ ନେଇ ବଡ ଖୁଲାସା କଲେ ଚହଲ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ତାରକା ତଥା ଆଇପିଏଲ୍ ଇତିହାସର ସର୍ବାଧିକ ୱିକେଟ୍-ଟେକର ଯୁଜବେନ୍ଦ୍ର ଚହଲ ନିଜର ବ୍ୟକ୍ତିଗତ ଜୀବନର କଠିନ ସମୟ ଏବଂ ମାନସିକ ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖୁଲାସା କରିଛନ୍ତି । ଏକ ପୋଡ୍‌କାଷ୍ଟରେ ସେ ନିଜର ମଦ୍ୟପାନ ସମସ୍ୟା, ଡିଭୋର୍ସ ପରବର୍ତ୍ତୀ ମାନସିକ…

ବୈଭବ,ସଞ୍ଜୁଙ୍କୁ ନେଇ ଶ୍ରୀକାନ୍ତଙ୍କ ବଡ଼ ଅଭିଯୋଗ; ଟାର୍ଗେଟ୍‌ରେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ: ଭାରତୀୟ ଟି୨୦ ଦଳରେ ଓପନିଂ ସ୍ଲଟ୍ ଏବଂ ଖେଳାଳିଙ୍କ ଚୟନକୁ ନେଇ ପୂର୍ବତନ ଅଧିନାୟକ କ୍ରିଷ୍ଣମାଚାରୀ ଶ୍ରୀକାନ୍ତ ଟିମ୍ ମ୍ୟାନେଜମେଣ୍ଟ ଏବଂ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କୁ କଡ଼ା ସମାଲୋଚନା କରିଛନ୍ତି । ତାଙ୍କ ମତରେ, ଲଗାତାର ପ୍ଲେଇଙ୍ଗ୍ ଏକାଦଶରୁ ବାହାରେ ରଖିବା ଯୋଗୁଁ ଯୁବ…

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ବୁମରାହଙ୍କୁ ଦିଆଯାଇପାରେ ବିଶ୍ରାମ

ନୂଆଦିଲ୍ଲୀ: ଭାରତୀୟ ଦ୍ରୁତ ବୋଲର୍ ଯଶପ୍ରୀତ ବୁମରାହଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଆଗାମୀ ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳ ଖେଳିବାକୁ ଥିବା ୫ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରୁ ବୁମରାହଙ୍କୁ ବିଶ୍ରାମ ଦିଆଯିବାର ସମ୍ଭାବନା ରହିଛି । ବିସିସିଆଇ ଏବଂ ଟିମ୍ ମ୍ୟାନେଜମେଣ୍ଟ…

୪ର୍ଥ ଟି୨୦ରେ ୱେଷ୍ଟଇଣ୍ଡିଜ ବିଜୟୀ : ସିରିଜ ୨-୨ ରୋମାଂଚକ ସ୍ଥିତିରେ

ହାଇଦ୍ରାବାଦ: ହାଇଦ୍ରାବାଦରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ଦଳ ଭାରତକୁ ୨୪ ରନ୍‌ରେ ପରାସ୍ତ କରିଛି । ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ ବର୍ତ୍ତମାନ ୨-୨ ବ୍ୟବଧାନରେ ସମାନ ସ୍ଥିତିରେ ପହଞ୍ଚିଛି । ସିରିଜ୍‌ର ପଞ୍ଚମ ତଥା ନିର୍ଣ୍ଣାୟକ ମ୍ୟାଚ୍ ଅକ୍ଟୋବର ୧୭ରେ…

ରଣଜୀ ଟ୍ରଫି: ଗୁଜରାଟଠାରୁ ବଡ଼ ବ୍ୟବଧାନରେ ହାରିଲା ଓଡ଼ିଶା

ରଣଜୀ ଟ୍ରଫି ଗ୍ରୁପ୍ ସିର ପ୍ରଥମ ମ୍ୟାଚରେ ଗୁଜରାଟ ଦଳ ଓଡ଼ିଶାକୁ ୧୦ ୱିକେଟ୍‌ରେ ପରାସ୍ତ କରି ଏକ ଦମଦାର୍ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ଏହି ଜିତ ସହିତ ଗୁଜରାଟ ବୋନସ ପଏଣ୍ଟ ମଧ୍ୟ ହାସଲ କରିଛି । ମ୍ୟାଚ୍‌ର ତୃତୀୟ ଦିନରେ ଓଡ଼ିଶା ଦଳ ନିଜର ଦ୍ୱିତୀୟ ପାଳିରେ ମାତ୍ର ୧୬୧ ରନରେ…