Latest Odisha News
Browsing Category

ଖେଳ

୨୦୨୪ରେ ଶ୍ରୀଲଙ୍କାରେ ଆୟୋଜିତ ହେବ ୧୯ ବର୍ଷରୁ କମ ବିଶ୍ୱକପ

କଲମ୍ବୋ: ୨୦୨୪ରେ ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ ଶ୍ରୀଲଙ୍କାରେ ଆୟୋଜିତ ହେବ । ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ୨୦୨୪ରୁ୨୭ ପର୍ଯ୍ୟନ୍ତ ହେବାକୁ ଥିବା ୧୯ ବର୍ଷରୁ କମ ବିଶ୍ୱକପର ଆୟୋଜକଙ୍କ ନାମ ଘୋଷଣା କରିଛି । ୨୦୨୫ରେ ମାଲେସିଆ-ଥାଇଲାଣ୍ଡରେ ୧୯ ବର୍ଷରୁ କମ ମହିଳା ବିଶ୍ୱକପ ଏବଂ ୨୦୨୭ରେ…

ପ୍ରଶଂସକଙ୍କ ମନୋଭାବ ସହ ଖେଳୁଛନ୍ତି କି ସାନିଆ-ଶୋଏବ

ଲାହୋର: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଓ ଭାରତର ଟେନିସ ଷ୍ଟାର ସାନିଆ ମିର୍ଜାଙ୍କ ବିବାହ ବିଚ୍ଛେଦ ଘଟିବାକୁ ଯାଉଛି ବୋଲି ସ୍ଥାନୀୟ ଗଣମାଧ୍ୟମରେ ଜୋରସୋରରେ ଖବର ପ୍ରକାଶ ପାଇଛି । ରବିବାର ଉଭୟ ଏକତ୍ର ଏକ ଟକ ଶୋ କରିବାକୁ ଯାଉଛନ୍ତି । ଏହାର ନାମ ଦି ମିର୍ଜା ମଲିକ ଶୋ ରଖାଯାଇଛି । ଏହା…

ପାକିସ୍ତାନକୁ ୫ ୱିକେଟରେ ହରାଇ ଦ୍ୱିତୀୟଥର ପାଇଁ ଇଂଲଣ୍ଡ ବିଶ୍ୱକପ୍ ଚାମ୍ପିଅନ୍

ମେଲବର୍ଣ୍ଣ: ମେଲବର୍ଣ୍ଣରେ ଧୂଳିସାତ୍ ହୋଇ ଯାଇଛି ପାକିସ୍ତାନର ସ୍ୱପ୍ନ । ଟି-ଟ୍ୱେଣ୍ଟି ବିଶ୍ୱକପ୍ ଫାଇନାଲରେ ପାକିସ୍ତାନକୁ ୫ ୱିକେଟରେ ହରାଇଁ ଇଂଲଣ୍ଡ ବିଶ୍ୱ ଚାମ୍ପିଅନ୍ ହୋଇଛି । ଇଂଲଣ୍ଡ ଦ୍ୱିତୀୟ ଥର ପାଇଁ ଟି-ଟ୍ୱେଣ୍ଟି ବିଶ୍ୱ ବିଜେତା ହୋଇଛି । ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ୪୯…

ଅଲଗା ହେବା ପୂର୍ବରୁ ବଡ ଘୋଷଣା କଲେ ସାନିଆ-ଶୋଏବ

କରାଚୀ: ଭାରତର ଟେନିସ ତାରକା ସାନିଆ ମିର୍ଜାଙ୍କ ଦାମ୍ପତ୍ୟ ଜୀବନରେ ଦେଖାଦେଇଥିବା ଝଡକୁ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ବଡ ଘୋଷଣା କରିଛନ୍ତି ସାନିଆ-ଶୋଏବ ।  ଏହି ଘୋଷଣା ପରେ ସାନିଆ-ଶୋଏବ ଏକାଠି ରହିବା  ନେଇ ଫ୍ୟାନ୍ସମାନେ ଆଶାବାଦୀ ହୋଇଛନ୍ତି । ଉଭୟ ଏକ ଟକ୍  ଶୋରେ ଏକାଠି…

ଜାତୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପ: ଓଡିଶା ପାଇଁ ସ୍ୱର୍ଣ୍ଣ ଜିତିଲେ ଓଁକାର, ଲାଲୁ, ଜୟରାମ

ଗୌହାଟୀ: ଗୌହାଟୀରରେ ଚାଲିଥିବା ଜାତୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପରେ ଓଡିଶା ଆଥଲେଟଙ୍କ ପ୍ରଶଂସନୀୟ ପ୍ରଦର୍ଶନ ଜାରୀ ରହିଛି । ଶୁକ୍ରବାର ଧନମତି ଖେସଙ୍କ ପରେ ଓଡିଶା ପ୍ରତିଯୋଗୀମାନେ ଶନିବାର ଆଉ ୩ ସ୍ୱର୍ଣ୍ଣ ଜିତିଛନ୍ତି । ୧୬ ବର୍ଷରୁ କମ ଶଟପୁଟ ଇଭେଂଟରେ ଓଁକାର ପ୍ରସାଦ ନନ୍ଦ ୧୮.୩୪…

