Latest Odisha News

BREAKING NEWS

Browsing Category

ଖେଳ

କେପଟାଉନ ପିଚକୁ ମିଳିଲା ଅସନ୍ତୋଷଜନକ ରିପୋର୍ଟ

କେପଟାଉନ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପଟାଉନରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳା ଯାଇଥିଲା । ଏହି ଟେଷ୍ଟ ମ୍ୟାଚ ୨ ଦିନରେ ଶେଷ ହୋଇ ଯାଇଥିଲା । ୧୦୭ ଓଭରରେ ୩୩ ୱିକେଟର ପତନ ଘଟିଥିଲା । ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଏବେ ଏହି ପିଚକୁ ଅସନ୍ତୋଷଜନକ ବୋଲି ରେଟିଂ ଦେଇଛି । ମ୍ୟାଚ…

ପ୍ରବୀଣଙ୍କ ଚାଂଚଲ୍ୟକର ଖୁଲାସା, ଜଣେ ବ୍ୟକ୍ତି ମୋ କ୍ୟାରିୟର ଶେଷ କରିବାକୁ ଦେଇଥିଲେ ଧମକ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ପୂର୍ବତନ ପେସ ବୋଲର ପ୍ରବୀଣ କୁମାର ମଙ୍ଗଳବାର ଚାଂଚଲ୍ୟକର ଖୁଲାସା କରିଛନ୍ତି । ସେ କହିଛନ୍ତି ଇଣ୍ଡିଆନ ପ୍ରିମିୟର ଲିଗ ଅବସରରେ ମୁଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବଦଳରେ ଦିଲ୍ଲୀ ଡେୟାରଡେଭିଲ୍ସ ପକ୍ଷରୁ ଖେଳିବାକୁ ଚାହୁଁଥିଲି । ଆରସିବିର ଜନୈକ…

ମହମ୍ମଦ ଶାମୀଙ୍କୁ ମିଳିଲା ଅର୍ଜୁନ ଆୱାର୍ଡ, ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ: ଭାରତୀୟ ଦଳର ପେସ ବୋଲର ମହମ୍ମଦ ଶାମୀଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାର ପାଇବାରେ ସେ ୫୮ତମ କ୍ରିକେଟର ହୋଇଛନ୍ତି। ଆଜି ମଙ୍ଗଳବାର ୯ ଜାନୁଆରୀ, ୨୦୨୪ରେ ଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ କ୍ରୀଡ଼ା ପୁରସ୍କାର ସମାରୋହରେ ରାଷ୍ଟ୍ରପତି…

କୋହଲି, ରୋହିତ ଟି୨୦ ବିଶ୍ୱକପ ଖେଳିବା ଏକପ୍ରକାର ନିଶ୍ଚିତ

ମୁମ୍ବାଇ: ଆଫଗାନିସ୍ତାନ ବିପକ୍ଷ ଟି୨୦ ସିରିଜ ପାଇଁ ବିସିସିଆଇ ଭାରତୀୟ ଦଳ ଚୟନ କରିଛି । ଏହି ସିରିଜ ପାଇଁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ଦଳରେ ସାମିଲ କରାଯାଇଛି । ୧୪ ମାସ ପରେ ଦୁଇ ଧୂରନ୍ଧର ଖେଳାଳି ଦଳରେ ସାମିଲ ହୋଇଛନ୍ତି । ଏଥିସହ ଏହି ଦୁଇ ମହାନ ଖେଳାଳିଙ୍କ ଆଗାମୀ ଟି୨୦…

ଅଲିମ୍ପିକ କୋଟା ହାସଲ କଲେ ଭାରତୀୟ ଶୁଟର ବରୁଣ, ଈଶା

ଜାକର୍ତା: ଏସିଆନ କ୍ୱାଲିଫାୟର୍ସ ୧୦ ମିଟର ପୁରୁଷ ଏବଂ ମହିଳା ବିଭାଗରେ ଭାରତର ଯୁବ ଶୁଟର ବରୁଣ ତୋମାର ଓ ଈଶା ସିଂ ଅଲିମ୍ପିକ କୋଟା ହାସଲ କରିଛନ୍ତି । ଏଥିସହ ଭାରତର ୧୫ଜଣ ଶୁଟର ପ୍ୟାରିସ ଅଲିମ୍ପିକ ଯୋଗ୍ୟତା ହାସଲ କରିଛନ୍ତି । କଂଟିନେଟାଂଲ ଇଭେଂଟରେ ଭାରତ ୨ ସ୍ୱର୍ଣ୍ଣ ସହ ୬ ପଦକ ହାସଲ…

