Latest Odisha News

BREAKING NEWS

Browsing Category

ଖେଳ

ଏସିଆନ କପ ଟିଟିରେ ଇତିହାସ ରଚିଲେ ଭାରତର ମାନିକା

ବ୍ୟାଙ୍କକ: ଚଳିତ ଏସିଆନ କପ ଟେବୁଲ ଟେନିସ ଟୁର୍ଣ୍ଣାମେଂଟରେ ଇତିହାସ ରଚିଛନ୍ତି ଭାରତର ଷ୍ଟାର ମହିଳା ଖେଳାଳି ମାନିକା ବାତ୍ରା । ସେ ପ୍ରଥମ ଭାରତୀୟ ମହିଳା ଭାବେ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିବା ଗୌରବ ଅର୍ଜନ କରିଛନ୍ତି । କ୍ୱାର୍ଟର ଫାଇନାଲରେ ସେ ଚାଇନିଜ ତାଇପେର ଚେନ ସୁ…

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦ ବର୍ଷା ଯୋଗୁ ବାତିଲ

ୱେଲିଂଟନ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି୨୦ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ଟି୨୦ ବିଶ୍ୱକପ ପରେ ଏହି ସିରିଜ ଆରମ୍ଭ ହେଉଛି । ପ୍ରବଳ ବର୍ଷା ଯୋଗୁ ଖେଳାଳିମାନେ ଡ୍ରେସିଂ ରୁମରେ ବସି ସମୟ କାଟୁଥିବା ଦେଖିବାକୁ ମିଳିଛି । ଉଭୟ ଦେଶର କେତେକ…

ଆଜି ନ୍ୟୁଜିଲାଣ୍ଡ- ଭାରତ ପ୍ରଥମ ଟି-20

ୱେଲିଂଟନ: ଆଉ କିଛି ସମୟ ପରେ  ଘରୋଇ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଆରମ୍ଭ ହେବ ପ୍ରଥମ ଟି-20 । ଭାରତୀୟ ସମୟ ମଧ୍ୟାହ୍ନ 12ଟାରେ ମ୍ୟାଚ ଆରମ୍ଭ ହେବ । ଆଜିର ମ୍ୟାରେ  ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଯୁବ ଦଳ ପଡ଼ିଆକୁ ଓହ୍ଲାଇବେ ।  ସିନିୟର ଖେଳାଳି ବିଶ୍ରାମ ନେଉଥିବାରୁ  ରୋହିତ ଓ…

ବିଜୟ ହଜାରେ ଟ୍ରଫି: ବରୋଦା ନିକଟରୁ ଓଡିଶାର ଶୋଚନୀୟ ପରାଜୟ

ମୁମ୍ବାଇ: ଡିୱାଇ ପାଟିଲ ଷ୍ଟାଡିୟମରେ ଚାଲିଥିବା ବିଜୟ ହଜାରେ ଟ୍ରଫିରେ ଗୁରୁବାର ଓଡିଶା ଶୋଚନୀୟ ଭାବେ ବରୋଦା ନିକଟରୁ ପରାଜିତ ହୋଇଛି । ପ୍ରଥମେ ବ୍ୟାଟିଂ କରି ବରୋଦା ୫୦ ଓଭରରେ ୭ ୱିକେଟ ହରାଇ ୨୮୪ ରନ କରିଥିଲା । ପ୍ରତ୍ୟୁଷ କୁମାର ୬୯, ବିଷ୍ଣୁ ସୋଲାଙ୍କି ୬୯ ଓ ଭାନୁ ପାନିଆ ୫୫ ରନର…

ଦ୍ରାବିଡ, ଷ୍ଟାଫଙ୍କୁ ବାରମ୍ବାର ବିଶ୍ରାମ ନେଇ ପ୍ରଶ୍ନ ଉଠାଇଲେ ପୂର୍ବତନ କୋଚ ଶାସ୍ତ୍ରୀ

ନୂଆଦିଲ୍ଲୀ: ଟିମ ଇଣ୍ଡିଆ କୋଚ ରାହୁଲ ଦ୍ରାବିଡ ଏବଂ ଅନ୍ୟ ସହଯୋଗୀ ଷ୍ଟାଫଙ୍କୁ ବାରମ୍ବାର ବିଶ୍ରାମ ଦିଆଯାଉଥିବା ପ୍ରଶ୍ନ ଉଠାଇଛନ୍ତି ରବି ଶାସ୍ତ୍ରୀ । ସେମାନଙ୍କୁ ଏତେ ବ୍ରେକ କାହିଁକି ଦିଆଯାଉଛି ବୋଲି ପୂର୍ବତନ କୋଚ ଶାସ୍ତ୍ରୀ କହିଛନ୍ତି । ନ୍ୟୁଜିଲାଣ୍ଡ ବିପକ୍ଷ ସୀମିତ ଓଭର ସିରିଜ…