ଦୃଢ଼ ସ୍ଥିତିରେ ଓଡିଶା: ଆଶୀର୍ବାଦ, ଦିବ୍ୟଜ୍ୟୋତିଙ୍କ ଅର୍ଦ୍ଧଶତକ

ଅହମ୍ମଦାବାଦ: ଚଳିତ କୁଚ ବିହାର ଟ୍ରଫି କ୍ରିକେଟରେ ଆଶୀର୍ବାଦ ସ୍ୱାଇଁ ଓ ଦିବ୍ୟଜ୍ୟୋତି ପଟ୍ଟନାୟକଙ୍କ ଚମତ୍କାର ଅର୍ଦ୍ଧଶତକ ବଳରେ ମଣିପୁର ବିପକ୍ଷରେ ଓଡିଶା ଭଲ ସ୍ଥିତିରେ ରହିଛି । ମେଟେରାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିବସରେ ମଣିପୁରକୁ ଓଡିଶା ୧୧୦…

ଶାହଙ୍କ ସହ ଭେଟ ପରେ ଧୋନୀଙ୍କ ବିଜେପିରେ ମିଶିବା ନେଇ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ଭେଟ ପରେ ବିଭିନ୍ନ ଗୁଜବ ସୃଷ୍ଟି ହେବାରେ ଲାଗିଛି । ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଧୋନୀ ବିଜେପିରେ ମିଶିବା ନେଇ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ସୃଷ୍ଟି…

ବାରକ୍ଲେ ପୁନର୍ବାର ହେଲେ ଆଇସିସି ଚେୟାରମ୍ୟାନ

ମେଲବୋର୍ଣ୍ଣ: ଅଷ୍ଟ୍ରେଲିଆରେ ଚାଲିଥିବା ଟି୨୦ ବିଶ୍ୱକପ ଅବସରରେ ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ  । ନ୍ୟୁଜିଲାଣ୍ଡ କ୍ରିକେଟର ଡାଇରେକ୍ଟର ଓ ଓକିଲ ଗ୍ରେଗର ବାରକ୍ଲେ ପୁନର୍ବାର ଆଇସିସି ଚେୟାରମ୍ୟାନ ଭାବେ ମନୋନୀତ ହୋଇଛନ୍ତି । ଶନିବାର ସର୍ବସମ୍ମତି କ୍ରମେ ସେ ଏହି ପଦ ଦ୍ୱିତୀୟ ଥର ପାଇଁ…

ଟି୨୦ ବିଶ୍ୱକପ ଫାଇନାଲରେ ଲା ଲୀନା ଭୟ

ମେଲବୋର୍ଣ୍ଣ: ଟି୨୦ ବିଶ୍ୱକପ କ୍ରିକେଟ ଫାଇନାଲ ରବିବାର ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯିବ । ତେବେ ଫାଇନାଲରେ ବର୍ଷା ଆଶଙ୍କା ରହିଛି । ପାଣିପାଗ ରିପୋର୍ଟ ଅନୁସାରେ ବର୍ତମାନ ରବିବାର ଶତ ପ୍ରତିଶତ ଏବଂ ରିଜର୍ଭ ଡେ ସୋମବାରରେ ୯୫ ପ୍ରତିଶତ ବର୍ଷା ହୋଇପାରେ । ତେବେ ଅଷ୍ଟ୍ରେଲିଆରେ…

ମଡେଲ ଆୟଶାଙ୍କ ଯୋଗୁ ଭାଙ୍ଗିବାକୁ ଯାଉଛି କି ସାନିଆ-ଶୋଏବଙ୍କ ବିବାହ ?

କରାଚୀ: ପାକିସ୍ତାନ କ୍ରିକେଟର ଶୋଏବ ମଲିକ ଓ ଭାରତର ଟେନିସ ଷ୍ଟାର ସାନିଆ ମିର୍ଜାଙ୍କ ବିବାହ ବିଚ୍ଛେଦ ହୋଇ ଯାଇଥିବା ଚର୍ଚ୍ଚା ଜୋର ଧରିଛି । ଶୋଏବଙ୍କ ନିକଟତମ ବନ୍ଧୁ ଉଭୟଙ୍କ ତଲାକ ହୋଇ ଯାଇଥିବା କହିଛନ୍ତି । ପାକିସ୍ତାନୀ ମଡେଲ ଆୟଶାଙ୍କ ସହ ଶୋଏବଙ୍କ ସମ୍ପର୍କ ଏହି ବିବାହ ବିଚ୍ଛେଦର କାରଣ…