Latest Odisha News

BREAKING NEWS

Browsing Category

ଖେଳ

ଖେଳାଳୀଙ୍କ ଉପରେ ଟଙ୍କା ବର୍ଷା: ସବୁଠାରୁ ମହଙ୍ଗା ମିଚେଲ ଷ୍ଟାର୍କ

ନୂଆଦିଲ୍ଲୀ:ଖେଳାଳୀଙ୍କ ଉପରେ ଟଙ୍କା ବର୍ଷା । ନିଲାମ ହେଲେ ଆଇପିଏଲ ଖେଳାଳୀ । ଦୁବାଇରେ କୋଟି କୋଟି ଟଙ୍କାରେ ଖେଳାଳିଙ୍କର ଆଜି ନିଲାମ ହୋଇଛି । ଏହି ମିନି ଅକ୍ସନରେ ୩୩୨ ଖେଳାଳିଙ୍କ ମୂଲ୍ୟ ଧାର୍ଯ୍ୟ ହୋଇଛି । ଏଥିରେ ୨୧୬ ଜଣ ଭାରତୀୟ ଏବଂ ୧୧୬ ଜଣ ବିଦେଶୀ ଖେଳାଳି ଅଛନ୍ତି ।ଏହି ୩୩୨…

ବଦଳିବ ବାରବାଟୀ କ୍ରିକେଟ ଷ୍ଟାଡିୟମର ଚେହେରା

କଟକ: ବାରବାଟୀ ଷ୍ଟାଡିୟମକୁ ଅନ୍ତର୍ଜାତୀୟ ମାନର କରିବା ସହ ଅତ୍ୟାଧୁନିକ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ) ଯୋଜନା କରୁଛି। ରବିବାର ଅନୁଷ୍ଠିତ ସାଧାରଣ ପରିଷଦ ବୈଠକ ପରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ଏହି ସୂଚନା ଦେଇଛନ୍ତି। ନବୀକରଣ ନେଇ ଏକ ବିସ୍ତୃତ…

ପ୍ରଥମ ଦିନିକିଆରେ ଭାରତ ନିକଟରୁ ଦକ୍ଷିଣ ଆଫ୍ରିକାର ଶୋଚନୀୟ ପରାଜୟ, ଅର୍ଶଦୀପଙ୍କୁ ୫ ୱିକେଟ

ଜୋହାନ୍ସବର୍ଗ: ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୮ ୱିକେଟରେ ଶୋଚନୀୟ ଭାବେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ଭାରତୀୟ ବୋଲରଙ୍କ ଉଚିତ ମୁକାବିଲା କରି ନ ପାରି ୨୭.୩ ଓଭରରେ ୧୧୬ ରନ କରି ଅଲଆଉଟ ହୋଇ ଯାଇଥିଲା । ଟୋନୀ ଡେ…

ଚେନ୍ନାଇ ସୁପର କିଙ୍ଗସରେ ଧୋନିଙ୍କ ଉତ୍ତରାଧିକାରୀ କିଏ ହେବେ?

ଚେନ୍ନାଇ: ହାର୍ଦ୍ଦିକ ପାଣ୍ଡ୍ଯ଼ା ରୋହିତ ଶର୍ମାଙ୍କ ସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଫ୍ରାଞ୍ଚାଇଜିର ଅଧିନାୟକ ଭାବରେ ସ୍ଥାନ ପାଇଛନ୍ତି। ଏପରି ପରିବର୍ତ୍ତନ ପଛରେ ମୁମ୍ବାଇ ଇଣ୍ଡିଆନ୍ସ ଯୁକ୍ତି ରଖିଛି ଯେ ସେମାନେ ଭବିଷ୍ଯ଼ତକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି। ତେବେ…

ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହେବା ପାଇଁ ସର୍ତ ରଖିଥିଲେ ହାର୍ଦ୍ଦିକ, ରୋହିତ ଜାଣିଥିଲେ

ମୁମ୍ବାଇ: ଆଇପିଏଲ ୨୦୨୪ ସଂସ୍କରଣ ପାଇଁ ରୋହିତ ଶର୍ମାଙ୍କ ବଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ କରାଯିବ ସମସ୍ତଙ୍କୁ ଚକିତ କରିଛି । ରିପୋର୍ଟ ମୁତାବକ ଗୁଜରାଟ ଟାଇଟାନ୍ସର ପୂର୍ବ ଅଧିନାୟକ ହାର୍ଦ୍ଦିକ ମୁମ୍ବାଇ ଇଣ୍ଡିଆନ୍ସ ଫ୍ରାଂଚାଇଜଙ୍କ ନିକଟରେ କେତେକ ସର୍ତ ରଖିଥିଲେ । ଏହା…