ବିଶ୍ୱ ଚାମ୍ପିୟନକୁ ହରାଇଲା ଅଷ୍ଟ୍ରେଲିଆ

ଆଡିଲେଡ: ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆ ୬ ୱିକେଟରେ ଟି୨୦ ବିଶ୍ୱ ଚାମ୍ପିୟନ ଇଂଲଣ୍ଡକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଡେଭିଡ ମଲାନଙ୍କ ୧୩୪ ରନ ସହାୟତାରେ ୫୦ ଓଭରରେ ୯ ୱିକେଟ ହରାଇ ୨୮୭ ରନ କରିଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ପ୍ୟାଟ…

ଫିଫା ବିଶ୍ୱକପ: ଏଥର ହ୍ରାସ ହେବ କି ୟୁରୋପର ଆଧିପତ୍ୟ

ଦୋହା: କାତାରରେ ଆଉ ୪ ଦିନ ପରେ ଆରମ୍ଭ ହୋଇଯିବ ଫିଫା ବିଶ୍ୱକପ । ଏଥର ୟୁରୋପର ୨୦ ବର୍ଷର ଆଧିପତ୍ୟ ଦକ୍ଷିଣ ଆମେରିକୀୟ ଦେଶ ହ୍ରାସ କରିବେ କି ? ମୂଖ୍ୟତଃ ଲିଓନେଲ ମେସି ଓ ନେମାର ନିଜ ନିଜ ଦେଶକୁ ଚାମ୍ପିୟନ କରାଇ ପାରିବେ ତ? ସବୁ ବିଶ୍ୱକପରେ ଆର୍ଜେଂଟିନା ଓ ବ୍ରାଜିଲ ବିଶ୍ୱକପ ଦାବୀଦାର…

ଆସନ୍ତା ବର୍ଷ ଭାରତ ଗସ୍ତରେ ଆସିବ ଅଷ୍ଟ୍ରେଲିଆ ଟିମ୍ : ୫ ବର୍ଷ ପରେ ଦିଲ୍ଲୀରେ ଖେଳାଯିବ ଟେଷ୍ଟ

ନୂଆଦିଲ୍ଲୀ: ଆସନ୍ତା ବର୍ଷ ୪ ମ୍ୟାଚ ବିଶିଷ୍ଟ ଗାଭାସ୍କର-ବର୍ଡର ଟେଷ୍ଟ ସିରିଜ ଖେଳିବା ପାଇଁ ଭାରତ ଗସ୍ତରେ ଆସିବ ଅଷ୍ଟ୍ରେଲିଆ କ୍ରିକେଟ ଟିମ । ଏହି ସିରିଜ ୱାର୍ଲ୍ଡ ଟେଷ୍ଟ ସିରିଜ ପାଇଁ ଗୁରୁତ୍ୱପୂର୍ଣ୍ଣ । କେଉଁ ଦଳ ଫାଇନାଲରେ ପ୍ରବେଶ ତାହା ଏକ ପ୍ରକାର ଏହି ସିରିଜରେ ଚୂଡାନ୍ତ ହେବ ।…

ଜାତୀୟ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର୍ସ ଟ୍ରଫି: ଇଣ୍ଡିଆ ଡି ଟିମରେ ଓଡିଶାର ପ୍ରିୟଙ୍କା

ଭୁବନେଶ୍ୱର: ଜାତୀୟ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର୍ସ ଟ୍ରଫି ପାଇଁ ଆଜି ଖେଳାଳି ଚୟନ କରାଯାଇଛି । ରାୟପୁରରେ ନଭେମ୍ବର ୨୦ରୁ ୨୬ ପର୍ଯ୍ୟନ୍ତ ଏହା ଆୟୋଜିତ ହେବ । ଭାରତ ଏ, ଭାରତ ବି, ଭାରତ ସି ଓ ଭାରତ ଡି ଭାବେ ୪ଟି ଟିମ ଗଠନ କରାଯାଇଛି । ଓଡିଶାର ପ୍ରିୟଙ୍କା ପ୍ରିୟଦର୍ଶନୀ ଭାରତ ଡି…

୮ ବଲ୍, ୨୮ ରନ୍; ବିରାଟ କୋହଲିଙ୍କ ଛକା ଜିଣିଲା ICC ମନ

ନୂଆଦିଲ୍ଲୀ: ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପରେ ଇଂଲଣ୍ଡ ଠାରୁ ସେମି ଫାଇନାଲରେ ଭାରତ ହାରିବା ସହ ୧୫ ବର୍ଷ ପରେ ବିଶ୍ୱକପ୍ ବିଜୟ ଆଶା ଆଶାରେ ରହି ଯାଇଛି । କିନ୍ତୁ ଟୁର୍ଣ୍ଣାମେଣ୍ଟରେ ଭାରତୀୟ କ୍ରିକେଟ୍ ଦଳର ଅନେକ ଖେଳାଳିଙ୍କ ପ୍ରଦର୍ଶନ ଉତ୍ସାହଜନକ ରହିଛି । ଯାହା ଭିତରେ ବିରାଟ କୋହଲିଙ୍କ…