ବରୋଦାଠାରୁ ୧୪୭ ରନରେ ହାରିଲା ଓଡିଶା

ଭୁବନେଶ୍ୱର: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ବ୍ୟାଟ୍ସମ୍ୟାନଙ୍କ ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ ଯୋଗୁ ଓଡିଶା ୧୪୭ ରନରେ ବରୋଦା ନିକଟରୁ ପରାଜିତ ହୋଇଛି । ଏଥିସହ ଓଡିଶା ନୈରାଶ୍ୟଜନକ ଢ଼ଙ୍ଗରେ ତାର ଅଭିଯାନ ଆରମ୍ଭ କରିଛି । ମହେଶ ପିଥିୟାଙ୍କ ଚମତ୍କାର ବୋଲିଂ ପ୍ରଦର୍ଶନର ଜବାବ ଓଡିଶା…

ରଣଜୀ ଟ୍ରଫି: ପରାଗଙ୍କ ବିସ୍ଫୋରକ ଶତକ, ପନ୍ତଙ୍କ ରେକର୍ଡ ଭାଙ୍ଗି ପାରିଲେନି

ନୂଆଦିଲ୍ଲୀ : ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଆସାମ ବ୍ୟାଟ୍ସମ୍ୟାନ ରିୟାନ ପରାଗ ବିସ୍ଫୋରକ ଶତକ ହାସଲ କରିଛନ୍ତି । ସେ ଅଳ୍ପକେ ରିଷଭ ପନ୍ତଙ୍କ ରେକର୍ଡ ଭାଙ୍ଗି ପାରି ନାହାନ୍ତି । ଛତିଶଗଡ ବିପକ୍ଷ ମ୍ୟାଚରେ ପରାଗ ସେ ୫୬ ବଲରେ ଶତକ ହାସଲ କରିଛନ୍ତି । ପରାଗ ୮୭ ବଲରେ ୧୫୫ ରନ ସଂଗ୍ରହ…

ସାଂସଦ ହେଲେ ବାଂଲାଦେଶ କ୍ରିକେଟର ଶକିବ

ଢ଼ାକା: ବାଂଲାଦେଶ କ୍ରିକେଟ ଟିମ ଅଧିନାୟକ ଶକିବ ଉଲ ହାସନ ରାଜନୀତିରେ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି । ସେ ମଗୁରାର ପଶ୍ଚିମ ସହରରେ ଶେଖ ହସିନାଙ୍କ ଅବାମୀ ଲିଗ ପାର୍ଟି ପକ୍ଷରୁ ନିର୍ବାଚନ ଲଢ଼ିଥିଲେ । ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କୁ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରେ ପରାସ୍ତ କରିଛନ୍ତି ।…

ଇଂଲଣ୍ଡ ବିପକ୍ଷ ପ୍ରଥମ ୨ଟି ଟେଷ୍ଟ ଖେଳିବେନି ସାମୀ

ନୂଆଦିଲ୍ଲୀ: ଭାରତ ଟିମର ପେସ ବୋଲର ମହମ୍ମଦ ସାମୀ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚ ଖେଳିବେ ନାହିଁ । ଆଘାତ ସମସ୍ୟା ଯୋଗୁ ସାମୀ ଓହରି ଯାଇଛନ୍ତି । ୨୫ ଜାନୁୟାରୀରୁ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ । ସାମୀ ଏ ପର୍ଯ୍ୟନ୍ତ ବୋଲିଂ ଅଭ୍ୟାସ କରି ନାହାନ୍ତି ।…

କେପଟାଉନ ବିଜୟ ପରେ ଦ୍ରାବିଡଙ୍କୁ ଆଲିଙ୍ଗନ କଲେ ବିରାଟ; କାହିଁକି ଭାରତ ପାଇଁ ଏହା ବଡ଼ ବିଜୟ ଜାଣିଛନ୍ତି…

ନୂଆଦିଲ୍ଲୀ: ନୂଆବର୍ଷରେ ମ୍ୟାନ ଇନ୍ ବ୍ଲୁର ପ୍ରଥମ ସିରିଜ ବିଜୟ, ତା'ପୁଣି ବିଦେଶ ମାଟିରେ। ଯେଉଁଭଳି ଭାବେ ଭାରତୀୟ ବୋଲିର ବୋଲିଂ କରିଛନ୍ତି ତାହା ସମସ୍ତଙ୍କୁ ଆମୋଦିତ କରିଛି। କେବଳ ଯେ ପ୍ଲେଇିଂ ଇଲେଭନରେ ଥିବା ଖେଳାଳି ତାହା ନୁହେଁ ବରଂ କୋଚ, ଟିମର ଅନ୍ୟ ସଦସ୍ୟ ମଧ୍ୟ ଏହି ବିଜୟ ପରେ…