ଇଂଲଣ୍ଡ ବିପକ୍ଷରେ ଭାରତୀୟ ମହିଳା କ୍ରିକେଟ ଟିମର ଐତିହାସିକ ଟେଷ୍ଟ ବିଜୟ

ମୁମ୍ବାଇ: ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟରେ ଭାରତୀୟ ମହିଳା କ୍ରିକେଟ ଟିମ ଇତିହାସ ରଚିଛନ୍ତି । ଭାରତ ୩୪୭ ବୃହତ ବ୍ୟବଧାନରେ ଇଂଲଣ୍ଡକୁ ହରାଇ ରେକର୍ଡ କରିଛି । ଶ୍ରୀଲଙ୍କା ମହିଳା ଟିମ ୩୦୯ ରନରେ ପାକିସ୍ତାନକୁ ହରାଇ ଏହି ରେକର୍ଡ କରିଥିଲା । ଏହା ବ୍ୟତୀତ ପ୍ରଥମ ଥର…

ରୋହିତ ହଟିଲେ, ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକଙ୍କ ସଂଖ୍ୟା କମିଲା

ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ୨୦୨୪ ଆଇପିଏଲ ପାଇଁ ରୋହିତ ଶର୍ମାଙ୍କ ବଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଭାବେ ନିଯୁକ୍ତ କରିଛି । ତେବେ ଫ୍ରାଂଚାଇଜର ଏହି ନିଷ୍ପତିକୁ ପ୍ରଶଂସକମାନେ ସହଜରେ ଗ୍ରହଣ କରିପାରି ନାହାନ୍ତିି । ସୋସିଆଲ ମିଡିଆରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।…

ଦକ୍ଷିଣ ଆଫ୍ରିକା ବିପକ୍ଷ କ୍ରିକେଟ ସିରିଜ: ଦିନିକିଆରୁ ଚାହର , ଟେଷ୍ଟରୁ ସାମୀ ଓହରିଲେ

ଡର୍ବାନ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ କ୍ରିକେଟ ସିରିଜରୁ ଭାରତକୁ ଶକ୍ତ ଧକ୍କା ଲାଗିଛି । ପେସ ବୋଲର ଦୀପକ ଚାହର ପରିବାର ସଦସ୍ୟଙ୍କ ମେଡିକାଲ ଏର୍ମଜେନ୍ସି ନେଇ ଏହି ନିଷ୍ପତି ନେଇଛନ୍ତି । ଦୀପଙ୍କ ବଦଳ ଖେଳାଳି ଭାବେ ଆକାଶଦୀପଙ୍କୁ ଦଳରେ ସାମିଲ କରାଯାଇଛି । ଦିନିକିଆ ସିରିଜର ଶେଷ…

୧୯ ବର୍ଷରୁ କମ ଏସିଆ କପ କ୍ରିକେଟ: ସେମିଫାଇନାଲରେ ହାରିଲେ ଭାରତ, ପାକିସ୍ତାନ

ନୂଆଦିଲ୍ଲୀ: ୧୯ ବର୍ଷରୁ କମ ଏସିଆ କପ କ୍ରିକେଟରେ ବଡ ବିପର୍ଯ୍ୟୟ ଦେଖିବାକୁ ମିଳିଛି । ସେମିଫାଇନାଲ ମୁକାବିଲାରେ ଭାରତ ଏବଂ ପାକିସ୍ତାନ ପରାଜିତ ହୋଇ ଟୁର୍ଣ୍ଣାମେଂଟରୁ ବିଦାୟ ନେଇଛନ୍ତି । ଅରିଫୁଲ ଇସଲାମଙ୍କ ଚମତ୍କାର ଇନିଂସ ବଳରେ ବାଂଲାଦେଶ ୪ ୱିକେଟରେ ଭାରତକୁ ପରାସ୍ତ କରି ଫାଇନାଲରେ…

ରୋହିତଙ୍କୁ ଅଧିନାୟକ ପଦରୁ ହଟାଇଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ: ଆଇପିଏଲ ୨୦୨୪ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ଏକ ନିଷ୍ପତି ସମସ୍ତଙ୍କୁ ଚକିତ କରିଛି । ମୁମ୍ବାଇକୁ ୫ଥର ଚାମ୍ପିୟନ କରାଇଥିବା ରୋହିତ ଶର୍ମା ଏହି ସିଜନ ପାଇଁ ଅଧିନାୟକ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି ।…