Latest Odisha News

BREAKING NEWS

Browsing Category

ଖେଳ

ଆଇପିଏଲ ମେଗା ନିଲାମ: ପନ୍ତ ସବୁଠାରୁ ଦାମୀ ଖେଳାଳି

ଦୁବାଇ: ଆଇପିଏଲ ୨୦୨୫ ପାଇଁ ମେଗା ନିଲାମ ଜେଦାହରେ ଆରମ୍ଭ ହୋଇଛି । ନିଲାମରେ ଭାରତର ଷ୍ଟାର ୱିକେଟକିପର ରିଷଭ ପନ୍ତ ଆଇପିଏଲ ଇତିହାସର ସବୁଠାରୁ ଦାମୀ ଖେଳାଳି ସାଜିଛନ୍ତି । ଏହା ପୂର୍ବରୁ କୋଲକାତା ନାଇଟ ରାଇଡର୍ସ ମିଚେଲ ଷ୍ଟାର୍କଙ୍କୁ ୨୦୨୪ ନିଲାମରେ ୨୪.୭୫ କୋଟି ଟଙ୍କାରେ ନେଇ ଇତିହାସ…

ପର୍ଥ ଟେଷ୍ଟ: ଦୃଢ଼ ସ୍ଥିତିରେ ଭାରତ, ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ ବିରାଟ

ପର୍ଥ: ଏଠାରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭାରତ ଦୃଢ଼ ସ୍ଥିତିରେ ରହିଛି । ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୫୩୪ ରନର ଟାର୍ଗେଟ ଅଷ୍ଟ୍ରେଲିଆ ସମ୍ମୁଖରେ ରଖିଛି । ଏହାର ଜବାବରେ ଘରୋଇ ଦଳ ୩ ୱିକେଟ ହରାଇ ୧୨ ରନ କରି ବିପଦରେ ପଡିଛି । ଉସମାନ ଖ୍ୱାଜା ୩ ରନ…

ଦୁର୍ଘଟଣାରୁ ବଞ୍ଚାଇଥିବା ବ୍ୟକ୍ତିଙ୍କୁ ସ୍ପେଶାଲ ଗିଫ୍ଟ ଦେଲେ ପନ୍ତ

ନୂଆଦିଲ୍ଲୀ: ୨୦୨୨ ମସିହାରେ ଟିମ୍ ଇଣ୍ଡିଆର ୱିକେଟ୍ କିପର ତଥା ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କର ଏକ କାର ଦୁର୍ଘଟଣା ହୋଇଥିଲା। ଏହି ଦୁର୍ଘଟଣାରେ ସେ ଗୁରୁତର ଆହତ ହେବାସହ କାରରେ ନିଆଁ ମଧ୍ଯ ଲାଗିଯାଇଥିଲା। ସେହି ସମୟରେ ତାଙ୍କୁ ଦୁଇ ଜଣ ଲୋକ ଉଦ୍ଧାର କରିଥିଲେ। ପନ୍ତ ତାଙ୍କ ଜୀବନ ରକ୍ଷା…

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଜୈସୱାଲଙ୍କୁ ସାରା ଭାରତ କହୁଛି ଯଶସ୍ୱୀ ହୁଅ

ପର୍ଥ: ଏଠାରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭାରତର ଓପନର ଯଶସ୍ୱୀ ଜୈସୱାଲ ଶତକ ହାସଲ କରି ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ଏହି ଆକର୍ଷଣୀୟ ଶତକ ସହ ସେ ସଚିନ ତେନ୍ଦୁଲକର ଓ ବୀରେନ୍ଦ୍ର ସେହ୍ୱାଗଙ୍କ କ୍ଲବରେ ସାମିଲ ହୋଇଛନ୍ତି । ସେ ୪ର୍ଥ ଭାରତୀୟ କମ ବୟସରେ…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ସନ୍ତୋଷ ଟ୍ରଫି ଫୁଟବଲ: ଫାଇନାଲ ରାଉଣ୍ଡରେ ଓଡିଶା

ଭୁବନେଶ୍ୱର: ଚଳିତ ସନ୍ତୋଷ ଟ୍ରଫି ଫୁଟବଲରେ ଓଡିଶା ପ୍ରଭାବୀ ପ୍ରଦର୍ଶନ ଜାରି ରଖି ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଛି । ଶନିବାର ଏକ ସମ୍ପୂର୍ଣ୍ଣ ଏକତରଫା ମ୍ୟାଚରେ ଓଡିଶା ୪-୧ ଗୋଲରେ ଛତିଶଗଡକୁ ପରାସ୍ତ କରିଥିଲା । ୪ର୍ଥ ମିନିଟରେ ଜିତୁ ମୁଦୁଲି ଓଡିଶା ପକ୍ଷରୁ ପ୍ରଥମ ଗୋଲ ସ୍କୋର କରିଥିଲେ…

ବିସିସିଆଇ,ଆଇସିସି ସହିତ କୌଣସି ବୈଠକର ସୂଚନା ନାହିଁ : ପିସିବି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଉପସ୍ଥିତିରେ ଆଇସିସି ସହିତ ଚାମ୍ପିୟନ୍ସ ଟ୍ରଫି ସମ୍ପର୍କିତ କୌଣସି ବୈଠକ ସମ୍ପର୍କରେ ସୂଚନା ପାଇ ନାହୁଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ କହିଛି । ସୂଚନାଯୋଗ୍ୟ, ଶୁକ୍ରବାର ପିସିବି ଓ ବିିସିସିଆଇ ମଧ୍ୟରେ ଚାମ୍ପିୟନ୍ସ ଟ୍ରଫି ଖେଳିବା ନେଇ…